Tag Archives: Home Middle

ଇଲେକ୍ଟୋରାଲ ବଣ୍ଡ୍‌ରୁ ଭାଜପା ପାଇଛି ୨୫୫୫ କୋଟି

ନୂଆଦିଲ୍ଲୀ, ୧୦ା୮: ଇଲେକ୍ଟୋରାଲ ବଣ୍ଡ୍‌ ମାଧ୍ୟମରେ ୨୦୧୯-୨୦ ବର୍ଷରେ ଭାଜପା ୨,୫୫୫ କୋଟି ଟଙ୍କା ସଂଗ୍ରହ କରିଛି, ଯାହା କି ମୋଟ ବଣ୍ଡ୍‌ର ୭୬ ପ୍ରତିଶତ। ନିର୍ବାଚନ କମିଶନର ତଥ୍ୟ ଆଧାରରେ ଜାତୀୟ ଗଣମାଧ୍ୟମରେ ପ୍ରକାଶିତ ରିପୋର୍ଟ ଅନୁଯାୟୀ, ୨୦୧୯-୨୦...

ଭାରତରେ ବଢ଼ିବ ଗ୍ରୀଷ୍ମ ପ୍ରବାହ

ନୂଆଦିଲ୍ଲୀ, ୧୦।୮: ଆଗାମୀ ଦଶନ୍ଧିଗୁଡ଼ିକରେ ଭାରତରେ ଗ୍ରୀଷ୍ମ ପ୍ରବାହ ବଢ଼ିବା ସହ ଅନାବୃଷ୍ଟି, ଅତିବୃଷ୍ଟି ଦେଖାଦେବ। ଏଥିସହିତ ଦେଶ ଅଧିକ ବାତ୍ୟାର ସମ୍ମୁଖୀନ ହେବ ବୋଲି ଜଳବାୟୁ ପରିବର୍ତ୍ତନ ଉପରେ ଆନ୍ତଃସରକାରୀ କମିଟି (ଆଇପିସିସି) ରିପୋର୍ଟରେ କୁହାଯାଇଛି। ଆଇପିସିସି ଓ୍ବାର୍କିଂ...

ବାଂଲାଦେଶରେ ଭାଙ୍ଗିଦେଲେ ୪ ହିନ୍ଦୁ ମନ୍ଦିର

ଢାକା,୯।୮: ବାଂଲାଦେଶର ଖୁଲ୍‌ନା ଜିଲାରେ ଦୁର୍ବୃତ୍ତମାନେ ୪ଟି ହିନ୍ଦୁ ମନ୍ଦିର ଉପରେ ଆକ୍ରମଣ କରିଛନ୍ତି। ଏଥିସହ ସେମାନେ ସଂଖ୍ୟାଲଘୁ ହିନ୍ଦୁମାନଙ୍କ କେତେକ ଦୋକାନ ଓ ଘର ଭାଙ୍ଗିଛନ୍ତି। ପୋଲିସ ୧୦ ଜଣଙ୍କୁ ଗିରଫ କରିବା ସହ ଉକ୍ତ ଅଞ୍ଚଳରେ ସୁରକ୍ଷା...

ଏବେ ଖୋଲିବନି ଲିଙ୍ଗରାଜ ମନ୍ଦିର

ଭୁବନେଶ୍ୱର,୯।୮(ବ୍ୟୁରୋ): ଶୈବକ୍ଷେତ୍ରର ପ୍ରସିଦ୍ଧ ଶ୍ରୀ ଲିଙ୍ଗରାଜ ମନ୍ଦିର। କିଛି ମାସ ହେଲା କୋଭିଡ୍‌ କଟକଣା ଯୋଗୁ ମନ୍ଦିର ବନ୍ଦ ରହିଛି। ମନ୍ଦିର କେବେ ଖୋଲିବ ତାହା ନେଇ କିଛି ସ୍ପଷ୍ଟ ସୂଚନା ମିଳିନାହିଁ। ଯଦିଓ ମନ୍ଦିରମାଳିନୀ ସହରର ଅନ୍ୟାନ୍ୟ ଧାର୍ମିକ...

ରାଜ୍ୟରେ ନିର୍ମାଣ ହେବ ୮୯ ଇନ୍‌ଡୋର ଷ୍ଟାଡିୟମ

ଭୁବନେଶ୍ୱର,୯।୮(ବ୍ୟୁରୋ): ଆଗକୁ ରାଜ୍ୟରେ ହେବ ପଞ୍ଚାୟତ ଏବଂ ପୌର ନିର୍ବାଚନ। ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ବିଭିନ୍ନ ଜିଲାରେ ୮୯ଟି ବହୁମୁଖୀ ଇନ୍‌ଡୋର ଷ୍ଟାଡିୟମ ନିର୍ମାଣ ସହ ୧୬ଟି ପ୍ରସ୍ତାବକୁ କ୍ୟାବିନେଟ ବୈଠକରେ ଅନୁମୋଦନ କରିଛନ୍ତି। ସୋମବାର ସନ୍ଧ୍ୟାରେ...

ସ୍କୁଲ ନ ଖୋଲିବା ଅତ୍ୟନ୍ତ ବିପଦଜ୍ଜନକ ହୋଇପାରେ: ପାର୍ଲାମେଣ୍ଟାରୀ କମିଟି

ନୂଆଦିଲ୍ଲୀ,୯।୮: କରୋନା ମହାମାରୀ ଯୋଗୁ ଗତ ଦେଢ଼ ବର୍ଷରୁ ଊର୍ଦ୍ଧ୍ୱ ହେବ ଦେଶରେ ସ୍କୁଲ ବନ୍ଦ ରହିଥିବାରୁ ପିଲାଙ୍କ ଭବିଷ୍ୟତ ନଷ୍ଟ ହେବା ସହ ପାଠପଢ଼ାରେ ବହୁତ କ୍ଷତି ହୋଇଛି। ଏନେଇ ସୋମବାର ପାର୍ଲାମେଣ୍ଟାରୀ କମିଟି ପ୍ରତିକ୍ରିୟା ରଖିଛି। କମିଟି...

ପାର୍ବଣ ଋତୁ ଲାଗି ରାଜ୍ୟ ସରକାରଙ୍କ କୋଭିଡ୍‌ ଗାଇଡଲାଇନ: ଜାଣନ୍ତୁ କ’ଣ ରହିଛି ଏଥିରେ

ଭୁବନେଶ୍ୱର,୯।୮(ବ୍ୟୁରୋ): ଆଗକୁ ପାର୍ବଣ ଋତୁ ଆସୁଥିବାରୁ କରୋନାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଗାଇଡଲାଇନ ଜାରି କରିଛନ୍ତି। ଆଗକୁ ଗଣେଶ ପୂଜା, ଦୁର୍ଗା ପୂଜା, ଲକ୍ଷ୍ମୀ ପୂଜା ଓ କାଳୀ ପୂଜା ଆଦି ପଡ଼ୁଥିବା ବେଳେ ସରକାର ବିଭିନ୍ନ କଟକଣା...

ଓବିସି ସଂଶାଧନ ବିଲ୍‌ ଲୋକ ସଭାରେ ପାରିତ, ମିଳିଲା ବିରୋଧୀଙ୍କ ସମର୍ଥନ…

ନୂଆଦିଲ୍ଲୀ,୯।୮: କେନ୍ଦ୍ରୀୟ ସାମାଜିକ ନ୍ୟାୟ ଏବଂ ସଶକ୍ତିକରଣ ମନ୍ତ୍ରୀ ଡକ୍ଟର ବିରେନ୍ଦ୍ର କୁମାର ଖାଟିକଙ୍କ ଦ୍ୱାରା ସୋମବାର ଲୋକସଭାରେ ଆଗତ ହୋଇଥିବା ଓବିସି ସଂଶାଧନ ବିଲ୍‌-୨୦୨୧ ପାସ୍‌ ହୋଇଛି। ଏହାକୁ ବିରୋଧୀ ଦଳ ମଧ୍ୟ ସମର୍ଥନ କରିଛନ୍ତି। ଏହି ସଂଶାଧନ...

ଚାଷୀଙ୍କ ଖାତାକୁ ଗଲା ନବମ କିସ୍ତିର ୨୦୦୦ ଟଙ୍କା..

ନୂଆଦିଲ୍ଲୀ,୯।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋମବାର ମଧ୍ୟାହ୍ନ ୧୨ଟା ୩୦ରେ ୯.୭୫ କୋଟି ଚାଷୀଙ୍କ ଖାତାକୁୁ କୃଷକ ସମ୍ମାନ ନିଧି ଯୋଜନା ଅନ୍ତର୍ଗତ ନବମ କିସ୍ତିର ଟଙ୍କା ପଠାଇଛନ୍ତି। ମୋଟ ୧୯,୫୦୦କୋଟି ଟଙ୍କା ଚାଷୀଙ୍କ ଖାତାକୁ ଯାଇଛି। ଏହି ଯୋଜନା...

ପରୀକ୍ଷା ତଥ୍ୟକୁ ସାର୍ବଜନୀନ ବିନା ଭାକ୍ସିନ୍‌କୁ ମଞ୍ଜୁରୀ, କେନ୍ଦ୍ର ସରକାରଙ୍କୁ ଏସ୍‌ସିଙ୍କ ଜବାବ ତଲବ…

ନୂଆଦିଲ୍ଲୀ,୯।୮: କରୋନା ଟିକା ପରୀକ୍ଷା ତଥ୍ୟକୁ ସାର୍ବଜନୀନ ନ କରି ଭାକ୍ସିନ୍‌କୁ ମଞ୍ଜୁରୀ ମିଳିବା ବିରୋଧରେ କରାଯାଇଥିବା ଆବେଦନର ଶୁଣାଣି କରି ସୁପ୍ରିମ୍‌କୋର୍ଟ(ଏସ୍‌ସି)ଙ୍କ ପକ୍ଷରୁ କେନ୍ଦ୍ର ସରକାରଙ୍କୁ ଜବାବ୍‌ ତଲବ କରାଯାଇଛି। ପିଟିଶନର ଶୁଣାଣି ବେଳେ ସୁପ୍ରିମକୋର୍ଟ କେନ୍ଦ୍ର ସରକାର,...

ଭାରତ ମହାସାଗରରେ ପାଓ୍ବାର ଗେମ୍‌, ମରିସସ୍‌ର ଦ୍ୱୀପରେ ଗୁପ୍ତ ସୈନ୍ୟ ଶିବିର…

ନୂଆଦିଲ୍ଲୀ,୯।୮: ଭାରତ ମହାସାଗରେ ପୃଥିବୀର ବଡ଼ବଡ଼ ଦେଶ ପାଓ୍ବାର ଗେମ୍‌ ଆରମ୍ଭ କରିଛନ୍ତି। ନିଜର ଶକ୍ତି ବୃଦ୍ଧି ପାଇଁ ଭାରତ ମଧ୍ୟ ଏଥିରେ ସାମିଲ୍‌ ହୋଇଛି। ଭାରତ ପକ୍ଷରୁ ମରିସସ୍‌ର ଏକ ନିର୍ଜନ ଦ୍ୱୀପରେ ଗୁପ୍ତ ସୈନ୍ୟ ଶିବିର ସ୍ଥାପନ...

ସୁସ୍ଥତା ହାର ୯୭.୪୦ ପ୍ରତିଶତ ଛୁଇଁଲା…

ନୂଆଦିଲ୍ଲୀ,୯।୮: ଦେଶରେ କରୋନା ମହାମାରୀ ସଂକ୍ରମଣର ଦ୍ୱିତୀୟ ଲହର ଥମିବାରେ ଲାଗିଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ସଂକ୍ରମଣ ବଢୁଥିବାରୁ ତୃତୀୟ ଲହର ନେଇ ଲୋକଙ୍କ ମଧ୍ୟରେ ଆତଙ୍କ ସୃଷ୍ଟି ହେବାରେ ଲାଗିଛି।...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri