Tag Archives: Home Middle

ମେଣ୍ଟକୁ ନେଇ ସଫାସଫା କହିଦେଲେ ମୋଦି, ଜାତୀୟ ଗଣମାଧ୍ୟମରେ ଚହଳ

ଭୁବନେଶ୍ୱର,୧୦।୪: ରାଜଧାନୀ ଭୁବନେଶ୍ୱରରେ ମେଗା ରୋଡ ଶୋ’ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ତେବେ ଏହି ରୋଡ ଶୋ’ ପରେ ମେଣ୍ଟକୁ ନେଇ ଜାତୀୟ ଗଣମାଧ୍ୟମରେ ବଡ଼ ବୟାନ ଦେଇଛନ୍ତି ମୋଦି। ଯାହାପରେ ରାଜ୍ୟ ରାଜନୀତି ସରଗରମ ହୋଇ ଉଠିଛି।...

ଜାତୀୟ ଗଣମାଧ୍ୟମରେ ଓଡ଼ିଶାକୁ ନେଇ ମୋଦିଙ୍କ ବଡ଼ ବୟାନ, କହିଲେ ଏଥର…

ଭୁବନେଶ୍ୱର, ୧୦।୫: ରାଜଧାନୀ ଭୁବନେଶ୍ୱରରେ ମେଗା ରୋଡ ଶୋ’ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ତେବେ ଏହି ରୋଡ ଶୋ’ ପରେ ଓଡ଼ିଶାକୁ ନେଇ ଜାତୀୟ ଗଣମାଧ୍ୟମରେ ବଡ଼ ବୟାନ ଦେଇଛନ୍ତି ମୋଦି। ସେ କହିଛନ୍ତି, ଓଡିଶାରେ ବିପୁଳ ସମର୍ଥନ...

କମ୍ପିଲା ରାଜଧାନୀ, ଆରମ୍ଭ ହେଲା ମୋଦି ଶୋ’

ଭୁବନେଶ୍ୱର,୧୦।୫: ଆରମ୍ଭ ହେଲା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ମେଗା ରୋଡ ଶୋ’। ଭୁବନେଶ୍ୱର ସ୍ଥିତ ଭାଜପା ରାଜ୍ୟ କାର୍ଯ୍ୟାଳୟରୁ ଆରମ୍ଭ ହୋଇଛି ମୋଦିଙ୍କ ରୋଡ ଶୋ’। ଯାହା ବାଣୀବିହାର ପର୍ଯ୍ୟନ୍ତ ଚାଲିବ। ଏହି ରୋଡ ଶୋ’ରେ ପ୍ରଧାନମନ୍ତ୍ରୀଙ୍କ ସହ ରାଜ୍ୟ...

ଭୁବନେଶ୍ୱରରେ ପହଞ୍ଚିଲେ ମୋଦି

ଭୁବନେଶ୍ୱର,୧୦।୫: ପ୍ରଧାନମନ୍ତ୍ରୀ ମୋଦି ଭୁବନେଶ୍ୱରରେ ପହଞ୍ଚିଛନ୍ତି। ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସି ଭୁବନେଶ୍ୱରର ବିଜୁ ପଟ୍ଟନାୟକ ବିମାନ ବନ୍ଦରରେ ପହଞ୍ଚିଛନ୍ତି ପ୍ରଧାନମନ୍ତ୍ରୀ। ବିମାନ ବନ୍ଦରରେ ପିଏମଙ୍କୁ ଓଡିଶା ଭାଜପାର ନେତା ଓ କର୍ମୀମାନେ ଜୋରଦାର ସ୍ବାଗତ କରିଛନ୍ତି। ଆଉ...

ଜେଲ୍‌ରୁ ବାହାରିବା ପରେ କେଜରିଓ୍ବାଲଙ୍କ ଆସିଲା ପ୍ରଥମ ପ୍ରତିକ୍ରିୟା, କହିଲେ…

ନୂଆଦିଲ୍ଲୀ,୧୦।୫: ଦିଲ୍ଲୀ ଅବକାରୀ ଦୂର୍ନୀତି ମାମଲାରେ ଦିଲ୍ଲୀ ସିଏମ ଅରବିନ୍ଦ କେଜରିୱାଲଙ୍କୁ ଶେଷରେ ଜାମିନ ମିଳିଛି। ତାଙ୍କୁ ଜୁନ ୨ ପର୍ଯ୍ୟନ୍ତ ସୁପ୍ରିମକୋର୍ଟ ମଧ୍ୟବର୍ତ୍ତୀକାଳୀନ ଜାମିନ ପ୍ରଦାନ କରିଛନ୍ତି। ଜେଲରୁ ବାହାରିବା ପରେ କେଜରିଓ୍ବାଲଙ୍କ ପ୍ରଥମ ପ୍ରତିକ୍ରିୟା ସାମ୍ନାକୁ ଆସିଛି।...

ବ୍ରିଜଭୂଷଣ ସିଂହଙ୍କୁ ଝଟ୍‌କା, ଚାର୍ଜଫ୍ରେମ କଲେ କୋର୍ଟ

ନୂଆଦିଲ୍ଲୀ,୧୦।୫: ବଢିଲା ବିଜେପି ଭାଜପା ଏମପି ତଥା କୁସ୍ତି ମହାସଂଘର ପୂର୍ବତନ ସଭାପତି ବ୍ରିଜଭୂଷଣ ଶରଣ ସିଂହଙ୍କ ଅଡୁଆ। ଶୁକ୍ରବାର ଯୌନ ନିର୍ଯାତନା ମାମଲାରେ ଦିଲ୍ଲୀର ରାଉଜ ଆଭିନ୍ୟୁ କୋର୍ଟ ତାଙ୍କ ବିରୋଧରେ ଚାର୍ଜଫ୍ରେମ କରିଛନ୍ତି। ତାଙ୍କ ବିରୋଧରେ ୬...

ଡୁନ୍‌ ସ୍କୁଲରେ ପାଠପଢ଼ା, ସଞ୍ଜୟ ଗାନ୍ଧୀ ଥିଲେ ସହପାଠୀ; କଳା-ସଂସ୍କୃତି ପ୍ରିୟ ନବୀନ ଏଭଳି ଗଢ଼ିଥିଲେ ରାଜନୀତିରେ ଭବିଷ୍ୟତ

ଭୁବନେଶ୍ୱର,୧୦।୫: ଓଡ଼ିଶାରେ ଲୋକ ସଭା ସହ ବିଧାନସଭା ନିର୍ବାଚନ ହେବାକୁ ଯାଉଛି। ରାଜ୍ୟର ମୁଖ୍ୟମନ୍ତ୍ରୀ ପଦରେ ନବୀନ ପଟ୍ଟନାୟକ ଦୁଇ ଦଶକରୁ ଅଧିକ ସମୟ ଧରି ରହିଛନ୍ତି। ଏବେ ୭୮ ବର୍ଷର ହୋଇଥିବା ନବୀନ ଯଦି ଆଗାମୀ ନିର୍ବାଚନ ଜିତି...

ସଚିବାଳୟ, ମୁଖ୍ୟମନ୍ତ୍ରୀଙ୍କ ଅଫିସ ଯାଇପାରିବେନି କେଜରିଓ୍ବାଲ, ରହିଛି ଅନେକ ସର୍ତ୍ତ

ନୂଆଦିଲ୍ଲୀ,୧୦।୫: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲଙ୍କୁ ମଧ୍ୟବର୍ତ୍ତୀକାଳୀନ ଜାମିନ ପ୍ରଦାନ କରିବା ସହିତ ସୁପ୍ରିମକୋର୍ଟ ଅନେକ କଡା ସର୍ତ୍ତ ରଖିଛନ୍ତି। କେଜରିୱାଲଙ୍କୁ ମଧ୍ୟବର୍ତ୍ତୀକାଳୀନ ଜାମିନ ପ୍ରଦାନ ଆଦେଶରେ ସୁପ୍ରିମକୋର୍ଟ ସ୍ପଷ୍ଟ ଭାବେ କହିଛନ୍ତି ଯେ ସେ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ଏବଂ...

ବୁଲେଟ୍‌ରେ ନଜର ଆସିଲେ ପାଣ୍ଡିଆନ, ଦେଲେ ଖାସ୍‌ ବାର୍ତ୍ତା

ଭୁବନେଶ୍ୱର,୧୦।୫: ବିଜୁ ଜନତା ଦଳ ଚଳିତ ନିର୍ବାଚନ ପାଇଁ ନିଜ ଇସ୍ତାହାର ପ୍ରକାଶ କରିଛି। ଯେଉଁଥିରେ ବଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ମହିଳା ଓ ଯୁବପିଢିଙ୍କୁ ଗୁରୁତ୍ୱ ଦେଇଛନ୍ତି। ତେବେ ଶୁକ୍ରବାର ବିଜେଡି ନେତା କାର୍ତ୍ତିକ ପାଣ୍ଡିଆନ ବୁଲେଟ ଚଢି...

କେଜରିଓ୍ବାଲଙ୍କ ଜାମିନରେ ଉତ୍ସାହିତ ଇଣ୍ଡିଆ ମେଣ୍ଟ

ନୂଆଦିଲ୍ଲୀ,୧୦।୫: କେବଳ ଆମ ଆଦମୀ ପାର୍ଟି ନୁହେଁ ବିରୋଧୀ ମେଣ୍ଟ ଇଣ୍ଡିଆ ପାଇଁ ମଧ୍ୟ ଆଜି ଖୁସିର ଦିନ । କାରଣ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜିରିଓ୍ବାଲଙ୍କ ଜାମିନ ମଞ୍ଜୁର ହୋଇଛି। ଦୀର୍ଘ ୧ମାସ ଧରି ତିହାର ଜେଲରେ ବନ୍ଦୀଜୀବନ...

ରାଜନୀତିରୁ ନେଇଯିବେ ସନ୍ୟାସ, ଖୋଲା ଚ୍ୟାଲେଞ୍ଜ ଦେଲେ ପାଣ୍ଡିଆନ

ଭୁବନେଶ୍ୱର,୧୦।୫: ନିର୍ବାଚନୀ ସଭାରେ ବଡ ବୟାନ ଦେଇଛନ୍ତି ବିଜେଡି ବରିଷ୍ଠ ନେତା କାର୍ତ୍ତିକ ପାଣ୍ଡିଆନ। ଶୁକ୍ରବାର ଏକ ସମାବେଶକୁ ସମ୍ବୋଧନ ସମୟରେ ନାଁ ନ ନେଇ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ଖୋଲା ଚ୍ୟାଲେଞ୍ଜ ଦେଇଛନ୍ତି। ସେ କହିଛନ୍ତି ”ଯଦି ଆସନ୍ତା...

ଅରବିନ୍ଦ କେଜ୍‌ରିଓ୍ବାଲଙ୍କୁ ମିଳିଲା ଜାମିନ

ନୂଆଦିଲ୍ଲୀ,୧୦।୫: ମଦ ଦୁର୍ନୀତି ମାମଲାରେ ଅରବିନ୍ଦ କେଜ୍‌ରିଓ୍ବାଲଙ୍କୁ ମିଳିଲା ଜାମିନ। ଶୁକ୍ରବାର ସୁପ୍ରିମକୋର୍ଟ ତାଙ୍କୁ ଜୁନ୍ ୧ ପର୍ଯ୍ୟନ୍ତ ମଧ୍ୟବର୍ତ୍ତୀକାଳୀନ ଜାମିନ ପ୍ରଦାନ କରିଛନ୍ତି । ଦିଲ୍ଲୀର ମଦ ଦୁର୍ନୀତି ମାମଲାରେ ମାର୍ଚ୍ଚ ୨୧ ରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ଦ୍ୱାରା...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri