Tag Archives: Home Middle

ଓ୍ବାସିମ ଜାଫରଙ୍କୁ ଓଡ଼ିଶା ଦଳର ଗୁରୁ ଦାୟିତ୍ୱ

ଭୁବନେଶ୍ୱର,୧୪।୭: ପୂର୍ବତନ ଭାରତୀୟ ବ୍ୟାଟ୍ସମ୍ୟାନ ୱାସିମ ଜାଫରଙ୍କୁ ଓଡ଼ିଶା ସିନିୟର୍‌ କ୍ରିକେଟ ଦଳର ମୁଖ୍ୟ କୋଚ ଭାବେ ନିଯୁକ୍ତ କରାଯାଇଛି। ଏ ନେଇ ବୁଧବାର ସୂଚନା ଦେଇଛି ଓଡ଼ିଶା କ୍ରିକେଟ ଆସୋସିଏସନ (ଓସିଏ)। ଗତ ୩ ବର୍ଷ ହେଲା ରଶ୍ମିରଞ୍ଜନ...

କେନ୍ଦ୍ରୀୟ କର୍ମଚାରୀଙ୍କୁ ମୋଦିଙ୍କ ଉପହାର, ମହଙ୍ଗା ଭତ୍ତା ୧୭ରୁ ୨୮ ପ୍ରତିଶତକୁ ବୃଦ୍ଧି…

ନୂଆଦିଲ୍ଲୀ,୧୪।୭: କେନ୍ଦ୍ର ସରକାରଙ୍କ ଅଧିନରେ କାର୍ଯ୍ୟ କରୁଥିବା କର୍ମଚାରୀଙ୍କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଉପହାର ଦେଇଛନ୍ତି। କେନ୍ଦ୍ରୀୟ କର୍ମଚାରୀଙ୍କ ମହଙ୍ଗା ଭତ୍ତା ଉପରେ ଲାଗିଥିବା ରୋକ୍‌କୁ ହଟାଇ ନିଆଯାଇଛି। ଏହା ସହିତ ମହଙ୍ଗା ଭତ୍ତାକୁ ୧୮ ପ୍ରତିଶତରୁ ବୃଦ୍ଧି କରାଯାଇ...

ଆଜିଠୁ ଆଡ଼ପ ଅବଢ଼ା

ପୁରୀ ଅଫିସ,୧୪।୭: ଆଜିଠୁ ମହାପ୍ରଭୁଙ୍କ ଆଡ଼ପ ଅବଢ଼ା ମିଳିବ॥ ଶ୍ରୀଗୁଣ୍ଡିଚା ମନ୍ଦିରରୁ ଏହି ଆଡ଼ପ ଅବଢ଼ା ବାହାରିବ। ଶ୍ରୀଜିଉଙ୍କୁ ଅର୍ପଣ ପରେ ଭକ୍ତମାନେ ଅବଢ଼ା ପାଇବାର ସୁଯୋଗ ପାଇବେ। ବୁଧବାରଠାରୁ ଗୁଣ୍ଡିଚା ମନ୍ଦିର ନିକଟ ନୃସିଂହ ମନ୍ଦିର ଓ ବସ...

ମହାକାଶ ଯୁଦ୍ଧ ପାଇଁ ଚାଇନାର ପ୍ରସ୍ତୁତି, ଆମେରିକା ଦେଲା ଚେତାବନୀ…

ଓ୍ବାଶିଂଟନ,୧୪।୭: କରୋନା ମହାମାରୀର ଏନ୍ତୁଡ଼ିଶାଳ ପାଲଟିଥିବା ଚାଇନା ଏବେ ମହାକାଶ ଯୁଦ୍ଧ ପାଇଁ ପ୍ରସ୍ତୁତି ଆରମ୍ଭ କରିଛି। ପୃଥିବୀ ପୃଷ୍ଠରୁ ଅନ୍ତରୀକ୍ଷ ପର୍ଯ୍ୟନ୍ତ ଲକ୍ଷ୍ୟଭେଦ କରୁଥିବା କ୍ଷେପଣାସ୍ତ୍ର ତିଆରି କାର୍ଯ୍ୟ ଡ୍ରାଗନ୍‌ ଜାରି ରଖିଛି। ଆମେରିକା ସହିତ ମହାକାଶ ଗବେଷଣା...

ମହାମାରୀରେ କାଉଡ଼ି ଯାତ୍ରା, ଯୋଗୀ ସରକାରଙ୍କୁ ସୁପ୍ରିମ୍‌କୋର୍ଟଙ୍କ ଜବାବ ତଲବ…

ନୂଆଦିଲ୍ଲୀ,୧୪।୭: ଦେଶରେ କରୋନା ମହାମାରୀ ସଂକ୍ରମଣ ଜାରି ରହିଥିବାବେଳେ ଉତ୍ତରପ୍ରଦେଶର ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ସରକାରଙ୍କ ପକ୍ଷରୁ ଶ୍ରାବଣ ମାସରେ ପ୍ରଭୁ ଶ୍ରୀମହାଦେବଙ୍କ ଉଦ୍ଦେଶ୍ୟରେ ହେଉଥିବା କାଉଡ଼ି ଯାତ୍ରାକୁ ଅନୁମତି ଦେଇଛନ୍ତି। ଏହା ବିରୋଧରେ ସୁପ୍ରିମ୍‌କୋର୍ଟରେ ଆବେଦନ କରାଯାଇଛି। ଏହି...

ତୃତୀୟ ସନ୍ତାନ ଥିବାରୁ ସରକାରୀ ଅଧିକାରୀଙ୍କୁ ଅଯୋଗ୍ୟ ଘୋଷିିତ କଲେ ହାଇକୋର୍ଟ…

ଭୋପାଳ,୧୪।୭: ଚାକିରି କରିବା ପରେ ଜଣେ ସରକାରୀ ଅଧିକାରୀଙ୍କ ତୃତୀୟ ସନ୍ତାନ ହେବାରୁ ହାଇକୋର୍ଟ ତାଙ୍କ ଅଯୋଗ୍ୟ ଘୋଷିତ କରିଛନ୍ତି। ମଧ୍ୟପ୍ରଦେଶର ଗ୍ବାଲିୟର ହାଇକୋର୍ଟଙ୍କ ପକ୍ଷରୁ ରାଜ୍ୟରେ ପ୍ରଣୟନ ହୋଇଥିବା ସଭିଲ୍‌ ସର୍ଭିସ୍‌ ଅଧିନିୟମ ୧୯୬୧ ଅନ୍ତର୍ଗତ ସମ୍ପୃକ୍ତ ସରକାରୀ...

ଦୈନିକ ସଂକ୍ରମଣ ପୁଣି ବଢ଼ିଲା…

ନୂଆଦିଲ୍ଲୀ,୧୪।୭: ଦେଶରେ କରୋନା ମହାମାରୀ ସଂକ୍ରମଣରେ ଧୀରେଧୀରେ ସୁଧାର ଆସିଲେ ମଧ୍ୟ ସ୍ଥିତି ସଙ୍କଟ ଜନକ ରହିଛି। ଦ୍ୱିତୀୟ ଲହର ପ୍ରକୋପ ଥମିବାରେ ଲାଗିଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଜୁଲାଇ ୧୨ରେ...

ପୁଲଓ୍ବାମା ଏନ୍‌କାଉଣ୍ଟରରେ ୩ ଆତଙ୍କବାଦୀଙ୍କ ମୁଣ୍ଡ ଗଡ଼ିଲା…

ଶ୍ରୀନଗର,୧୪।୭: ଜମ୍ମୁ-କଶ୍ମୀରରେ ଅତଙ୍କବାଦ ବିରୋଧୀ ଅପରେଶନ୍‌ରେ ମିଳିତ ସୁରକ୍ଷା କର୍ମୀଙ୍କୁ ବଡ଼ ସଫଳତା ମିଳିଛି। ଦକ୍ଷିଣ କଶ୍ମୀରର ପୁଲଓ୍ବାମାରେ ହୋଇଥିବା ଏନ୍‌କାଉଣ୍ଟରରେ ୩ ଜଣ ଆତଙ୍କବାଦୀଙ୍କ ମୃତ୍ୟୁ ଘଟିଛି। ମୃତକଙ୍କ ମଧ୍ୟରେ ଲଶ୍କର-ଇ-ତୋଏବା ଆତଙ୍କବାଦୀ ସଂଗଠନ କମାଣ୍ଡର ଏଜାଜ୍‌ ଓରଫ୍‌...

ଏ ବର୍ଷ ବି ବୋଲ୍‌ବମ୍‌ ଉପରେ ଲାଗିଲା କଟକଣା

ଭୁବନେଶ୍ୱର,୧୩।୭(ବ୍ୟୁରୋ): ଗତବର୍ଷ ଭଳି ଚଳିତ ବର୍ଷ ମଧ୍ୟ କରୋନା ପାଇଁ ବୋଲବମ୍‌ ଉପରେ କଟକଣା ଲଗାଇଲେ ରାଜ୍ୟ ସରକାର। ଏନେଇ ଏସ୍‌ଆର୍‌ସିଙ୍କ ପକ୍ଷରୁ ମଙ୍ଗଳବାର ନିର୍ଦ୍ଦେଶନାମା ଜାରି କରାଯାଇଛି। କୌଣସି ଧାର୍ମିକ ସ୍ଥଳରୁ କାଉଡ଼ିଆମାନେ ଜଳ ଉଠାଇପାରିବେ ନାହିଁ। ଏଥିସହ...

ଅଗଷ୍ଟଠାରୁ ପ୍ରତିମାସରେ ଦିଆଯିବ ୯୦ ଲକ୍ଷ ଡୋଜ୍‌…

ନୂଆଦିଲ୍ଲୀ,୧୩।୭: ଦେଶରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ସଙ୍କଟ ସୃଷ୍ଟି ହୋଇଛି। ଏପରିସ୍ଥଳେ ସଂକ୍ରମଣରୁ ସୁରକ୍ଷିତ ରହିବା ଲାଗି ଦେଶରେ ସାର୍ବଜନୀକ ଟିକାକରଣ ଅଭିଯାନ ଜାରି ରହିଛି। ଟିକାର ଅଭାବ ଯୋଗୁ କେତେକ ଅଞ୍ଚଳରେ ଏହି ଅଭିଯାନ ପଛେଇ ଯାଉଛି।...

ପୂର୍ବଠାରୁ ଅଧିକ ସତର୍କତା ଜରୁରୀ, ମାସ୍କ୍‌ ପିନ୍ଧିବା ଅପରିହାର୍ଯ୍ୟ, କହିଲେ ପ୍ରଧାନମନ୍ତ୍ରୀ…

ନୂଆଦିଲ୍ଲୀ,୧୩।୭: ଦେଶରେ କରୋନା ମହାମାରୀ ସଂକ୍ରମଣ ଜାରି ରହିଛି। ଏପରିସ୍ଥଳେ ପୂର୍ବଠାରୁ ଅଧିକ ସତର୍କତା ଜରୁରୀ। ମାସ୍କ୍‌ ପିନ୍ଧିବା ଅପରିହାର୍ଯ୍ୟ ବୋଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଉତ୍ତର-ପୂର୍ବ ରାଜ୍ୟ ମୁଖ୍ୟମନ୍ତ୍ରୀଙ୍କ ସହିତ ହୋଇଥିବା ବୈଠକରେ ଯୋଗଦେଇ ଏଭଳି କହିଛନ୍ତି। ହିଲ୍‌...

ପୃଥିବୀ ଉପରେ ନୂଆ ବିପଦ, ବାୟୁମଣ୍ଡଳରେ ଜହର ମିଶାଉଛନ୍ତି ୨୫ ସହର…

ଓ୍ବାଶିଂଟନ,୧୩।୭: ପୃଥିବୀ ଉପରେ ନୂଆ ବିପଦ ମାଡ଼ି ଆସୁଛି। ପୃଥିବୀର ବାୟୁମଣ୍ଡଳରେ ୨୫ଟି ବିକଶିତ ସହର ଜହର ମିଶାଇବାରେ ଅଗ୍ରଣୀ ଭୂମିକା ଗ୍ରହଣ କରିଛନ୍ତି। ସେଥିମଧ୍ୟରୁ ୨୩ଟି ସହର ଚାଇନାରେ ଅଛି। ସେହିପରି ଅନ୍ୟ ଦୁଇ ସହର ହେଉଛନ୍ତି ରୁଷିଆର...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri