Tag Archives: Home Middle

ମହାମାରୀ ଭୟ, ୧୫୦ ଦେଶକୁ ଜାତିସଂଘ ନ ଆସିବାକୁ ପରାମର୍ଶ ଦେଲା ଆମେରିକା…

ଜେନେଭା,୧୯।୮: କରୋନା ଭାଇରସର ଦ୍ରୁତ ବେଗରେ ସଂକ୍ରମଣ କରୁଥିବାରୁ ଜାତିସଂଘର ବାର୍ଷିକ ଉଚ୍ଚ ସ୍ତରୀୟ କାର୍ଯ୍ୟକ୍ରମ ଯୋଗ ନ ଦେବାକୁ ଆମେରିକା ପୃଥିବୀର ବିଭିନ୍ନ ଦେଶକୁ ପରାମର୍ଶ ଦେଇଛି। ଆସନ୍ତା ମାସରେ ମିଳିତ ଜାତିସଂଘ ସାଧାରଣ ସଭାରେ ବ୍ୟକ୍ତିଗତ ଭାବରେ...

ମମତାଙ୍କୁ ଝଟ୍‌କା, ନିର୍ବାଚନ ପରବର୍ତ୍ତୀ ହିଂସାର ଯାଞ୍ଚ୍‌ କରିବ ସିବିଆଇ…

କୋଲକାତା,୧୯।୮: ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ସରକାରଙ୍କୁ ବଡ଼ ଝଟ୍‌କା ଲାଗିଛି। ସରକାର ଏକ ବଡ଼ ଅସୁବିଧାର ସମ୍ମୁଖୀନ ହୋଇଛନ୍ତି। ନିର୍ବାଚନ ପରବର୍ତ୍ତୀ ହିଂସା ମାମଲାରେ ସିବିଆଇ ତଦନ୍ତ ପାଇଁ କୋଲକାତା ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ଫଳରେ ମମତା ଦିଦିଙ୍କ...

ଶରଣାର୍ଥୀଙ୍କୁ ଘାରିଛି ଶରଣ ଚିନ୍ତା…

କାବୁଲ,୧୯।୮: ଆଫଗାନିସ୍ତାନର ରାଜଧାନୀ କାବୁଲରେ ତାଲିବାନଙ୍କ ପ୍ରବେଶକୁ ନେଇ ସ୍ଥାନୀୟ ବାସିନ୍ଦାଙ୍କ ମଧ୍ୟରେ ଆତଙ୍କ ଖେଳିଯାଇଛି। ତାଲିବାନର କଡା ନିୟମ ଏବଂ ଦଣ୍ଡରୁ ରକ୍ଷା ପାଇବା ପାଇଁ ହଜାର ହଜାର ଲୋକ ସୀମା ଏବଂ ବିମାନବନ୍ଦରରେ ଏକତ୍ରିତ ହୋଇ ଅନ୍ୟ...

କ୍ଷମତା ଦଖଲ କରି ମଧ୍ୟ ତାଲିବାନ ଏବେ କାଙ୍ଗାଳ…

ଓ୍ବାଶିଂଟନ/କାବୁଲ,୧୯।୮: ବନ୍ଧୁକର ଶକ୍ତି ଦ୍ୱାରା ପ୍ରାୟ ଦୁଇ ଦଶନ୍ଧି ପରେ ଆଫଗାନିସ୍ତାନକୁ ନିଜ ଅଧୀନକୁ ନେଇଥିବା ତାଲିବାନ ପାଇଁ ଏବେ ଅନ୍ତର୍ଜାତୀୟ ସମର୍ଥନ ହାସଲ କରିବା ସହଜ ନୁହେଁ। ତାଲିବାନ ନିଜକୁ ପରିବର୍ତ୍ତନ କରିବା ବିଷୟରେ କଥାବାର୍ତ୍ତା କରୁଥିବା ବେଳେ...

ଆଫଗାନିସ୍ତାନରେ ଆଜମଗଡର ୨୮ବାସିନ୍ଦା, ପାସପୋର୍ଟ ନେଲେ ଛଡ଼ାଇ…

କାବୁଲ/ନୂଆଦିଲ୍ଲୀ,୧୯।୮: ତାଲିବାନ ଆଫଗାନିସ୍ତାନ ଦଖଲ କରିବା ପରେ ସେଠାରେ ଜୀବନ ଅତ୍ୟନ୍ତ କଷ୍ଟସାଧ୍ୟ ହୋଇପଡିଛି। ଦେଶର ଅବସ୍ଥା ବିଗିଡିଯିବାରୁ ବହୁ ଭାରତୀୟ ସ୍ବଦେଶ ଫେରିଥିବାବେଳେ କେତେକ ବର୍ତ୍ତମାନ ସେଠାରେ ଅଟକି ରହିଛନ୍ତି। ସେମାନଙ୍କୁ ସ୍ଥାନାନ୍ତର କରିବା ପାଇଁ ଉଦ୍ୟମ ଚାଲିଛି।...

ଦୈନିକ ସଂକ୍ରମଣରେ ବ୍ରେକ୍‌…

ନୂଆଦିଲ୍ଲୀ,୧୯।୮: ଦେଶରେ କରୋନା ମହାମାରୀ ସଂକ୍ରମଣର ଦ୍ୱିତୀୟ ଲହର ଥମିବାରେ ଲାଗିଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଗତ ୨୪ ଘଣ୍ଟାରେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ୩୬ ହଜାର ୪୦୧ରେ ପହଞ୍ଚିଛି। ଏହି...

ବର୍ବରତା ବନାମ ଆଶ୍ୱାସନା

କାବୁଲ/ଓ୍ବାଶିଂଟନ୍‌/ନୂଆଦିଲ୍ଲୀ, ୧୯।୮ : ଦୁର୍ଦ୍ଧର୍ଷ ଆତଙ୍କବାଦୀମାନେ କାବୁଲ ଦଖଲ କରିବା ପରେ ହାତ ଟେକିଦେଇଥିଲା ଆଫଗାନ ସେନା। ପୁଣିଥରେ କ୍ଷମତା ହାତେଇବା ପାଇଁ ରାଷ୍ଟ୍ରପତି ଭବନରେ ତାଲିବାନ ନେତାଙ୍କ ଉପସ୍ଥିତି ସୂଚାଇ ଦେଇଥିଲା ଇସ୍‌ଲାମିକ୍‌ ଏମିରେଟ୍ସ ଅଫ୍‌ ଆଫଗାନିସ୍ତାନରେ ନୂଆ...

ଆବାସ ଦୁର୍ନୀତିକୁ ଆଖିପାଉନି

ଢେଙ୍କାନାଳ ଅଫିସ, ୧୯।୮: ଗ୍ରାମାଞ୍ଚଳ ହେଉ କି ସହରାଞ୍ଚଳ, କେହି ବାସହୀନ ହୋଇ ରହିବେ ନାହିଁ। ସବୁ ପରିବାରକୁ ମିଳିବ ମୁଣ୍ଡ ଉପରେ ଛାତ। ବସ୍ତିମୁକ୍ତ ହେବ ସହରାଞ୍ଚଳ। ଗଁାର ଝୁମ୍ପୁଡ଼ି ବଦଳିବ ପକ୍କାଘରେ। ଏଥିଲାଗି କେନ୍ଦ୍ର ଏବଂ ରାଜ୍ୟ ସରକାର...

ସିବିଆଇକୁ ମିଳୁ ସ୍ବୟଂକ୍ରିୟ କ୍ଷମତା

ଚେନ୍ନାଇ, ୧୯।୮(ଆଇଏଏନ୍‌ଏସ୍‌): କେନ୍ଦ୍ରୀୟ ତଦନ୍ତ ବ୍ୟୁରୋ (ସିବିଆଇ)କୁ ପିଞ୍ଜରାବଦ୍ଧ ଶୁଆ ନ କରି ଏହାକୁ ମୁକ୍ତ କରିବା ବା ସ୍ବୟଂକ୍ରିୟ କ୍ଷମତା ଦେବା ପାଇଁ ମାଡ୍ରାସ ହାଇକୋର୍ଟ କେନ୍ଦ୍ର ସରକାରଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଏକ ଫାଇନାନ୍ସ କମ୍ପାନୀର ଠକେଇ ମାମଲାର...

ଆତଙ୍କରେ ଆଫ୍‌ଗାନ ମହିଳା

କାବୁଲ, ୧୯ା୮: ୧୯୮୦ ଦଶକର ଆଫ୍‌ଗାନିସ୍ତାନ ଏବଂ ଏବେକାର ଆଫଗାନିସ୍ତାନ ମଧ୍ୟରେ ଆକାଶ ପାତାଳର ଫରକ। ୩୦-୪୦ ବର୍ଷ ତଳେ ଆଫଗାନ୍‌ ମହିଳାମାନେ ଥିଲେ ଖୁବ୍‌ ସ୍ବାଧୀନଚେତା। ସେମାନେ ମୁକ୍ତ ଭାବେ ଜୀବନ ଜିଉଥିଲେ। ଫ୍ୟାଶନଠାରୁ ଆରମ୍ଭ କରି ଡାକ୍ତରୀ...

ସେପ୍ଟେମ୍ବରରେ ପିଲାଙ୍କୁ ଟିକା

ନୂଆଦିଲ୍ଲୀ, ୧୯ା୮: ପିଲାମାନଙ୍କ ଉପରେ କୋଭିଡ୍‌ ଟିକାର ପରୀକ୍ଷା ଚାଲିଥିବାବେଳେ ଖୁବ୍‌ଶୀଘ୍ର ଏହାର ଫଳାଫଳ ମିଳିଯିବ ବୋଲି ଆଶା କରାଯାଉଛି। ଉକ୍ତ ଫଳାଫଳ ଭାରତର ଔଷଧ ମହାନିୟନ୍ତ୍ରକ (ଡିସିଜିଆଇ)ଙ୍କ ନିକଟରେ ଦାଖଲ କରାଯିବ। ତେଣୁ ସେପ୍ଟେମ୍ବର ସୁଦ୍ଧା କିମ୍ବା ଏହା...

ପିଲାଙ୍କୁ ସଂକ୍ରମଣ ବଢ଼ିଲା

ଭୁବନେଶ୍ୱର, ୧୯।୮(ବ୍ୟୁରୋ) : ରାଜ୍ୟରେ ୨ଦିନ ହେଲା କରୋନା ସଂକ୍ରମଣ ହଜାରେ ତଳେ ରହିଛି। ହେଲେ ସଂକ୍ରମିତ ପିଲା ବା ଶିଶୁଙ୍କ ସଂଖ୍ୟା ବଢ଼ୁଥିବାରୁ ଚିନ୍ତା ଘାରିଛି। ଏବେ ଆକ୍ରାନ୍ତ ପିଲାଙ୍କ ସଂଖ୍ୟା ପୁଣି ୧୦୦ ପାର୍‌ କରିଛି। ରାଜ୍ୟରେ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri