Tag Archives: Home Middle

ସରକାରୀ ବାବୁ ଆତଙ୍କବାଦୀଙ୍କ ଏଜେଣ୍ଟ୍‌, ୧୧ ନିଲମ୍ବିତ…

ଶ୍ରୀନଗର,୧୧।୭: ସରକାରୀ ବାବୁ ଆତଙ୍କବାଦୀଙ୍କ ଏଜେଣ୍ଟ ସାଜି ଗୁପ୍ତ ତଥ୍ୟ ଯୋଗାଇବା ଘଟଣାରେ ଜମ୍ମୁ-କଶ୍ମୀରରେ ତନାଘନା ଆରମ୍ଭ ହୋଇଛି। ଏହି ମାମଲାରେ ୧୧ ଜଣ ଅଧିକାରୀଙ୍କୁ ନିଲମ୍ବିତ କରାଯାଇଛି। ସରକାରୀ ଚାକିରି କରି ସେମାନେ ଆତଙ୍କବାଦୀଙ୍କ ପାଇଁ ଆବଶ୍ୟକ ପାଣ୍ଠି...

୨ ଅଲ୍‌ କାଏଦା ସନ୍ଦିଗ୍ଧ ଗିରଫ, ପ୍ରେସର କୁକର ବୋମା ଜବତ…

ଲକ୍ଷ୍ନୌ,୧୧।୭: ଉତ୍ତରପ୍ରଦେଶର ଲକ୍ଷ୍ନୌରୁ ଆତଙ୍କବାଦୀ ସଂଗଠନର ୨ ସନ୍ଦିଗ୍ଧଙ୍କୁ ଗିରଫ କରାଯାଇଛି। ସ୍ଥାନୀୟ କାକୋରି ଅଞ୍ଚଳରୁ ସନ୍ଦିଗ୍ଧମାନଙ୍କୁ ଏଟିଏସ୍‌ ଟିମ୍‌ ଗିରଫ କରିଛି। ସେମାନଙ୍କଠାରୁ ପ୍ରେସର କୁକର ବୋମା ସହିତ ଅନ୍ୟ ଅସ୍ତ୍ରଶସ୍ତ୍ର ଜବତ ହୋଇଛି। ସେମାନେ କୌଣସି ବଡ଼...

ଯୋଗୀ ଜାରି କଲେ ଜନ ସଂଖ୍ୟା ୨୦୨୧-୩୦ ନୀତି…

ଲକ୍ଷ୍ନୌ,୧୧।୭: ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ବିଶ୍ୱ ଜନସଂଖ୍ୟା ଦିବସ ଅବସରରେ ରାଜ୍ୟରେ ଜନ ସଂଖ୍ୟା ୨୦୨୧-୩୦ ନୀତି ଜାରି କରିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ବାସ ଭବନରେ ଆୟୋଜିତ ଏକ ଉତ୍ସବରେ ଏହା ଜାରି ହୋଇଛି। ପ୍ରତି ସ୍କୁଲରେ ହେଲଥ୍‌ କ୍ଲବ୍‌...

ଲୋକଙ୍କ ପାଇଁ କାମ କରୁଥିବା ବ୍ୟକ୍ତିଙ୍କୁ ପଦ୍ମ ସମ୍ମାନ ଲାଗି ମୋଦିଙ୍କ ଆହ୍ବାନ…

ନୂଆଦିଲ୍ଲୀ,୧୧।୭: ତୃଣମୂଳସ୍ତରରେ ଲୋକଙ୍କ ପାଇଁ ନିସ୍ବାର୍ଥପର ଭାବେ କାର୍ଯ୍ୟ କରୁଥିବା ବ୍ୟକ୍ତିଙ୍କୁ ପିପୁଲସ୍‌ ପଦ୍ମ ସମ୍ମାନ ପ୍ରଦାନ ଲାଗି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶବାସୀଙ୍କୁ ଆହ୍ବାନ ଜଣାଇଛନ୍ତି। ରବିବାର ଟୁଇଟ୍‌ କରି ପ୍ରଧାନମନ୍ତ୍ରୀ ଏଭଳି କହିଛନ୍ତି। ସେବା କରୁଥିବା ଲୋକ...

ଟୁଇଟର୍‌ ଭାରତରେ ନିଯୁକ୍ତ କଲା ଅଭିଯୋଗ ଅଧିକାରୀ, ଦାୟିତ୍ୱରେ ବିନୟ ପ୍ରକାଶ…

ନୂଆଦିଲ୍ଲୀ,୧୧।୭: ଦିଲ୍ଲୀ ହାଇକୋର୍ଟଙ୍କ ତାଗିଦ୍‌ ପରେ ଟୁଇଟର ଏବେ ବାଟକୁ ଆସିଛି। ଭାରତରେ ଆବାସିକ ଅଭିଯୋଗ ଅଧିକାରୀ ଭାବେ ବିନୟ ପ୍ରକାଶଙ୍କୁ ନିଯୁକ୍ତ କରାଯିବା ନେଇ ଟୁଇଟର ପକ୍ଷରୁ ଘୋଷଣା କରାଯାଇଛି। ସେ ଟୁଇଟର ବିରୋଧରେ କରାଯାଇଥିବା ବିଭିନ୍ନ ଅଭିଯୋଗ...

ହୀରାକୁଦରୁ ଛଡ଼ାଗଲା ପ୍ରଥମ ବନ୍ୟାଜଳ

ସମ୍ବଲପୁର ଅଫିସ,୧୧ା୭: ହୀରାକୁଦ ଉପରମୁଣ୍ଡରେ ବର୍ଷା ଯୋଗୁ ଜଳଭଣ୍ଡାରକୁ ଜଳର ପ୍ରବେଶ ମାତ୍ରା ବୃଦ୍ଧି ପାଇଛି । ଜଳଭଣ୍ଡାରରେ ଜଳସ୍ତର ନିୟନ୍ତ୍ରଣରେ ରଖିବା ପାଇଁ ରବିବାର ପୂର୍ବାହ୍ନରେ ଚଳିତ ବର୍ଷର ପ୍ରଥମ ବନ୍ୟାଜଳ ନିଷ୍କାସନ କରାଯାଇଛି ବୋଲି ହୀରାକୁଦ ଜଳଭଣ୍ଡାର...

ତାଲିବାନ୍‌ ହେଉଛି ଉଗ୍ର, ୫୦ ଭାରତୀୟ ଅଧିକାରୀଙ୍କୁ ଆଫଗାନିସ୍ତାନ ଛାଡ଼ିବାକୁ ପରାମର୍ଶ…

କାବୁଲ,୧୧।୭: ଆଫଗାନିସ୍ତାନର କାନ୍ଧାହାର ସ୍ଥିତ ଦୂତାବାସ କାର୍ଯ୍ୟାଳୟରେ କାର୍ଯ୍ୟ କରୁଥିବା ୫୦ ଜଣ ଭାରତୀୟ ଅଧିକାରୀଙ୍କୁ ସ୍ବଦେଶ ଫେରିବାକୁ ପରାମର୍ଶ ଦିଆଯାଇଛି। ଆଫଗାନିସ୍ତାନରେ ତାଲିବାନ୍‌ ଆତଙ୍କବାଦୀ ସଂଗଠନ ସକ୍ରିୟ ହେବା ସହିତ ଉଗ୍ର ହେବାରେ ଲାଗିଥିବାରୁ ଭାରତ ସରକାରଙ୍କ ପକ୍ଷରୁ...

ଦୈନିକ ସଂକ୍ରମଣ-ମୃତ୍ୟୁ ସଂଖ୍ୟାରେ ଲଗାମ୍‌…

ନୂଆଦିଲ୍ଲୀ,୧୧।୭: ଦେଶରେ କରୋନା ସଂକ୍ରମଣରେ ଧୀରେଧୀରେ ସୁଧାର ଆସିଲେ ମଧ୍ୟ ସ୍ଥିତି ସଙ୍କଟ ଜନକ ରହିଛି। ଦେଶରେ ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଦ୍ୱିତୀୟ ଲହର ପ୍ରକୋପ ଥମିବାରେ ଲାଗିଛି। ଦୈନିକ ସଂକ୍ରମଣ...

ଦକ୍ଷିଣ କଶ୍ମୀରରେ ଏନ୍‌ଆଇଏ ଚଢ଼ାଉ, ୫ ସନ୍ଦିଗ୍ଧ ଗିରଫ…

ଶ୍ରୀନଗର,୧୧।୭: ଆତଙ୍କବାଦୀଙ୍କୁ ପାଣ୍ଠି ଯୋଗାଣ ଅଭିଯୋଗ ମିଳିବା ପରେ ଏନ୍‌ଆଇଏ, ଟିମ୍‌, ର ଏବଂ ଆଇବି ଟିମ୍‌ ପକ୍ଷରୁ ଦକ୍ଷିଣ କଶ୍ମୀରର ଅନନ୍ତନାଗରେ ଚଢ଼ାଉ କରାଯାଇଛି। ଆତଙ୍କବାଦୀ ସଂଗଠନ ଆଇଏସ୍‌ଆଇଏସ୍‌ ସହିତ ସମ୍ପର୍କରେ ଥିବା ଅଭିଯୋଗ ଆଧାରରେ ୫ ଜଣ...

କାନ୍ଦୁଛି ୟୁପି ପୋଲିସ

ଲକ୍ଷ୍ନୌ,୧୦।୭: “ଭାଜପା କର୍ମୀ ଟେକା, ପଥର ମାଡ଼ କରୁୁଛନ୍ତି। ଏପରି କି ମୋତେ ଚାପୁଡ଼ା ମାରିଲେ। ସାଥିରେ ଆଣିଥିଲେ ବୋମା। ସେମାନଙ୍କ ମଧ୍ୟରେ ଭାଜପା ବିଧାୟକ ଓ ଜିଲା ମୁଖ୍ୟ ଅଛନ୍ତି” । ଫୋନ ଯୋଗେ ଏଭଳି କହି ବରିଷ୍ଠ...

କୋଟିଆରୁ ଆନ୍ଧ୍ରକୁ ତଡ଼ିଲା ଓଡ଼ିଶା

କୋରାପୁଟ/ପଟ୍ଟାଙ୍ଗୀ,୧୦।୭: କୋରାପୁଟ ଜିଲା ପଟ୍ଟାଙ୍ଗୀ ବ୍ଲକ ଅନ୍ତର୍ଗତ ତଥା ଆନ୍ଧ୍ର ସୀମାକୁ ଲାଗି ରହିଥିବା କୋଟିଆ ପଞ୍ଚାୟତରେ ପୁଣି ଥରେ ମୁହାଁମୁହିଁ ହୋଇଛନ୍ତି ଆନ୍ଧ୍ର- ଓଡ଼ିଶା ପ୍ରଶାସନ। ରାଜ୍ୟ ସରକାରଙ୍କ ପକ୍ଷରୁ ଚାଲିଥିବା ବିଭିନ୍ନ ସରକାରୀ ଗୃହ ନିର୍ମାଣ କାର୍ଯ୍ୟକୁ...

ଘୁଞ୍ଚିଲା ଭାରତ-ଶ୍ରୀଲଙ୍କା ସିରିଜ୍‌

ନୂଆଦିଲ୍ଲୀ,୧୦।୭: ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ଖେଳାଯିବାକୁ ଥିବା ଦିନିକିଆ ଓ ଟି୨୦ ସିରିଜ୍‌ ୫ ଦିନ ବିଳମ୍ବରେ ଅର୍ଥାତ୍‌ ୧୮ ତାରିଖରୁ ଆରମ୍ଭ ହେବ। ପୂର୍ବ କାର୍ଯ୍ୟସୂଚୀ ଅନୁଯାୟୀ, ୩ ମ୍ୟାଚ୍‌ ବିଶିଷ୍ଟ ଦିନିକିଆ ସିରିଜ୍‌ ଆସନ୍ତା ୧୩ରୁ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri