Tag Archives: Home Middle

ବିଶ୍ୱ ଗଣମାଧ୍ୟମ ସ୍ବାଧୀନତା ସୂଚକାଙ୍କରେ ଭାରତର ସ୍ଥାନ ୧୬୧

ସମ୍ବଲପୁର, ୯ା୫(ପ୍ରମୋଦ ବହିଦାର)ଓଡିଶାର ସାମ୍ବାଦିକମାନଙ୍କ ପାଇଁ ସମସ୍ତ ବ୍ୟବସ୍ଥା କରିବାକୁ କେନ୍ଦ୍ରମନ୍ତ୍ରୀ ତଥା ସମ୍ବଲପୁର ଲୋକ ସଭା ଭାଜପା ପ୍ରାର୍ଥୀ ଧର୍ମେନ୍ଦ୍ର ପ୍ରଧାନଙ୍କ ପ୍ରତିଶ୍ରୁତିକୁ ଧୂଆଁବାଣ ସଦୃଶ ବୋଲି କହିଛନ୍ତି ବିଜେଡି ପ୍ରବକ୍ତା ଡ. ଲେନିନ ମହାନ୍ତି। ଖବରକାଗଜରେ ଭାଜପାର...

ଆଜି ଓଡ଼ିଶା ଆସୁଛନ୍ତି ନୀତିନ ଗଡ଼କରୀ

ଭୁବନେଶ୍ୱର,୯।୫: ନିର୍ବାଚନ ଯେତିକି ପାଖେଇ ଆସୁଛି କେନ୍ଦ୍ରୀୟ ନେତୃତ୍ୱ ଓଡିଶାରେ ଡେରା ପକେଇବାରେ ଲାଗିଛନ୍ତି। ରାଜ୍ୟରେ ମତଦାନ ତାରିଖ ପାଖେଇ ଆସୁଥିବା ବେଳେ ପ୍ରଚାରର ରଙ୍ଗ ବଦଳିବାରେ ଲାଗିଛି। କ୍ୟାମ୍ପେନ ପାଇଁ ଆଜି ଓଡ଼ିଶା ଆସୁଛନ୍ତି ଭାଜପାର ଦୁଇ ହେଭିୱେଟ...

ଆଜି କନ୍ଧମାଳ ଯିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, କରିବେ ନିର୍ବାଚନୀ ପ୍ରଚାର

ଭୁବନେଶ୍ୱର,୯।୫: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁବାର କନ୍ଧମାଳ ଜିଲା ଗସ୍ତରେ ଯିବେ। ସେଠାରେ ମୁଖ୍ୟମନ୍ତ୍ରୀ ନିର୍ବାଚନୀ ସଭାରେ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି। ଅପରାହ୍ନ ପ୍ରାୟ ୧୨ଟାରେ ମୁଖ୍ୟମନ୍ତ୍ରୀ କନ୍ଧମାଳ ଷ୍ଟାଡିୟମରେ ପହଞ୍ଚିବେ ଏବଂ ସେଠାରେ ଆୟୋଜିତ ନିର୍ବାଚନୀ ସଭାରେ...

ଲିଭ୍‌-ଇନ୍‌ ସମ୍ପର୍କ: ଭାରତୀୟ ସଂସ୍କୃତି ପାଇଁ କଳଙ୍କ

ରାୟପୁର/ପ୍ରୟାଗରାଜ,୯ା୫: ବିଶ୍ୱର ଅନେକ ବିକଶିତ ଓ ବିକାଶଶୀଳ ରାଷ୍ଟ୍ରରେ ଲିଭ୍‌-ଇନ୍‌ ସମ୍ପର୍କକୁ ସାମାଜିକ ସ୍ବୀକୃତି ତଥା ଆଇନଗତ ବୈଧତା ମିଳିଥିବାବେଳେ ଭାରତରେ ଏବେ ମଧ୍ୟ ଏହା ଗ୍ରହଣଯୋଗ୍ୟ ହୋଇପାରି ନାହଁ। ଏହାର ମୁଖ୍ୟ କାରଣ ହେଉଛି ବିବାହ ନ କରି...

ନଡ୍ଡାଙ୍କୁ ସମନ

ବେଙ୍ଗାଲୁରୁ, ୯।୫ମୁସଲମାନ ସଂରକ୍ଷଣକୁ ନେଇ କର୍ନାଟକ ଭାଜପା ପକ୍ଷରୁ କରାଯାଇଥିବା ବିବାଦୀୟ ପୋଷ୍ଟ ମାମଲାରେ ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି. ନଡ୍ଡା ଓ ଆଇଟି ସେଲ୍‌ ମୁଖ୍ୟ ଅମିତ ମାଲବ୍ୟଙ୍କୁ ସୋମବାର କର୍ନାଟକ ପୋଲିସ ସମନ ଜାରି ରଖିଛି। ସପ୍ତାହେ...

ତିହାର ଜେଲରେ କେଜ୍‌ରିଓ୍ବାଲଙ୍କ ଅଫିସ୍‌ ଦାବି: ଆବେଦନକାରୀଙ୍କୁ ଲକ୍ଷେ ଜରିମାନା

ନୂଆଦିଲ୍ଲୀ,୯ା୫ଦିଲ୍ଲୀ ଅବକାରୀ ଦୁର୍ନୀତି ମାମଲାରେ ମାର୍ଚ୍ଚ ୨୧ରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ଦ୍ୱାରା ଗିରଫ ହୋଇଥିବା ଆମ୍‌ ଆଦ୍‌ମୀ ପାର୍ଟି (ଆପ୍‌) ଆବାହକ ଅରବିନ୍ଦ କେଜ୍‌ରିଓ୍ବାଲ ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେବେ ନାହିଁ ବୋଲି ଅଡ଼ିବସିଛନ୍ତି। ତିହାର ଜେଲରେ ଥାଇ...

ରାଜ୍ୟରେ ଭାଜପା କ୍ଷମତାକୁ ଆସିଲେ ମଦ ଉପରେ ଲାଗିବ ବ୍ୟାନ୍: ଧର୍ମେନ୍ଦ୍ର ପ୍ରଧାନ

ଦେବଗଡ଼,୮ା୫(ଶଶାଙ୍କ ଶେଖର ଝାଙ୍କର): ରାଜ୍ୟରେ ଭାଜପା କ୍ଷମତାକୁ ଆସିଲେ ମଦ ଉପରେ ଲାଗିବ ବ୍ୟାନ୍। ବୁଧବାର ଦେବଗଡ ଜିଲାର ତିଲେଇବଣି ଖେଳ ପଡିଆଠାରେ ଆୟୋଜିତ ଭାଜପାର ବିଜୟ ସଂକଳ୍ପ ସମାବେଶରେ କେନ୍ଦ୍ରମନ୍ତ୍ରୀ ତଥା ସମ୍ବଲପୁର ଲୋସକଭା ଭାଜପା ପ୍ରାର୍ଥୀ ଧର୍ମେନ୍ଦ୍ର...

୧୫ ମିନିଟ୍‌ ଅନ୍ଧାରରେ ରହିଲା ଶ୍ରୀମନ୍ଦିର

ପୁରୀ,୮ା୫: ଶ୍ରୀମନ୍ଦିର ବୁଧବାର ରାତିରେ ୧୫ ମିନିଟ୍‌ ପର୍ଯ୍ୟନ୍ତ ଅନ୍ଧକାରରେ ରହିଥିଲା। ପାଓ୍ବାର କଟ୍‌ ହେବାରୁ ୧୫ରୁ ୨୦ ମିନିଟ୍‌ ଧରି ଶ୍ରୀମନ୍ଦିର ଅନ୍ଧାର ହୋଇଯାଇଥିଲା। ଏହି ଅନ୍ଧାର ମଧ୍ୟରେ ଭକ୍ତମାନେ ଯାତାୟାତ କରିଥିଲେ। ବ୍ୟାକ୍‌ଅପ୍‌ କାମ କରି ନ...

କଳିଙ୍ଗ ଷ୍ଟାଡିୟମରେ ୧୨ରୁ ଫେଡେରେଶନ କପ୍‌: ଆକର୍ଷଣରେ ନୀରଜ ଚୋପ୍ରା, କିଶୋର ଜେନା

ଭୁବନେଶ୍ୱର, ୮।୫ (ତପନ ସ୍ବାଇଁ): କିଛି ଦିନର ବ୍ୟବଧାନ ପରେ କଳିଙ୍ଗ ଷ୍ଟାଡିୟମରେ ହେବାକୁ ଯାଉଛି ତାରକା ଆଥ୍‌ଲେଟଙ୍କ ମହାମେଳା। ଚଳିତ ମାସ ୧୨ରୁ ୧୫ ପର୍ଯ୍ୟନ୍ତ ଏଠାରେ ଅନୁଷ୍ଠିତ ହେବ ଜାତୀୟ ଫେଡେରେଶନ କପ୍‌ ସିନିୟର ଆଥ୍‌ଲେଟିକ୍ସ ପ୍ରତିଯୋଗିତାର...

ବିବାଦ ପରେ କଂଗ୍ରେସ ବିଦେଶ ମୁଖ୍ୟ ପଦରୁ ଇସ୍ତଫା ଦେଲେ ସାମ୍ ପିଟ୍ରୋଡା

ନୂଆଦିଲ୍ଲୀ,୮ା୫: କଂଗ୍ରେସ ନେତା ସାମ୍ ପିଟ୍ରୋଡା ଭାରତୀୟ କଂଗ୍ରେସର ବିଦେଶ ଅଧ୍ୟକ୍ଷ ପଦରୁ ଇସ୍ତଫା ଦେଇଛନ୍ତି। ଦଳ ମଧ୍ୟ ତାଙ୍କର ଏହି ଇସ୍ତଫା ଗ୍ରହଣ କରିଛି।ଏହି ସୂଚନା କଂଗ୍ରେସର ବରିଷ୍ଠ ନେତା ଜୟରାମ ରମେଶ ସୋସିଆଲ ମିଡ଼ିଆ ପ୍ଳାର୍ଟଫର୍ମ ଏକ୍ସ’ରେ...

ରାଷ୍ଟ୍ରପତି ନିର୍ବାଚନ ଦୌଡ଼ରେ ଦୁଇ ବଡ଼ ପ୍ରତିଦ୍ୱନ୍ଦ୍ୱୀ, ଫଳାଫଳକୁ ଅପେକ୍ଷା

ଓ୍ବାଶିଂଟନ,୮ା୫: ନଭେମ୍ବରରେ ଆମେରିକାରେ ହେବାକୁ ଥିବା ରାଷ୍ଟ୍ରପତି ନିର୍ବାଚନ ପୂର୍ବରୁ ରିପବ୍ଲିକାନ ଏବଂ ଡେମୋକ୍ରାଟିକ୍‌ ଦଳ ମଧ୍ୟରେ ପ୍ରାର୍ଥୀ ଚୟନ କରିବାକୁ ପ୍ରାଥମିକ ନିର୍ବାଚନ ଚାଲିଛି। ରାଷ୍ଟ୍ରପତି ଜୋ ବାଇଡେନ ଏବଂ ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପ୍ରାଥମିକ ନିର୍ବାଚନରେ...

ଭାଜପାର କେନ୍ଦ୍ରୀୟ ହେଭିୱେଟ୍ ବନାମ ବିଜେଡିର ଦୁଇ ହେଭିୱେଟ୍, କିଏ କାହା ଉପରେ ପଡ଼ିବେ ଭାରି ?

ଭୁବନେଶ୍ୱର,୮ା୫: ଓଡ଼ିଶାରେ ପ୍ରଥମ ପର୍ଯ୍ୟାୟ ମତଦାନକୁ ଆଉ କେଇଟା ଦିନ ବାକି ଥିବା ବେଳେ ପ୍ରଚାର ଜୋରଦାର କରିଛନ୍ତି ତିନି ପ୍ରମୁଖ ଦଳ। ଭାରତୀୟ ଜନତା ପାର୍ଟି ଏବଂ ବିଜୁ ଜନତା ଦଳ ଶିଙ୍ଘରେ ଶିଙ୍ଘ ଲଗାଇ ଲଢେଇ କରୁଥିବା...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri