Tag Archives: Home Middle

କେନ୍ଦ୍ରମନ୍ତ୍ରୀ ପଦରୁ ଇସ୍ତଫା ଦେଲେ ପ୍ରତାପ ଷଡ଼ଙ୍ଗୀ

ନୂଆଦିଲ୍ଲୀ,୭ା୭: କେନ୍ଦ୍ର ମନ୍ତ୍ରିମଣ୍ଡଳରୁ ପ୍ରତାପ ଷଡ଼ଙ୍ଗୀ ଇସ୍ତଫା ଦେଇଥିବା ସୂଚନା ମିଳିଛି। ସଂପ୍ରସାରଣ ଅବସରରେ ସେ ଇସ୍ତଫା ଦେଇଥିବା ଜଣାପଡ଼ିଛି। ଏମ୍‌ଏସ୍‌ଏମ୍‌ଇ ଓ ପଶୁସମ୍ପଦ ବିଭାଗ ରାଷ୍ଟ୍ରମନ୍ତ୍ରୀ ଥିଲେ ପ୍ରତାପ । ଲୋକ ସଭା ନିର୍ବାଚନରେ ସେ ବାଲେଶ୍ୱରୁ ନିର୍ବାଚିତ...

ଲାମ୍ବ୍‌ଡା ଭାରିଆଣ୍ଟ୍‌ ଡେଲ୍ଟାଠାରୁ ଅଧିକ ଭୟଙ୍କର, ଚେତାବନୀ ଦେଲା ମାଲେସିଆ …

କୁଆଲାଲ୍‌ମ୍ପୁର,୭।୭: ପେରୁରେ ଦେଖାଦେଇଥିବା ଲାମ୍ବ୍‌ଡା ଭାରିଆଣ୍ଟ୍‌ ଡେଲ୍ଟାଠାରୁ ଅଧିକ ଭୟଙ୍କର। ଏନେଇ ମାଲେସିଆ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଚେତାବନୀ ଜାରି ହୋଇଛି। ଇତିମଧ୍ୟରେ ବ୍ରିଟେନରେ ୬ ଜଣ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି। ଲାମ୍ବ୍‌ଡା ଭାରିଆଣ୍ଟ୍‌ ବର୍ତ୍ତମାନ ସୁଦ୍ଧା ୩୦ରୁ ଅଧିକ...

ଶକ୍ତିଶାଳୀ ପାସପୋର୍ଟ ତାଲିକାରେ ପଛରେ ପଡ଼ିଲା ଭାରତ, ଆଗରେ ଚାଇନା…

ନୂଆଦିଲ୍ଳୀ,୭।୭: ପୃଥିବୀର ୧୯୩ ଦେଶକୂ ନେଇ ପ୍ରସ୍ତୁତ କରାଯାଇଥିବା ଶକ୍ତିଶାଳୀ ପାସପୋର୍ଟ ତାଲିକାରେ ଭାରତ ପଛରେ ପଡ଼ିଯାଇଛି। ୨୦୨୧ ହେନଲି ପାସପୋର୍ଟ ଇଣ୍ଡେକ୍ସ୍‌ ର଼୍ୟାଙ୍କିଙ୍ଗ୍‌ରେ ଗତ ବର୍ଷ ତୁଳନାରେ ଭାରତର ପ୍ରଦର୍ଶନ ଖରାପ ରହିଛି। ଭାରତ ଏହି ତାଲିକାରେ ୬...

ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରରେ ହିଜ୍‌ବୁଲ୍‌ କମାଣ୍ଡରଙ୍କ ମୁଣ୍ଡ ଗଡ଼ିଲା…

ଶ୍ରୀନଗର,୭।୭: ଜମ୍ମୁ-କଶ୍ମୀରରେ ଆତଙ୍କବାଦ ବିରୋଧୀ ଅପରେଶନ୍‌ରେ ମିଳିତ ସୁରକ୍ଷାକର୍ମୀଙ୍କୁ ବଡ଼ ସଫଳତା ମିଳିଛି। ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରରେ ଆତଙ୍କବାଦୀ ସଂଗଠନ ହିଜ୍‌ବୁଲ୍‌ ମୁଜାହିଦ୍ଦିନ୍‌ର ଶୀର୍ଷ କମାଣ୍ଡର ମେହରାଜୁଦ୍ଦିନ୍‌ ହାଲଓ୍ବାଇଙ୍କ ମୃତ୍ୟୁ ଘଟିଛି। ହାଣ୍ଡଓ୍ବାରାରେ କିଛି ଆତଙ୍କବାଦୀ ଲୁଛିଥିବା ଖବର ମିଳିବା ପରେ...

ସୁସ୍ଥ ହେବା ହାର ୯୭.୧୮ ପ୍ରତିଶତ ଛୁଇଁଲା…

ନୂଆଦିଲ୍ଲୀ,୭।୭: ଦେଶରେ କରୋନା ସଂକ୍ରମଣ ଯୋଗୁ ସ୍ଥିତିରେ ଧୀରେଧୀରେ ସୁଧାର ଆସୁଛି। ଦେଶରେ ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛିରେ ଲଗାମ୍‌ ଲାଗିଛି। ଦୈନିକ ସଂକ୍ରମଣ ଲଗାତାର ୨ଦିନ ଧରି ୪୦ ହଜାର ତଳେ...

ଚାଲିଗଲେ ଟ୍ରାଜେଡି କିଙ୍ଗ୍‌

ବଲିଉଡର ଭେଟେରାନ ଅଭିନେତା ଦିଲୀପ କୁମାରଙ୍କ ବୁଧବାର ସକାଳୁ ଦେହାନ୍ତ ହୋଇଛି। ସେ ଗତ କିଛି ଦିନ ହେବ ସ୍ବାସ୍ଥ୍ୟଗତ ସମସ୍ୟାର ସମ୍ମୁଖୀନ ହୋଇଥିଲେ। ୯୮ ବର୍ଷ ବୟସରେ ସେ ଦୁନିଆକୁ ସବୁଦିନ ପାଇଁ ବିଦାୟ ନେଇଛନ୍ତି। କିଛି ଦିନ...

ଧୋନୀ @ ୪୦

ନୂଆଦିଲ୍ଲୀ,୭।୭- ଭାରତୀୟ କ୍ରିକେଟକୁ ସବୁ ଫର୍ମାଟରେ ନଂ୧ରେ ପହଞ୍ଚାଇଥିବା ମହାନ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ ବୁଧବାର ୪୦ ବର୍ଷରେ ପାଦ ଦେଇଛନ୍ତି। ୨୦୦୭ ଆଇସିସି ଦିନିକିଆ ବିଶ୍ୱକପ୍‌ ବିଫଳତାକୁ ଭୁଲି ତାଙ୍କ ନେତୃତ୍ୱରେ ପ୍ରଥମ ଟି୨୦ ବିଶ୍ୱକପ୍‌ରେ ଇତିହାସ...

କେନ୍ଦ୍ର ମନ୍ତ୍ରିମଣ୍ଡଳରେ ସ୍ଥାନ ପାଇବେ ଯୁବ, ଶିକ୍ଷିତ

ନୂଆଦିଲ୍ଲୀ,୬।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କ ଦ୍ୱିତୀୟ ପାଳିରେ ପ୍ରଥମ ଥର ପାଇଁ ମନ୍ତ୍ରିମଣ୍ଡଳରେ ବଡ଼ ଧରଣ ପରିବର୍ତ୍ତନ କରିବାକୁ ଯାଉଛନ୍ତି। ଆସନ୍ତା ବୁଧବାର ସନ୍ଧ୍ୟା ୬ଟାରେ ଏହାର ଘୋଷଣା କରାଯିବ। ଆଉ ଏହା ଭାରତ ଇତିହାସର ସବୁଠୁ ଯୁବ...

ରଥଯାତ୍ରାରେ ଗଜପତି ମହାରାଜା କରିବେ ଛେରାପହଁରା

ପୁରୀ ଅଫିସ,୬।୭: କରୋନା କଟକଣା ମଧ୍ୟରେ ସମ୍ପନ୍ନ ହେବ ବିଶ୍ୱପ୍ରସିଦ୍ଧ ପୁରୀ ରଥଯାତ୍ରା। ତେବେ ଏଥିରେ ଗଜପତି ମହାରାଜା ଦିବ୍ୟସିଂହ ଦେବ ଛେରାପହଁରା କରିବା ନେଇ ନାନାଦି କଳ୍ପନାଜଳ୍ପନା କରାଯାଉଥିଲା। ମଙ୍ଗଳବାର ଏଥିରେ ପୂର୍ଣ୍ଣଚ୍ଛେଦ ପଡ଼ିଛି। ଚଳିତବର୍ଷ ରଥଯାତ୍ରାରେ ଗଜପତି...

ବିପଦ ଆସୁଛି ମାଡ଼ି, ବୁଡ଼ିଯିବ ଉପକୂଳ ସହର…

ବେଜିଂ,୬।୭: ଜଳବାୟୁ ପରିବର୍ତ୍ତନ ଯୋଗୁ ବିଶ୍ୱତାପନ ବୃଦ୍ଧି ପାଇବାରେ ଲାଗିଛି। ଏହାଯୋଗୁ ମେରୁ ଅଞ୍ଚଳରେ ବରଫ ପାହାଡ଼ ତରଳିବାରେ ଲାଗିଛି। ଏହାର ପ୍ରଭାବରେ ସମୁଦ୍ର ଜଳସ୍ତର ୧୯୫୧ ତୁଳନାରେ ଯଥେଷ୍ଟ ବୃଦ୍ଧି ପାଇଛି। ଏହିଧାରା ଜାରି ରହିଲେ ୨୦୫୦ ବେଳକୁ...

କେବଳ ପୁରୀରେ ହେବ ରଥଯାତ୍ରା, ସୁପ୍ରିମ୍‌କୋର୍ଟଙ୍କ ନିର୍ଦ୍ଦେଶ…

ନୂଆଦିଲ୍ଲୀ,୬।୭: ଚଳିତ ବର୍ଷ କେବଳ ପୁରୀରେ ହିଁ ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ରଥଯାତ୍ରା ଅନୁଷ୍ଠିତ ହେବ। ଓଡ଼ିଶାର ଅନ୍ୟ କୌଣସି ସ୍ଥାନରେ ରଥଯାତ୍ରା ହେବନାହି ବୋଲି ସୁପ୍ରିମ୍‌କୋର୍ଟଙ୍କ ପକ୍ଷରୁ ନିର୍ଦ୍ଦେଶ ଜାରି ହୋଇଛି। ସର୍ବୋଚ୍ଚ ନ୍ୟାୟାଳୟ ରାଜ୍ୟ ସରକାରଙ୍କ ନିଷ୍ପତ୍ତିକୁ...

ଟୁଇଟରକୁ ହାଇକୋର୍ଟଙ୍କ ଭର୍ସନା…

ନୂଆଦିଲ୍ଲୀ,୬।୭: ଟୁଇଟର ଏବଂ ସରକାରଙ୍କ ମଧ୍ୟରେ ବିବାଦ ଥମିବାର ନାଁ ଧରୁନି। ଏପରିସ୍ଥଳେ ଆବାସିକ ଅଭିଯୋଗ ଅଧିକାରୀ ନିଯୁକ୍ତ ନ କରିଥିବାରୁ ଦିଲ୍ଲୀ ହାଇକୋର୍ଟ ଟୁଇଟରକୁ ଭର୍ସନା କରିଛନ୍ତି। ଜୁନ୍‌ ୨୧ରେ ଆବାସିକ ଅଭିଯୋଗ ଅଧିକାରୀଙ୍କ କାର୍ଯ୍ୟକାଳ ଶେଷ ହେବାପରେ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri