Tag Archives: Home Middle

‘ଓକେ ଗୁଗଲ’ କଥା ଶୁଣୁଛନ୍ତି କମ୍ପାନୀ କର୍ମଚାରୀ…

ନୂଆଦିଲ୍ଲୀ,୩୦।୬: ତଥ୍ୟ ଗୋପନୀୟତା ଏବଂ ସୁରକ୍ଷା ବୈଠକରେ ଗୁଗଲ ପକ୍ଷରୁ ଏକ ବଡ଼ ସୂଚନା ପ୍ରଦାନ କରାଯାଇଛି। ଓକେ ଗୁଗଲ କହି ପଚରା ଯାଉଥିବା ପ୍ରଶ୍ନର ରେକର୍ଡିଂକୁ କମ୍ପାନୀର କର୍ମଚାରୀ ଶୁଣି ପାରିବେ ବୋଲି ଗୁଗଲ କହିଛି। ଗୁଗଲ ଆସିଷ୍ଟାଣ୍ଟ୍‌କୁ...

ଦୈନିକ ମୃତ୍ୟୁ ସଂଖ୍ୟା କମିଲା, ପୁଣି ବଢ଼ିଲେ ନୂଆ ଆକ୍ରାନ୍ତ …

ନୂଆଦିଲ୍ଲୀ,୩୦।୬: ଦେଶରେ କରୋନା ସଂକ୍ରମଣ ଯୋଗୁ ସ୍ଥିତିରେ ଧୀରେଧୀରେ ସୁଧାର ଆସୁଛି। ଦେଶରେ ଦୈନିକ ମୃତ୍ୟୁ ସଂଖ୍ୟା ୯ ଶହରୁ କମ୍‌ ରହିଛି। ଗତ ୨୪ ଘଣ୍ଟାରେ ଦେଶରେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ପୁଣି ବଢ଼ି ୪୫ ହଜାର ୯୫୧...

ଟୁଇଟରକୁ ପ୍ରଶ୍ନ: କାହିଁକି ବନ୍ଦ କରିଥିଲ କେନ୍ଦ୍ରମନ୍ତ୍ରୀଙ୍କ ଆକାଉଣ୍ଟ

ନୂଆଦିଲ୍ଲୀ,୨୯।୬: କେନ୍ଦ୍ର ସୂଚନା ଓ ପ୍ରଯୁକ୍ତିବିଦ୍ୟା ମନ୍ତ୍ରୀ ରବି ଶଙ୍କର ପ୍ରସାଦ ଓ ବିରୋଧୀ ଏମ୍‌ପି ଶଶି ଥରୁରଙ୍କ ଆକାଉଣ୍ଟକୁ କାହିଁକି ଲକ୍‌ କରାଯାଇଥିଲା? ମାଇକ୍ରୋବ୍ଲଗିଂ ପ୍ଲାଟଫର୍ମ ଟୁଇଟରକୁ ଉପରୋକ୍ତ ପ୍ରଶ୍ନ କରିଛି କଂଗ୍ରେସ ନେତା ଥରୁରଙ୍କ ନେତୃତ୍ୱାଧୀନ ସୂଚନା...

କୋଭିଡ୍‌ ନିୟମ କଡ଼ାକଡ଼ି ପାଳନ କର: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୯।୬(ବ୍ୟୁରୋ): କୋଭିଡ୍‌ ନିୟମ କଡ଼ାକଡ଼ି ପାଳନ ଉପରେ ଗୁରୁତ୍ୱ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ରାଜ୍ୟରେ କରୋନା ସ୍ଥିତି ସମୀକ୍ଷା ଅବସରରେ ମଙ୍ଗଳବାର ସେ ସଂକ୍ରମଣ ହାର ଅଧିକ ଥିବା ଜିଲାରେ ନିୟମ କଡ଼ାକଡ଼ି ପାଳନ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି।...

ଜୁଲାଇରେ ମାଟ୍ରିକ ଅଫଲାଇନ୍‌ ପରୀକ୍ଷା, ୫ରୁ ଫର୍ମ ଫିଲ୍‌ଅପ୍‌

କଟକ ଅଫିସ,୨୯।୬: ମାଟ୍ରିକ ପରୀକ୍ଷାଫଳକୁ ନେଇ ଏବେ ସାରା ରାଜ୍ୟରେ ଛାତ୍ରୀଛାତ୍ରଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଥିବା ବେଳେ ମାଧ୍ୟମିକ ଶିକ୍ଷା ପରିଷଦ(ବିଏସ୍‌ଇ) ପକ୍ଷରୁ ଅଫ୍‌ଲାଇନ୍‌ ପରୀକ୍ଷା ନେଇ ନିଷ୍ପତ୍ତି ନିଆଯାଇଛି। ମୂଲ୍ୟାୟନରେ ଅସନ୍ତୁଷ୍ଟ ଥିବା ଛାତ୍ରୀଛାତ୍ରମାନେ ଅଫ୍‌ଲାଇନ୍‌ରେ ପରୀକ୍ଷା...

ଗର୍ଭବତୀଙ୍କ ପାଇଁ ସୁରକ୍ଷିତ ଭାକ୍ସିନ୍‌, ମାର୍ଗଦର୍ଶିକା ଜାରି କଲା ସ୍ବାସ୍ଥ୍ୟ ମନ୍ତ୍ରଣାଳୟ…

ନୂଆଦିଲ୍ଲୀ,୨୯।୬: ଭାରତରେ କରୋନା ମହାମାରୀ ସଂକ୍ରମଣରୁ ଦୂରେଇ ରହିବା ଲାଗି ସାର୍ବଜନୀକ ଟିକାକରଣ ଅଭିଯାନ ଜାରି ରହିଛି। ତୃତୀୟ ଲହରକୁ ଦୃଷ୍ଟିରେ ରଖି କେନ୍ଦ୍ରୀୟ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ଗର୍ଭବତୀମାନେ ଭାକ୍ସିନ୍‌ ନେବାକୁ ନେଇ ମାର୍ଗଦର୍ଶିକା ଜାରି କରାଯାଇଛି। ଭାକ୍ସିନ୍‌...

କୋଭାକ୍ସିନ୍‌-କୋଭିଶିଲ୍ଡ ତୁଳନାରେ ଅଧିକ ପ୍ରଭାବଶାଳୀ ଫାଇଜର-ମଡର୍ନା …

ଓ୍ବାଶିଂଟନ,୨୯।୬: ଭାରତ ବାୟୋଟେକ୍‌ ଦ୍ୱାରା ପ୍ରସ୍ତୁତ ହୋଇଥିବା କୋଭାକ୍ସିନ୍‌ ଏବଂ ସିରମ୍‌ ଇନଷ୍ଟିଚ୍ୟୁଟର କୋଭିଶିଲ୍ଡ ଭାକ୍ସିନ୍‌ ତୁଳନାରେ ଫାଇଜର-ମଡର୍ନା ଅଧିକ ପ୍ରଭାବଶାଳୀ ବୋଲି ଏକ ଗବେଷଣା ରିପୋର୍ଟରେ ଉଲ୍ଲେଖ କରାଯାଇଛି। ଫାଇଜର ଏବଂ ମଡର୍ନା ଭାକ୍ସିନ୍‌ ଜୀବନବ୍ୟାପି ସୁରକ୍ଷା ପ୍ରଦାନ...

୩୧ ଜୁଲାଇ ପର୍ଯ୍ୟନ୍ତ ଓ୍ବାନ୍‌ ନେଶନ୍‌-ଓ୍ବାନ୍‌ ରାଶନ କାର୍ଡ ସୁବିଧା ପାଇଁ ସୁପ୍ରିମ୍‌କୋର୍ଟଙ୍କ ନିର୍ଦ୍ଦେଶ…

ନୂଆଦିଲ୍ଲୀ,୨୯।୬: ଭାରତରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ଲକ୍‌ଡାଉନ୍‌ ଜାରି ରହିଛି। ଏପରିସ୍ଥଳେ ପ୍ରବାସୀ ଶ୍ରମିକଙ୍କ ସୁବିଧା ପାଇଁ ଦେଶରେ ଓ୍ବାନ୍‌ ନେଶନ୍‌-ଓ୍ବାନ୍‌ ରାଶନ କାର୍ଡ ସୁବିଧା ୩୧ ଜୁଲାଇ ପର୍ଯ୍ୟନ୍ତ ଉପଲବ୍ଧ କରାଇବା ଲାଗି ସୁପ୍ରିମ୍‌କୋର୍ଟଙ୍କ ମଙ୍ଗଳବାର ନିର୍ଦ୍ଦେଶ...

କୋଭିଶିଲ୍ଡର ୨ ଡୋଜ୍‌ର ସମୟ ସୀମା ୧୦ ମାସ ରହିଲେ ମିଳିବ ଅଧିକ ସୁଫଳ…

ଲଣ୍ଡନ,୨୯।୬: ଭାରତରେ ସିରମ୍‌ ଇନଷ୍ଟିଚ୍ୟୁଟ୍‌ ଦ୍ୱାରା ପ୍ରସ୍ତୁତ କରାଯାଇଥିବା କୋଭିଶିଲ୍ଡ ଭାକ୍ସିନ୍‌ର ୨ ଡୋଜ୍‌ ମଧ୍ୟରେ ସମୟ ସୀମା ୧୦ ମାସ ରହିଲେ ଅଧିକ ସୁଫଳ ମିଳିବ ବୋଲି ଏକ ଗବେଷଣା ରିପୋର୍ଟରେ ଉଲ୍ଲେଖ କରାଯାଇଛି। ବ୍ରିଟେନ୍‌ର ଅକ୍ସଫୋର୍ଡ ବିଶ୍ୱବିଦ୍ୟାଳୟ...

ପୁଣି ମିଲିଟାରୀ ଷ୍ଟେଶନ ଉପରେ ଡ୍ରୋନ୍‌, ଆଲର୍ଟରେ ସେନା…

ଶ୍ରୀନଗର,୨୯।୬: ଜମ୍ମୁ-କଶ୍ମୀର ସୁଞ୍ଜଓ୍ବାନଠାରେ ଥିବା ମିଲିଟାରୀ ଷ୍ଟେଶନ ଉପରେ ମଙ୍ଗଳବାର ପୁଣି ଡ୍ରୋନ୍‌ ଉଡୁଥିବାର ଦେଖାଯାଇଛି। ଏହାକୁ ନେଇ ସତର୍କ ସୂଚନା ଜାରି କରାଯାଇଛି। ଶନିବାର-ରବିବାର ବିଳମ୍ବିତ ରାତ୍ରରେ ଏୟାର ଫୋର୍ସ ଷ୍ଟେଶନରେ ଡ୍ରୋନ୍‌ ଦ୍ୱାରା ଆକ୍ରମଣ କରାଯିବା ପରେ...

ଲଶ୍କରର ଟପ୍‌ କମାଣ୍ଡର ନିହତ…

ଶ୍ରୀନଗର,୨୯।୬: ଜମ୍ମୁ-କଶ୍ମୀର ଆତଙ୍କବାଦ ବିରୋଧୀ ଅପରେଶନ୍‌ରେ ମିଳତ ସୁରକ୍ଷାକର୍ମୀଙ୍କ ବଡ଼ ସଫଳତା ମିଳିଛି। ସୁରକ୍ଷାକର୍ମୀଙ୍କ ଏନକାଉଣ୍ଟରରେ ଆତଙ୍କବାଦୀ ସଂଗଠନ ଲଶ୍କର-ଇ-ତୋଏବାର ଟପ୍‌ କମାଣ୍ଡରଙ୍କ ସମେତ ୨ ଜଣଙ୍କ ମୃତ୍ୟୁ ଘଟିଛି। ଶ୍ରୀନଗରର ପରିମପୋରା ଅଞ୍ଚଳର ମଲହୁରାରେ କିଛି ଆତଙ୍କବାଦୀ ଲୁଚିଥିବା...

୧୦୨ ଦିନ ପରେ ଦୈନିକ ସଂକ୍ରମଣ ୪୦ ହଜାର ତଳେ…

ନୂଆଦିଲ୍ଲୀ,୨୯।୬: ଦେଶରେ କରୋନା ସଂକ୍ରମଣ ଯୋଗୁ ସ୍ଥିତିରେ ଧୀରେଧୀରେ ସୁଧାର ଆସୁଛି। ଦେଶରେ ଦୈନିକ ଆକ୍ରାନ୍ତଙ୍କ ୧୦୨ ଦିନ ପରେ ଦୈନିକ ସଂକ୍ରମଣ ୪୦ ହଜାର ତଳେ ରହିଛି। ଗତ ୨୪ ଘଣ୍ଟାରେ ଦେଶରେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ପୁଣି...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri