Tag Archives: Home Middle

ଆମେରିକାକୁ ଟପିଲା ଭାରତ

ନୂଆଦିଲ୍ଲୀ,୨୮ା୬: କୋଭିଡ୍‌ ଟିକାକରଣରେ ଭାରତ ଆମେରିକାକୁ ଟପିଛି। ଭାରତରେ ମୋଟ ୩୨ କୋଟି ୩୬ ଲକ୍ଷ ୬୩ ହଜାର ୨୯୭ ଡୋଜ୍‌ ଦିଆ ଯାଇଥିବା ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ସୋମବାର ସୂଚନା ଦିଆଯାଇଛି। ଆମେରିକାରେ ବର୍ତ୍ତମାନ ସୁଦ୍ଧା ମୋଟ ୩୨...

ଶ୍ରଦ୍ଧାଳୁଙ୍କୁ ଚାରିଧାମ ଯାତ୍ରା ମନା

ଡେରାଡୁନ,୨୮।୬: କରୋନା ସଙ୍କଟକୁ ଦୃଷ୍ଟିରେ ରଖି ଜୁଲାଇ ୧ରୁ ଆରମ୍ଭ ହେବାକୁ ଥିବା ଚାରିଧାମ ଯାତ୍ରା ଉପରେ ରୋକ ଲଗାଇଛନ୍ତି ଉତ୍ତରାଖଣ୍ଡ ହାଇକୋର୍ଟ। ଜୁଲାଇ ୭ପର୍ଯ୍ୟନ୍ତ ଏହି ଯାତ୍ରା ଉପରେ ରୋକ ଲଗାଯାଇଛି। ଏଥିସହ କୋର୍ଟ ରାଜ୍ୟ ସରକାରଙ୍କ ଉପରେ...

କରୋନା କ୍ଷତିଗ୍ରସ୍ତ ପାଇଁ ପ୍ୟାକେଜ୍‌ ଘୋଷଣା କଲେ ସରକାର

ନୂଆଦିଲ୍ଲୀ,୨୮।୬: କରୋନା ମହାମାରୀ ପ୍ରଭାବିତ ଅର୍ଥବ୍ୟବସ୍ଥାରେ ନୂଆ ଆଶା ଦେବା ପାଇଁ ମୋଦି ସରକାର ସୋମବାର ଆଉ ଏକ ରିଲିଫ୍‌ ପ୍ୟାକେଜ୍‌ ଘୋଷଣା କରିଛନ୍ତି। ମହାମାରୀ ଦ୍ୱାରା ପ୍ରଭାବିତ ସେକ୍ଟରଗୁଡିକ ପାଇଁ ଅର୍ଥମନ୍ତ୍ରୀ ନିର୍ମଳା ସିଥାରମନ୍‌ ୧.୧ ଲକ୍ଷ କୋଟି...

ତୃତୀୟ ଲହରକୁ ନେଇ ଏମ୍ସ୍‌ର ଚେତାବନୀ, ସ୍ବାସ୍ଥ୍ୟସେବାକୁ ସୁଦୃଢ଼ କରିବା ଜରୁରୀ…

ନୂଆଦିଲ୍ଲୀ,୨୮।୬: ଭାରତରେ ତୃତୀୟ ଲହର ଆଶଙ୍କା ନେଇ ଏମ୍ସ୍‌ ପକ୍ଷରୁ ଚେତାବନୀ ଦିଆଯାଇଛି। ଏମ୍ସ୍‌ ନିର୍ଦ୍ଦେଶକ ରଣଦୀପ୍‌ ଗୁଲେରିଆ ଦେଶରେ ଡେଲ୍ଟା ପ୍ଲସ୍‌ ଭାରିଆଣ୍ଟ୍‌ ଏବଂ ତୃତୀୟ ଲହରକୁ ଦୃଷ୍ଟିରେ ରଖି ସାଧାରଣ ସ୍ବାସ୍ଥ୍ୟ ସେବାକୁ ସୁଦୃଢ଼ କରିବା ଉପରେ...

ବିସିସିଆଇର ବଡ଼ ଘୋଷଣା: ଭାରତରେ ହେବ ନାହିଁ ଟି-୨୦ ବିଶ୍ୱକପ୍‌

ନୂଆଦିଲ୍ଲୀ,୨୮।୬: ବିସିସିଆଇ ସୋମବାର ଏକ ବଡ ଘୋଷଣା କରିଛି। ଭାରତରେ ଆୟୋଜିତ ହେବାକୁ ଥିବା ଟି-୨୦ ବିଶ୍ୱକପ୍‌କୁ ୟୁଏଇ ସ୍ଥାନାନ୍ତର କରାଯାଇଛି। ଦେଶରେ କରୋନା ପରିସ୍ଥିତି ଜାରି ରହିଥିବାରୁ ଏହି ନିଷ୍ପତ୍ତି ନିଆଯାଇଛି। ଏନେଇ ବିସିସିଆଇ ଆଇସିସିକୁ ସୂଚନା ଦିଆଯାଇଥିବା...

ଜମ୍ମୁ-କଶ୍ମୀର-ଲଦାଖକୁ ଅଲଗା ଦେଶ ଦର୍ଶାଇଲା ଟୁଇଟର୍‌…

ନୂଆଦିଲ୍ଲୀ,୨୮।୬: ଭାରତ ଏବଂ ଟୁଇଟର ମଧ୍ୟରେ ବିବାଦ ଥମିବାର ନାଁ ଧରୁନି। ଏବେ ଟୁଇଟର୍‌ରେ ଜମ୍ମୁ-କଶ୍ମୀର ଏବଂ ଲଦାଖକୁ ଅଲଗା ଦେଶ ଭାବେ ଦର୍ଶାଯାଇଛି। ଟୁଇଟର୍‌ ଓ୍ବେବସାଇଟ୍‌ରେ କରାଯାଇଥିବା ଏଭଳି କାର୍ଯ୍ୟକୁ ନେଇ କେନ୍ଦ୍ର ସରକାରଙ୍କ ସହିତ ସମ୍ପର୍କ ପୁଣି...

କରୋନା ସଙ୍କଟରେ ଘରୋଇ ସ୍କୁଲ୍‌ ଆଦାୟ କରିପାରିବେ ବାର୍ଷିକ ଫି ସହିତ ବିକାଶ ଶୁଳ୍କ, କହିଲେ ଏସ୍‌ସି…

ନୂଆଦିଲ୍ଲୀ,୨୮।୬: କରୋନା ମହାମାରୀ ସଂକ୍ରମଣକୁ ଦୃଷ୍ଟିରେ ରଖି ଜାରି ହୋଇଥିବା ଲକ୍‌ଡାଉନ୍‌ ଯୋଗୁ ସ୍କୁଲ୍‌ କଲେଜ ବନ୍ଦ ରହିଛି। ପାଠପଢ଼ା ଅନ୍‌ଲାଇନ୍‌ରେ କରାଯାଉଛି। ଏପରିସ୍ଥଳେ ଘରୋଇ ସ୍କୁଲ୍‌ଗୁଡ଼ିକର ବାର୍ଷିକ ଫି ସହିତ ବିକାଶ ଶୁଳ୍କ ଆଦାୟ ଉପରେ ରୋକ ଲଗାଇବା...

ଅଗ୍ନି ପ୍ରାଇମ୍‌ର ସଫଳ ପରୀକ୍ଷଣ, ଲକ୍ଷ୍ୟଭେଦ କ୍ଷମତା ୨୦୦୦ କିଲୋମିଟର…

ବାଲେଶ୍ୱର,୨୮।୬(ବ୍ୟୁରୋ): ଭାରତର ପ୍ରତିରକ୍ଷା କ୍ଷମତାରେ ପୁଣି ବୃଦ୍ଧି ଘଟିଛି। ସୋମବାର ପୂର୍ବାହ୍ନ ୧୦ଟା ୫୫ରେ ଓଡ଼ିଶାର ବାଲେଶ୍ୱରସ୍ଥିତ ଅବଦୁଲ୍‌ କାଲାମ ଦ୍ୱୀପରୁ ଅଗ୍ନି ସିରିଜ୍‌ର ନୂଆ କ୍ଷେପଣାସ୍ତ୍ର ଅଗ୍ନି ପ୍ରାଇମ୍‌ର ସଫଳ ପରୀକ୍ଷଣ କରାଯାଇଛି। ଏହାର ଲକ୍ଷ୍ୟଭେଦ କ୍ଷମତା ୧୦୦୦ରୁ...

ଟାର୍ଗେଟ୍‌ରେ ପୋଲିସ-ସେନା ଯବାନ, ୫ ବର୍ଷରେ ୧୩ ଜଣଙ୍କୁ ହତ୍ୟା…

ଶ୍ରୀନଗର,୨୮।୬: ଜମ୍ମୁ-କଶ୍ମୀରରେ ଆତଙ୍କବାଦୀମାନେ ପୋଲିସ ଏବଂ ସେନା ଯବାନଙ୍କୁ ଟାର୍ଗେଟ୍‌ କରିଛନ୍ତି। ଆତଙ୍କବାଦୀମାନେ କେତେକ ଯବାନଙ୍କୁ ଅପହରଣ ପରେ ହତ୍ୟା କରିଥିବାବେଳେ ଅନ୍ୟ କେତେକଙ୍କ ଘରେ ପଶି ଗୁଳି କରିଛନ୍ତି। ସେହିପରି କେତେକଙ୍କୁ ରାସ୍ତାରେ ଗୁଳି କରି ହତ୍ୟା କରିଛନ୍ତି...

ପୁଣି ଘନେଇଲା ବିପଦ, ୪ ଭାରିଆଣ୍ଟ୍‌ ନେଇ ସତର୍କ ସୂଚନା ଜାରି କଲେ ସ୍ବାସ୍ଥ୍ୟ ବିଶେଷଜ୍ଞ…

ନୂଆଦିଲ୍ଲୀ,୨୮।୬: ଦେଶରେ କରୋନା ସଂକ୍ରମଣ ଯୋଗୁ ସ୍ଥିତିରେ ଧୀରେଧୀରେ ସୁଧାର ଆସୁଛି। ତେବେ ଦେଶ ଉପରେ ନୂଆ ବିପଦ ଘନେଇବାରେ ଲାଗିଛି। ଏପରିସ୍ଥଳେ ସ୍ବାସ୍ଥ୍ୟ ବିଶେଷଜ୍ଞ ୪ ଭାରିଆଣ୍ଟ୍‌ ନେଇ ସତର୍କ ସୂଚନା ଜାରି କରିଛନ୍ତି। ଡେଲ୍ଟା( ବି-୧-୬୧୭-୧), ଡେଲ୍ଟା...

ମିଲିଟାରୀ ଷ୍ଟେଶନ ଉପରେ ଡ୍ରୋନ୍‌, ୨୫ ରାଉଣ୍ଡ୍‌ ଗୁଳି ଫାୟାରିଂ…

ଶ୍ରୀନଗର,୨୮।୬: ଜମ୍ମୁ-କଶ୍ମୀରର ଏୟାରଫୋର୍ସ ଷ୍ଟେଶନରେ ଡ୍ରୋନ୍‌ ଦ୍ୱାରା ଆତଙ୍କବାଦୀ ଆକ୍ରମଣ କରିବାର ଗୋଟିଏ ଦିନ ପରେ ସୋମବାର ଭୋର୍‌ ୩ଟା ସମୟରେ ପୁଣି ଆକାଶରେ ଡ୍ରୋନ୍‌ ଉଡ଼ି ବୁଲିଛି। ଜମ୍ମୁର ମିଲିଟାରୀ ଷ୍ଟେଶନ ଉପରେ ଡ୍ରୋନ୍‌ ଉଡୁଥିବା ଦେଖି ସେନା...

ଡିଆର୍‌ଡିଓ ଆଣ୍ଟି-କୋଭିଡ୍‌ ଔଷଧ ଏବେ ବଜାରରେ, ୨-ଡିଜିଟିଏମ୍‌ ନାମରେ ହେବ ବିକ୍ରି…

ନୂଆଦିଲ୍ଲୀ,୨୮।୬: ଡିଆର୍‌ଡିଓ ଦ୍ୱାରା ପ୍ରସ୍ତୁତ ହୋଇଥିବା ଆଣ୍ଟି-କୋଭିଡ୍‌ ଔଷଧ ବଜାରରେ ୨-ଡିଜିଟିଏମ୍‌ ନାମରେ ହେବ ବିକ୍ରି କରାଯିବ। ଏନେଇ ଡିଆର୍‌ଡିଓ ପକ୍ଷରୁ ଘୋଷଣା କରାଯାଇଛି। ହାଇଦ୍ରାବାଦ୍‌ ସ୍ଥିତ ଡ. ରେଡ୍ଡୀ ଲାବୋରେଟୋରୀରେ ତିଆରି କରାଯାଇଥିବା ଏହି ଔଷଧର ବଜାର ଦାମ୍‌...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri