Tag Archives: Home Middle

ପୃଥିବୀ ମୁହାଁ ବିରାଟ ଗ୍ରହାଣୁପିଣ୍ଡ: ଜୁନ୍‌ ୨୫ରେ କରିବ ଅତିକ୍ରମ…

ଓ୍ବାଶିଂଟନ,୧୫।୬: ପୃଥିବୀରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ସଙ୍କଟ ସୃଷ୍ଟି ହୋଇଛି। ଏପରିସ୍ଥଳେ ଆଉ ଏକ ନୂଆ ବିପଦ ଆଶଙ୍କା ଦେଖାଦେଇଛି। ବିରାଟ ଗ୍ରହାଣୁପିଣ୍ଡ ୪୪୧୯୮୭ (୨୦୧୦-ଏନ୍‌ଓ୍ବାଇ-୬୫) ପୃଥିବୀ ମୁହାଁ ହୋଇଛି। ଏହା ଜୁନ୍‌ ୨୫ରେ ପୃଥିବୀକୁ ଅତିକ୍ରମ କରିବ।...

ମାଡ଼ି ଆସିଲା ନୂଆ ବିପଦ: ଚାଇନା ଆଣବିକ କେନ୍ଦ୍ରରୁ ରେଡିଓଆକ୍ଟିଭ୍‌ ପଦାର୍ଥ ଲିକ୍‌…

ବେଜିଂ,୧୫।୬: ଚାଇନା ଉପରେ ପୁଣି ନୂଆ ବିପଦ ମାଡ଼ି ଆସୁଛି। କରୋନାର ଅନ୍ତୁଡ଼ିଶାଳ ପାଲଟିଥିବା ଚାଇନା ପୁଣି ସଙ୍କଟ ସୃଷ୍ଟି କରିଛି। ଚାଇନାର ତାଇଶାନ୍‌ ଆଣବିକ କେନ୍ଦ୍ରରୁ ଅସାବଧାନତା ଯୋଗୁ ଏକ ପ୍ରକାର ଗ୍ୟାସ୍‌ ଲିକ୍‌ ହୋଇଛି। ଏହି ଗ୍ୟାସ୍‌...

ପ୍ରଦର୍ଶନ କରିବା ଆତଙ୍କବାଦ ନୁହେଁ: ଦିଲ୍ଲୀ ହାଇକୋର୍ଟ…

ନୂଆଦିଲ୍ଲୀ,୧୫।୬: ଗଣତାନ୍ତ୍ରିକ ବ୍ୟବସ୍ଥାରେ ପ୍ରଦର୍ଶନ କରିବାକୁ ଆତଙ୍କବାଦ ଭାବେ ଗ୍ରହଣ କରାଯାଇ ପାରିବ ନାହିଁ ବୋଲି ମଙ୍ଗଳବାର ଦିଲ୍ଲୀ ହାଇକୋର୍ଟ କହିଛନ୍ତି। ଏହା ସହିତ ଦିଲ୍ଲୀ ଦଙ୍ଗାର ୩ ଜଣ ଅଭିଯୁକ୍ତଙ୍କ ଜାମିନ୍‌ ଆବେଦନ ମଞ୍ଜୁର କରିଛନ୍ତି। ପିଞ୍ଜରା ତୋଡ୍‌ର...

ଭାରତ ପାଖରେ କମ୍‌ ଆଣବିକ ଅସ୍ତ୍ର: ତେବେ ବି ଚାଇନା-ପାକିସ୍ତାନକୁ କଡ଼ା ଜବାବ ଦେବାକୁ ସକ୍ଷମ…

ନୂଆଦିଲ୍ଲୀ,୧୫।୬: ଭାରତ ପାଖରେ ଚାଇନା ଏବଂ ପାକିସ୍ତାନ ତୁଳନାରେ କମ୍‌ ଆଣବିକ ଅସ୍ତ୍ର ରହିଛି। ତେବେ ବି ଭାରତ ଉଭୟ ଚାଇନା ଏବଂ ପାକିସ୍ତାନକୁ କଡ଼ା ଜବାବ୍‌ ଦେବାକୁ ସକ୍ଷମ। ସମ୍ପ୍ରତି ଚାଇନା ନିକଟରେ ୩୫୦ ଆଣବିକ ଅସ୍ତ୍ର ରହିଛି।...

ପୁଣି ଘନେଇଲା ବିପଦ, ଆସିଲା କରୋନାର ନୂଆ ରୂପ: ଡେଲ୍ଟା ପ୍ଲସ୍‌ ଭାରିଆଣ୍ଟ୍‌ ଅଧିକ ତାଣ୍ଡବ ରଚିବା ଆଶଙ୍କା…

ନୂଆଦିଲ୍ଲୀ,୧୫।୬: କରୋନା ମହାମାରୀ ସଂକ୍ରମଣର ଦ୍ୱିତୀୟ ଲହର ଯୋଗୁ ଆତଙ୍କ ସୃଷ୍ଟି ହୋଇଛି। ଏପରିସ୍ଥଳେ ଭାରତରେ ସୃଷ୍ଟି ହୋଇଥିବା ଡେଲ୍ଟା ଭାରିଆଣ୍ଟ୍‌ର ନୂଆ ରୂପ ଡେଲ୍ଟା ପ୍ଲସ୍‌ ଚିହ୍ନଟ କରାଯାଇଛି। କରୋନା ଭୂତାଣୁ ଲଗାତାର ମ୍ୟୁଟେଶନ ଦ୍ୱାରା ନିଜର ନୂଆ...

ଦିଲ୍ଲୀରୁ ଖୁସି ଖବର: କରୋନା ଗ୍ରାଫ୍‌ ତଳ ମୁହାଁ,ଡେଲ୍ଟା ଭାରିଆଣ୍ଟ୍‌କୁ ପ୍ରଭାବହୀନ କରିବ ଭାକ୍ସିନ୍‌…

ନୂଆଦିଲ୍ଲୀ,୧୫।୬: ଦେଶରେ କରୋନା ସଂକ୍ରମଣ ଯୋଗୁ ସ୍ଥିତିରେ ଧୀରେଧୀରେ ସୁଧାର ଆସୁଛି। ଲକ୍‌ଡାଉନ୍‌ ପ୍ରଭାବରୁ ସଂକ୍ରମଣ କମିବାରେ ଲାଗିଛି। ତେବେ ଦିଲ୍ଲୀରୁ ପୁଣି ଖୁସି ଖବର ଆସିଛି। କରୋନା ଗ୍ରାଫ୍‌ ତଳମୁହାଁ ହେବାରେ ଲାଗିଛି। ଗତ ୭୫ ଦିନ ପରେ...

ଭାଜପାରେ ଫାଟ: ଶୁଭେନ୍ଦୁଙ୍କଠାରୁ ଦୂରେଇ ଯାଉଛନ୍ତି ବିଧାୟକ…

କୋଲକାତା,୧୫।୬: ପଶ୍ଚିମବଙ୍ଗରେ ଭାଜପାରେ ଫାଟ ବଢ଼ିବାରେ ଲାଗିଛି। ବିଧାନସଭା ନିର୍ବାଚନ ପୂର୍ବରୁ ବହୁନେତା ନିଜ ନିଜ ଦଳଛାଡି ଭାଜପାରେ ଯୋଗ ଦେଇଥିଲେ। ତେବେ ନିର୍ବାଚନ ପରେ ଏବେ ସ୍ଥିତି ବଦଳିବାରେ ଲାଗିଛି। ନେତା ଭାଜପା ଛାଡି ତୃଣମୂଳ କଂଗ୍ରେସ ମୁହାଁ...

ବଢ଼ିଛି ଦ୍ୱନ୍ଦ୍ୱ ମନୋବୃତ୍ତି

ନୂଆଦିଲ୍ଲୀ, ୧୫ା୬: ପୂର୍ବ ଲଦାଖ ସ୍ଥିତ ଗଲଓ୍ବାନ ଘାଟିରେ ଭାରତ ଓ ଚାଇନା ସେନା ମଧ୍ୟରେ ରକ୍ତାକ୍ତ ସଂଘର୍ଷକୁ ବର୍ଷେ ପୂରିଛି। ଏବେ ବି ପ୍ରକୃତ ନିୟନ୍ତ୍ରଣ ରେଖା(ଏଲ୍‌ଏସି) ନିକଟରୁ ହଟିନି ବେଜିଂ। ୧୧ ପର୍ଯ୍ୟାୟ ଧରି ଡିଜିଏମ୍‌ଓ ସ୍ତରୀୟ...

ଅନ୍‌ଲକ୍‌ ଅଙ୍କକଷା

ଭୁବନେଶ୍ୱର, ୧୫।୬(ବ୍ୟୁରୋ): ରାଜ୍ୟରେ ଏବେ ଲକ୍‌ଡାଉନ ଓ ଶଟ୍‌ଡାଉନ୍‌ ଜାରି ରହିଛି। ପ୍ରାୟ ଦେଢ଼ ମାସ ହେବ ଜୀବନ ଓ ଜୀବିକାକୁ ନେଇ ଲୋକେ ବିଭିନ୍ନ ସମସ୍ୟାର ସମ୍ମଖୀନ ହେଉଛନ୍ତି। ଏପରି ସ୍ଥିତିରେ ଆସନ୍ତା ୧୭ ତାରିଖ ସକାଳ ୫ଟାରେ...

୧୬ରୁ ଖୋଲିବ ଐତିହ୍ୟସ୍ଥଳୀ

ଭୁବନେଶ୍ୱର,୧୪ା୬(ବ୍ୟୁରୋ): ଆସନ୍ତା ୧୬ ତାରିଖରୁ ରାଜ୍ୟର ଐତିହ୍ୟସ୍ଥଳୀ ଖୋଲିବ। ପ୍ରତ୍ନତତ୍ତ୍ୱ ବିଭାଗ ଦ୍ୱାରା ସଂରକ୍ଷିତ ଐତିହ୍ୟସ୍ଥଳୀ ଖୋଲିବ। ଏନେଇ ଏଏସ୍‌ଆଇ ପକ୍ଷରୁ ବିଜ୍ଞାପ୍ତି ପ୍ରକାଶ ପାଇଛି। ପର୍ଯ୍ୟଟକଙ୍କ ଆଗମନ ଦେଖି ନିର୍ଦ୍ଦିଷ୍ଟ ଏସ୍‌ଓପି ପାଳନ କରାଯିବ। ଏପ୍ରିଲ ୧୫ ତାରିଖରୁ...

୧୦ଲକ୍ଷରୁ ତଳକୁ ଖସିଲା ସକ୍ରିୟ ମାମଲା: ଗତ ୨୪ଘଣ୍ଟାରେ ୭୦ହଜାରରୁ ଉର୍ଦ୍ଧ୍ୱ ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ,୧୪।୬: ଦେଶରେ କରୋନା ଭାଇରସ୍‌ ସ୍ଥିତି ଧୀରେ ଧୀରେ ନିୟନ୍ତ୍ରଣକୁ ଆସୁଛି। ବିଭିନ୍ନ ରାଜ୍ୟରେ ଲକ୍‌ଡାଉନ ହୋଇଥିବାରୁ ଦୈନିକ ସଂକ୍ରମଣରେ ହ୍ରାସ ଘଟିବା ସହ ସୁସ୍ଥହାର ମଧ୍ୟ ବଢ଼ିବାରେ ଲାଗିଛି। ହେଲେ ମୃତ୍ୟୁ ସଂଖ୍ୟା ଏବେ ବି ଚିନ୍ତାର କାରଣ...

ରାଜ୍ୟବାସୀଙ୍କୁ ‘ରଜ’ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୪ା୬(ବ୍ୟୁରୋ): କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଚଳିତବର୍ଷ ରଜ ପର୍ବ ପାଳନ ଉପରେ କଟକଣା ଜାରି କରାଯାଇଛି। ଫଳରେ ଘରେ ରହି ଲୋକେ ପହିଲି ରଜ ପାଳିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟବାସୀଙ୍କୁ ‘ରଜ ପର୍ବ’ର ଶୁଭେଚ୍ଛା...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri