Tag Archives: Home Middle

କେନ୍ଦ୍ରୀୟ କ୍ୟାବିନେଟ୍‌ରେ ୧୧ ମହିଳା ମନ୍ତ୍ରୀ, ଚାଷଜମିରେ ଏବେ ବି ମହିଳା ଟାଣୁଛନ୍ତି ହଳ…

ଭୋପାଳ,୧୨।୭: ସମ୍ପ୍ରତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ କ୍ୟାବିନେଟ୍‌ ବିସ୍ତାର ହୋଇଛି। କେନ୍ଦ୍ରୀୟ କ୍ୟାବିନେଟ୍‌ରେ ୧୧ ଜଣ ମହିଳାମନ୍ତ୍ରୀଙ୍କୁ ସ୍ଥାନ ମିଳିଛି। ତେବେ ଏବେ ବି ମଧ୍ୟପ୍ରଦେଶରେ ମହିଳାଙ୍କ ଦୁଃଖ ସରିନି। ଚାଷଜମିରେ ଗରିବ ମହିଳାମାନେ ବଳଦ ବଦଳରେ ହଳ ଟାଣୁଛନ୍ତି।...

ବିପଦ ଆସୁଛି ମାଡ଼ି, ୯ ବର୍ଷ ମଧ୍ୟରେ ସମୁଦ୍ରରେ ବୁଡ଼ିଯିବ ଏସିଆର ୭ ବଡ଼ ସହର…

ଆମଷ୍ଟେରଡାମ୍‌,୧୨।୭: ଜଳବାୟୁ ପରିବର୍ତ୍ତନ ଯୋଗୁ ବିଶ୍ୱ ତାପନ ବଢ଼ିବାରେ ଲାଗିଛି। ଏହାଦ୍ୱାରା ମେରୁ ଅଞ୍ଚଳରେ ଥିବା ହିମ ପାହାଡ଼ ତରଳିବା ଧାରା ଜାରି ରହିଛି। ଏହାଯୋଗୁ ସମୁଦ୍ରର ଜଳସ୍ତର ବୃଦ୍ଧି ପାଉଛି। ଫଳରେ ଆସନ୍ତା ୯ ବର୍ଷ ମଧ୍ୟରେ ୨୦୩୦...

ଛେରାପହଁରା ନୀତି ଶେଷ: ଏବେ ଗଡିବ ରଥ

ପୁରୀ ଅଫିସ୍‌,୧୨।୭: ଶେଷ ହେଲା ତିନି ଠାକୁରଙ୍କ ଛେରାପହଁରା ନୀତି। ରଥଯାତ୍ରାର ଅନ୍ୟତମ ଆକର୍ଷଣୀୟ ନୀତି ଛେରାପହଁରା ନୀତି କରିବାକୁ ଶ୍ରୀନଅରରୁ ତାମ୍‌ଜାନ୍‌ ବସି ଗଜପତି ମହାରାଜ ରଥ ଖଳାକୁ ଆସିଥିଲେ। ରାଜବେଶରେ ଗଜପତି ମହାରାଜ ଗୋଟିଏ ପରେ ଗୋଟିଏ...

ତାଲିବାନକୁ ୧୦୦୦ରୁ ଅଧିକ ଲଶ୍କର-ଜୈଶ୍‌ ଆତଙ୍କବାଦୀଙ୍କ ସମର୍ଥନ, ଏଲ୍‌ଓସିରେ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି…

ନୂଆଦିଲ୍ଲୀ,୧୨।୭: ଆଫଗାନିସ୍ତାନରୁ ଆମେରିକା ସୈନ୍ୟବାହିନୀ ସ୍ବଦେଶ ବାହୁଡ଼ିବା ଜାରି ରହିଛି। ଏପରିସ୍ଥଳେ ଦେଶର ୮୫ ପ୍ରତିଶତ ଅଞ୍ଚଳକୁ ନିଜ କବ୍‌ଜାରେ ତାଲିବାନ ଆତଙ୍କବାଦୀ ସଂଗଠନ ନେଇ ସାରିଛି। ତାଲିବାନ ସଂଗଠନ ସହିତ ଲଶ୍ମର-ଇ-ତୋଏବା ଏବଂ ଜୈଶ୍‌-ଇ-ମହମ୍ମଦ ଆତଙ୍କବାଦୀମାନେ ଏବେ ହାତ...

ଦିଲ୍ଲୀରୁ ଖୁସି ଖବର, ୧୨ରୁ ୧୮ ବର୍ଷ ବୟସ୍କଙ୍କୁ ଭାକ୍ସିନ୍‌, ଚଳିତ ସପ୍ତାହରେ ନିଷ୍ପତ୍ତି…

ନୂଆଦିଲ୍ଲୀ,୧୨।୭: ଦେଶରେ କରୋନା ମହାମାରୀର ଦ୍ୱିତୀୟ ଲହର ଥମିବାରେ ଲାଗିଛି। ସଂକ୍ରମଣରୁ ଦୂରେଇ ରହିବା ଲାଗି ସର୍ବାଜନୀକ ଟିକାକରଣ ଅଭିଯାନ ଜାରି ରହିଛି। ସେହିପରି ତୃତୀୟ ଲହର ନେଇ ଲୋକଙ୍କ ମଧ୍ୟରେ ଆତଙ୍କ ବଢ଼ିବାରେ ଲାଗିଛି। ତୃତୀୟ ଲହରରେ ଛୋଟପିଲାଙ୍କ...

ରଥାରୁଢ ହେଲେ ତିନି ଠାକୁର: କିଛି ସମୟ ପରେ ଛେରାପହଁରା

ପୁରୀ ଅଫିସ୍‌,୧୨।୭: ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା ଆଜି ଅନୁଷ୍ଠିତ ହେଉଛି। ଗତବର୍ଷ ପରି ଏବର୍ଷ ମଧ୍ୟ ବିନା ଭକ୍ତରେ ହେଉଛି ରଥଯାତ୍ରା। ନିର୍ଦ୍ଧାରିତ ସମୟ ପୂର୍ବରୁ ଶ୍ରୀଜିଉଙ୍କ ସକାଳ ଧୂପ ଖେଚୁଡ଼ି ଭୋଗ ଶେଷ ହୋଇଥିବା ବେଳେ ରଥ ପ୍ରତିଷ୍ଠା...

ରଥଯାତ୍ରାର ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି-ପ୍ରଧାନମନ୍ତ୍ରୀ…

ନୂଆଦିଲ୍ଲୀ,୧୨।୭: ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ପବିତ୍ର ରଥଯାତ୍ରା ଉପଲକ୍ଷେ ରାଷ୍ଟ୍ରପତି ରାମନାଥ କୋବିନ୍ଦ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋମବାର ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତିି। ରାଷ୍ଟ୍ରପତି ଏହି ଅବସରରେ ଟୁଇଟ୍‌ କରି ଲୋକଙ୍କ ସୁଖ ସମୃଦ୍ଧି ଏବଂ ସୁସ୍ବାସ୍ଥ୍ୟ କାମନା କରିଛନ୍ତି।...

୪୦ ହଜାର ତଳେ ଦୈନିକ ସଂକ୍ରମଣ…

ନୂଆଦିଲ୍ଲୀ,୧୨।୭: ଦେଶରେ କରୋନା ମହାମାରୀ ସଂକ୍ରମଣରେ ଧୀରେଧୀରେ ସୁଧାର ଆସିଲେ ମଧ୍ୟ ସ୍ଥିତି ସଙ୍କଟ ଜନକ ରହିଛି। ଦ୍ୱିତୀୟ ଲହର ପ୍ରକୋପ ଥମିବାରେ ଲାଗିଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟାରେ ଲଗାମ୍‌ ଲାଗିଛି। ଦୈନିକ ସଂକ୍ରମଣ ସଂଖ୍ୟା ୪୦...

ବଜ୍ରପାତ ନେଲା ୬୮ ଜୀବନ…

ଲକ୍ଷ୍ନୌ/ଭୋପାଳ/ଜୟପୁର,୧୨।୭: ବଜ୍ରପାତ ଯୋଗୁ ଉତ୍ତରପ୍ରଦେଶ, ମଧ୍ୟପ୍ରଦେଶ ଏବଂ ରାଜସ୍ଥାନରେ ଆତଙ୍କ ଦେଖାଦେଇଛି। ଗୋଟିଏ ଦିନରେ ୬୮ ଜଣଙ୍କ ମୃତ୍ୟୁ ଘଟିଛି। ରବିବାର ଉତ୍ତରପ୍ରଦେଶରେ ୪୧, ରାଜସ୍ଥାନରେ ୨୦ ଏବଂ ମଧ୍ୟପ୍ରଦେଶରେ ୭ ଜଣଙ୍କ ମୃତ୍ୟୁ ବଜ୍ରପାତ ଯୋଗୁ ହୋଇଥିବା ସ୍ଥାନୀୟ...

କାଳିଆ ଅପେକ୍ଷାରେ ନନ୍ଦିଘୋଷ

ପୁରୀ ଅଫିସ, ୧୧।୭: ରଥ, ପଥ, ସେବାୟତ ସମସ୍ତେ ପ୍ରସ୍ତୁତ। ସୋମବାର ରଥଯାତ୍ରା। ବଡ଼ଦାଣ୍ଡରେ ଗଡ଼ିବ ତିନିରଥ। ଏଥର କୋଭିଡ୍‌ କଟକଣା ଦୃଷ୍ଟିରୁ ବିନା ଭକ୍ତରେ ମହାପ୍ରଭୁଙ୍କ ବିଶ୍ୱପ୍ରସିଦ୍ଧ ଘୋଷଯାତ୍ରା ହେଉଥିବା ବେଳେ ସେବାୟତମାନେ ରଥ ଟାଣିବେ। ଚତୁର୍ଦ୍ଧାମୂର୍ତ୍ତି ରତ୍ନବେଦି...

ଅଗଷ୍ଟ ୧୫ ପୂର୍ବରୁ ବଡ଼ ଆକ୍ରମଣ ପାଇଁ ଯୋଜନା କରିଥିଲେ ଆତଙ୍କବାଦୀ

ଲକ୍ଷ୍ନୌ,୧୧।୭: ଉତ୍ତରପ୍ରଦେଶର ଲକ୍ଷ୍ନୌରେ ଦୁଇ ସନ୍ଦିଗ୍ଧ ଆତଙ୍କବାଦୀଙ୍କୁ ଏଟିଏସ ଗିରଫ କରିଛି। ଗିରଫ ଦୁଇ ଜଣଙ୍କ ଲିଙ୍କ ଆତଙ୍କବାଦୀ ସଙ୍ଗଠନ ଅଲକାଏଦା ଅନସାର୍‌ ଗଜବନ୍‌-ଉଲ୍‌-ହିନ୍ଦ୍‌ ସହ ଜଡିତ ରହିଥିବା ନେଇ କୁହାଯାଉଛି। ଲକ୍ଷ୍ନୌର କାକୋରୀ ଅଞ୍ଚଳରୁ ଏହି ଦୁଇଜଣଙ୍କୁ ଗିରଫ...

ସରକାରଙ୍କ ଆଗରେ ନଇଁଲା ଟୁଇଟର୍‌

ନୂଆଦିଲ୍ଲୀ,୧୧।୭: ଭାରତ ସରକାର ଏବଂ ମାଇକ୍ରୋବ୍ଲଗିଂ ସାଇଟ ଟୁଇଟର ମଧ୍ୟରେ ଚାଲିଥିବା ବିବାଦ ଶେଷ ହେବାପରି ଲାଗୁଛି। ଶେଷରେ ଟୁଇଟର ଭାରତର ନୂତନ ଆଇଟି ନିୟମକୁ ଗ୍ରହଣ କରିଛି। ବିଶେଷ କଥା ହେଉଛି ନୂତନ ଆଇଟି ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri