Tag Archives: Home Middle

ନାବାଳିକାଙ୍କ ହାତ ଧରି ପ୍ରେମ ନିବେଦନ କରିବା ନୁହେଁ ଯୌନ ନିର୍ଯାତନା, କହିଲେ କୋର୍ଟ…

ମୁମ୍ବାଇ,୧।୮: ନାବାଳିକାଙ୍କ ହାତ ଧରି ପ୍ରେମ ନିବେଦନ କରିବା ଯୌନ ନିର୍ଯାତନା ଅନ୍ତର୍ଗତ ନୁହେଁ ବୋଲି ମୁମ୍ବାଇର ଏକ ପୋକ୍ସୋ କୋର୍ଟ ଗୁରୁତ୍ୱପୂର୍ଣ୍ଣ ରାୟ ଦେଇଛନ୍ତି। ଏହା ସହିତ କୋର୍ଟ ୨୮ ବର୍ଷ ବୟସ୍କ ଅଭିଯୁକ୍ତଙ୍କୁ ନିର୍ଦ୍ଦୋଷରେ ଖଲାସ କରିଛନ୍ତି।...

ଭାରତ ହାତରେ ସୁରକ୍ଷା ପରିଷଦ ଡୋର, ପାକିସ୍ତାନର ବଢ଼ିଲା ଚିନ୍ତା…

ଜେନେଭା,୧।୮: ଭାରତ ହାତରେ ଏବେ ମାସେ ପାଇଁ ଜାତିସଂଘ ସୁରକ୍ଷା ପରିଷଦ ଡୋର ରହିବ। ସମ୍ପୂର୍ଣ୍ଣ ମାସେ ପାଇଁ ଜାତିସଂଘ ସୁରକ୍ଷା ପରିଷଦ ଭାରତ ନିର୍ଦ୍ଦେଶରେ କାର୍ଯ୍ୟ କରିବ। ଭାରତ ଜାତିସଂଘ ସୁରକ୍ଷା ପରିଷଦର ଅଧ୍ୟକ୍ଷତା ଅଗଷ୍ଟ୧ରୁ ଗ୍ରହଣ କରିଛି।...

ରାଜ୍ୟରେ ୧୪୩୭ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ; ଚିନ୍ତା ବଢ଼ାଉଛି ଖୋର୍ଦ୍ଧା-କଟକ-ପୁରୀ

ଭୁବନେଶ୍ୱର,୧।୮(ବ୍ୟୁରୋ): ଗତ ୨୪ ଘଣ୍ଟାରେ ରାଜ୍ୟରେ ୧୪୩୭ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୮୩୨ ଜଣ କ୍ୱାରେଣ୍ଟାଇନ୍‌ରେ ଥିବା ବେଳେ ବାକି ୬୦୫ ଲୋକାଲ କେସ୍‌। ୧୪୩୭ ଟି ନୂଆ କେସ ସହିତ ରାଜ୍ୟରେ ମୋଟ...

୧୦ ପ୍ରତିଶତରୁ ଅଧିକ ପ୍ରଜିଟିଭ୍‌ ଥିବା ଜିଲାରେ ଲାଗୁ ହେବ କଡ଼ା କଡ଼କଣା, ସରକାରଙ୍କ ନିର୍ଦ୍ଦେଶ…

ନୂଆଦିଲ୍ଲୀ,୧।୮: ଦେଶରେ କରୋନା ମହାମାରୀ ସଂକ୍ରମଣର ଦ୍ୱିତୀୟ ଲହର ଥମିବାରେ ଲାଗିଛି। ସାର୍ବଜନୀକ ଟିକାକରଣ ଜାରି ରହିବା ସହିତ ସଂକ୍ରମଣ ନେଇ କେନ୍ଦ୍ର ସରକାର ସତର୍କ ଅଛନ୍ତି। ସଂକ୍ରମଣକୁ ନିୟନ୍ତ୍ରଣ କରିବା ଲାଗି କେନ୍ଦ୍ର ସରକାରଙ୍କ ପକ୍ଷରୁ ରାଜ୍ୟଗୁଡ଼ିକୁ ସ୍ବତନ୍ତ୍ର...

ଥମୁଛି ସଂକ୍ରମଣ ବଢୁଛି ଭିଡ଼…

ନୂଆଦିଲ୍ଲୀ,୧।୮: ଦେଶରେ କରୋନା ମହାମାରୀ ସଂକ୍ରମଣର ଦ୍ୱିତୀୟ ଲହର ଥମିବାରେ ଲାଗିଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଗତ ୨୪ ଘଣ୍ଟାରେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇ ୪୧ ହଜାର ୮୩୧...

ନିଜ ଇଛା ଅନୁସାରେ ଧର୍ମ ପରିବର୍ତ୍ତନ କରିବା ସହିତ ପସନ୍ଦର ବିବାହ ସାମ୍ବିଧାନିକ ଅଧିକାର…

ପ୍ରୟାଗରାଜ,୧।୮: ଅପହରଣ, ଷଡଯନ୍ତ୍ର ଏବଂ ଧର୍ମ ପରିବର୍ତ୍ତନ ଆଇନକୁ ନେଇ ଏକ ଗୁରୁତ୍ୱପୂର୍ଣ୍ଣ ରାୟ ପ୍ରଦାନ କରିଛନ୍ତି। ଅଭିଯୁକ୍ତଙ୍କ ଜାମିନ ଆବେଦନ ଶୁଣାଣି ସମୟରେ କୋର୍ଟ କହିଛନ୍ତି ଯେ ପ୍ରତ୍ୟେକ ନାଗରିକ କୌଣସି ଧର୍ମ ଗ୍ରହଣ କରିବାର ଅଧିକାର ଅଛି।...

ସ୍ପାଏଓ୍ବେର ବ୍ଲକ୍‌ କଲା ଏନ୍‌ଏସ୍‌ଓ

ଓ୍ବାଶିଂଟନ, ୧।୮(ପି.ଟି.): ପେଗାସସ୍‌ ଗୁପ୍ତଚରଗିରି ବିବାଦକୁ ନେଇ ଭାରତ ସମେତ ବିଭିନ୍ନ ଦେଶରେ ଜୋର୍‌ଦାର ପ୍ରତିକ୍ରିୟା ପ୍ରକାଶ ପାଇଛି। ଏହି ବିବାଦର କେନ୍ଦ୍ରବିନ୍ଦୁ ପାଲଟିଥିବା ଇସ୍ରାଏଲ୍‌ ସାଇବର ସିକ୍ୟୁରିଟି କମ୍ପାନୀ ଏନ୍‌ଏସ୍‌ଓ ଗ୍ରୁପ୍‌ ବିଭିନ୍ନ ସରକାରଙ୍କୁ ଯୋଗାଇଥିବା ଏହି ସ୍ପାଏଓ୍ବେରକୁ...

ପ୍ରକାଶ ପାଇଲା + ୨ ରେଜଲ୍ଟ

ଭୁବନେଶ୍ୱର,୩୧।୭(ବ୍ୟୁରୋ): ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ(ସିଏଚ୍‌ଏସ୍‌ଇ) ଦ୍ୱାରା ପରିଚାଳିତ ଯୁକ୍ତ ୨ ବିଜ୍ଞାନ ଓ ବାଣିଜ୍ୟ ପରୀକ୍ଷାଫଳ ଶନିବାର ସନ୍ଧ୍ୟାରେ ପ୍ରକାଶ ପାଇଛି। ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ଯୁକ୍ତ ୨ ପରୀକ୍ଷାଫଳ ପୁସ୍ତିକା ଉନ୍ମୋଚନ କରିଛନ୍ତି। ସମୁଦାୟ...

ଆସିଲା ଅଗଷ୍ଟ ଗାଇଡ୍‌ଲାଇନ୍‌: ଜାଣନ୍ତୁ କ’ଣ ହେବ ଖୋଲା, କ’ଣ ରହିବ ବନ୍ଦ

ଭୁବନେଶ୍ୱର,୩୧ା୭(ବ୍ୟୁରୋ): ଆଂଶିକ ଲକ୍‌ଡାଉନ୍‌ ସରୁଥିବାରୁ ଅଗଷ୍ଟ ମାସ ପାଇଁ ଶନିବାର ନୂଆ ଗାଇଡ୍‌ଲାଇନ ଘୋଷଣା କରିଛନ୍ତି ସ୍ବତନ୍ତ୍ର ରିଲିଫ କମିଶନର(ଏସ୍‌ଆର୍‌ସି) ପ୍ରଦୀପ ଜେନା।  ଏହା ସେପ୍ଟେମ୍ବର ପହିଲା ପର୍ଯ୍ୟନ୍ତ ବଳବତ୍ତର ରହିବ। ରାଜ୍ୟରେ କରୋନା ମହାମାରୀକୁ ସମ୍ପୂର୍ଣ୍ଣ ଭାବେ ନିୟନ୍ତ୍ରଣକୁ...

ଏନ୍‌କାଉଣ୍ଟରରେ ଜୈଶ୍‌ ଆତଙ୍କବାଦୀ ଲମ୍ବୁ ନିହତ…

ଶ୍ରୀନଗର,୩୧।୭: ଜୈଶ-ଇ-ମହମ୍ମଦର ଜଣେ ବରିଷ୍ଠ ଆତଙ୍କବାଦୀଙ୍କୁ ଏନ୍‌କାଉଣ୍ଟର କରି ମିଳିତ ସୁରକ୍ଷାକର୍ମୀ ପୁଲୱାମା ଆକ୍ରମଣର ପ୍ରତିଶୋଧ ନେଇଛନ୍ତି। ପୁଲୱାମା ଆକ୍ରମଣରେ ସାମିଲ୍‌ ଥିବା ପାକିସ୍ତାନୀ ଆତଙ୍କବାଦୀଙ୍କର ଜମ୍ମୁ-କଶ୍ମୀରର ପୁଲୱାମା ଜିଲାରେ ଏକ ଏନ୍‌କାଉଣ୍ଟରରେ ମୃତ୍ୟୁ ଘଟିଛି। ଏନେଇ ଶନିବାର କଶ୍ମୀର...

କରୋନାରେ ମୃତ୍ୟୁ ଘଟିଥିବା ଗଣମାଧ୍ୟମ ପ୍ରତିନିଧିଙ୍କ ପରିବାରକୁ ମିଳିବ ୧୦ ଲକ୍ଷ, ମୁଖ୍ୟମନ୍ତ୍ରୀଙ୍କ ଘୋଷଣା…

ଲକ୍ଷ୍ନୌ,୩୧।୭: କରୋନାରେ ମୃତ୍ୟୁ ଘଟିଥିବା ଗଣମାଧ୍ୟମ ପ୍ରତିନିଧିଙ୍କ ପରିବାରକୁ ଏଣିକି ମିଳିବ ୧୦ ଲକ୍ଷ ଟଙ୍କା ଅନୁକମ୍ପାମୂଳକ ସହାୟତା ମିଳିବ। ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ସରକାରଙ୍କ ପକ୍ଷରୁ ଏସମ୍ପର୍କରେ ଘୋଷଣା କରାଯାଇଛି। କରୋନା ମହାମାରୀ ଯୋଗୁ ୨୦୨୦ରେ ରାଜ୍ୟରେ...

ନୂଆ ଆଇପିଏସ୍‌ଙ୍କୁ ମୋଦିଙ୍କ ମନ୍ତ୍ର

ନୂଆଦିଲ୍ଲୀ,୩୧।୭ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ଭିଡିଓ କନଫରେନ୍ସିଂ ମାଧ୍ୟମରେ ସର୍ଦ୍ଦାର ବଲଭଭାଇ ପଟେଲ ନ୍ୟାସନାଲ ପୋଲିସ ଏକାଡେମୀରେ ତାଲିମପ୍ରାପ୍ତ ଆଇପିଏସ୍‌ ଅଧିକାରୀଙ୍କୁ ସମ୍ବୋଧିତ କରିଛନ୍ତି। ଏହି ସମୟରେ ପ୍ରଧାନମନ୍ତ୍ରୀ ମୋଦି ତାଲିମପ୍ରାପ୍ତ ଅଧିକାରୀଙ୍କୁ କିଛି ମନ୍ତ୍ର ଦେଇଛନ୍ତି। ପ୍ରଶିକ୍ଷକ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri