Tag Archives: Home Middle

ଓଡ଼ିଆ ଅସ୍ମିତା ସୁରକ୍ଷାର ଗ୍ୟାରେଣ୍ଟି ଦେଇଛନ୍ତି ମୋଦି: ଧର୍ମେନ୍ଦ୍ର

ଭୁବନେଶ୍ୱର,୧୨ା୫(ଅନିଲ ଦାସ)ବରଗଡ଼ ସମାବେଶରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓଡ଼ିଶାର ଅବ୍ୟବସ୍ଥାକୁ ସଜାଡ଼ିବା ପାଇଁ ସରକାର ବଦଳାଇବାକୁ ନିବେଦନ କରିଛନ୍ତି । ସାଢ଼େ ୪ କୋଟି ଓଡ଼ିଆଙ୍କ ଅସ୍ମିତାର ସୁରକ୍ଷା, ଲୋକଙ୍କ ପ୍ରତି ଥିବା ଆସ୍ଥା ତଥା ଓଡ଼ିଆ ଲୋକଙ୍କ ବିକାଶର...

ସବୁଜ କଟକ, ଫିଲିଗ୍ରୀ ହବ୍‌ ହେବ ମୁଖ୍ୟ ପ୍ରସଙ୍ଗ: ସୋଫିଆ

କଟକ,୧୨ା୫(ଶିଳ୍ପା ପ୍ରିୟଦର୍ଶିନୀ)ବାରବାଟୀ-କଟକ ବିଧାନସଭା ଆସନ ପାଇଁ କଂଗ୍ରେସରୁ ପ୍ରାର୍ଥୀ ହୋଇଛନ୍ତି ସୋଫିଆ ଫିର୍ଦ୍ଦୋସ। ସେ ପେଶାରେ ଇଞ୍ଜିନିୟର। ଏବେ ସେ ନୂଆକରି ରାଜନୀତିରେ ପାଦ ଥାପିଛନ୍ତି। ନିଜ ସଫଳତାକୁ ନେଇ ସାମାଜିକ ଓ ବ୍ୟବସାୟିକ କ୍ଷେତ୍ରରେ ସ୍ବତନ୍ତ୍ର ପରିଚୟ ସୃଷ୍ଟି...

୫ ବର୍ଷ ମୋତେ ଦିଅନ୍ତୁ, ଓଡ଼ିଶା ୧ ନଂ ହେବ: ମୋଦି

ଫୁଲବାଣୀ, ୧୨ା୫ (ରାକେଶ କୁମାର ରାଉତ)କନ୍ଧମାଳ ଜିଲା ଫୁଲବାଣୀଠାରେ ଶନିବାର ଆୟୋଜିତ ଭାଜପା ସଂକଳ୍ପ ସମାବେଶରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଯୋଗଦେଇ ରାଜ୍ୟ ସରକାରଙ୍କୁ କଡ଼ା ସମାଲୋଚନା କରିଛନ୍ତି। ଓଡ଼ିଶାରେ ଡବଲ ଇଞ୍ଜିନ ସରକାର ଗଠନ କରିବାକୁ ଆହ୍ବାନ ଦେଇଛନ୍ତି।...

ମାଆ ଯାହାର ସାହା…

ଭୁବନେଶ୍ୱର, ୧୨।୫ (ବନ୍ଦନା ସେଠୀ)ମାଆ ଡାକରେ ଯେତିକି ମାଧୁର୍ଯ୍ୟ ଭରି ରହିଛି, ତାହା ସଂସାରର କୌଣସି ଶବ୍ଦରେ ନାହିଁ। ସନ୍ତାନର ଖୁସି ପାଇଁ ସେ ନିଜକୁ ତିଳତିଳ କରି ଜାଳିପାରେ। ସନ୍ତାନ ଉପରେ ବିପଦ ଆସିଲେ ସେ ପାହାଡ଼ ଭଳି...

ବାୟୋପିକ୍‌ ଆସିବା ଆବଶ୍ୟକ

ଭୁବନେଶ୍ୱର,୧୨।୫(ଶର୍ମିଷ୍ଠା ପାଣିଗ୍ରାହୀ)ନନ୍ଦିନୀ ଶତପଥୀ କେବଳ ଓଡ଼ିଶାର ଝିଅ ନୁହନ୍ତି, ସମଗ୍ର ଭାରତବର୍ଷର ଝିଅ। ତାଙ୍କ ଭଳି ବ୍ୟକ୍ତିତ୍ୱଙ୍କୁ ସମସ୍ତେ ଜାଣିବା ଆବଶ୍ୟକ। ମାତ୍ର ଦୁଃଖର ବିଷୟ ତାଙ୍କୁ ଆମେ ବହୁତ କମ୍‌ ଜାଣୁ। ମୁଁ ମଧ୍ୟ ଯେବେ ତାଙ୍କ ବିଷୟରେ...

ନନ୍ଦିନୀଙ୍କୁ ଜାଣିବା ଆଜିର ପିଢ଼ିର ଉତ୍ତରଦାୟିତ୍ୱ

ଭୁବନେଶ୍ୱର,୧୨।୫(ଶର୍ମିଷ୍ଠା ପାଣିଗ୍ରାହୀ)ନନ୍ଦିନୀ ଶତପଥୀ ଯାହା ସବୁ କରିଯାଇଛନ୍ତି, ସେହି ତୁଳନାରେ ତାଙ୍କୁ କିଛି ମିଳିନାହିଁ। ତାଙ୍କ ସମ୍ପର୍କରେ ଅଧିକ ତଥ୍ୟ ନାହିଁ, ପାଠ୍ୟପୁସ୍ତକରେ ମଧ୍ୟ ତାଙ୍କ ନାମ ନାହିଁ। ବର୍ତ୍ତମାନର ପିଢ଼ି ତାଙ୍କୁ ପଢ଼ିଲେ, ତାଙ୍କ ସମ୍ପର୍କରେ କଥା ହେଲେ,...

ଖୋଲା ବିତର୍କ ପାଇଁ ମୁଁ ପ୍ରସ୍ତୁତ, ମୋଦି ରାଜି ତ: ରାହୁଲ

ନୂଆଦିଲ୍ଲୀ,୧୧ା୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସହ ଖୋଲା ବିତର୍କ ଆହ୍ବାନକୁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଶନିବାର ଗ୍ରହଣ କରିଛନ୍ତି। ତେବେ ପ୍ରଧାନମନ୍ତ୍ରୀ ବିତର୍କରେ ସାମିଲ ହେବାକୁ ପ୍ରସ୍ତୁତ କି ବୋଲି ରାହୁଲ ପ୍ରଶ୍ନ କରିଛନ୍ତି। ପୂର୍ବତନ ବିଚାରପତି ମଦନ...

‘ମୋର ମନେ ଅଛି କି ନାହିଁ ଓଡ଼ିଶାବାସୀ ଜାଣିଛନ୍ତି’, ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଜବାବ ଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୧ା୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସମାଲୋଚନା ପରେ ପ୍ରତିକ୍ରିୟା ରଖିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଜୁନ ୧୦ରେ ବି ନୁହେଁ ଆଉ ୧୦ ବର୍ଷ ପରେ ବି ଭାଜପା ଓଡ଼ିଶାବାସୀଙ୍କ ହୃଦୟ ଜିତିପାରିବ ନାହିଁ ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ...

ବରଗଡ଼ ଆସିବେ ମୁଖ୍ୟମନ୍ତ୍ରୀ, ରହିଛି ଏମିତି ସବୁ କାର୍ଯ୍ୟସୂଚୀ…

ବରଗଡ଼,୧୧ା୫(ପ୍ରେମାନନ୍ଦ ଖମାରୀ): ସାଧାରଣ ନିର୍ବାଚନରେ ଦଳୀୟ ପ୍ରାର୍ଥୀଙ୍କ ପ୍ରଚାର ପାଇଁ ରବିବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ବରଗଡ଼ ଗସ୍ତ କାର୍ଯ୍ୟକ୍ରମ ରହିଛି। କାର୍ଯ୍ୟକ୍ରମ ଅନୁଯାୟୀ, ହେଲିକପ୍ଟର ଯୋଗେ ଆସି ମୁଖ୍ୟମନ୍ତ୍ରୀ ଅପରାହ୍ନ ୪ଟାରେ ସ୍ଥାନୀୟ ଜର୍ଜ ହାଇସ୍କୁଲ ପଡ଼ିଆର ଅସ୍ଥାୟୀ...

ଭାଜପା ସମ୍ବିଧାନରେ ବୟସକୁ ନେଇ କୌଣସି ବ୍ୟବସ୍ଥା ନାହିଁ- ମୋଦିଙ୍କ ଅବସରକୁ ନେଇ ଜବାବ ରଖିଲେ ନଡ୍ଡା

ନୂଆଦିଲ୍ଲୀ,୧୧।୫: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲଙ୍କ ଦାବିକୁ ନେଇ ଭାଜପା ପ୍ରତିକ୍ରିୟା ରଖିଛି। ଜେଲରୁ ମୁକୁଳିବା ପରେ କେଜ୍‌ରିଓ୍ବାଲ ଶନିବାର ପ୍ରଧାନମନ୍ତ୍ରୀ ମୋଦିଙ୍କ ଅବସରକୁ ନେଇ ବଡ଼ ଦାବି କରିଥିଲେ। ଏହାକୁ ନେଇ ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ ପି...

ଭାଜପା ନିଜ ନେତାଙ୍କୁ ଛାଡ଼ିନାହିଁ, ଏଥର ନିର୍ବାଚନ ଜିତିଲେ ସବୁ ବିରୋଧୀ ଦଳ ନେତା ଜେଲ ଯିବେ: କେଜ୍‌ରିଓ୍ବାଲ

ନୂଆଦିଲ୍ଲୀ,୧୧।୫: ଦିଲ୍ଲୀ ଅବକାରୀ ଦୁର୍ନୀତି ମାମଲାରେ ତିହାର ଜେଲରୁ ମୁକୁଳିବା ପରେ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ନେଇ ବଡ଼ ବୟାନ ଦେଇଛନ୍ତି। ଯଦି ଏଥର ଭାଜପା ନିର୍ବାଚନ ଜିତିଯାଏ ତେବେ ବିରୋଧୀ ଦଳର ସମସ୍ତ ନେତା ଜେଲ...

ଆସନ୍ତାକାଲି ବଡ଼ ବୈଠକ ଡାକିବେ କେଜ୍‌ରିଓ୍ବାଲ, ଏଜେଣ୍ଡାକୁ ନେଇ ସସ୍‌ପେନ୍ସ

ନୂଆଦିଲ୍ଲୀ,୧୧ା୫: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ତଥା ଏଏପିର ଜାତୀୟ ସଂଯୋଜକ ଅରବିନ୍ଦ କେଜ୍‌ରିଓ୍ବାଲ୍‌ ଶୁକ୍ରବାର ସୁପ୍ରିମକୋର୍ଟଙ୍କଠାରୁ ମଧ୍ୟବର୍ତ୍ତୀକାଳୀନ ଜାମିନ ପାଇଛନ୍ତି। ଏହା ସହ ଜେଲ୍‌ରୁ ବାହାରିବା ପରେ କେଜ୍‌ରିଓ୍ବାଲ ତାଙ୍କର ରାଜନୈତିକ ସକ୍ରିୟତାକୁ ଆହୁରି ଜୋରଦାର କରିଛନ୍ତି। ଆଜି କେଜ୍‌ରିଓ୍ବାଲ ଦିଲ୍ଲୀରେ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri