Tag Archives: Home Middle

ଭୁବନେଶ୍ୱର ଆସିବାକୁ ପୁରୁଷ ହକି ଟିମ୍‌କୁ ଆମନ୍ତ୍ରଣ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୫ା୮(ବ୍ୟୁରୋ): ଟୋକିଓ ଅଲିମ୍ପିକ୍ସରେ ଐତିହାସିକ ବିଜୟ ପରେ ଭାରତୀୟ ପୁରୁଷ ହକି ଟିମ୍‌ ସହ ଭିଡିଓ କଲରେ କଥା ହୋଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ବିଜୟୀ ଟିମ୍‌କୁ ଶୁଭେଚ୍ଛା ଜଣାଇବା ପରେ ଭୁବନେଶ୍ୱର ଆସିବାକୁ ମୁଖ୍ୟମନ୍ତ୍ରୀ ଆମନ୍ତ୍ରଣ କରିଛନ୍ତି।...

ସରିଲା ମାଟ୍ରିକ ଅଫ୍‌ଲାଇନ୍‌ ପରୀକ୍ଷା: ୧୧ରୁ ମୂଲ୍ୟାୟନ

କଟକ ଅଫିସ,୫ା୮: ଗୁରୁବାର ମାଟ୍ରିକ ଅଫଲାଇନ ପରୀକ୍ଷା ଶେଷ ହୋଇଛି। ଆସନ୍ତା ୧୧ ତାରିଖରୁ ମୂଲ୍ୟାୟନ ଆରମ୍ଭ ହେବ। ୯ଟି ମୂଲ୍ୟାୟନ କେନ୍ଦ୍ରରେ ଖାତା ଦେଖା ଆରମ୍ଭ ହେବ। ତିନି ଦିନ ଧରି ଏହି ମୂଲ୍ୟାୟନ ଚାଲିବ ବୋଲି ସୂଚନା...

ପେଗାସସ୍‌ ମାମଲାରେ କାହିଁକି ହୋଇନି ମାମଲା ରୁଜୁ, ପ୍ରଶ୍ନ କଲେ ସିଜେଆଇ…

ନୂଆଦିଲ୍ଲୀ,୫।୮: ପେଗାସସ ଗୁପ୍ତଚରୀ ମାମଲାରେ ନିରପେକ୍ଷ ଯାଞ୍ଚ ପାଇଁ ବିଭିନ୍ନ ଆବେଦନ ଉପରେ ସୁପ୍ରିମକୋର୍ଟରେ ଶୁଣାଣି ଆରମ୍ଭ ହୋଇଛିି। ପ୍ରଧାନ ବିଚାରପତି (ସିଜେଆଇ )ଏନ.ଭି ରାମନା ଏବଂ ଜଷ୍ଟିସ ସୂର୍ଯ୍ୟକାନ୍ତଙ୍କ ନେତୃତ୍ୱରେ ଗଠିତ ଖଣ୍ଡପୀଠଙ୍କ ଦ୍ୱାରା ଏସମ୍ପର୍କିତ ୯ଟି ଆବେଦନର...

ଲ୍ୟାଣ୍ଡମାଇନ୍‌ ବିସ୍ଫୋରଣ: ଉଡ଼ିଲା ବୋଲେରୋ,ଜଣେ ମୃତ, ୭ ଆହତ

ମାଲକାନଗିରି,୫ା୮(ଡି.ଏନ୍‌.ଏ.): ମାଲକାନଗିରି-ଛତିଶଗଡ଼ ସୀମା ଦାନ୍ତଓ୍ବୋଡାରେ ଗୁରୁବାର ସକାଳେ ମାଓବାଦୀ ତାଣ୍ଡବ ଦେଖିବାକୁ ମିଳିଛି। ମାଓବାଦୀଙ୍କ ଦ୍ବାରା ଖଞ୍ଜା ଯାଇଥିବା ଆଇଡି ବିସ୍ଫୋରଣ ହୋଇଛି। ଫଳରେ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୭ଜଣ ଗୁରୁତର ହୋଇଛନ୍ତି। ଘଟଣାସ୍ଥଳରେ ସୁରକ୍ଷାବାହିନୀ ପହଞ୍ଚି ସମସ୍ତଙ୍କୁ...

ଅଲିମ୍ପିକ୍‌ ହକି ଖେଳାଳିଙ୍କୁ କୋଟିଏ ଟଙ୍କା ପୁରସ୍କାର…

ଚଣ୍ଡିଗଡ଼,୫।୮: ଭାରତୀୟ ପୁରୁଷ ହକି ଦଳ ଅଲିମ୍ପିକ୍‌ରେ ବ୍ରୋଞ୍ଜ୍‌ ପଦକ ହାସଲ କରିଛି। ପଞ୍ଜାବ ସରକାର ଟିମ୍‌ ଇଣ୍ଡିଆରେ ସାମିଲ ଥିବା ରାଜ୍ୟର ହକି ଖେଳାଳିଙ୍କ ପାଇଁ କୋଟିଏ ଟଙ୍କାର ପୁରସ୍କାର ଘୋଷଣା କରିଛନ୍ତି। ରାଜ୍ୟ କ୍ରୀଡ଼ା ଏବଂ ଯୁବ...

ସମସ୍ତ ପ୍ରସଙ୍ଗ ଉପରେ ଆଲୋଚନା ପାଇଁ ପ୍ରସ୍ତୁତ ସରକାର…

ନୂଆଦିଲ୍ଲୀ,୫।୮: ପାର୍ଲାମେଣ୍ଟର ମୌସୁମୀ ଅଧିବେଶନ ବିରୋଧୀଙ୍କ ପ୍ରବଳ ହଟ୍ଟଗୋଳ ମଧ୍ୟରେ ଜାରି ରହିଛି। ବିରୋଧୀ ସଦସ୍ୟଙ୍କ ଯୋଗୁ ଉଭୟ ରାଜ୍ୟ ସଭା ଏବଂ ଲୋକ ସଭାରେ ବାରମ୍ବାର ଗୃହକୁ ମୁଲତବୀ ଘୋଷଣା କରାଯାଉଛି। ଏପରିସ୍ଥଳେ ଭାରତୀୟ ଜନତା ଦଳର ମୁଖପାତ୍ର...

୫ ରାଜ୍ୟରେ ୮୦ ପ୍ରତିଶତରୁ ଅଧିକ ନୂଆ ଆକ୍ରାନ୍ତ…

ନୂଆଦିଲ୍ଲୀ,୫।୮: ତୃତୀୟ ତରଙ୍ଗ ଆତଙ୍କ ମଧ୍ୟରେ ଦେଶରେ ନୂଆ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଦ୍ୱାରା ପ୍ରକାଶିତ ହୋଇଥିବା ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୪୨,୯୮୨ଜଣ ନୂଆ କରୋନା ଆକ୍ରାନ୍ତଙ୍କୁ ଚିହ୍ନଟ...

ବଡ଼ ଧରଣର ଆତଙ୍କବାଦୀ ଆକ୍ରମଣ ଷଡ଼ଯନ୍ତ୍ର…

ନୂଆଦିଲ୍ଲୀ,୫।୮: ଆତଙ୍କବାଦୀମାନେ ଭାରତରେ ଆକ୍ରମଣ କରିବାକୁ ଷଡଯନ୍ତ୍ର ରଚିଛନ୍ତି। ଏନେଇ ଗୋଇନ୍ଦା ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ପଞ୍ଜାବ ଏବଂ ଜମ୍ମୁ ସୀମାରେ ଆତଙ୍କବାଦୀମାନେ ବଡ଼ ଧରଣର ଆକ୍ରମଣ ଲାଗି ପ୍ରସ୍ତୁତ ହେଉଥିବା ଗୋଇନ୍ଦା ରିପୋର୍ଟରେ ଉଲ୍ଲେଖ...

ଅନାଥ ପିଲାଙ୍କ ପାଇଁ ୫ ଲକ୍ଷର ସ୍ବାସ୍ଥ୍ୟ ବୀମା…

ନୂଆଦିଲ୍ଲୀ,୫।୮: ଦେଶରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ନିଜର ମାତାପିତାଙ୍କୁ ହରାଇ ଥିବା ଅନାଥ ପିଲାଙ୍କ ପାଇଁ ପ୍ରଧାନମନ୍ତଦ୍ରୀ ନରେନ୍ଦ୍ର ମୋଦି ସରକାରଙ୍କ ପକ୍ଷରୁ ସ୍ବାସ୍ଥ୍ୟ ବୀମା ଘୋଷଣା କରାଯାଇଛି। କେନ୍ଦ୍ରୀୟ ମନ୍ତ୍ରୀ ଅନୁରାଗ ଠାକୁର ଏସମ୍ପର୍କରେ ସୂଚନା ଦେଇଛନ୍ତି।...

ଅଭିନନ୍ଦନ ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୫।୮(ବ୍ୟୁରୋ): ଟୋକିଓ ଅଲିମ୍ପିକ୍ସରେ ଭାରତୀୟ ହକି ଦଳର ଐତିହାସିକ ବିଜୟ ପରେ ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ୪୧ବର୍ଷ ପରେ ହକିରେ ଭାରତର ଏହି ବିଜୟକୁ ନେଇ ମୁଖ୍ୟମନ୍ତ୍ରୀ ଫୋନ ମାଧ୍ୟମରେ ଭାରତୀୟ ହକି ଦଳ ସହ କଥା...

ଦିନେ କମିଲେ ପୁଣି ବଢୁଛି, ଅନ୍‌ଲକ୍‌ ଯୋଗୁ ବଢୁଛି ଭିଡ଼…

ନୂଆଦିଲ୍ଲୀ,୫।୮: ଦେଶରେ କରୋନା ମହାମାରୀ ସଂକ୍ରମଣର ଦ୍ୱିତୀୟ ଲହର ଥମିବାରେ ଲାଗିଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ସଂକ୍ରମଣ ବଢୁଥିବାରୁ ତୃତୀୟ ଲହର ନେଇ ଲୋକଙ୍କ ମଧ୍ୟରେ ଆତଙ୍କ ସୃଷ୍ଟି ହେବାରେ ଲାଗିଛି।...

ଟିମ୍‌ ଇଣ୍ଡିଆକୁ ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି-ପ୍ରଧାନମନ୍ତ୍ରୀ…

ଟୋକିଓ/ନୂଆଦିଲ୍ଲୀ,୫।୮: ଦୀର୍ଘ ୪୧ ବର୍ଷ ପରେ ଭାରତୀୟ ହକିିଦଳ ପୁଣି ଥରେ ଅଲିମ୍ପିକ୍‌ରେ ଦେଶ ପାଇଁ ଗୌରବ ଆଣିଛି। ଭାରତ ଜର୍ମାନୀକୁ ୫-୪ ଗୋଲରେ ହରାଇ ବ୍ରୋଞ୍ଜ ପଦକ ହାସଲ କରିଛି। ଏହି ଐତିହାସିକ ବିଜୟ ପାଇଁ ରାଷ୍ଟ୍ରପତି ରାମନାଥ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri