Tag Archives: Home Middle

ବିରୋଧୀଙ୍କ ଉପରେ ଭାରି ପଡିପାରେ ୧୦୦ ୟୁନିଟ୍‌ ମାଗଣା ବିଜୁଳି ଏବଂ BSKY ଯୋଜନା

ଭୁବନେଶ୍ୱର,୧୦ା୫: ଉପଭୋକ୍ତାଙ୍କୁ ୧୦୦ ୟୁନିଟ୍‌ ମାଗଣା ବିଜୁଳି ଏବଂ କୃଷି କ୍ଷେତ୍ରକୁ ମାଗଣା ବିଜୁଳି। ବିଏସକେୱାୟୀ ଯୋଜନାରେ ସରକାରୀ ଚାକିରିଆ ଓ ମଧ୍ୟବିତ୍ତ ପରିବାରଙ୍କୁ ସାମିଲ। ୨ ଲକ୍ଷ ସରକାରୀ ଚାକିରି। ମିଶନ ଶକ୍ତି ମହିଳାଙ୍କୁ ପେନ୍‌ସନ। କୃଷକ ପରିବାର...

୫ ଭାରତୀୟଙ୍କୁ ମୁକ୍ତ କଲା ଇରାନ

ତେହରାନ,୧୦ା୫: କତାରରୁ ୮ ଜଣ ପୂର୍ବତନ ଭାରତୀୟ ନୌସେନା ସୈନିକଙ୍କୁ ନିରାପଦ ପ୍ରତ୍ୟାବର୍ତ୍ତନ ପରେ ଭାରତ ଆଉ ଏକ ପ୍ରମୁଖ କୂଟନୈତିକ ସଫଳତା ହାସଲ କରିଛି। ଇରାନ ଇସ୍ରାଏଲର ଏକ ପର୍ତ୍ତୁଗୀଜ କାର୍ଗୋ ଜାହାଜରେ ଥିବା ୫ ଭାରତୀୟଙ୍କୁ ମୁକ୍ତ...

ଖୋଲିଲା ପ୍ରସିଦ୍ଧ କେଦାରନାଥ ଧାମ: ଆକାଶରୁ ଫୁଲବର୍ଷା

ନୂଆଦିଲ୍ଲୀ,୧୦।୫: କେଦାରନାଥ, ଗଙ୍ଗୋତ୍ରୀ ଏବଂ ଯମୁନୋତ୍ରି ଧାମର କବାଟ ଖୋଲିବା ସହିତ ଚାରଧାମ ଯାତ୍ରା ଆରମ୍ଭ ହେବ। ଆଜି ରୀତିନୀତି ଅନୁଯାୟୀ, ଭକ୍ତମାନଙ୍କ ପାଇଁ ସକାଳ ସାତଟାରେ ଦର୍ଶନ ପାଇବା ପାଇଁ କେଦାରନାଥ ଧାମର ଦ୍ୱାର ଖୋଲିଛି। ଏହି ସମୟରେ...

ନିବେଶକ ହରାଇଲେ ୭ ଲକ୍ଷ କୋଟିରୁ ଅଧିକ, ୩ଦିନରେ କମିଲା ପ୍ରାୟ ୧୧ଲକ୍ଷ କୋଟି

ନୂଆଦିଲ୍ଲୀ,୧୦ା୫: କ୍ରମାଗତ ଭାବେ ଘରୋଇ ଶେୟାର ବଜାର କାରବାରରେ ହ୍ରାସ ଘଟୁଛି। ଫଳରେ ବମ୍ବେ ଷ୍ଟକ୍‌ ଏକ୍ସଚେଞ୍ଜ ବା ବିଏସ୍‌ଇରେ ପଞ୍ଜୀକୃତ ଷ୍ଟକ୍‌ଗୁଡିକର ଶେୟାର ବଡ ଧରଣର କମିଥିଲାବେଳେ ନିବେଶକମାନେ ଲକ୍ଷାଧିକ ଟଙ୍କାର କ୍ଷତି ସହିଛନ୍ତି। ଏପରିକି ଦିନକରେ ନିବେଶକ...

ବିଜେଡିର ଇସ୍ତାହାରରେ ମହିଳାଙ୍କୁ ଗୁରୁତ୍ୱ, ଏସଏଚ୍‌ଜି ମହିଳାଙ୍କୁ ମିଳିବ…

ଭୁବନେଶ୍ୱର,୯।୫: ନିର୍ବାଚନୀ ଇସ୍ତାହାର ପ୍ରକାଶ କଲା ବିଜେଡି। ଗୁରୁବାର ଏକ ଭିଡିଓ ବାର୍ତ୍ତା ଜରିଆରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଇସ୍ତାହାର ଘୋଷଣା କରିଛନ୍ତି। ଘୋଷଣା ପତ୍ରରେ ମୁଖ୍ୟମନ୍ତ୍ରୀ କହିଛନ୍ତି, ଓଡ଼ିଶାର ଅଭିବୃଦ୍ଧି କାହାଣୀରେ ମହିଳାମାନେ ସର୍ବଦା ଏକ ଗୁରୁତ୍ୱପୂର୍ଣ୍ଣ ଭୂମିକା...

ନିର୍ବାଚନୀ ଇସ୍ତାହାର ଜାରି କଲା ବିଜେଡି, ମାଗଣା ବିଜୁଳି ସହ BSKY କାର୍ଡକୁ ନେଇ ହେଲା ବଡ଼ ଘୋଷଣା

ଭୁବନେଶ୍ୱର,୯।୫: ନିର୍ବାଚନୀ ଇସ୍ତାହାର ପ୍ରକାଶ କଲା ବିଜେଡି। ଗୁରୁବାର ଏକ ଭିଡିଓ ବାର୍ତ୍ତା ଜରିଆରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଇସ୍ତାହାର ଘୋଷଣା କରିଛନ୍ତି। ଘୋଷଣା ପତ୍ରରେ ମୁଖ୍ୟମନ୍ତ୍ରୀ କହିଛନ୍ତି, ଓଡ଼ିଶା ନଂ-୧ ଘୋଷଣା କରିବା ସୌଭାଗ୍ୟର କଥା। ଗତ ୨୪...

୨ ଶହ କୋଟି ଟଙ୍କାରେ ନିର୍ମାଣ ହେବ ପାରାଦୀପ ଏୟାରପୋର୍ଟ: ଗଡ଼କାରୀ

ପୁରୀ,୯।୫: କେନ୍ଦ୍ର ପରିବହନ ମନ୍ତ୍ରୀ ନୀତିନ ଗଡ଼କରୀ ଗୁରୁବାର ପୁରୀରେ ପହଞ୍ଚି ଶ୍ରୀ ଜଗନ୍ନାଥଙ୍କୁ ଦର୍ଶନ କରିଛନ୍ତି। ଏହା ପରେ କୃଷ୍ଣପ୍ରସାଦରେ ବିରାଟ ଜନସଭାରେ ଉଦ୍‌ବୋଧନ ଦେଇ ଗଡ଼କରୀ କହିଛନ୍ତି,ଗାଁର କୃଷକ, ଶ୍ରମିକଙ୍କ ଉନ୍ନତି ପାଇଁ ନିରନ୍ତର ଉଦ୍ୟମ କରୁଛୁ...

୧୧ରେ ବରଗଡ଼ ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି

ବରଗଡ଼,୯ା୫(ପ୍ରେମାନନ୍ଦ ଖମାରୀ): ଆସନ୍ତା ୧୧ତାରିଖ ଶନିବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବରଗଡ଼ ଗସ୍ତରେ ଆସିବା କାର୍ଯ୍ୟକ୍ରମ ରହିଛି। ମିଳିଥିବା ସୂଚନାନୁଯାୟୀ, ମୋଦି ସେହିଦିନ ବରଗଡ଼ ସହର ଉପକଣ୍ଠ ବରାହଗୋଡ଼ା ନିକଟସ୍ଥ ଏକ ପଡ଼ିଆରେ ହେବାକୁ ଥିବା ସଭାରେ ଉପସ୍ଥିତ ଜନତାଙ୍କୁ...

କନ୍ଧମାଳବାସୀଙ୍କୁ ଭୋଟ୍‌ ମାଗିଲେ ମୁଖ୍ୟମନ୍ତ୍ରୀ

ଫୁଲବାଣୀ,୯ା୫(ରାକେଶ କୁମାର ରାଉତ): ବିଜେଡି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟନାୟକ ଗୁରୁବାର କନ୍ଧମାଳ ଗସ୍ତରେ ଆସି ଭୋଟ୍‌ ମାଗିଛନ୍ତି। କନ୍ଧମାଳ ସଂସଦୀୟ କ୍ଷେତ୍ର ୭ ବିଧାନସଭା ପ୍ରାର୍ଥୀ ଏବଂ ଏମ୍‌ପି ପ୍ରାର୍ଥୀଙ୍କୁ ଭୋଟ୍‌ ଦେଇ ଜୟଯୁକ୍ତ କରିବାକୁ କହିଛନ୍ତି।...

ମୁଁ ଯୁଆଡ଼େ ଯାଏ ଖାଲି ମୋଦି-ମୋଦି ଇକୋ ହୁଏ: ଶାହା

ହାଇଦ୍ରାବାଦ,୯ା୫: ତେଲେଙ୍ଗନାର ଭୋଙ୍ଗୀର ଲୋକ ସଭା ନିର୍ବାଚନମଣ୍ଡଳୀରେ ଏକ ସମାବେଶକୁ ସମ୍ବୋଧିତ କରି ଗୁରୁବାର ଶାହା କହିଛନ୍ତି, ଏହି ନିର୍ବାଚନ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ‘ଭାରତୀୟ ଗ୍ୟାରେଣ୍ଟି’ ଏବଂ କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ‘ଚାଇନା ଗ୍ୟାରେଣ୍ଟି’ ମଧ୍ୟରେ ହୋଇଛି।...

୨୦୨୪ ନିର୍ବାଚନ ହେଉଛି ମୋଦି ବନାମ ରାହୁଲ, କାହିଁକି ଏପରି କହିଲେ ଶାହା…

ହାଇଦ୍ରାବାଦ,୯ା୫: କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଏକ ନିର୍ବାଚନୀ ସଭାରେ କଂଗ୍ରେସକୁ ଟାର୍ଗେଟ୍‌ କରିଛନ୍ତି।  ଶାହା  ଗୁରୁବାର କହିଛନ୍ତି, ୨୦୨୪ ହେଉଛି ରାହୁଲ ଗାନ୍ଧୀ ବନାମ ନରେନ୍ଦ୍ର ମୋଦି। ଏହା ‘ବିକାଶ ପାଇଁ ଭୋଟ୍‌’ ଏବଂ ‘ଜିହାଦ ପାଇଁ...

ଚୋର ପ୍ରାର୍ଥୀଙ୍କୁ ଭୋଟ୍‌ ଦିଅନ୍ତୁନି: ମୁଖ୍ୟମନ୍ତ୍ରୀ

ବ୍ରହ୍ମପୁର,୯ା୫: ଗଞ୍ଜାମ ଜିଲା କନିଷିଠାରେ ଗୁରୁବାର ମୁଖ୍ୟମନ୍ତ୍ରୀ ମାରାଥନ ପ୍ରଚାର କରିଛନ୍ତି। ଏଠାରେ ଆୟୋଜିତ ସାଧାରଣ ସଭାରେ ମୁଖ୍ୟମନ୍ତ୍ରୀ ଉଦ୍‌ବୋଧନ ଦେଇ କହିଛନ୍ତି, ଆପଣମାନେ ଏତେ ଖରାରେ ଆସିଛନ୍ତି, ବହୁତ ବହୁତ ଧନ୍ୟବାଦ। ଆପଣ ଯୋଡ଼ି ଶଙ୍ଖରେ ଭୋଟ୍‌ ଦେଇ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri