Tag Archives: Home Middle

ଲକ୍ଷ୍ୟ ହାସଲ ଯାଏ ପରିଶ୍ରମ କର: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୨୭।୮(ବ୍ୟୁରୋ): ସ୍ବପ୍ନ ଓ ସମ୍ଭାବନା ହେଉଛି ଛାତ୍ର ଜୀବନର ପରିଚୟ। ପିଲାମାନେ ବଡ଼ ମଣିଷ ହେବାର ସ୍ବପ୍ନ ଦେଖିବା ସହ ଅନ୍ତର୍ନିହିତ ପ୍ରତିଭା ଉପଯୋଗକରି ଭବିଷ୍ୟତକୁ ଉଜ୍ଜ୍ୱଳମୟ କରିବେ। ପିଲାଙ୍କ ସଫଳତା ହିଁ ସମାଜ, ବିଦ୍ୟାଳୟ ଓ ପରିବାରର...

କାବୁଲ ବିସ୍ଫୋରଣ ପାଇଁ ନିଜକୁ ଦାୟୀ କଲା ଆଇଏସ୍‌

କାବୁଲ,୨୭।୮: ଆଫଗାନିସ୍ତାନର କାବୁଲରେ ଗୁରୁବାର ଦୁଇଟି ବୋମା ବିସ୍ଫୋରଣ ହୋଇଥିଲା। କାବୁଲ ବିମାନବନ୍ଦର ବାହାରେ ଦୁଇଟି ଆତ୍ମଘାତୀ ଆକ୍ରମଣରେ ୭୨ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୧୪୩ ଜଣ ଆହତ ହୋଇଛନ୍ତି। ଏହି ଆତଙ୍କବାଦୀ ଆକ୍ରମଣରେ ୧୩ ଜଣ ଆମେରିକୀୟ...

କିଛି ଚମତ୍କାର ହିଁ ଟିମ୍‌ ଇଣ୍ଡିଆକୁ ବଞ୍ଚାଇ ପାରିବ

ଲିଡ୍ସ,୨୬।୮: ମ୍ୟାଚ୍‌ରେ ଆହୁରି ୩ ଦିନ ବାକି ଅଛି। ଟିମ୍‌ ଇଣ୍ଡିଆ ଏବେ ୩୪୫ ରନ୍‌ରେ ପଛୁଆ। ଇଂଲଣ୍ଡ ହାତରେ ଆହୁରି ୨ ଉଇକେଟ ଅଛି। ଏଭଳି ଗମ୍ଭୀର ସ୍ଥିତିରେ ବିରାଟ କୋହଲିଙ୍କ ନେତୃତ୍ୱାଧୀନ ଦଳକୁ କୌଣସି ଚମତ୍କାର ହିଁ...

କରୋନା କବଳରେ ୧୩୦ ପିଲା, ବଲାଙ୍ଗୀରରେ ଗଲା ଶିଶୁଙ୍କ ଜୀବନ

ଭୁବନେଶ୍ୱର,୨୬।୮(ବ୍ୟୁରୋ): କେରଳରେ ଏବେ ସଂକ୍ରମଣ ପୁଣି ଦ୍ରୁତଗତିରେ ବଢ଼ୁଛି। ଏଠାରେ ତୃତୀୟ ଲହର ସଂକ୍ରମଣ ଆରମ୍ଭ ହୋଇଥିବା ଆଶଙ୍କା କରାଯାଉଛି। ଏହାକୁ ନେଇ ଏବେ ଓଡ଼ିଶାରେ ବି ଆତଙ୍କ ଖେଳିଯାଇଛି। ତୃତୀୟ ଲହରରେ ଅଧିକ ଶିଶୁ ସଂକ୍ରମିତ ହେବେ ବୋଲି...

ଚେତାବନୀର କିଛି ଘଣ୍ଟା ପରେ ବଡ଼ ଧରଣର ବିସ୍ଫୋରଣ

ଓ୍ବାଶିଂଟନ,୨୬।୮: ଆଫଗାନିସ୍ତାନର କାବୁଲ ବିମାନ ବନ୍ଦର ବାହାରେ ଗୁରୁବାର ଏକ ବଡ଼ ଧରଣର ବିସ୍ଫୋରଣ ଘଟିଥିବା ଆମେରିକୀୟ ସେନା ପକ୍ଷରୁ କୁହାଯାଇଛି। କାବୁଲ ବିମାନ ବନ୍ଦର ବାହାରେ ବିସ୍ଫୋରଣ ଘଟିଥିବା ଆମେ ସ୍ପଷ୍ଟ କରୁଛୁ। ଏଥିରେ ୧୩ ଜଣଙ୍କ ମୃତ୍ୟୁ...

୭୦% ସିଲାବସରେ ପାଠ ପଢିବେ ଯୁକ୍ତ ଦୁଇ ଛାତ୍ରୀଛାତ୍ର

ଭୁବନେଶ୍ୱର,୨୬।୮(ବ୍ୟୁରୋ): ଗତବର୍ଷ ଭଳି ଚଳିତ ମଧ୍ୟ ଯୁକ୍ତ ଦୁଇ ପିଲାଙ୍କ ପାଇଁ ୩୦% ସିଲାବସ ହ୍ରାସ କରାଯିବ। ଏନେଇ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ କାଉନସିଲ ବୈଠକରେ ଗୁରୁବାର ଏହି ନିଷ୍ପତ୍ତି ନିଆଯାଇଛି। ବୈଠକର ନିଷ୍ପତ୍ତି ମୁତାବକ, ପ୍ରଥମ ଓ...

ବିମାନ ବନ୍ଦରରୁ ୨୫୦ କିଲୋଗ୍ରାମ୍‌ କାଲିଫୋର୍ନିୟମ୍‌ ଜବତ, ଦାମ ୪,୨୫୦ କୋଟି…

କୋଲକାତା,୨୬।୮: ପଶ୍ଚିମବଙ୍ଗର ନେତାଜୀ ସୁଭାଷ ଚନ୍ଦ୍ର ବୋଷ ଅନ୍ତର୍ଜାତୀୟ ବିମାନ ବନ୍ଦରରୁ ୨୫୦ କିଲୋଗ୍ରାମ୍‌ ରେଡ଼ିଓ ଆକ୍ଟିଭ୍‌ ଧାତୁ କାଲିଫୋର୍ନିୟମ୍‌ ଜବତ ହୋଇଛି। ସିଆଇଡି ପକ୍ଷରୁ ଚଢାଉ କରାଯାଇ ଦୁଇ ଅଭିଯୁକ୍ତଙ୍କ ଠାରୁ ଏହା ଜବତ ହୋଇଛି। ଅନ୍ତର୍ଜାତୀୟ ବଜାରରେ...

ଶ୍ରୀମନ୍ଦିର ସେବାୟତଙ୍କୁ ମିଳିବ ଘର

ପୁରୀ ଅଫିସ,୨୬ା୮: ଏଣିକି ଶ୍ରୀମନ୍ଦିର ସେବାୟତଙ୍କୁ ଘର ମିଳିବ। ପ୍ରାଥମିକ ପର୍ଯ୍ୟାୟରେ ୪୦୦ ସେବାୟତଙ୍କୁ ଘର ମିଳିବ ବୋଲି ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକରେ ନିଷ୍ପତ୍ତି ନିଆଯାଇଥିବା ନେଇ ସୂଚନା ଦେଇଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ କ୍ରୀଷନ କୁମାର। ପ୍ରତି...

ସ୍ତ୍ରୀଙ୍କ ଇଛା ବିରୋଧରେ ଶାରୀରିକ ସମ୍ପର୍କ ନୁହେଁ ବଳାତ୍କାର: ହାଇକୋର୍ଟ…

ରାୟପୁର,୨୬।୮: ଛତିଶଗଡ ହାଇକୋର୍ଟ ଏକ ଗୁରୁତ୍ୱପୂର୍ଣ୍ଣ ରାୟ ଦେଇଛନ୍ତି। କୋର୍ଟ କହିଛନ୍ତି ଯେ, ସ୍ବାମୀ ସ୍ତ୍ରୀଙ୍କ ଇଛା ବିରୋଧରେ ଶାରୀରିକ ସମ୍ପର୍କ ସ୍ଥାପନ କଲେ ଏହାକୁ ବଳାତ୍କାର କୁହାଯିବ ନାହିଁ। ଏକ ମାମଲାର ଶୁଣାଣି ସମୟରେ ସ୍ବାମୀଙ୍କୁ ବଳାତ୍କାର ଅଭିଯୋଗରୁ...

ଭୋକରେ ରହିବେ କୋଟିଏରୁ ଅଧିକ ଆଫଗାନୀ ଶିଶୁ…

ଜେନେଭା,୨୬।୮: ଆଫଗାନିସ୍ତାନରେ ତାଲିବାନ ଶାସନ ଯୋଗୁଁ ସୃଷ୍ଟି ହୋଇଥିବା ଶରଣାର୍ଥୀ ସଙ୍କଟ ମଧ୍ୟରେ ମହିଳା ଏବଂ ଶିଶୁଙ୍କ ସ୍ବାସ୍ଥ୍ୟ ସମ୍ପର୍କରେ ଜାତିସଂଘର ୟୁନିସେଫ୍‌ ପକ୍ଷରୁ ଏକ ରିପୋର୍ଟ ଜାରି ହୋଇଛି। ରିପୋର୍ଟରେ ଉଲ୍ଲେଖ କରାଯାଇଛି ଯେ, ଏହି ମାନବୀୟ ସଙ୍କଟ...

ଫେବୃଆରୀରେ ପଞ୍ଚାୟତ ନିର୍ବାଚନ: ସଂରକ୍ଷଣ ନେଇ ବିଧାନସଭାରେ ଆସିବ ପ୍ରସ୍ତାବ

ଭୁବନେଶ୍ୱର,୨୬ା୮(ବ୍ୟୁରୋ): ଫେବୃଆରୀରେ ପଞ୍ଚାୟତ ନିର୍ବାଚନ ହେବା ନିଶ୍ଚିତ ହୋଇଯାଇଛି। ଏନେଇ ରାଜ୍ୟ ସରକାର ଆବଶ୍ୟକୀୟ ପଦକ୍ଷେପ ଆରମ୍ଭ କରିଦେଇଛନ୍ତି । ବିଧାନସଭାରେ ସଂରକ୍ଷଣ ସଂକ୍ରାନ୍ତୀୟ ସଂଶୋଧନ ଆସିବାକୁ ଯାଉଛି । ସେପ୍ଟେମ୍ବର ପହିଲାରୁ ବିଧାନସଭାର ମୌସୁମୀ ଅଧିବେଶନ ବସିବ। ତେବେ...

ପ୍ରଧାନମନ୍ତ୍ରୀଙ୍କ ରାଗ ଦେଖି ସରକାରୀ ବାବୁ ଛାନିଆ, ପ୍ରସ୍ତୁତ ହେବ ଖାମଖିଆଲି ଅଧିକାରୀଙ୍କ ତାଲିକା…

ନୂଆଦିଲ୍ଲୀ,୨୬।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୩୭ ତମ ପ୍ରଗତି(ପ୍ରୋଟେକ୍ଟିଭ୍‌ ଗଭର୍ନାସ୍‌ ଆଣ୍ଡ୍‌ ଟାଇମ୍‌ଲି ଇମ୍ପ୍ଲିମେଣ୍ଟେଶନ) ବୈଠକରେ ଯୋଗଦେଇ ସରକାରୀ ବାବୁଙ୍କ ଉପରେ ବର୍ଷିଛନ୍ତି। ପ୍ରଧାନମନ୍ତ୍ରୀଙ୍କ ରାଗ ଦେଖି ସରକାରୀ ବାବୁ ଛାନିଆ ହୋଇଯାଇଛନ୍ତି। ସେମାନଙ୍କ ମନରେ ଏବେ ଛନକା ପଶିଛି।...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri