Tag Archives: Home Middle

୪ରେ ଲଘୁଚାପ ସମ୍ଭାବନା: ବାତ୍ୟା ଆଶଙ୍କାକୁ ନେଇ ଆସିଲା ବଡ଼ ଅପଡେଟ୍‌…

ଭୁବନେଶ୍ୱର,୩ା୧୦(ଅନିଲ ଦାସ ):ଦକ୍ଷିଣ-ପୂର୍ବ ବାଂଲାଦେଶ ଓ ଏହା ନିକଟବର୍ତ୍ତୀ ଅଞ୍ଚଳରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଆସନ୍ତା ୪ ତାରିଖ ବେଳକୁ ଉତ୍ତର ବଙ୍ଗୋପସାଗର ନିକଟସ୍ଥ ପଶ୍ଚିମବଙ୍ଗ ଓ ଓଡ଼ିଶା ଉପକୂଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର...

ଜରୁରୀ ନ ଥିଲେ ଇରାନ ଯାଅନି: ଭାରତ

ନୂଆଦିଲ୍ଲୀ,୩ା୧୦: କୌଣସି ଅଣଜରୁରୀ କାର୍ଯ୍ୟରେ ଇରାନ ଯାତ୍ରା ନ କରିବାକୁ ଭାରତୀୟମାନଙ୍କୁ ନୂଆଦିଲ୍ଲୀ ପରାମର୍ଶ ଦେଇଛି। ଇରାନର ଇସ୍ରାଏଲ୍‌ ଆକ୍ରମଣ ପରିପ୍ରେକ୍ଷୀରେ ବୁଧବାର ବହିର୍ବ୍ୟାପାର ମନ୍ତ୍ରଣାଳୟ ଏକ ବିବୃତି ଜାରି କରି କହିଛି ଯେ, ଇରାନରେ ବସବାସ କରୁଥିବା ସମସ୍ତ...

ସିସିଟିଭି: ଥାଇ ନ ଥିବା ଭଳି

ଖୋର୍ଦ୍ଧା,୩ା୧୦(ପ୍ରଭାତ ପାଣିଗ୍ରାହୀ):ଥାନାରେ ସ୍ବଚ୍ଛତା ଆଣିବା ନିମନ୍ତେ ସିସିଟିିଭି ଲଗାଇବା ପାଇଁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ ରହିଛି। ସିିସିଟିଭି ଲାଗିଲେ ଲୋକମାନଙ୍କ ପ୍ରତି ପୋଲିସର ବ୍ୟବହାର ଜଣାପଡ଼ିବ। ହେଲେ ଏବେ ବି ରାଜ୍ୟର ବିଭିନ୍ନ ଥାନାରେ ସିସିଟିଭି ଲାଗି ନ ଥିବା ଜଣାପଡ଼ିଛି।...

ଯାଜପୁରର ବିକାଶ ପାଇଁ ମୁଁ ପୁଣି ଲଢ଼ିବାକୁ ପ୍ରସ୍ତୁତ: ପ୍ରଣବ ପ୍ରକାଶ

ଝୁମ୍ପୁରୀ, ୩।୧୦(ସରୋଜ ନାୟକ): ଯାଜପୁରର ବିକାଶ ପାଇଁ ‘ମୁଁ ପୁଣି ଲଢ଼ିବାକୁ ପ୍ରସ୍ତୁତ’ ବୋଲି ଯାଜପୁରର ପୂର୍ବତନ ବିଧାୟକ ପ୍ରଣବ ପ୍ରକାଶ ଦାସ ଘୋଷଣା କରିଛନ୍ତି। ଗାନ୍ଧୀ ଜୟନ୍ତୀ ଅବସରରେ ବିଜୁ ଜନତା ଦଳ ପକ୍ଷରୁ ବୁଧବାରଠାରୁ ଆରମ୍ଭ ହୋଇଥିବା...

ଐତିହାସିକ ଖଣ୍ଡଗିରି ଗୁମ୍ଫାରେ ନିକଟରେ ବଢୁଛି ଜବରଦଖଲ: ଚିନ୍ତା ପ୍ରକଟ କଲେ ଓଡ଼ିଶା ହାଇକୋର୍ଟ

କଟକ,୨।୧୦: ଐତିହାସିକ ଖଣ୍ଡଗିରି ଗୁମ୍ଫା ନିକଟରେ ବୃଦ୍ଧି ପାଉଥିବା ଜବରଦଖଲକୁ ନେଇ ଉଦବେଗ ପ୍ରକାଶ କରି ଓଡ଼ିଶା ହାଇକୋର୍ଟ ଖୋର୍ଦ୍ଧା ଜିଲାପାଳ, ଭୁବନେଶ୍ୱର ଡିସିପି ତଥା ଏଏସଆଇ(ଭୁବନେଶ୍ୱର ସର୍କଲ) ର ଅଧୀକ୍ଷକ ପ୍ରତ୍ନତତ୍ତ୍ୱବିତଙ୍କୁ କୋର୍ଟରେ ହାଜର ହେବାକୁ ନିର୍ଦ୍ଦେଶ ଦେଇଛନ୍ତି।...

୫ ବର୍ଷରେ ଓଡ଼ିଶାକୁ ଅଢେଇ ଲକ୍ଷ କୋଟି ପୁଞ୍ଜି ଆକର୍ଷିତ କରିବାର ଲକ୍ଷ୍ୟ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୨।୧୦(ସୁନିତ୍‌ ମିଶ୍ର): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବୁଧବାର ଦିନିଆ ନୂଆଦିଲ୍ଲୀ ଗସ୍ତରେ ଯାଇଛନ୍ତି। ଦିଲ୍ଲୀ ଠାରେ ଅନୁଷ୍ଠିତ ହେବାକୁ ଥିବା ନିବେଶକ ସମ୍ମିଳନୀରେ ଯୋଗଦେବାର କାର୍ଯ୍ୟକ୍ରମ ରହିଛି। ଆସନ୍ତା ୩ ତାରିଖରେ ଏକ ଘରୋଇ ହୋଟେଲ ଠାରେ...

କୋଟିଆରେ ଗ୍ରାମସଭା କରି ଫେରିଲା ଆନ୍ଧ୍ର, ଶୋଇଛି ଓଡ଼ିଶା ପ୍ରଶାସନ

ପଟ୍ଟାଙ୍ଗି,୨।୧୦(ଶରତ ଧଳ): ପଡୋଶୀ ଆନ୍ଧ୍ରରେ ସରକାର ବଦଳିବା ପରେ ମଧ୍ୟ ଓଡ଼ିଶାର ସୀମାନ୍ତ ଗ୍ରାମ ମାନଙ୍କରେ ଅନୁପ୍ରବେଶ କରିବା ଜାରି ରହିଛି। ଏହିପରି କାର୍ଯ୍ୟ ପୁଣିଥରେ ଦେଖିବାକୁ ମିଳିଛି କୋରାପୁଟର ଚର୍ଚ୍ଚିତ କୋଟିଆ ପଞ୍ଚାୟତର ସୀମାନ୍ତ ଫଗୁଣସିନେରି ଗ୍ରାମରେ। ସାରା...

ଏସବୁ ସ୍ଥାନରେ ବଡ଼ଧରଣର ଯୁଦ୍ଧ କରିବ ଇସ୍ରାଏଲ, ଭାଙ୍ଗିବ ଅର୍ଥନୀତିର ମେରୁଦଣ୍ଡ

ଜେରୁଜେଲମ୍‌,୨ା୧୦: ପଶ୍ଚିମ ଏସିଆ କିମ୍ବା ମଧ୍ୟ ପୂର୍ବରେ ଏକ ବଡ଼ ଯୁଦ୍ଧର ବିପଦ ରହିଛି। ଇରାନର ସହଯୋଗୀ ଦେଶମାନଙ୍କ ଉପରେ ଇସ୍ରାଏଲର କ୍ରମାଗତ ଆକ୍ରମଣ ପରେ ଇରାନ ପ୍ରତିକ୍ରିୟା ପ୍ରକାଶ କରିଛି। ହେଜବୋଲ୍ଲା ମୁଖ୍ୟ ହାସନ ନସରୁଲ୍ଲା ଏବଂ ଇସ୍‌ମାଇଲ...

ଆର୍‌ଆଇ, ଅମିନ ପରୀକ୍ଷା ସେଣ୍ଟର ମାଲିକଙ୍କୁ ଉଠାଇ ନେଲା ପୋଲିସ, ଜାଣନ୍ତୁ କାହିଁକି

କଣ୍ଟାମାଳ/ମନମୁଣ୍ଡା,୨।୧୦(ଆଦିତେଶ୍ୱର ମିଶ୍ର /ବେଣୁଧର ପଧାନ): ଓଡ଼ିଶା ସବ-ଅର୍ଡିନେଟ ଷ୍ଟାଫ୍ ସିଲେକ୍ସନ କମିଶନ(ଓଏସଏସଏସସି) ଦ୍ୱାରା ଆୟୋଜିତ ଆର୍‌ଆଇ, ଅମିନ ପରୀକ୍ଷାରେ ବାରମ୍ବାର ଅନିୟମିତତାର ଅଭିଯୋଗ ଆସୁଛି। ବୁଧବାର ବୌଦ୍ଧ ଜିଲାରୁ ମଧ୍ୟ ଏପରି ଖବର ଆସିଛି। ପ୍ରକୃତ ମାଲିକଙ୍କ ପରିଚୟ ପତ୍ରରେ...

ସଙ୍କଟ ସମୟରେ ଇସ୍ରାଏଲ ପ୍ରଧାନମନ୍ତ୍ରୀ ନେତାନ୍ୟାହୁଙ୍କୁ କାହିଁକି ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ ମୋଦି ? ଜାଣନ୍ତୁ

ନୂଆଦିଲ୍ଲୀ,୨।୧୦: ମଙ୍ଗଳବାର ଇସ୍ରାଏଲ ଉପରେ ଇରାନ ପ୍ରାୟ ୨୦୦ ଵାଲାଷ୍ଟିକ ମିସାଇଲ ମାଡ଼ କରିଛି। ଏହାରି ମଧ୍ୟରେ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ତେବେ ଇସ୍ରାଏଲ ଏକ ପ୍ରକାର ସଙ୍କଟ ସମୟ...

ସାମ୍ନାକୁ ଆସିଲେ ବର୍ଷା, ଆସୁ ଆସୁ କହିଦେଲେ ଏମିତି..

ଭୁବନେଶ୍ୱର,୨।୧୦: ବଢିଲାଣି ବିଜେଡି କଳି। ଏହି କଳି ଏବେ ଶଙ୍ଖ ଭବନରେ ପହଞ୍ଚିଛି। କର୍ପୋରେଟରଙ୍କ ଠାରୁ ଆରମ୍ଭ ହୋଇ ଏବେ ଏହି କଳି ନେତାଙ୍କ ପାଖରେ ପହଞ୍ଚିଛି। ଶଙ୍ଖ ଭବନରେ ଖୋର୍ଦ୍ଧା ଜିଲା ବିଜେଡି ବୈଠକବେଳେ ଶ୍ରୀମୟୀ ମିଶ୍ର ଓ...

ଇରାନ ଜାରି କଲା ହିଟ୍ ଲିଷ୍ଟ: ନେତାନ୍ୟାହୁଙ୍କ ସମେତ ଏହି ନେତାମାନଙ୍କୁ ହତ୍ୟା କରିବାକୁ ଦେଲା ଧମକ

ନୂଆଦିଲ୍ଲୀ,୨।୧୦: ଇରାନ ଇସ୍ରାଏଲର ପ୍ରଧାନମନ୍ତ୍ରୀ ବେଞ୍ଜାମିନ୍ ନେତାନ୍ୟାହୁ, ପ୍ରତିରକ୍ଷା ମନ୍ତ୍ରୀ ୟୋଭ ଗାଲାଣ୍ଟ ଏବଂ ସେନା ମୁଖ୍ୟ ହରଜୀ ହାଲେଭିଙ୍କ ସମେତ ୧୧ ଜଣଙ୍କର ଏକ ତାଲିକା ପ୍ରକାଶ କରିଛି। ଏହି ତାଲିକା ହିବ୍ରୁ ଏବଂ ଇଂରାଜୀ ଭାଷାରେ ପ୍ରକାଶ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri