Tag Archives: Home Middle

ହନୁମାନ ମନ୍ଦିରରେ ପୂଜା କଲେ କେଜରିଓ୍ବାଲ, ସନ୍ଧ୍ୟାରେ କରିବେ ରୋଡ ଶୋ’

ନୂଆଦିଲ୍ଲୀ,୧୧।୫: ତିହାର ଜେଲରୁ ବାହାରିବା ପରେ କେଜରିୱାଲ ଶନିବାରଠାରୁ ଜୋରଦାର ନିର୍ବାଚନ ପ୍ରଚାର ଆରମ୍ଭ କରିବାକୁ ଯାଉଛନ୍ତି। ଏହାପୂର୍ବରୁ ମୁଖ୍ୟମନ୍ତ୍ରୀ କେଜରିୱାଲ ତାଙ୍କ ପତ୍ନୀଙ୍କ ସହ ଦିଲ୍ଲୀର କନ୍ନଡ ପ୍ଲେସରେ ହନୁମାନ ମନ୍ଦିରରେ ପହଞ୍ଚି ପ୍ରାର୍ଥନା କରିଥିଲେ। କନକ ପ୍ଲେସରେ...

ଭାଜପାରୁ ବିଦା ହେଲେ ୭ ବଡ଼ ନେତା

ଭୁବନେଶ୍ୱର,୧୧।୫: ଦଳ ବିରୋଧୀ କାର୍ଯ୍ୟ ପାଇଁ ୭ ନେତାଙ୍କୁ ଭାଜପାରୁ ବହିଷ୍କୃତ କରାଯାଇଛି। ଖୋର୍ଦ୍ଧାର କାଳୁ ଖଣ୍ଡାୟତରାୟଙ୍କୁ ଭାଜପା ବହିଷ୍କୃତ କରିଛି। ସେହିପରି ବଡମ୍ବାର ବିଜୟ ଦଳବେହେରା, ସତ୍ୟବାଦୀର କାମାକ୍ଷା ପ୍ରଧାନ ବି ବହିଷ୍କୃତ ହୋଇଛନ୍ତି। ମୋଟ ୭ ଜଣ...

ଜୀବନ ସାରା ଭୁଲିବି ନାହିଁ ଓଡ଼ିଶାବାସୀଙ୍କ ଆଶୀର୍ବାଦର ଋଣ: ମୋଦି

ନୂଆଦିଲ୍ଲୀ/କନ୍ଧମାଳ,୧୧।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ତାଙ୍କ ଓଡ଼ିଶା ଗସ୍ତ କାର୍ଯ୍ୟକ୍ରମରେ କନ୍ଧମାଳରେ ପହଞ୍ଚିଛନ୍ତି। ସେଠାରେ ସେ ଲୋକଙ୍କୁ ସମ୍ବୋଧିତ କରିବାବେଳେ କହିଛନ୍ତି ଯେ ଆଜି ମୁଁ ନିଜକୁ ସୌଭାଗ୍ୟବାନ ମନେକରୁଛି ଯେ ମୁଁ କନ୍ଧମାଳକୁ ଆସିବା ମାତ୍ରେ ମୋତେ...

ପାକିସ୍ତାନର ପରମାଣୁ ବୋମା ବିକ୍ରି କରିବାର ପରିସ୍ଥିତି ଆସି ଗଲାଣି: ମୋଦି

ନୂଆଦିଲ୍ଲୀ,୧୧।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର କଂଗ୍ରେସ ନେତା ମଣି ଶଙ୍କର ଆୟାରଙ୍କ ‘ପାକିସ୍ତାନରେ ଆଣବିକ ବୋମା ଅଛି’ ବୟାନକୁ ନେଇ କିଛି ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି ଯେ କଂଗ୍ରେସ ବାରମ୍ବାର ନିଜ ଦେଶକୁ ଭୟଭୀତ କରିବାକୁ ଚେଷ୍ଟା...

ନବୀନଙ୍କୁ ମୋଦିଙ୍କ ବଡ଼ ଚ୍ୟାଲେଞ୍ଜ, କାଗଜରେ ଲେଖି ପାରିବ…

ଭୁବନେଶ୍ୱର,୧୧।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କ ୨ ଦିନିଆ ଗସ୍ତରେ ଶନିବାର ଫୁଲବାଣୀରେ ପହଞ୍ଚିଛନ୍ତି। ସେଠାରେ ପହଞ୍ଚିବା ପରେ ‘ଜୟ ଜଗନ୍ନାଥ’ ଓ ‘ଜୟ ଶ୍ରୀରାମ’ କହି ନିଜ ଅଭିଭାଷଣ ଆରମ୍ଭ କରିଛନ୍ତି। ଏହାପରେ ଶୁକ୍ରବାର ରାଜଧାନୀ ଭୁବନେଶ୍ୱରରେ ହୋଇଥିବା...

ରତ୍ନଭଣ୍ଡାରକୁ ନେଇ ମୋଦିଙ୍କ ବଡ଼ ଖୁଲାସା, କହିଲେ ବିଜେଡି…

ଭୁବନେଶ୍ୱର,୧୧।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କ ୨ ଦିନିଆ ଗସ୍ତରେ ଶନିବାର ଫୁଲବାଣୀରେ ପହଞ୍ଚିଛନ୍ତି। ସେଠାରେ ପହଞ୍ଚିବା ପରେ ‘ଜୟ ଜଗନ୍ନାଥ’ ଓ ‘ଜୟ ଶ୍ରୀରାମ’ କହି ନିଜ ଅଭିଭାଷଣ ଆରମ୍ଭ କରିଛନ୍ତି। ଏହାପରେ ଶୁକ୍ରବାର ରାଜଧାନୀ ଭୁବନେଶ୍ୱରରେ ହୋଇଥିବା...

କନ୍ଧମାଳ ଗସ୍ତ ପୂର୍ବରୁ ପୁଣି ଟୁଇଟ୍‌ କଲେ ପ୍ରଧାନମନ୍ତ୍ରୀ, କହିଲେ ଏଥର ନିର୍ବାଚନରେ…

ଭୁବନେଶ୍ୱର,୧୧।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୨ଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି। ଏହି ପରିପ୍ରେକ୍ଷୀରେ ଶନିବାର ପ୍ରଧାନମନ୍ତ୍ରୀ ଓଡ଼ିଶାର ୩ ଜିଲା ଫୁଲବାଣୀ, ବଲାଙ୍ଗୀର ଏବଂ ବରଗଡ଼ରେ ନିର୍ବାଚନୀ ପ୍ରଚାର କରିବେ। ଏନେଇ ସୁରକ୍ଷା ବ୍ୟବସ୍ଥାକୁ କଡାକଡି କରାଯାଇଛି। ତେବେ କନ୍ଧମାଳ...

ଭୋଟିଂ ତଥ୍ୟ ୪୮ ଘଣ୍ଟାରେ ପ୍ରକାଶ କରାଯାଉ

ନୂଆଦିଲ୍ଲୀ,୧୧ା୫(ପି.ଟି.): ଲୋକ ସଭା ନିର୍ବାଚନ ଚାଲିଥିବା ବେଳେ ପ୍ରତି ପର୍ଯ୍ୟାୟ ଭୋଟିଂ ଶେଷ ହେବାର ୪୮ ଘଣ୍ଟା ମଧ୍ୟରେ ବୁଥ୍‌ଓ୍ବାରି ମତଦାନ ହାର ସମ୍ପର୍କିତ ସମ୍ପୂର୍ଣ୍ଣ ତଥ୍ୟ ଭାରତର ନିର୍ବାଚନ କମିଶନ (ଇସିଆଇ)ଙ୍କ ଓ୍ବେବ୍‌ସାଇଟ୍‌ରେ ଅପ୍‌ଲୋଡ୍‌ କରାଯାଉ। ଏଥିପାଇଁ ଇସିଆଇଙ୍କୁ ନିର୍ଦ୍ଦେଶ...

ଆଜି ୩ଜିଲାରେ ପ୍ରଧାନମନ୍ତ୍ରୀ ମୋଦିଙ୍କ ମାରାଥନ ପ୍ରଚାର

ଭୁବନେଶ୍ୱର,୧୨।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୨ଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି। ଏହି ପରିପ୍ରେକ୍ଷୀରେ ଶନିବାର ପ୍ରଧାନମନ୍ତ୍ରୀ ମୋଦି ଓଡ଼ିଶାର ୩ଜିଲା ଫୁଲବାଣୀ, ବଲାଙ୍ଗୀର ଏବଂ ବରଗଡ଼ରେ ନିର୍ବାଚନୀ ପ୍ରଚାର କରିବେ। ଏନେଇ ସୁରକ୍ଷା ବ୍ୟବସ୍ଥାକୁ କଡାକଡି କରାଯାଇଛି। ପ୍ରଧାନମନ୍ତ୍ରୀ ମୋଦି...

ଓଡ଼ିଶାରେ ଆସିବ ଟର୍ନିଂ ପଏଣ୍ଟ: ମୋଦି

ଓଡ଼ିଶାରେ ଓଡ଼ିଆ ଅସ୍ମିତା ପ୍ରତି ବିପଦ ଦେଖାଦେଇଛି। ଏଠାରେ ରାଜା ମହାରାଜା ବେଳର ସ୍ଥିତି ବଳବତ୍ତର ରହିଛି। ତେଣୁ ଲୋକେ ପରିବର୍ତ୍ତନ ଚାହୁଁଛନ୍ତି। ଚଳିତ ନିର୍ବାଚନରେ ଓଡ଼ିଶାରେ ଟର୍ନିଂ ପଏଣ୍ଟ ଆସିବ ବୋଲି ଶୁକ୍ରବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭୁବନେଶ୍ୱରରେ...

୩୫ ରନ୍‌ରେ ହାରିଲା ଚେନ୍ନାଇ, ପ୍ଲେ ଅଫ୍‌ ଦୌଡ଼ରେ ଗୁଜରାଟ…

ଅହମଦାବାଦ, ୧୦।୫: ଆଇପିଏଲ୍‌ ୨୦୨୪ର ୫୯ତମ ମ୍ୟାଚ୍‌ରେ ଚେନ୍ନାଇ ସୁପର କିଙ୍ଗ୍ସକୁ ପରାଜିତ କରିଛି ଗୁଜରାଟ ଟାଇଟନ୍ସ। ଅହମ୍ମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଖେଳାଯାଇଥିବା ଏହି ମ୍ୟାଚ୍‌ ଗୁଜରାଟ ଲାଗି ଗୁରୁତ୍ୱ ବହନ କରୁଥିଲା। କାରଣ ଏହି ବିଜୟ ଯୋଗୁ...

ବୁଲାଣି ରାସ୍ତାରେ ୨ ବସ୍‌ ମୁହାଁମୁହିଁ: ଡ୍ରାଇଭରଙ୍କ ଜୀବନ ଗଲା, ୩୫ରୁ ଊର୍ଦ୍ଧ୍ୱ ଯାତ୍ରୀ ଆହତ

ସୋନପୁର,୧୦।୫(ମୃତ୍ୟୁଞ୍ଜୟ ଶତପଥୀ): ସୁବର୍ଣ୍ଣପୁର-ସମ୍ବଲପୁର ରାସ୍ତାର ଉଲୁଣ୍ଡା ବ୍ଲକସ୍ଥିତ ଡୁଡୁପାଲି ଛକରେ ଶୁକ୍ରବାର ରାତିରେ ସଡକ ଦୁର୍ଘଟଣା ଘଟିଛି। ବୁଲାଣି ରାସ୍ତାରେ ୨ ଯାତ୍ରୀବାହୀ ବସ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହେବା ଫଳରେ ଘଟଣାସ୍ଥଳରେ ଡ୍ରାଇଭରଙ୍କ ମୃତ୍ୟୁ ହୋଇଛି। ମୃତ ଡ୍ରାଇଭରଙ୍କ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri