Tag Archives: Home Middle

ଭାରତୀୟ ନିର୍ବାଚନକୁ ପ୍ରଶଂସା କଲା ଆମେରିକା

ଓ୍ବାଶିଂଟନ,୧୦ା୫: ଭାରତରେ ଆମେରିକାର ରାଷ୍ଟ୍ରଦୂତ ଏରିକ୍‌ ଗାର୍ସେଟି ଭାରତରେ ଗଣତନ୍ତ୍ରକୁ ନେଇ କିଛି ଅଞ୍ଚଳରେ ଉଠିଥିବା ଚିନ୍ତାକୁ ଖାରଜ କରି କହିଛନ୍ତି ଯେ, ଏକବିଂଶ ଶତାବ୍ଦୀରେ ଗଣତନ୍ତ୍ରର ଚାବି ହେବା ପାଇଁ ଓ୍ବାଶିଂଟନ ନୂଆଦିଲ୍ଲୀ ସହ ସମ୍ପର୍କ ଉପରେ ନିର୍ଭର...

ନରେନ୍ଦ୍ର ମୋଦି ହେବେ ନାହିଁ ପ୍ରଧାନମନ୍ତ୍ରୀ, ଲେଖି ଦେବାକୁ ପ୍ରସ୍ତୁତ ରାହୁଲ ଗାନ୍ଧୀ

ନୂଆଦିଲ୍ଲୀ,୧୦।୫: କଂଗ୍ରେସ ନେତା ରାହୁଲ ଗାନ୍ଧୀ ଶୁକ୍ରବାର (ମେ’ ୧୦, ୨୦୨୪)ରେ ଦାବି କରିଛନ୍ତି ଯେ ଉତ୍ତର ପ୍ରଦେଶରେ ‘ଇଣ୍ଡିଆ’ ମିଳିତ ମଞ୍ଚର ଝଡ଼ ଆସୁଛି। ଆପଣ ଏହାକୁ ଲିଖିତ ଭାବରେ ଗ୍ରହଣ କରିଛନ୍ତି ଯେ ୟୁପିରେ ଭାଜପାର ସବୁଠୁ...

କାହା ନାଁ ନ ନେଇ ଜୋର୍‌ଦାର ବର୍ଷିଲେ ମୋଦି

ନୂଆଦିଲ୍ଲୀ,୧୦ା୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନିର୍ବାଚନ ପ୍ରଚାରରେ ନିରନ୍ତର ରହିଛନ୍ତି। ପ୍ରଧାନମନ୍ତ୍ରୀ ଶୁକ୍ରବାର ମହାରାଷ୍ଟ୍ରର ନନ୍ଦୁରବରରେ ଏକ ସାଧାରଣ ସଭାରେ ସମ୍ବୋଧିତ କରିଛନ୍ତି। ଏହି ସମୟରେ ସେ କଂଗ୍ରେସ ଉପରେ ଜୋରଦାର ବର୍ଷିଛନ୍ତି। ସେ କର୍ନାଟକରେ ଶାସନ କରୁଥିବା କଂଗ୍ରେସରେ...

ଅଖିମୁଠି ଅନୁକୂଳ କଲେ ପ୍ରଣବ

ସମ୍ବଲପୁର,୧୦ା୫: ଆଜି ପବିତ୍ର ଅକ୍ଷୟ ତୃତୀୟା। ଏହି ଅବସରରେ ପାରମ୍ପାରିକ ଚାଷୀ ବେଶରେ ସମ୍ବଲପୁର ଜିଲା ରେଙ୍ଗାଲି ଢୋରୋପାଣିରେ ସମ୍ବଲପୁର ବିଜେଡି ଏମ୍‌ପି ପ୍ରାର୍ଥୀ ପ୍ରଣବ ପ୍ରକାଶ ଦାସ ଅଖିମୁଠି ଅନୁକୂଳ କରିଛନ୍ତି । ଚାଷଜମିରେ ପୂଜାର୍ଚ୍ଚନା ସହ ଅଖିମୁଠି...

ବହିଷ୍କାର ହେଲେ ଦୁଇ ମନ୍ତ୍ରୀ

କିଭ୍‌,୧୦ା୫: ୟୁକ୍ରେନ ଦୁଇ ବରିଷ୍ଠ ମନ୍ତ୍ରୀଙ୍କୁ ବରଖାସ୍ତ କରିଛି। ୟୁକ୍ରେନ ସଂସଦ ଗୁରୁବାର ଏହାକୁ ଅନୁମୋଦନ କରିଛି। ଉପ ପ୍ରଧାନମନ୍ତ୍ରୀ ଆଲେକ୍‌ଜାଣ୍ଡାର କୁବ୍ରାକୋଭ୍‌ ଏବଂ କୃଷିମନ୍ତ୍ରୀ ମାଇକୋଲା ସୋଲସ୍କିଙ୍କ ବହିଷ୍କାରକୁ ଏମ୍‌ପିମାନେ ସର୍ବସମ୍ମତି କ୍ରମେ ଅନୁମୋଦନ କରିଛନ୍ତି। ଏହା ସହିତ...

ରାଜ୍ୟବାସୀଙ୍କୁ ଅକ୍ଷୟ ତୃତୀୟାର ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୦ା୫: ଆଜି ହେଉଛି ପବିତ୍ର ଅକ୍ଷୟ ତୃତୀୟା। ଏହି ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ମୁଖ୍ୟମନ୍ତ୍ରୀ ସୋସିଆଲ ମିଡିଆ ଏକ୍ସରେ କହିଛନ୍ତି, ପବିତ୍ର ଅକ୍ଷୟ ତୃତୀୟା ଅବସରରେ ସମସ୍ତଙ୍କୁ ମୋର ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଉଛି।...

ଆଜି ଭୁବନେଶ୍ୱରରେ ମୋଦିଙ୍କ ରୋଡ୍‌ ଶୋ’:ଏତିକି ବେଳୁ ଆରମ୍ଭ ହେବ ଟ୍ରାଫିକ୍‌ କଟକଣା

ଭୁବନେଶ୍ୱର, ୧୦।୫(ସୁନିତ୍‌ ମିଶ୍ର): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାରଠାରୁ ୨ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି। ଭୁବନେଶ୍ୱରରେ ପ୍ରଧାନମନ୍ତ୍ରୀ ଶୁକ୍ରବାର ରାତି ୮ଟା ୩୦ରେ ଏକ ରୋଡ୍‌ ଶୋ’ କରିବା କାର୍ଯ୍ୟକ୍ରମ ରହିଛି। ରାତି ସାଢେ ୮ ଟାରୁ ଭାଜପା...

ଖୁବ୍ ଶୀଘ୍ର ନୂତନ କୋଚ୍ ପାଇଁ ବିଜ୍ଞାପନ ପ୍ରକାଶ କରିବ ବିସିସିଆଇ, ସୂଚନା ଦେଲେ ଜୟ ଶାହା

ନୂଆଦିଲ୍ଲୀ,୧୦।୫: ବିସିସିଆଇ ଖୁବ ଶୀଘ୍ର ଏକ ନୂତନ କୋଚ୍ ପାଇଁ ଏକ ବିଜ୍ଞାପନ ପ୍ରକାଶ କରିବ। ବୁଧବାର ମୁମ୍ବାଇରେ ବିସିସିଆଇ ସଚିବ ଜୟ ଶାହା ଏହା ପ୍ରକାଶ କରିଛନ୍ତି। ବିସିସିଆଇ ସଚିବ କହିଛନ୍ତି, “ରାହୁଲଙ୍କ କାର୍ଯ୍ୟକାଳ ଜୁନ୍ ପର୍ଯ୍ୟନ୍ତ ରହିଛି।...

ଚାର୍ଜସିଟ୍‌ରେ ଏଏପିକୁ ଅଭିଯୁକ୍ତ କରିବ ଇଡି, କେଜ୍ରିୱାଲଙ୍କୁ ଜାମିନ ମିଳିବା ସମ୍ଭାବନା କ୍ଷୀଣ!

ନୂଆଦିଲ୍ଲୀ,୧୦।୫: ଦିଲ୍ଲୀ ମଦ ଦୁର୍ନୀତି ମାମଲାରେ ଶୁକ୍ରବାର ଏକ ବଡ଼ ଦିନ। ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ଆଜି ଟ୍ରାଏଲ କୋର୍ଟରେ ମଦଫା ଦୁର୍ନୀତି ମାମଲାରେ ଏହାର ଚାର୍ଜସିଟ୍‌ ଦାଖଲ କରିବାକୁ ଯାଉଛି। ଏହାରି ମଧ୍ୟରେ ଚାର୍ଜସିଟ୍‌କୁ ନେଇ ବଡ଼ ଖୁଲାସା ହୋଇଛି।...

ହଠାତ୍‌ ବଦଳିଲା ପାଗ, ଏସବୁ ରାଜ୍ୟରେ ପ୍ରବଳ ବର୍ଷା ସହ ଘଡ଼ଘଡ଼ି ଆଶଙ୍କା

ନୂଆଦିଲ୍ଲୀ,୧୦ା୫: ଦେଶର ଅନେକ ରାଜ୍ୟରେ ଏବେ ଗରମ ଅନୁଭୂତ ହେଉଥିବା ବେଳେ କିଛି ରାଜ୍ୟରେ ତାପମାତ୍ରା ହ୍ରାସ ପାଇଛି। ହଠାତ୍‌ ପାଗରେ ପରିପର୍ତ୍ତନ ହୋଇଛି। ଫଳରେ ଦିଲ୍ଲୀ, ବିହାର, ଉତ୍ତରପ୍ରଦେଶ ସମେତ ଅନେକ ରାଜ୍ୟରେ ପାଗ ଆଶ୍ୱସ୍ତିକର ହୋଇଛି। ଆସନ୍ତା...

ବିରୋଧୀଙ୍କ ଉପରେ ଭାରି ପଡିପାରେ ୧୦୦ ୟୁନିଟ୍‌ ମାଗଣା ବିଜୁଳି ଏବଂ BSKY ଯୋଜନା

ଭୁବନେଶ୍ୱର,୧୦ା୫: ଉପଭୋକ୍ତାଙ୍କୁ ୧୦୦ ୟୁନିଟ୍‌ ମାଗଣା ବିଜୁଳି ଏବଂ କୃଷି କ୍ଷେତ୍ରକୁ ମାଗଣା ବିଜୁଳି। ବିଏସକେୱାୟୀ ଯୋଜନାରେ ସରକାରୀ ଚାକିରିଆ ଓ ମଧ୍ୟବିତ୍ତ ପରିବାରଙ୍କୁ ସାମିଲ। ୨ ଲକ୍ଷ ସରକାରୀ ଚାକିରି। ମିଶନ ଶକ୍ତି ମହିଳାଙ୍କୁ ପେନ୍‌ସନ। କୃଷକ ପରିବାର...

୫ ଭାରତୀୟଙ୍କୁ ମୁକ୍ତ କଲା ଇରାନ

ତେହରାନ,୧୦ା୫: କତାରରୁ ୮ ଜଣ ପୂର୍ବତନ ଭାରତୀୟ ନୌସେନା ସୈନିକଙ୍କୁ ନିରାପଦ ପ୍ରତ୍ୟାବର୍ତ୍ତନ ପରେ ଭାରତ ଆଉ ଏକ ପ୍ରମୁଖ କୂଟନୈତିକ ସଫଳତା ହାସଲ କରିଛି। ଇରାନ ଇସ୍ରାଏଲର ଏକ ପର୍ତ୍ତୁଗୀଜ କାର୍ଗୋ ଜାହାଜରେ ଥିବା ୫ ଭାରତୀୟଙ୍କୁ ମୁକ୍ତ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri