Tag Archives: Home Middle

ଭାକ୍ସିନ୍‌ ମାଗିଲା ଡବ୍ଲ୍ୟୁଏଚ୍‌ଓ, ଡେଲ୍ଟା ଭାରିଆଣ୍ଟ୍‌ ନେଇ ଦେଲା ଚେତାବନୀ…

ଜେନେଭା,୨୬।୬: ପୃଥିବୀର ୮୫ ଦେଶରେ ବ୍ୟାପିଥିବା କରୋନା ମହାମାରୀ ଭୂତାଣୁର ନୂଆ ରୂପକୁ ବିଶ୍ୱସ୍ବାସ୍ଥ୍ୟ ସଂଗଠନ(ଡବ୍ଲ୍ୟୁଏଚ୍‌ଓ) ପକ୍ଷରୁ ଅତି ସଂକ୍ରାମକ ବୋଲି କୁହାଯାଇଛି। ଏହା ବିରୋଧରେ ଲଢ଼େଇ ଲାଗି ଭାକ୍ସିନ୍‌କୁ ଏକ ମାତ୍ର ବିକଳ୍ପ ଭାବେ ଗ୍ରହଣ କରାଯାଇଥିବା ଡବ୍ଲ୍ୟୁଏଚ୍‌ଓ...

ରେକର୍ଡ ଭାଙ୍ଗିଲା ଭାରତ, ଏକ ସପ୍ତାହରେ ୪ କୋଟିଙ୍କୁ ଭାକ୍ସିନ୍‌ ଡୋଜ୍‌…

ନୂଆଦିଲ୍ଲୀ ,୨୬।୬: ଦେଶରେ କରୋନା ମହାମାରୀ ବିରୋଧରେ ଲଢ଼େଇ ଜାରି ରହିଛି। ସଂକ୍ରମଣରୁ ଦୂରେଇ ରହିବା ଲାଗି ସାର୍ବଜନୀକ ଟିକାକରଣ ଅଭିଯାନ ଦ୍ରୁତବେଗରେ କରାଯାଉଛି। ଭାରତ ଟିକାକରଣରେ ନିଜର ପୂର୍ବ ରେକର୍ଡ ଭାଙ୍ଗିଛି। ଗତ ଏକ ସପ୍ତାହ ମଧ୍ୟରେ ଦେଶରେ...

ଆମେରିକା ସୈନ୍ୟ ଆଫଗାନିସ୍ତାନରୁ ହଟିଲେ ଜମ୍ମୁ-କଶ୍ମୀରରେ ଆତଙ୍କବାଦ ବୃଦ୍ଧି ପାଇବା ଆଶଙ୍କା…

ଶ୍ରୀନଗର,୨୬।୬: ଆଫଗାନିସ୍ତାନରୁ ଆମେରିକା ସୈନ୍ୟ ପ୍ରତ୍ୟାହାର ଜାରି ରହିଛି। ତେବେ ଏହା ଦ୍ୱାରା ଜମ୍ମୁ-କଶ୍ମୀରରେ ଆତଙ୍କବାଦ ବୃଦ୍ଧି ପାଇବାର ଆଶଙ୍କା ରହିଛି। ଏସମ୍ପର୍କରେ ଶ୍ରୀନଗର ୧୫ କୋର୍‌ର ଜେସିଓ ଲ୍ୟୁଟନାଟ୍‌ ଜେନେରାଲ ଦେବେନ୍ଦ୍ର ପ୍ରତାପ ପାଣ୍ଡେ ଜେକେଏଲଆଇ ରେଜିମେଣ୍ଟାଲ ସେଣ୍ଟରରେ...

୨ ପ୍ରକାର ଭାକ୍ସିନ୍‌ ନେଲେ ବଢ଼ିବ ପ୍ରତିରୋଧକ ଶକ୍ତି, ଅଧିକ ପରୀକ୍ଷା ନିରୀକ୍ଷା ଆବଶ୍ୟକ…

ନୂଆଦିଲ୍ଲୀ,୨୬।୬: କରୋନା ମହାମାରୀ ଭୂତାଣୁ ବିରୋଧରେ ଲଢ଼େଇ ଜାରି ରହିଛି। ସଂକ୍ରମଣରୁ ଦୂରେଇ ରହିବା ଲାଗି ସାର୍ବଜନୀକ ଟିକାକରଣ ଅଭିଯାନ କରାଯାଉଛି। ଏପରିସ୍ଥଳେ ଏମ୍ସ୍‌ ପକ୍ଷରୁ କୁହାଯାଇଛି ଯେ, ୨ ପ୍ରକାର ଭାକ୍ସିନ୍‌ ନେଲେ ଶରୀରର ରୋଗପ୍ରତିରୋଧକ ଶକ୍ତି ବୃଦ୍ଧି...

ଖୁସି ଖବର, ହ୍ରାସ ପାଇବ ତୃତୀୟ ଲହରର ତାଣ୍ଡବ , ଏମ୍ସ୍‌ ପକ୍ଷରୁ ସୂଚନା…

ନୂଆଦିଲ୍ଲୀ,୨୬।୬: ଦେଶରେ କରୋନା ମହାମାରୀ ଭୂତାଣୁ ଯୋଗୁ ସଙ୍କଟ ସୃଷ୍ଟି ହୋଇଛି। ତେବେ ଦିଲ୍ଲୀରୁ ଖୁସି ଖବର ମିଳିଛି। କରୋନାର ଦ୍ୱିତୀୟ ଲହର ଦ୍ୱାରା ଦେଶରେ ଦେଖାଦେଇଥିବା ସଙ୍କଟ ଜନକ ସ୍ଥିତି ସମ୍ଭାବ୍ୟ ତୃତୀୟ ଲହରରେ ହ୍ରାସ ପାଇବ ବୋଲି...

ପୁଣି ବିପଦ, ବ୍ୟାପିଲା ଡେଲ୍ଟା ପ୍ଲସ୍‌ ଭାରିଆଣ୍ଟ୍‌, ସ୍ବତନ୍ତ୍ର ନିର୍ଦ୍ଦେଶ ଜାରି କଲେ ମୁଖ୍ୟମନ୍ତ୍ରୀ…

ଲକ୍ଷ୍ନୌ,୨୬।୬: ଦେଶରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ସଙ୍କଟ ସୃଷ୍ଟି ହୋଇଛି। ଡେଲ୍ଟା ଭାରିଆଣ୍ଟ୍‌ ପରେ ଏବେ ଡେଲ୍ଟା ପ୍ଲସ୍‌ ଭାରିଆଣ୍ଟ୍‌ ଯୋଗୁ ପୁଣି ବିପଦ ମାଡ଼ି ଆସୁଛି। ଡେଲ୍ଟା ପ୍ଲସ୍‌ ଭାରିଆଣ୍ଟ୍‌ ଲୋକଙ୍କ ମଧ୍ୟରେ ଆତଙ୍କ ସୃଷ୍ଟି ହୋଇଛି।...

ଦୈନିକ ସଂକ୍ରମଣ ୫୦ ହଜାର ତଳେ…

ନୂଆଦିଲ୍ଲୀ,୨୬।୬: ଦେଶରେ କରୋନା ସଂକ୍ରମଣ ଯୋଗୁ ସ୍ଥିତିରେ ଧୀରେଧୀରେ ସୁଧାର ଆସୁଛି। ଦେଶରେ ଦୈନିକ ଆକ୍ରାନ୍ତ ଏବଂ ମୃତକଙ୍କ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ୫ ଦିନ ପରେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ପୁଣି ୫୦ ହଜାର ତଳେ...

ରାଜ୍ୟରେ ପୁଣି ବଢ଼ିଲା ସଂକ୍ରମଣ: ଗତ ୨୪ଘଣ୍ଟାରେ ୩ହଜାରରୁ ଊର୍ଦ୍ଧ୍ୱ ଆକ୍ରାନ୍ତ ଚିହ୍ନଟ, ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ୱର,୨୬।୬(ବ୍ୟୁରୋ): ଗତ କିଛି ଦିନରୁ ଓଡ଼ିଶାରେ କରୋନା ସଂକ୍ରମଣ ନିୟନ୍ତ୍ରଣକୁ ଆସିଥିବା ବେଳେ ପୁଣି ଶନିବାର ରାଜ୍ୟରେ ସଂକ୍ରମଣ ହାର ବୃଦ୍ଧି ପାଇଛି। ଶୁକ୍ରବାର ରାଜ୍ୟରେ ୨,୯୧୨ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଶନିବାର ଏହି ସଂଖ୍ୟା ବୃଦ୍ଧି...

ମ୍ୟାଲେରିଆ ଶୂନ୍ୟ ହେବ ଓଡ଼ିଶା

ଭୁବନେଶ୍ୱର,୨୬।୬(ବ୍ୟୁରୋ): ଓଡ଼ିଶା ମ୍ୟାଲେରିଆ ଶୂନ୍ୟ ରାଜ୍ୟ ଭାବେ ଅଗ୍ରସର ହେବା ଆରମ୍ଭ କରିଛି । ୨୦୧୬ରୁ ୨୦୧୯ ମଧ୍ୟରେ ରାଜ୍ୟରେ ମ୍ୟାଲେରିଆ ରୋଗୀଙ୍କ ସଂଖ୍ୟାରେ ୯୦ ପ୍ରତିଶତ ହ୍ରାସ ପାଇଛି। ଏହି ସମୟ ମଧ୍ୟରେ ମୃତ୍ୟୁ ସଂଖ୍ୟା ୭୭ରୁ ୯କୁ...

ଆଇପିଏଲ ଫାଇନାଲର ଦୁଇ ଦିନ ପରେ ଟି୨୦ ବିଶ୍ୱକପ୍‌

ନୂଆଦିଲ୍ଲୀ,୨୫।୬: ଆଗାମୀ ଟି୨୦ ବିଶ୍ୱକପ୍‌ ଭାରତରେ ହେବ ନାହିଁ। ୧୬ ଦଳକୁ ନେଇ ଖେଳାଯିବାକୁ ଥିବା ଇଭେଣ୍ଟ ୟୁନାଇଟେଡ୍‌ ଆରବ ଏମିରେଟ୍ସ (ୟୁଏଇ)ରେ ଖେଳାଯିବ। ଅକ୍ଟୋବର ୧୭ରୁ ନଭେମ୍ବର ୧୪ ତାରିଖ ମଧ୍ୟରେ ଏହି ବିଶ୍ୱକପ୍‌ ଖେଳାଯିବ ବୋଲି ସୂତ୍ରରୁ...

ଟିକା ବଦଳରେ ଦିଆଯାଇଛି ଲୁଣ ପାଣି

ମୁମ୍ବାଇ, ୨୫।୬: ମହାରାଷ୍ଟ୍ରର ମୁମ୍ବାଇ ମହାନଗରୀରେ ପ୍ରାୟ ୨,୦୦୦ ଲୋକଙ୍କୁ କୋଭିଡ୍‌-୧୯ର ନକଲି ଟିକା ଦିଆଯାଇଛି। ସେହିପରି ପଶ୍ଚିମବଙ୍ଗର କୋଲକାତାରେ ମଧ୍ୟ ୫୦୦ ଲୋକ ଏଭଳି ଟିକା ନେଇଥିବା ଜଣାପଡ଼ିଛି। ସେମାନଙ୍କୁ ଟିକା ବଦଳରେ ଲୁଣ ପାଣି ଦିଆଯାଇଥିବା ଅଭିଯୋଗ...

ମଦ୍ରାସା ପରୀକ୍ଷାରେ ସମସ୍ତେ ପାସ୍‌

ଭୁବନେଶ୍ୱର,୨୫।୬(ବ୍ୟୁରୋ): ଓଡ଼ିଶା ରାଜ୍ୟ ମଦ୍ରାସା ଶିକ୍ଷା ପରିଷଦ ଦ୍ୱାରା ପରିଚାଳିତ ମୌଲବୀର ପରୀକ୍ଷା ଫଳ ଶୁକ୍ରବାର ପ୍ରକାଶ ପାଇଛି। ଭୁବନେଶ୍ୱର ୟୁନିଟ୍‌-୯ ସ୍ଥିତ ଉର୍ଦ୍ଦୁଭବନ ପରିସରରେ ଫଳ ପ୍ରକାଶ କରାଯାଇଛି। ମୌଲବୀ ପରୀକ୍ଷାରେ ମୋଟ୍‌ ୨୧୨ ଜଣ ଛାତ୍ରୀଛାତ୍ର ପରୀକ୍ଷା...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri