Tag Archives: Home Middle

ସ୍କୁଲ ଖୋଲିବାକୁ ଭୟ କରୁଛନ୍ତି ରାଜ୍ୟ ସରକାର, ତାରିଖ ଘୋଷଣା ପରେ ପୁଣି ପଛଉଛନ୍ତି…

ନୂଆଦିଲ୍ଲୀ,୨୪।୭: ଦେଶରେ କରୋନା ମହାମାରୀ ସଂକ୍ରମଣର ଦ୍ୱିତୀୟ ଲହର ଥମିବାରେ ଲାଗିଛି। ଅପରପକ୍ଷରେ ତୃତୀୟ ଲହର ନେଇ ଲୋକଙ୍କ ମଧ୍ୟରେ ଆତଙ୍କ ଦେଖାଦେଇଛି। ଲକ୍‌ଡାଉନ୍‌ ଯୋଗୁ ସ୍କୁଲ କଲେଜ ବନ୍ଦ ରହିଥିଲା। କେତେକ ରାଜ୍ୟ ସରକାର ସ୍କୁଲ ଖୋଲିବା ପାଇଁ...

ଖୁସି ଖବର, ସେପ୍ଟେମ୍ବରରେ ପିଲାଙ୍କ ପାଇଁ କରୋନା ଭାକ୍ସିନ୍‌…

ନୂଆଦିଲ୍ଲୀ,୨୪।୭: ଦେଶରେ କରୋନା ମହାମାରୀ ସଂକ୍ରମଣର ଦ୍ୱିତୀୟ ଲହର ଥମିବାରେ ଲାଗିଛି। ସଂକ୍ରମଣରୁ ଦୂରେଇ ରହିବା ଲାଗି ଦେଶରେ ସାର୍ବଜନୀନ ଟିକାକରଣ ଅଭିଯାନ ଜାରି ରହିଛି। ତେବେ ୧୮ ବର୍ଷରୁ କମ୍‌ ବୟସ୍କ ପିଲାଙ୍କ ପାଇଁ କରୋନା ଭାକ୍ସିନ୍‌ ସେପ୍ଟେମ୍ବରରେ...

ବୁଦ୍ଧପୂର୍ଣ୍ଣିମା ଅବସରରେ ଅଭିନନ୍ଦନ ଜଣାଇଲେ ରାଷ୍ଟ୍ରପତି-ପ୍ରଧାନମନ୍ତ୍ରୀ…

ନୂଆଦିଲ୍ଲୀ,୨୪।୭: ରାଷ୍ଟ୍ରପତି ରାମନାଥ କୋବିନ୍ଦ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବୁଦ୍ଧପୂର୍ଣ୍ଣିମା ଅବସରରେ ଦେଶବାସୀଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ରାଷ୍ଟ୍ରପତି କହିଛନ୍ତି ଯେ, ବୁଦ୍ଧଦେବଙ୍କ ଧର୍ମଚକ୍ର ପରିବର୍ତ୍ତନକୁ ଇତିମଧ୍ୟରେ ୨୬୦୦ ବର୍ଷ ବିତିଛି। ବୁଦ୍ଧଦେବଙ୍କ ଦ୍ୱାରା ପ୍ରଦାନ କରାଯାଇଥିବା ବାଣୀ ପୃଥିବୀରେ...

ବାନ୍ଦିପୋରା ଜଙ୍ଗଲରେ ଏନ୍‌କାଉଣ୍ଟର, ୨ ଆତଙ୍କବାଦୀ ନିହତ…

ଶ୍ରୀନଗର,୨୪।୭: ଜମ୍ମୁ-କଶ୍ମୀରରେ ଅତଙ୍କବାଦ ବିରୋଧୀ ଅପରେଶନ୍‌ରେ ମିଳିତ ସୁରକ୍ଷା କର୍ମୀଙ୍କୁ ବଡ଼ ସଫଳତା ମିଳିଛି। ଉତ୍ତର କଶ୍ମୀରର ବାନ୍ଦିପୋରାରେ ହୋଇଥିବା ଏନ୍‌କାଉଣ୍ଟରରେ ୨ ଜଣ ଆତଙ୍କବାଦୀଙ୍କ ମୃତ୍ୟୁ ଘଟିଛି। ସୁମ୍ବଲର ଅଞ୍ଚଳର ଶୋକବାବା ଜଙ୍ଗଲରେ କିଛି ଆତଙ୍କବାଦୀ ଲୁଚିଥିବା ଖବର...

ଦୈନିକ ସଂକ୍ରମଣ ୪୦ ହଜାର ତଳେ…

ନୂଆଦିଲ୍ଲୀ,୨୪।୭: ଦେଶରେ କରୋନା ମହାମାରୀ ସଂକ୍ରମଣର ଦ୍ୱିତୀୟ ଲହର ଥମିବାରେ ଲାଗିଛି। ଧୀରେଧୀରେ ସୁଧାର ଆସିଲେ ମଧ୍ୟ ସ୍ଥିତି ସଙ୍କଟ ଜନକ ରହିଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଗତ ୨୪ ଘଣ୍ଟାରେ...

ପୃଥିବୀ ମୁହାଁ ଜଳନ୍ତା ଗ୍ରହାଣୁପିଣ୍ଡ, ଜୁଲାଇ ୨୫ ରାତ୍ର ୧୧ଟା ୨୧ରେ ହେବ ପୃଥିବୀର ନିକଟବର୍ତ୍ତୀ …

ଓ୍ବାଶିଂଟନ,୨୪।୭: ପୃଥିବୀ ଉପରେ ନୂଆ ବିପଦ ମାଡ଼ିଆସୁଛି। ଜଳନ୍ତା ଗ୍ରହାଣୁପିଣ୍ଡ ୨୦୦୮-ଜିଓ-୨୦ ସେକେଣ୍ଡ ପ୍ରତି ୮ କିଲୋମିଟର ବେଗରେ ପୃଥିବୀ ମୁହାଁ ହୋଇଛି। ଜୁଲାଇ ୨୫ରେ ଭାରତୀୟ ସମୟ ରାତ୍ର ୧୧ଟା ୨୧ଟାରେ ଏହା ପୃଥିବୀର କକ୍ଷପଥ ନିକଟରେ ଅତିକ୍ରମ...

୧୫୩୭ କୋଟିର ୧୪ ଶିଳ୍ପ: ଶିଳାନ୍ୟାସ, ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୪।୭(ବ୍ୟୁରୋ)ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁକ୍ରବାର ୧୧ଶହ କୋଟି ଟଙ୍କା ପୁଞ୍ଜିନିବେଶ ହୋଇଥିବା ୧୧ଟି ଶିଳ୍ପର ଶିଳାନ୍ୟାସ କରିଥିବା ବେଳେ ୪୩୬ କୋଟି ଟଙ୍କା ପୁଞ୍ଜିନିବେଶ ହୋଇଥିବା ୩ ଶିଳ୍ପର ଉଦ୍‌ଘାଟନ କରିଛନ୍ତି। ଏ ସମସ୍ତ ଶିଳ୍ପରେ ୧୫୩୭.୦୭ କୋଟି ଟଙ୍କାର...

ରସଗୋଲା ଦେଇ ମା’ ଲକ୍ଷ୍ମୀଙ୍କ ମାନଭଞ୍ଜନ କଲେ ମହାପ୍ରଭୁ

ପୁରୀ ଅଫିସ,୨୩।୭: ମହାପ୍ରଭୁଙ୍କ ନିଳାଦ୍ରୀ ବିଜେ ନୀତି ସମ୍ପନ୍ନ ହୋଇଛି। ଏଥିସହ ଘୋଷଯାତ୍ରାର ଅନ୍ତିମ ପର୍ବ ସରିଛି। ଶୁକ୍ରବାର ତିନିଠାକୁର ଗୋଟି ପହଣ୍ଡିରେ ଶ୍ରୀମନ୍ଦିର ରତ୍ନବେଦିକୁ ବିଜେ କରିଛନ୍ତି। ନୀଳକନ୍ଦରକୁ ବାହୁଡ଼ା ବେଳେ ସିଂହଦ୍ୱାର ଓ ଜୟବିଜୟ ଦ୍ୱାର ନିକଟରେ...

୪୯ ବର୍ଷ ପରେ ଆଥ୍‌ଲେଟ୍‌ଙ୍କୁ ମିଳିଲା ସମ୍ମାନ

ଟୋକିଓ,୨୩।୭: ୧୯୭୨ ମ୍ୟୁନିକ୍‌ ଅଲିମ୍ପିକ୍ସରେ ଇସ୍ରାଏଲର ୯ ଜଣ ଆଥ୍‌ଲେଟଙ୍କୁ ହତ୍ୟା କରିଥିଲା ପାଲେଷ୍ଟାଇନର ଆତଙ୍କବାଦୀ ସଂଗଠନ ‘ବ୍ଲାକ ସେପ୍ଟେମ୍ବର’। ଏହି  ଆଥ୍‌ଲେଟଙ୍କ ପାଇଁ ଶୁକ୍ରବାର ଟୋକିଓ ଅଲିମ୍ପିକ୍ସର ଉଦ୍‌ଘାଟନୀ ଉତ୍ସବରେ ଏକ ମିନିଟ୍‌ ଶୋକ ପାଳନ କରାଯାଇଛି। ଅଲିମ୍ପିକ୍ସ...

ଜାରି ରହିବ ପ୍ରବଳ ବର୍ଷା

ଭୁବନେଶ୍ବର,୨୩।୭: ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଚି ହୋଇଥିବା ଲଘୁଚାପ କ୍ଷେତ୍ର ଶୁକ୍ରବାର ଆହୁରି ଘନୀଭୂତ ହେବାରେ ଲାଗିଛି। ଏହା ଆସନ୍ତା ୪୮ ଘଣ୍ଟା ମଧ୍ୟରେ ଉତ୍ତରପଶ୍ଚିମ ଦିଗରେ ଗତି କରି ଓଡ଼ିଶା, ଛତିଶଗଡ଼ ଓ ମଧ୍ୟପ୍ରଦେଶ ଦେଇ ରାଜସ୍ଥାନ ଆଡ଼କୁ ଗତି...

ବିଦ୍ୟାଭାରତୀଙ୍କ ସହ ସମ୍ପର୍କକୁ ଅସ୍ବୀକାର କଲେ ଡିଏଫ୍‌ଓ

ପାରଳାଖେମୁଣ୍ଡି,୨୩ା୭(ଡି.ଏନ୍‌.ଏ.): ଗଜପତି ଜିଲା ପାରଳାଖେମୁଣ୍ଡି ସହକାରୀ ବନ ସଂରକ୍ଷକ(ଏସି୍‌ଏଫ) ସୌମ୍ୟରଞ୍ଜନ ମହାପାତ୍ରଙ୍କ ମୃତ୍ୟୁ ଏବେ ବି ରହସ୍ୟଘେରରେ ରହିଛି । ମୃତ୍ୟୁ ପଛର ପ୍ରକୃତ କାରଣ ଖୋଜିବାକୁ କ୍ରାଇମବ୍ରାଞ୍ଚ ତଦନ୍ତକୁ ଜୋର୍‌ଦାର କରିଛି । ତେବେ ଶୁକ୍ରବାର ଡିଏଫ୍‌ଓ ସଂଗ୍ରାମ...

ଟସ୍‌ ଜିତିଲା ଭାରତ: ଡେବ୍ୟୁ କରୁଛନ୍ତି ୫ ଖେଳାଳି

କଲମ୍ବୋ,୨୩।୭: ଭାରତ ଏବଂ ଶ୍ରୀଲଙ୍କା ମଧ୍ୟରେ ଚାଲିଥିବା ତିନି ମ୍ୟାଚ ବିଶିଷ୍ଟ ଦିନିକିଆ ସିରିଜର ଶେଷ ମ୍ୟାଚ। ଶିଖର ଧାୱନଙ୍କ ଅଧିନାୟକତ୍ୱ କରିଥିବା ଟିମ ଇଣ୍ଡିଆ ଟସ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଛି। ଭାରତୀୟ ଦଳରେ ୬...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri