Tag Archives: Home Middle

କାବୁଲ ଉପରେ ବିଶ୍ୱ ନଜର

କାବୁଲ/ଓ୍ବାଶିଂଟନ/ନୂଆଦିଲ୍ଲୀ,୨୨।୮: ତାଲିବାନ୍‌ର କାବୁଲ ଦଖଲ ପରେ ସବୁଠି ଆତଙ୍କର ମାହୋଲ। ହମିଦ କାରଜାଇ ଅନ୍ତର୍ଜାତୀୟ ବିମାନବନ୍ଦରରେ ତୁହାକୁ ତୁହା ଗୁଳି ଫୁଟୁଛି। ବିଦେଶୀଙ୍କୁ ସୁରକ୍ଷିତ ଭାବେ ସେମାନଙ୍କ ଦେଶକୁ ପଠାଇବା ଲାଗି ଭିତରେ ଆମେରିକୀୟ ସୈନ୍ୟଙ୍କ ଉପସ୍ଥିତି କେତେକାଂଶରେ ଆଶ୍ୱସ୍ତ...

ମା’ ବୁଝୁନି ମମତା

ଅନୁଗୋଳ ଅଫିସ,୨୨ା୮: ମାତୃତ୍ୱର ଅର୍ଥ ବୁଝେ ମା’। ସେଥିପାଇଁ ସେ ସ୍ନେହମୟୀ। ମମତାମୟୀ। ପିଲାଟିଏ ତା’ ପାଇଁ ଈଶ୍ୱରଙ୍କ ଆଶୀର୍ବାଦ। ସରଗର ସଜଫୁଟା ପାରିଜାତ। ହେଲେ ଅନେକ ପାରିଜାତ ଏବେ ମଧ୍ୟ ହେଉଛନ୍ତି ପରିତ୍ୟକ୍ତ। କେତେବେଳେ କେଉଁ ବୁଦା ମୂଳରେ ତ...

ପରପାରିରେ କଲ୍ୟାଣ ସିଂ

ନୂଆଦିଲ୍ଲୀ, ୨୧।୮: ଉତ୍ତରପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବରିଷ୍ଠ ଭାଜପା ନେତା କଲ୍ୟାଣ ସିଂଙ୍କର ଶନିବାର ରାତିରେ ପରଲୋକ ହୋଇଯାଇଛି। ତାଙ୍କୁ ୮୯ ବର୍ଷ ହୋଇଥିଲା। ମାସେରୁ ଊର୍ଦ୍ଧ୍ୱ ସମୟ ଅସୁସ୍ଥ ଥାଇ ସେ ଲକ୍ଷ୍ନୌର ସଞ୍ଜୟ ଗାନ୍ଧୀ ପୋଷ୍ଟ...

ହଟିଲା ତାଲିବାନର ଅଫିସିଆଲ ଓ୍ବେବ୍‌ସାଇଟ୍‌

ନୂଆଦିଲ୍ଲୀ,୨୧ା୮: ଆଫଗାନିସ୍ତାନରେ ତାଲିବାନ କ୍ଷମତା ହାସଲ କରିବା ପରେ ତା’ର ଅଫିସିଆଲ ଓ୍ବେବ୍‌ସାଇଟ୍‌ ଶୁକ୍ରବାର ବିଳମ୍ବିତ ରାତିରେ ଇଣ୍ଟରନେଟ୍‌ରୁ କେଉଁଆଡ଼େ ଗାଏବ ହୋଇଯାଇଛି। ଏହା କୌଣସି ଯାନ୍ତ୍ରିକ ତ୍ରୁଟି କିମ୍ବା ଅନ୍ୟ କୌଣସି କାରଣରୁ ହୋଇଛି ତାହା ବର୍ତ୍ତମାନ ସୁଦ୍ଧା...

ଗରିବଙ୍କୁ ଏମ୍ସରେ ମାଗଣା ଇକ୍‌ମୋ ଚିକିତ୍ସା

ଭୁବନେଶ୍ୱର,୨୧ା୮(ବ୍ୟୁରୋ): ଏଣିକି ଗରିବ ଲୋକଙ୍କୁ ଭୁବନେଶ୍ୱର ଏମ୍ସରେ ମାଗଣା ଇକ୍‌ମୋ ଚିକିତ୍ସା ଯୋଗାଇ ଦିଆଯିବ। ରାଶନକାର୍ଡ ଧାରୀ ଏବଂ ଗରିବ ଲୋକମାନଙ୍କୁ ମାଗଣାରେ ଏହି ଚିକିତ୍ସା ଯୋଗାଇ ଦିଆଯିବ। ଏନେଇ ଭୁବନେଶ୍ୱର ଏମ୍ସ ଅଧୀକ୍ଷକ ଡାକ୍ତର ସଚ୍ଚିଦାନନ୍ଦ ମହାନ୍ତି ସୂଚନା...

ବଢ଼ୁଛି ପିଲାଙ୍କ ଚିନ୍ତା: ଆଜି ରାଜ୍ୟରେ ୧୧୬ ଛୁଆ କରୋନା ସଂକ୍ରମିତ

ଭୁବନେଶ୍ୱର,୨୧।୮(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ସଂଖ୍ୟା ହ୍ରାସ ପାଇବାରେ ଲାଗିଛିି। ଶନିବାର ରାଜ୍ୟରେ ୯୧୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୧୧୬ ଜଣ ୧୮ ବର୍ଷରୁ କମ ବର୍ଗର । ଆକ୍ରାନ୍ତଙ୍କ ମଧ୍ୟରୁ ୫୩୧ ଜଣ...

ମନ ଜିଣୁଛି ବିହନ ରାଖୀ

ପୁରୁଣା ଭୁବନେଶ୍ୱର,୨୧।୮(ଡି.ଏନ୍‌.ଏ.): ଆଉ ଦିନକ ପରେ ସ୍ନେହ ଓ ଶ୍ରଦ୍ଧାର ପର୍ବ ରକ୍ଷାବନ୍ଧନ। କରୋନା ସମୟରେ ଅନେକ ଲୋକ ଜୀବିକା ହରାଇଥିବା ବେଳେ ପୋଖରୀପୁଟ ଅଞ୍ଚଳର ପରିବେଶବିତ୍‌ ସୁଶାନ୍ତ ସାହୁ ରାଖୀ ପୂର୍ଣ୍ଣମୀ ପାଇଁ ସ୍ଥାନୀୟ ଅଞ୍ଚଳରୁ ଧଳାଧାନ, କଳାଧାନ,...

ବିରୋଧୀଙ୍କ ନେତୃତ୍ୱ ନେବାକୁ ଚାହୁଁନି କଂଗ୍ରେସ

ନୂଆଦିଲ୍ଲୀ,୨୦।୮ : ବିରୋଧୀଙ୍କ ନେତୃତ୍ୱ ନେବା ଉପରେ କଂଗ୍ରେସର ସାମର୍ଥ୍ୟକୁ ଏବେ ସନ୍ଦେହ କରାଯାଉଛି। ଏଣୁ କଂଗ୍ରେସ ବିରୋଧୀ ଦଳର ନେତୃତ୍ୱ ନେବାକୁ ଚାହୁଁ ନାହିଁ। ୧୯ଟି ବିରୋଧୀ ଦଳର ନେତାଙ୍କ ସହ ଅନୁଷ୍ଠିତ ଭର୍ଚୁଆଲ ବୈଠକରେ ଏଭଳି କହିଛନ୍ତି...

ବ୍ଲକରେ ହେବ ପଞ୍ଚାୟତ ଭୋଟ ଗଣତି

ଭୁବନେଶ୍ୱର,୨୦ା୮(ବ୍ୟୁରୋ): ବ୍ଲକରେ ହେବ ପଞ୍ଚାୟତ ନିର୍ବାଚନ ଭୋଟ ଗଣତି। ଭୋଟ ଗ୍ରହଣ ପରେ ଭୋଟବାକ୍ସ ସିଲ୍‌ କରି ବ୍ଲକରେ ରହିବ। ସବୁ ପର୍ଯ୍ୟାୟ ନିର୍ବାଚନ ଶେଷ ପରେ ଗଣତି ହେବ। ପଞ୍ଚାୟତିରାଜ ବିଭାଗ କାଉଣ୍ଟିଂ ନେଇ ନୂଆ ନିୟମ ଆଣିବାକୁ...

କାବୁଲରୁ ୧୬୦ ଅଷ୍ଟ୍ରେଲୀୟ-ଆଫଗାନିସ୍ତାନ ନାଗରିକଙ୍କୁ ସ୍ଥାନାନ୍ତର

କାନବେରା,୨୦ା୮: ଆଫଗାନିସ୍ତାନକୁ ତାଲିବାନ କବ୍‌ଜା ପରଠାରୁ ଅନ୍ୟ ଦେଶଗୁଡ଼ିକ ସେମାନଙ୍କର ନାଗରିକ ଏବଂ ଦୂତାବାସର ଅଧିକାରୀମାନଙ୍କୁ ସେଠାରୁ ସ୍ଥାନାନ୍ତର କରିବା ଆରମ୍ଭ କରି ଦେଇଛନ୍ତି। ତୃତୀୟ ଥଇଥାନ ବିମାନ ପରେ ଅଷ୍ଟ୍ରେଲିଆ ଏବଂ ଆଫଗାନିସ୍ତାନର ୧୬୦ରୁ ଅଧିକ ନାଗରିକଙ୍କୁ କାବୁଲରୁ...

ଆତଙ୍କ ଦ୍ୱାରା ବିଶ୍ୱାସକୁ ଭାଙ୍ଗି ଦିଆଯାଇ ନ ପାରେ: ମୋଦି

ଅହମଦାବାଦ,୨୦ ।୮: ଗୁଜରାଟର ଐତିହାସିକ ସୋମନାଥ ମନ୍ଦିରକୁ ବଡ ଉପହାର ମିଳିଛି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ମନ୍ଦିରରେ ଅନେକ ଗୁଡିଏ ଯୋଜନାର ଶୁଭାରମ୍ଭ କରିଛନ୍ତି । ଭିଡିଓ କନଫରେନ୍ସିଂ ଜରିଆରେ ମୋଦି ସୋମନାଥ ସମୁଦ୍ର ଦର୍ଶନ, ପାଦଚଲା...

ମାଲକାନଗିରିରେ ପହଞ୍ଚି ବିଏ୍‌କେଓ୍ବାଇ ସ୍ମାର୍ଟ କାର୍ଡ ବାଣ୍ଟିଲେ ମୁଖ୍ୟମନ୍ତ୍ରୀ

ମାଲକାନଗିରି,୨୦।୮(ଡି.ଏନ୍‌.ଏ.): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁକ୍ରବାର ମାଲକାନଗିରି ଗସ୍ତରେ ଯାଇଛନ୍ତି। ସେ ସ୍ବତନ୍ତ୍ର ହେଲିକପ୍ଟର ଯୋଗେ ମାଲାକାନଗିରି ଷ୍ଟାଡିୟମରେ ପହଞ୍ଚି ଥିଲେ। ପରେ ସେଠାରୁ ସଂସ୍କୃତି ଭବନରେ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାର ସ୍ମାର୍ଟ କାର୍ଡ ବିଏ୍‌କେଓ୍ବାଇ ଶୁଭାରମ୍ଭ କରିଥିଲେ।...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri