Tag Archives: Home Middle

କେଜ୍‌ରିଓ୍ବାଲ ଜେଲ୍‌ରେ ରହିବେ ନା ଘରକୁ ଯିବେ ଆସନ୍ତାକାଲି ଆସିବ ବଡ଼ ରାୟ

ନୂଆଦିଲ୍ଲୀ,୮ା୫: ଲୋକ ସଭା ନିର୍ବାଚନରେ ପ୍ରଚାର କରିବା ପାଇଁ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରଓ୍ବାଲଙ୍କୁ ମଧ୍ୟବର୍ତ୍ତୀକାଳୀନ ଜାମିନ ପ୍ରଦାନ ଉପରେ ସୁପ୍ରିମକୋର୍ଟ ଆସନ୍ତାକାଲି ଅର୍ଥାତ୍‌ ଶୁକ୍ରବାର ଏହାର ରାୟ ପ୍ରଦାନ କରିବେ। କେଜ୍‌ରିଓ୍ବାଲ ଅଭିଯୁକ୍ତ ମଦ ଦୁର୍ନୀତି ମାମଲା ସହ...

ବିଶ୍ୱ ବଜାରରୁ କୋଭିସିଲ୍ଡ ଟିକା ପ୍ରତ୍ୟାହୃତ କରିବ ଆଷ୍ଟ୍ରାଜେନେକା, ପାର୍ଶ୍ୱପ୍ରତିକ୍ରିୟା ନେଇ ଖୁଲାସା ପରେ…

ନୂଆଦିଲ୍ଲୀ,୮।୫: ବ୍ରିଟିଶ ଫାର୍ମା କମ୍ପାନୀ ଆଷ୍ଟ୍ରାଜେନେକା ବିଶ୍ୱ ବଜାରରୁ ଏହାର କୋଭିଡ-୧୯ ଟିକାର ବିକ୍ରି ଉପରେ ରୋକୋ ଲଗାଇବାକୁ ନିଷ୍ପତ୍ତି ନେଇଛି। ଏଥିରେ ଭାରତରେ ପ୍ରସ୍ତୁତ କୋଭିସିଲ୍ଡ ଟିକା ସାମିଲ ଅଛି। କିଛି ଦିନ ପୂର୍ବେ ଏହି ଫାର୍ମା କମ୍ପାନୀ...

ମୋଦିଙ୍କ ଆଦାନୀ-ଅମ୍ବାନୀ ବୟାନକୁ ନେଇ ସୋସିଆଲ ମିଡିଆରେ ଚର୍ଚ୍ଚା, କଂଗ୍ରେସ କହିଲା…

ନୂଆଦିଲ୍ଲୀ,୮।୫: ଲୋକ ସଭା ନିର୍ବାଚନ ପାଇଁ ସବୁ ଦଳ ଜୋରଦାର ପ୍ରଚାର କରୁଛନ୍ତି। ଏହାରି ଭିତରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବୁଧବାର ତେଲଙ୍ଗାନା ଗସ୍ତରେ ଥିବାବେଳେ ରାହୁଲ ଗାନ୍ଧୀଙ୍କୁ ଟାର୍ଗେଟ କରିବା ଆଳରେ ଶିଳ୍ପପତି ଗୌତମ ଆଦାନୀ ଓ ମୁକେଶ...

ଗ୍ରାମ୍ୟ ଉନ୍ନୟନ ମନ୍ତ୍ରଣାଳୟରେ ଇଡି ଚଢ଼ାଉ

ନୂଆଦିଲ୍ଲୀ,୮ା୫: ଝାଡ଼ଖଣ୍ଡର ଗ୍ରାମ୍ୟ ଉନ୍ନୟନ ମନ୍ତ୍ରଣାଳୟରେ ଇଡି ରେଡ୍‌ କରିଛି। ଗିରଫ ଅଭିଯୁକ୍ତ ସଞ୍ଜୀବ ଲାଲଙ୍କ ସହ ଇଡି ପ୍ରୋଜେକ୍ଟ ଭବନରେ ବୁଧବାର ପହଞ୍ଚିଛି। ଗ୍ରାମ୍ୟ ଉନ୍ନୟନ ମନ୍ତ୍ରଣାଳୟ ନିଜେ ପ୍ରକଳ୍ପ ନିର୍ମାଣରେ ରହିଛି। ଅଭିଯୁକ୍ତ ସଞ୍ଜୀବ ଲାଲ୍‌ ଝାଡ଼ଖଣ୍ଡ...

ପିଟ୍ରୋଡାଙ୍କ ବୟାନକୁ ନେଇ ବର୍ଷିଲେ ମୋଦି, କହିଲେ କଳା ରଙ୍ଗ କହି ଆକ୍ଷେପ କଲେ…

ନୂଆଦିଲ୍ଲୀ,୮।୫: ବରିଷ୍ଠ କଂଗ୍ରେସ ନେତା ସାମ ପିଟ୍ରୋଡାଙ୍କ ବୟାନକୁ ନେଇ ଜାତୀୟ ରାଜନୀତି ସରଗରମ ରହିଛି। ‘ଦି ଷ୍ଟେଟମ୍ୟାନ’କୁ ଦେଇଥିବା ଏକ ସ୍ବତନ୍ତ୍ର ସାକ୍ଷାତକାରରେ ସାମ ପିଟ୍ରୋଡା ଭାରତୀୟଙ୍କ ରଙ୍ଗ ଓ ରୂପକୁ ନେଇ ବିବାଦୀୟ ବୟାନ ଦେଇଛନ୍ତି। ସେ...

ପୁଣି ବିବାଦୀୟ ବୟାନ ଦେଲେ ସାମ ପିଟ୍ରୋଡା, ଭାରତୀୟଙ୍କୁ କହିଲେ କଳା-ଗୋରା

ନୂଆଦିଲ୍ଲୀ,୮।୫: ପୁଣି ବିବାଦରେ ବରିଷ୍ଠ କଂଗ୍ରେସ ନେତା ସାମ ପିଟ୍ରୋଡା। ନିକଟରେ ଅମେରିକାର ଉତ୍ତରାଧିକାରୀ ଟ୍ୟାକ୍ସକୁ ନେଇ ବୟାନ ଦେଇ ସେ ଚର୍ଚ୍ଚାକୁ ଆସିଥିଲେ। ତାଙ୍କ ବୟାନକୁ ନେଇ ବିବାଦ ଉପୁଜିଥିଲା। ଶାସକ ଦଳ ଭାଜପା ଏହାକୁ ନେଇ କଂଗ୍ରେସକୁ...

ପିପିଲି ରାଜନୀତିରେ ନୂଆ ମୋଡ, ଜଣାପଡିଲା କାହିଁକି ରୁଦ୍ରଙ୍କ ସ୍ତ୍ରୀ କରିଛନ୍ତି ନାମାଙ୍କନ

ପୁରୀ,୮।୫: ନିର୍ବାଚନୀ ମଇଦାନରେ ସ୍ବାମୀ-ସ୍ତ୍ରୀ ଲଢେଇ। ଏପରି ଅନେକ ଘଟଣା ପୂର୍ବରୁ ସାମ୍ନାକୁ ଆସିିଥିବାବେଳେ ଏପରି ଘଟଣା ରାଜ୍ୟ ରାଜନୀତିରେ ହଟଚମଟ ସୃଷ୍ଟି କରିଛି। ପିପିଲି ବିଧାୟକ ରୁଦ୍ର ପ୍ରତାପ ମହାରଥୀଙ୍କ ସ୍ତ୍ରୀ ଜାଗୃତି ପଣ୍ଡା ମଇଦାନକୁ ଓହ୍ଲାଇଛନ୍ତି। ଆଉ...

ନିର୍ବାଚନ ପୁର୍ବରୁ ବୌଦ୍ଧ ପୋଲିସକୁ ବଡ ସଫଳତା:୯ ମାଓବାଦୀଙ୍କ ଆତ୍ମସମର୍ପଣ

ବୌଦ୍ଧ,୮।୫(ଅଜିତ କୁମାର ବାରିକ ): ନିର୍ବାଚନ ପୁର୍ବରୁ ବୌଦ୍ଧ ପୋଲିସକୁ ବୁଧବାର ବଡ ସଫଳତା ମିଳିଛି। ଗତ କିଛି ଦିନ ତଳେ ବୌଦ୍ଧ ପୋଲିସ ଦ୍ୱାରା ଦୁଇ କ୍ୟାଡର ମାଓବାଦୀ ନିହତ ହୋଇଥିବାବେଳେ ବୁଧବାର ୨ ମହିଳା ମାଓବାଦୀ ଓ...

ରାହୁଲଙ୍କୁ କେତେ ଟଙ୍କା ଦେଇଛନ୍ତି ଅମ୍ବାନୀ-ଆଦାନୀ, ମୋଦି କହିଲେ…

ନୂଆଦିଲ୍ଲୀ,୮।୫: ତେଲଙ୍ଗାନାର କରିମନଗରର ଏକ ନିର୍ବାଚନ ରାଲିରେ ସମ୍ବୋଧନ କରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କଂଗ୍ରେସ ଏବଂ ଭାରତ ରାଷ୍ଟ୍ର ସମିତି (ବିଆରଏସ) ଉପରେ ବର୍ଷିଛନ୍ତି। ଏହାରି ଭିତରେ ମୋଦି କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କୁ କଟାକ୍ଷ କରିଛନ୍ତି। ସେ...

ଏୟାର ଇଣ୍ଡିଆ ୭୮ ଉଡ଼ାଣ ରଦ୍ଦ: ସମୂହ ଛୁଟିରେ ଗଲେ ୩୦୦ ବରିଷ୍ଠ କର୍ମଚାରୀ

ନୂଆଦିଲ୍ଲୀ,୮।୫: ଏୟାର ଇଣ୍ଡିଆ ଏକ୍ସପ୍ରେସର ୭୮ଟି ଜାତୀୟ ତଥା ଅନ୍ତର୍ଜାତୀୟ ବିମାନ ଉଡ଼ାଣ ବାତିଲ କରାଯାଇଛି। ଏହାର କାରଣ ହେଉଛି ଏୟାର ଇଣ୍ଡିଆର ୩୦୦ ବରିଷ୍ଠ କର୍ମଚାରୀ ସମୂହ ଛୁଟିରେ ଯାଇଛନ୍ତି। ଛୁଟିର କାରଣ ଅସୁସ୍ଥ ବୋଲି କୁହାଯାଇଛି। ମଙ୍ଗଳବାର...

ଭାଜପାକୁ ଝଟ୍‌କା, ଦଳର ପୋଷ୍ଟ ହଟାଇବାକୁ ଏକ୍ସକୁ ନିର୍ଦ୍ଦେଶ ଦେଲେ ନିର୍ବାଚନ କମିଶନର

ନୂଆଦିଲ୍ଲୀ,୭।୫: ନିର୍ବାଚନ ସମୟରେ ଆପତ୍ତିଜନକ ପୋଷ୍ଟ କରିଥିବା ଭାଜପାକୁ ଲାଗିଛି ଶକ୍ତ ଝଟକା। କଂଗ୍ରେସ ସମ୍ପର୍କରେ ଆପତ୍ତିଜନକ ଭିଡିଓ କରି ନିର୍ବାଚନ କମିଶନରଙ୍କ ରୋଷର ଶିକାର ହୋଇଛି କର୍ନାଟକ ଭାଜପା। ତେବେ ଏଥିପାଇଁ କଡା କାର୍ଯ୍ୟାନୁଷ୍ଠାନ ନେଇଛନ୍ତି ନିର୍ବାଚନ କମିଶନର।...

ରୋଚକ ମୋଡ଼ରେ ପିପିଲି ରାଜନୀତି: ବିଜେଡି ପ୍ରାର୍ଥୀ ରୁଦ୍ର ମହାରଥୀଙ୍କ ବିରୋଧରେ ସ୍ବାଧୀନ ଭାବେ ଲଢ଼ିବେ ସ୍ତ୍ରୀ ଜାଗୃତି

ଭୁବନେଶ୍ୱର,୭।୫: ନିର୍ବାଚନ ମଇଦାନରେ ସ୍ବାମୀଙ୍କ ବିରୋଧରେ ଲଢ଼ିବେ ସ୍ତ୍ରୀ। ପିପିଲି ବିଧାନସଭା ଆସନରେ କିଛି ଏଭଳି ଘଟଣା ଏବେ ଚର୍ଚ୍ଚାର ବିଷୟ ପାଲଟିଛି। ଗୋଟିଏ ପଟେ ସ୍ବର୍ଗତ ପ୍ରଦୀପ ମହାରଥୀଙ୍କ ପୁଅ ରୁଦ୍ର ମହାରଥୀ ବିଜେଡିରୁ ଟିକେଟ ପାଇ ନିର୍ବାଚନକୁ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri