Tag Archives: Home Middle

ପିଲାଙ୍କ ପାଇଁ ଆଉ ଏକ ଭ୍ୟାକ୍ସିନ! ଜନସନ ଆଣ୍ଡ ଜନସନ ଟ୍ରାଏଲ ପାଇଁ ମାଗିଲା ଅନୁମତି

ନୂଆଦିଲ୍ଲୀ,୨୦ ।୮: ଦେଶରେ କରୋନା ମହାମାରୀର ତୃତୀୟ ଲହରର ଆଶଙ୍କା ମଧ୍ୟରେ ଏବେ ପିଲାମାନଙ୍କ ପାଇଁ ଆଉ ଏକ ଭ୍ୟାକ୍ସିନ ବା ଟିକାର ରାସ୍ତା ଖୋଲିଯିବା ଭଳି ମନେ ହେଉଛି । ଫାର୍ମା କମ୍ପାନୀ ଜନସନ ଆଣ୍ଡ ଜନସନ ଭାରତରେ...

ଉଦ୍ୟାନକୃଷି ବିକାଶରେ ଜଙ୍ଗଲ ବିନାଶ

ଯାଜପୁର ଅଫିସ,୨୦।୮: ଯାଜପୁର ଜିଲା ସୁକିନ୍ଦା ତହସିଲ ଦାମୋଦରପୁର, ବତଲଣ୍ଡା ଓ କରଗୋଳା ମୌଜା ଅଞ୍ଚଳରେ ୫୦ କିମ୍ବା ୧୦୦ ନୁହେଁ, ୩୭୭.୮୩ ଏକର ପତରା ଓ ଶାଳ ଜଙ୍ଗଲ କିସମ ଜମିରୁ ଏକାଧିକ ମେଶିନ ଲଗାଇ ବହୁ ପରିମାଣର...

ପିତାଙ୍କୁ ମନେ ପକାଇଲେ ରାହୁଲ

ନୂଆଦିଲ୍ଲୀ,୨୦ା୮: ପୂର୍ବତନ ପ୍ରଧାନମନ୍ତ୍ରୀ ରାଜୀବ ଗାନ୍ଧୀଙ୍କ ଆଜି ହେଉଛି ୭୭ ତମ ଜନ୍ମ ବାର୍ଷିକୀ। ଏହି ଅବସରରେ ଶୁକ୍ରବାର କଂଗ୍ରେସ ନେତା ରାହୁଲ ଗାନ୍ଧୀ  ପିତାଙ୍କୁ ସ୍ମରଣ କରି ବୀରଭୂମିରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି। ଅନ୍ୟମାନଙ୍କ ମଧ୍ୟରେ କଂଗ୍ରେସ ନେତା...

ଲଭ୍‌ ଜିହାଦ ନିରୋଧୀ ଆଇନର କେତେକ ଧାରା ଉପରେ ସ୍ଥଗିତାଦେଶ

ଅହମଦାବାଦ,୨୦।୮: ଧର୍ମାନ୍ତରୀକରଣ ବିରୋଧରେ ଅଣାଯାଇଥିବା ନୂଆ ଆଇନର ଆନ୍ତଃଧର୍ମ ବିବାହ ସମ୍ପର୍କିତ କେତେକ ଧାରାର କାର୍ଯ୍ୟକାରିତା ଉପରେ ଗୁଜରାଟ ହାଇକୋର୍ଟ ଗୁରୁବାର ସ୍ଥଗିତାଦେଶ ଲଗାଇଛନ୍ତି। ଜନସାଧାରଣଙ୍କୁ ଅଯଥା ହଇରାଣରୁ ରକ୍ଷା କରିବା ପାଇଁ ଏହି ଅନ୍ତରୀଣ ନିର୍ଦ୍ଦେଶନାମା ଜାରି କରାଗଲା...

ଆଫଗାନିସ୍ତାନକୁ ଯୁଦ୍ଧାସ୍ତ୍ର ବିକ୍ରି ବନ୍ଦ

ଓ୍ବାଶିଂଟନ୍‌,୨୦ା୮: ଆଫଗାନିସ୍ତାନରେ ତାଲିବାନ ସରକାର ଗଠନ କରିବାକୁ ଯାଉଥିବାବେଳେ ଆମେରିକାର ଜୋ ବାଇଡେନ୍‌ ପ୍ରଶାସନ ଏହି ଦେଶକୁ ସମସ୍ତ ଯୁଦ୍ଧାସ୍ତ୍ର ବିକ୍ରି ବନ୍ଦ କରିଛି। ଏଥିସହ ପୂର୍ବରୁ ଏ ସଂକ୍ରାନ୍ତରେ ବାକି ଥିବା କିମ୍ବା ଯୋଗାଣ ହୋଇ ନ ଥିବା...

ଆଜି ମୁଖ୍ୟମନ୍ତ୍ରୀଙ୍କ ମାଲକାନଗିରି ଗସ୍ତ

ମାଲକାନଗିରି,୨୦ା୮(ଡି.ଏନ.ଏ.): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁକ୍ରବାର ମାଲକାନଗିରି ଜିଲା ଗସ୍ତ କରିବେ। ସେ ସଂସ୍କୃତି ଭବନ ନିକଟରେ ଥିବା ହେଲିପ୍ୟାଡରେ ଅବତରଣ କରି ସଂସ୍କୃତି ଭବନରେ କେତେକ ହିତାଧିକାରୀଙ୍କୁ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାରେ ସ୍ମାର୍ଟ କାର୍ଡ ବଣ୍ଟନ କରି...

ଅଭେଦ୍ୟ ଦୁର୍ଗ ପଞ୍ଜଶିର

କାବୁଲ,୨୦ା୮: ଅମରୁଲ୍ଲା ସାଲେହ ହେଉଛନ୍ତି ଆଫଗାନିସ୍ତାନର ପ୍ରଥମ ଉପରାଷ୍ଟ୍ରପତି। ଅଗଷ୍ଟ ୧୫ରେ ତାଲିବାନ୍‌ ପକ୍ଷରୁ କାବୁଲ ଦଖଲ ଘୋଷଣା ପରେ ରାଷ୍ଟ୍ରପତି ଅଶ୍ରଫ୍‌ ଗନିଙ୍କ ସମେତ ଅନେକ ନେତା ଦେଶ ଛାଡ଼ି ପଳାୟନ କରିଥିଲେ। ହେଲେ ତାଲିବାନ୍‌ର ଆତଙ୍କ ଆଗରେ...

ଡିଜେଲ ୨୫ପଇସା କମିଲା

ଭୁବନେଶ୍ୱର,୨୦।୮: ଲଗାତର ୨ୟ ଦିନ ପାଇଁ ଡିଜେଲ ଦରରେ ସାମାନ୍ୟ ହ୍ରାସ ଘଟିଛି। ବୁଧବାର ୨୨ ପଇସା ହ୍ରାସ ହୋଇଥିବାବେଳେ ଗୁରୁବାର ୨୫ ପଇସା କମିଛି। ଫଳରେ ଭୁବନେଶ୍ୱରରେ ଡିଜେଲ ଲିଟର ପିଛା ୯୭.୪୮ ଟଙ୍କାରେ ବିକ୍ରି ହେଉଛି। ଅପରପକ୍ଷରେ...

କୋଟିଆରେ ଆନ୍ଧ୍ରର ଜବରଦସ୍ତି କାର୍ଯ୍ୟ

ପଟ୍ଟାଙ୍ଗୀ,୨୦ା୮(ଡି.ଏନ୍‌.ଏ.): ସରକାରଙ୍କ ତୀବ୍ର ବିରୋଧ ସତ୍ତ୍ୱେ କୋରାପୁଟ ଜିଲା ପଟ୍ଟାଙ୍ଗୀ ବ୍ଲକର କୋଟିଆ ପଞ୍ଚାୟତରେ ଜବରଦସ୍ତ ପଶିଛି ଆନ୍ଧ୍ର। ଗୁରୁବାର କୋଟିଆର ୨ ଗ୍ରାମ ଫାଟୁସିନେରି ଏବଂ ଫଗୁଣସିନେରିରେ ଚାରା ରୋପଣ କରିବା ସହ ବିଭିନ୍ନ ସରକାରୀ କାର୍ଯ୍ୟାଳୟ ନିର୍ମାଣ...

ରାଜ୍ୟରେ ବଢୁଛି ସଂକ୍ରମିତ ଶିଶୁଙ୍କ ସଂଖ୍ୟା

ଭୁବନେଶ୍ୱର,୧୯।୮(ବ୍ୟୁରୋ): କିଛିଦିନର ବ୍ୟବଧାନ ପରେ ପୁଣି ଥରେ ହଜାରେ ଡେଇଁଛି ଦୈନିକ କରୋନା ସଂକ୍ରମଣ। ଗତ ୨୪ ଘଣ୍ଟାରେ ଆଉ ୧୦୪୧ ନୂତନ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ୬୦୫ଜଣ କ୍ୱାରେଣ୍ଟାଇନ୍‌ ସେଣ୍ଟରରୁ ଥିବାବେଳେ ୪୩୬ଜଣ ସ୍ଥାନୀୟ...

ଅଡୁଆରେ ଏମ୍‌ପି ଭର୍ତ୍ତୃହରି: ଯୌତୁକ ନିର୍ଯାତନା ଅଭିଯୋଗ ଆଣିଲେ ବୋହୂ

ଭୁବନେଶ୍ୱର,୧୯ା୮(ବ୍ୟୁରୋ): ଏମ୍‌ପି ଭର୍ତ୍ତୃହରି ମହତାବଙ୍କ ନାଁରେ ବୋହୂ ସାକ୍ଷୀ ମଧ୍ୟପ୍ରଦେଶର ଭୋପାଳ ମହିଳା ଥାନାରେ ଯୌତୁକ ନିର୍ଯାତନା ଅଭିଯୋଗ ଆଣିଛନ୍ତି। ସ୍ବାମୀ ଲୋକରଞ୍ଜନ, ଶାଶୁ ଏବଂ ଶ୍ୱଶୁର ଭର୍ତ୍ତୃହରିଙ୍କ ନାମରେ ଏପରି ଅଭିଯୋଗ ଆଣିଥିବା ସୂଚନା ମିଳିଛି। ସୂଚନାନୁଯାୟୀ, ୨୦୧୬...

ଲଭ୍‌ ଜିହାଦ ମାମଲାରେ ଯୁବତୀଙ୍କୁ ଧୋକା ଦେବାର ପ୍ରମାଣ ଜରୁରୀ ବୋଲି କହିଲେ ହାଇକୋର୍ଟ…

ଅହମଦାବାଦ୍‌,୧୯।୮: ଲଭ୍‌ ଜିହାଦ ଉପରେ ଗୁଜରାଟ ହାଇକୋର୍ଟ ଏକ ଗୁରୁତ୍ୱପୂର୍ଣ୍ଣ ରାୟ ଦେଇଛନ୍ତି। ରାଜ୍ୟର ଲଭ ଜିହାଦ ଆକ୍ଟର କିଛି ଧାରା ଉପରେ କୋର୍ଟ ରୋକ ଲଗାଇଛନ୍ତି। ହାଇକୋର୍ଟ କହିଛନ୍ତି ଯେ ଯଦି ଏହା ପ୍ରମାଣିତ ନ ହୁଏ ଯେ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri