Tag Archives: Home Middle

ଆଜି ରାଜ୍ୟ କ୍ୟାବିନେଟ୍‌

ଭୁବନେଶ୍ୱର, ୯।୮(ବ୍ୟୁରୋ): ରାଜ୍ୟ କ୍ୟାବିନେଟ୍‌ର ଗୁରୁତ୍ୱପୂର୍ଣ୍ଣ ବୈଠକ ସୋମବାର ସନ୍ଧ୍ୟା ୫ଟା ୩୦ ମିନିଟ୍‌ରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହେବ। ଭର୍ଚୁଆଲରେ ଅନୁଷ୍ଠିତ ହେବାକୁ ଥିବା ଏହି ବୈଠକରେ ୮ଟି ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ଉପରେ ମୋହର ବାଜିବ...

ବିଦେଶରେ ବି ମିଳିବ ‘କୋରାପୁଟ କଫି’

ଭୁବନେଶ୍ୱର,୮।୮(ବ୍ୟୁରୋ): ଏଣିକି ଦେଶ ବିଦେଶରେ ମହକିବ କୋରାପୁଟର କଫି। ଜିଲାର ଏକ ନିର୍ଦ୍ଦିଷ୍ଟ ଅଞ୍ଚଳରେ ଉତ୍ପାଦନ ହେଉଥିବା ‘କୋରାପୁଟ କଫି’ ଦେଶ ବିଦେଶର କୋଣ ଅନୁକୋଣରେ ନିଜର ଉପସ୍ଥିତି ଜାହିର କରିବାକୁ ଯାଉଛି। ରାଜ୍ୟର କଫି ଚାଷୀଙ୍କ ଉନ୍ନତି ପାଇଁ...

ଆକାଶରୁ ବୋମା ବର୍ଷା, ୫୭୨ ତାଲିବାନ୍‌ ଆତଙ୍କବାଦୀଙ୍କ ମୁଣ୍ଡ ଗଡ଼ିଲା..

କାବୁଲ,୮।୮: ଆଫଗାନିସ୍ତାନର କାନ୍ଧାହାର ଏବେ ଯୁଦ୍ଧକ୍ଷେତ୍ର ପାଲଟିଛି। ତାଲିବାନ ଆତଙ୍କବାଦୀ ଏବଂ ସରକାରୀ ସୈନ୍ୟ ବାହିନୀ ମୁହାଁମୁହିଁ ହୋଇଛନ୍ତି। ଫଳରେ ଭୟଙ୍କର ଯୁଦ୍ଧ ଆରମ୍ଭ ହୋଇଛି। ଆଫଗାନିସ୍ତାନ ସୈନ୍ୟ ବାହିନୀର ସହାୟତା କରିଛି ଆମେରିକାର ବାୟୁସେନା। ସ୍ଥାନୀୟ ଶେବର୍ନ ସହରରେ...

ଖୁସି ଖବର, କୋଭାକ୍ସିନ୍‌-କୋଭିଶିଲ୍ଡ ମିଶ୍ରିତ ଡୋଜ୍‌ ପ୍ରଭାବଶାଳୀ..

ନୂଆଦିଲ୍ଲୀ,୮।୮: ଦେଶରେ କରୋନା ମହାମାରୀ ସଂକ୍ରମଣରୁ ଦୂରେଇ ରହିବା ଲାଗି ସାର୍ବଜନୀକ ଟିକାରକଣ ଅଭିଯାନ ଜାରି ରହିଛି। ଏପରିସ୍ଥଳେ ଦିଲ୍ଲୀରୁ ଖୁସି ଖବର ମିଳିଛି। ଭାରତ ବାୟୋଟେକ୍‌ର କୋଭାକ୍ସିନ୍‌ ଏବଂ ସେରମ୍‌ ଇନଷ୍ଟିଚ୍ୟୁଟ ଦ୍ୱାରା ପ୍ରସ୍ତୁତ ହୋଇଥିବା କୋଭିଶିଲ୍ଡର ମିଶ୍ରିତ...

ବିମାନ ବନ୍ଦରକୁ ବୋମାରେ ଉଡ଼ାଇବାକୁ ଧମକ ଭରା ଇ-ମେଲ୍‌…

ନୂଆଦିଲ୍ଲୀ, ୮।୮:  ଦିଲ୍ଲୀର ଇନ୍ଦିରା ଗାନ୍ଧୀ ଅନ୍ତର୍ଜାତୀୟ ବିମାନ ବନ୍ଦରକୁ ବୋମାରେ ଉଡ଼ାଉଦେବାକୁ ଏକ ଧମକ ଭରା ଇ-ମେଲ୍‌ ମିଳିଛି। ଦିଲ୍ଲୀ ପୋଲିସ ପାଖକୁ ଆସିଥିବା ଏହି ଇ-ମେଲ୍‌ ଆତଙ୍କବାଦୀ ସଂଗଠନ ଅଲ୍‌ କାଇଦା ନାମରେ ପଠାଯାଇଛି। ଧମକ ଭରା...

ସୀମାରେ ଶତ୍ରୁ ଉପରେ କଡ଼ା ନଜର ରଖିବ ଜିସାଟ୍‌-୧…

ନୂଆଦିଲ୍ଲୀ,୮।୮: ସ୍ବାଧୀନତା ଦିବସର ତିନି ଦିନ ପୂର୍ବରୁ ଭାରତ ଅତ୍ୟାଧୁନିକ ଉପଗ୍ରହ ଜିସାଟ୍‌-୧ର ଉତକ୍ଷେପଣ କରିବ। ଏହି ଉପଗ୍ରହ ଦେଶର ସୁରକ୍ଷା ଦୃଷ୍ଟିରୁ ଗୁରୁତ୍ୱପୂର୍ଣ୍ଣ ସାବ୍ୟସ୍ତ ହେବ। ଏହା ମାଧ୍ୟମରେ ସୀମାରେ ଆକାଶରୁ କଡ଼ା ନଜର ରଖାଯାଇ ପାରିବ। ଏହା...

ସୋମବାର ୯.୭୫ କୋଟି ଚାଷୀଙ୍କ ଖାତାକୁ ପଠାଯିବ ୧୯,୫୦୦ କୋଟି …

ନୂଆଦିଲ୍ଲୀ,୮।୮: ସୋମବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କୃଷକ ସମ୍ମାନ ନିଧି ଯୋଜନା ଅନ୍ତର୍ଗତ ୯.୭୫ କୋଟି ଚାଷୀଙ୍କୁ ୧୯,୫୦୦କୋଟି ଟଙ୍କା ବାଣ୍ଟିବେ। ଏହି ଯୋଜନା ଅନ୍ତର୍ଗତ ପ୍ରତି ଚାଷୀଙ୍କ ବ୍ୟାଙ୍କ ସଞ୍ଚୟ ଖାତାକୁ ୨ ହଜାର ଟଙ୍କା ପଠାଯିବ। ଅଗଷ୍ଟ...

ଆତଙ୍କବାଦୀଙ୍କୁ ପାଣ୍ଠି ଯୋଗାଣ, ୧୪ ଜିଲାର ୫୦ରୁ ଅଧିକ ଅଞ୍ଚଳରେ ଚଢ଼ାଉ…

ଶ୍ର୍ରୀନଗର,୮।୮: ଆତଙ୍କବାଦୀଙ୍କୁ ପାଣ୍ଠି ଯୋଗାଣ ମାମଲାରେ ଏନ୍‌ଆଇଏ ପକ୍ଷରୁ ଜମ୍ମୁ-କଶ୍ମୀରର ୧୪ ଜିଲାର ୫ ୫୦ ରୁ ଅଧିକ ଅଞ୍ଚଳରେ ଚଢ଼ାଉ ଜାରିି ରହିଛି। ଜମାତ୍‌-ଇ-ଇସ୍ଲାମ୍‌ ସଂଗଠନର ବିଭିନ୍ନ ଶାଖାରେ ଚଢ଼ାଉ କରାଯାଇଛି। ୨୦୧୯ରେ କେନ୍ଦ୍ର ସରକାରଙ୍କ ପକ୍ଷରୁ ଏହି...

ଆଜି ରାଜ୍ୟରେ ଚିହ୍ନଟ ହେଲେ ୧୨୪୩ କରୋନା ଆକ୍ରାନ୍ତ: ଚିନ୍ତା ବଢ଼ାଉଛି ଖୋର୍ଦ୍ଧା-କଟକ

ଭୁବନେଶ୍ୱର,୮।୮(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟାରେ ୧୨୪୩ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୭୧୮ କ୍ୱାରେଣ୍ଟାଇନ୍‌ର ଥିବା ବେଳେ ବାକି ୫୨୫ ଲୋକାଲ କେସ ରହିଛି। ନୂଆ ଆକ୍ରାନ୍ତଙ୍କ ମଧ୍ୟରେ ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୩୯୯ ଜଣ...

ଦୈନିକ ମୃତ୍ୟୁ ସଂଖ୍ୟା ୫ ଶହ ତଳେ…

ନୂଆଦିଲ୍ଲୀ,୮।୮: ଦେଶରେ କରୋନା ମହାମାରୀ ସଂକ୍ରମଣର ଦ୍ୱିତୀୟ ଲହର ଥମିବାରେ ଲାଗିଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ସଂକ୍ରମଣ ବଢୁଥିବାରୁ ତୃତୀୟ ଲହର ନେଇ ଲୋକଙ୍କ ମଧ୍ୟରେ ଆତଙ୍କ ସୃଷ୍ଟି ହେବାରେ ଲାଗିଛି।...

ବିପଦ ମାଡ଼ି ଆସୁଛି, ଏନ୍ତୁଡ଼ିଶାଳକୁ ପୁଣି ଫେରିଲା କରୋନା…

ବେଜିଂ,୮।୮: କରୋନା ମହାମାରୀର ଏନ୍ତୁଡ଼ିଶାଳ ପାଲଟିଥିବା ଚାଇନାର ହୁବେଇ ପ୍ରଦେଶର ଉହାନ୍‌ ସହରରେ ସଙ୍କଟ ସୃଷ୍ଟି ହୋଇଛି। ଏଠାକୁ ପୁଣି କରୋନା ଫେରିଛି। ସହରରେ କେରାନା ସଂକ୍ରମଣ ଆରମ୍ଭ ହେବାରୁ ସୁରକ୍ଷା ଦୃଷ୍ଟିରୁ ଇତିମଧ୍ୟରେ କୋଟିଏରୁ ଅଧିକ ଲୋକଙ୍କ ନମୁନା...

ନିଆଁ ଆଁରେ ୩ ଦେଶ

ଜେନେଭା,୮ା୮: ଗ୍ରୀସ୍‌ରେ ଜଙ୍ଗଲ ନିଆଁ ଭୟାବହ ରୂପ ଧାରଣ କରିଛି। ଚତୁର୍ଦ୍ଦିଗକୁ ବନାଗ୍ନି ବ୍ୟାପିବାରେ ଲାଗିଥିବାରୁ ହଜାର ହଜାର ପର୍ଯ୍ୟଟକ ଓ ବାସିନ୍ଦାଙ୍କୁ ରାଜଧାନୀ ଏଥେନ୍ସରୁ ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତର କରାଯାଇଛି। ଖୁବ୍‌ ଜୋର୍‌ରେ ପବନ ବହିବା ସହ ଉଚ୍ଚ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri