Tag Archives: Home Middle

ଦୈନିକ ମୃତ୍ୟୁ ସଂଖ୍ୟା ୪ ଶହ ତଳେ…

ନୂଆଦିଲ୍ଲୀ,୨୩।୮: ଦେଶରେ କରୋନା ମହାମାରୀ ସଂକ୍ରମଣର ଦ୍ୱିତୀୟ ଲହର ଥମିବାରେ ଲାଗିଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଗତ ୨୪ ଘଣ୍ଟାରେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ୨୫ ହଜାର ୭୨ରେ ପହଞ୍ଚିଛି। ଏହି...

ଖୋଲିଲା ଶ୍ରୀମନ୍ଦିର

ପୁରୀ ଅଫିସ,୨୩ା୮: ଦୀର୍ଘ ୪ ମାସର ବ୍ୟବଧାନ ପରେ ସୋମବାରଠାରୁ ସର୍ବସାଧାରଣଙ୍କ ଲାଗି ଶ୍ରୀମନ୍ଦିର ଖୋଲିଛି। କୋଭିଡ୍‌ଗାଇଡ୍‌ ଲାଇନ୍‌ ଅନୁଯାୟୀ ଶ୍ରଦ୍ଧାଳୁମାନେ ମନ୍ଦିର ଭିତରେ ଶ୍ରୀଜିଉଙ୍କୁ ଦର୍ଶନ କରୁଛନ୍ତି। ଆର୍‌ଟିପିସିଆର ନେଗେଟିଭ୍‌ ରିପୋର୍ଟ ଏବଂ ଦୁଇଟି ଡୋଜ୍‌ ଟିକାକରଣ ରିପୋର୍ଟ...

ପୁଣି ବିପଦ, ସେପ୍ଟେମ୍ବରରୁ ପ୍ରତିଦିନ ୪ ରୁ ୫ ଲକ୍ଷ ଦୈନିକ ସଂକ୍ରମଣ ଆଶଙ୍କା…

ନୂଆଦିଲ୍ଲୀ,୨୩।୮: ପୁଣି ବିପଦ ମାଡ଼ି ଆସୁଛି। କରୋନା ମହାମାରୀର ଭୟଙ୍କର ରୂପ ପୁଣି ଥରେ ଭାରତରେ ଦେଖିବାକୁ ମିଳିବାର ଆଶଙ୍କା ରହିଛି। ଏନେଇ ନୀତି ଆୟୋଗ ପକ୍ଷରୁ ଚେତାବନୀ ଦିଆଯାଇଛି। କରୋନାର ତୃତୀୟ ଲହର ନେଇ ନୀତି ଆୟୋଗ ପକ୍ଷରୁ...

୨୭ ଜିଲାରେ ମରୁଡ଼ି ଆଶଙ୍କା

ଭୁବନେଶ୍ୱର,୨୩।୮(ବ୍ୟୁରୋ): କରୋନା ମହାମାରୀରୁ ମୁକୁଳି ନ ଥିବା ବେଳେ ଓଡ଼ିଶାକୁ ମାଡ଼ିଆସୁଛି ଆଉ ଏକ ବିପଦ। ଅନାବୃଷ୍ଟି ଯୋଗୁ ରାଜ୍ୟ ଏବେ ଘୋର ସଙ୍କଟ ଭିତରକୁ ଟାଣିହୋଇ ଯାଇଛି। ଦକ୍ଷିଣ ପଶ୍ଚିମ ମୌସୁମୀ ଧୋକା ଦେଇଛି। ଆଷାଢ଼ ଯାଇ ଶ୍ରାବଣ...

୫ ହଜାର ବର୍ଷର ଭାରତ-କାନ୍ଦାହାର ସମ୍ପର୍କ

ନୂଆଦିଲ୍ଲୀ, ୨୩ା୮: ଇତିହାସର ଆଫଗାନିସ୍ତାନ ବର୍ତ୍ତମାନଠାରୁ ଥିଲା ସମ୍ପୂର୍ଣ୍ଣ ଅଲଗା। ଦିନେ ଏହା ଗାନ୍ଧାର ଭାବେ ପରିଚିତ ଥିଲା ବୋଲି ଅଧ୍ୟୟନ କୁହେ। ବାସ୍ତବରେ ମଧ୍ୟ ଗାନ୍ଧାରରୁ ‘କାନ୍ଦାହାର’ରେ ପରିଣତ ହୋଇଥିବା ସହର ଏବେ ବି ଆଫଗାନିସ୍ତାନରେ ରହିବା ଏହାର...

ଆସନ୍ତାକାଲିଠାରୁ ସର୍ବସାଧାରଣଙ୍କ ପାଇଁ ଖୋଲିବ ଶ୍ରୀମନ୍ଦିର

ପୁରୀ ଅଫିସ,୨୨ା୮: ଦୀର୍ଘ ୪ ମାସର ବ୍ୟବଧାନ ପରେ ସୋମବାରଠାରୁ ସର୍ବସାଧାରଣଙ୍କ ଲାଗି ଶ୍ରୀମନ୍ଦିର ଖୋଲିବ। କୋଭିଡ୍‌ଗାଇଡ୍‌ ଲାଇନ୍‌ ଅନୁଯାୟୀ ଶ୍ରଦ୍ଧାଳୁମାନେ ମନ୍ଦିର ଭିତରେ ଶ୍ରୀଜିଉଙ୍କୁ ଦର୍ଶନ କରିବାର ସୁଯୋଗ ପାଇବେ। ଆର୍‌ଟିପିସିଆର ନେଗେଟିଭ୍‌ ରିପୋର୍ଟ ଏବଂ ଦୁଇଟି ଡୋଜ୍‌...

କାବୁଲରେ ସରକାରୀ-ବେସରକାରୀ ଅଫିସ ବନ୍ଦ, ବଢୁଛି ଲୋକଙ୍କ ସମସ୍ୟା

କାବୁଲ,୨୨ା୮: ଆଫଗାନିସ୍ତାନକୁ ତାଲିବାନ କବ୍‌ଜା କରିବାର ଏକ ସପ୍ତାହ ପରେ କାବୁଲରେ ସରକାରୀ ଏବଂ ବେସରକାରୀ କାର୍ଯ୍ୟାଳୟ ବନ୍ଦ ରହିଛି। ଯାହା ମନ୍ତ୍ରଣାଳୟ, ପାସପୋର୍ଟ ବିଭାଗ ଏବଂ ବ୍ୟାଙ୍କ ଭଳି ସରକାରୀ ତଥା ବେସରକାରୀ କାର୍ଯ୍ୟାଳୟ ବନ୍ଦ ଥିବାରୁ କାବୁଲର...

୧୬୮ ଯାତ୍ରୀଙ୍କୁ ନେଇ ହିଣ୍ଡନ ଏୟାରବେସରେ ପହଞ୍ଚିଲା ସି-୧୭ ଗ୍ଲୋବମାଷ୍ଟର, ଅଛନ୍ତି ଭାରତୀୟଙ୍କ ସହ ଆଫଗାନୀ ଯାତ୍ରୀ

ନୂଆଦିଲ୍ଲୀ,୨୨ ।୮: ଆଫଗାନିସ୍ତାନ ଉପରେ ତାଲିବାନ କବଜା କରିବା ପରେ ସେଠାରେ ଫସି ରହିଥିବା ଭାରତୀୟ ନାଗରିକଙ୍କୁ ବାହାରକୁ ଆଣିବା ପ୍ରକ୍ରିୟା ଜାରି ରହିଛି । ରବିବାର ଦୋହା ରାସ୍ତା ଦେଇ ଭାରତୀୟ ବାୟୁସେନାର ବିମାନ ସି-୧୭ ଗ୍ଲୋବମାଷ୍ଟର ସକାଳେ...

‘ପିଲାଙ୍କ ସ୍ବପ୍ନ ସାକାର ହେଲେ ନବୀନ ଓଡ଼ିଶାର ଲକ୍ଷ୍ୟ ପୂରଣ ସମ୍ଭବ’

ଭୁବନେଶ୍ୱର,୨୨।୮(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ବାଚନମଣ୍ଡଳୀ ହିଞ୍ଜିଳିରୁ ରାଜ୍ୟ ସରକାରଙ୍କ ସ୍କୁଲ ରୂପାନ୍ତରଣ କାର୍ଯ୍ୟ ଆରମ୍ଭ ହୋଇଛି। ୫-ଟି ଉପକ୍ରମରେ ହିଞ୍ଜିଳିର ୫୦ ସ୍କୁଲର ରୂପାନ୍ତରଣ କାର୍ଯ୍ୟ ବର୍ତ୍ତମାନ ସୁଦ୍ଧା ସମ୍ପୂର୍ଣ୍ଣ ହୋଇଛି। ସେଥିମଧ୍ୟରୁ ୧୦ ସ୍କୁଲକୁ ଶନିବାର ମୁଖ୍ୟମନ୍ତ୍ରୀ...

ତାଲିବାନ୍‌ କବଳରୁ ୧୫୦ ଭାରତୀୟ ମୁକ୍ତ

କାବୁଲ/ଓ୍ବାଶିଂଟନ/ନୂଆଦିଲ୍ଲୀ,୨୨।୮: ଆମେ କାହାକୁ କିଛି କରିବୁ ନାହିଁ। କେହି ଆତଙ୍କିତ ହେବା ଦରକାର ନାହିଁ ବୋଲି ଡିଣ୍ଡିମ ପିଟୁଥିବା ତାଲିବାନ୍‌ର ବର୍ବର ଚେହେରା ଶନିବାର ଆଫଗାନିସ୍ତାନ ରାଜଧାନୀ କାବୁଲରେ ଦେଖିବାକୁ ମିଳିଛି। ଆଫଗାନିସ୍ତାନରେ ବସବାସ କରୁଥିବା ହିନ୍ଦୁ ଓ ଶିଖ୍‌...

ଆଫଗାନ୍‌ ଝିଅଙ୍କ ଚିଠି ଶେୟାର କଲେ

ଲସ୍‌ ଏଞ୍ଜେଲସ୍‌,୨୨।୮: ହଲିଉଡ୍‌ ଅଭିନେତ୍ରୀ ଆଞ୍ଜେଲିନା ଜୋଲି ସୋସିଆଲ ମିଡିଆ ପ୍ଲାଟଫର୍ମ ଇନ୍‌ଷ୍ଟାଗ୍ରାମରେ ଯୋଗଦେଇଛନ୍ତି। ନିଜର ପ୍ରଥମ ପୋଷ୍ଟରେ ସେ କହିଛନ୍ତି, ମୌଳିକ ମାନବାଧିକାର ପାଇଁ ଲଢ଼େଇ କରୁଥିବା ଲୋକଙ୍କ ସ୍ବର ଉଠାଇବା ଲାଗି ଏହାକୁ ସେ ବ୍ୟବହାର କରିବେ,...

ତାଲିବାନ୍‌ ପାଇଁ ଆର୍ଥିକ ଚ୍ୟାଲେଞ୍ଜ

କାବୁଲ,୨୨।୮: ତାଲିବାନ୍‌ର କାବୁଲ ଦଖଲ ପରେ ପ୍ରଥମ ଥର ପାଇଁ ରାଜଧାନୀରେ ପାଦ ଥାପିଛନ୍ତି ଆତଙ୍କବାଦୀ ସଙ୍ଗଠନର ସହପ୍ରତିଷ୍ଠାତା ତଥା ଉପନେତା ମୁଲ୍ଲା ଅବ୍‌ଦୁଲ ଗନି ବରାଦର। ଦୀର୍ଘ ୨୦ ବର୍ଷ ଧରି ନିର୍ବାସନରେ ଥିବା ବରାଦର ଗତ ବୁଧବାର...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri