Tag Archives: Home Middle

ପୂର୍ବତନ ମନ୍ତ୍ରୀ ବିଜୟଶ୍ରୀ ରାଉତରାୟଙ୍କ ପରଲୋକ

ଭୁବନେଶ୍ୱର,୨।୬: ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ପୂର୍ବତନ ମନ୍ତ୍ରୀ ବିଜୟଶ୍ରୀ ରାଉତରାୟଙ୍କ ବୁଧବାର ପରଲୋକ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୬୭ ବର୍ଷ ବୟସ ହୋଇଥିଲା। ଏନେଇ ତାଙ୍କର ଜଣେ ସମ୍ପର୍କୀୟ ସୂଚନା ଦେଇଛନ୍ତି। ହସ୍ପିଟାଲ ତରଫରୁ...

ଟିକା ଲଢ଼େଇ ପାଇଁ ସବୁ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ନବୀନ

ଭୁବନେଶ୍ୱର,୨ା୬(ବ୍ୟୁରୋ): କରୋନା ଟିକା ପାଇଁ ସବୁ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଟିକା ସଙ୍କଟ ଦୂର ନେଇ ସମସ୍ତଙ୍କ ସହମତି ଲୋଡ଼ିଛନ୍ତି ନବୀନ। ନବୀନ ଲେଖିଛନ୍ତି, ଟିକା ପାଇଁ ପରସ୍ପର ଭିତରେ ନ ଲଢ଼ି, ଏକାଠି...

ହସ୍ପିଟାଲରେ ମୃତଦେହ ଗଦା: ପରିବାର ସଦସ୍ୟଙ୍କୁ ଗୋଟି ଗୋଟି କରି ପଡୁଛି ଖୋଜିବାକୁ…

ଚେନ୍ନାଇ,୨।୬: କରୋନା ମହାମାରୀ ସଂକ୍ରମଣ ଯୋଗୁ ଦେଶରେ ସଙ୍କଟ ସୃଷ୍ଟି ହୋଇଛି। ପ୍ରତିଦିନ ମୃତକଙ୍କ ସଂଖ୍ୟା ବଢୁଥିବାରୁ ସ୍ଥିତି ଅଧିକ ଜଟିଳ ହେବାରେ ଲାଗିଛି। ବିଭିନ୍ନ ହସ୍ପିଟାଲରେ ମୃତକଙ୍କ ମୃତଦେହ ଗଦା  ହେବାରେ ଲାଗିଛି। ତାମିଲନାଡୁର ଥେନି ଅଞ୍ଚଳର ଓ୍ବିଲାକ୍କୁସ୍ଥିତ...

ଅସ୍ତ୍ରବିରତି ଉଲ୍ଲଂଘନ କଲା ପାକିସ୍ତାନ: ଭାରତୀୟ ବୁଲେଟ୍‌ ପ୍ରୁଫ୍‌ ଜେସିବି ମେସିନ୍‌ ଊପରେ ଆଖିବୁଜା ଗୁଳିମାଡ଼…

ଶ୍ରୀନଗର,୨।୬: ଗତ ୪ ମାସ ମଧ୍ୟରେ ଜମ୍ମୁ-କଶ୍ମୀରରେ ପାକିସ୍ତାନ ପୁଣି ଅସ୍ତ୍ରବିରତି ଉଲ୍ଲଂଘନ କରିଛି। ଆରନିଆ ସେକ୍ଟରର ବିକ୍ରମ ପୋଷ୍ଟ୍‌ ଅଞ୍ଚଳରେ ଭାରତୀୟ ସେନା ପକ୍ଷରୁ ବୁଲେଟ୍‌ ପ୍ରୁଫ୍‌ ଜେସିବି ମେସିନ୍‌ ଦ୍ୱାରା କଣ୍ଟାବୁଦା ସଫା ହେଉଥିବାବେଳେ ପାକିସ୍ତାନ ଫରଓ୍ବାଡ୍‌...

କରୋନାର ଦ୍ୱିତୀୟ ଲହର ନେଇଛି ୫୯୪ଡାକ୍ତରଙ୍କ ଜୀବନ

ନୂଆଦିଲ୍ଲୀ,୨।୬: କରୋନା ମହାମାରୀ ଗତ ଏକ ବର୍ଷରୁ ଉର୍ଦ୍ଧ୍ୱ ହେବ ଦେଶରେ ସ୍ବାସ୍ଥ୍ୟ ବ୍ୟବସ୍ଥାକୁ ପୁରା ହଲାଇଦେଇଛି। ଏହି ମହାମାରୀ ଯୋଗୁ ଏପର୍ଯ୍ୟନ୍ତ ଲକ୍ଷ ଲକ୍ଷ ଲୋକଙ୍କ ମୃତ୍ୟୁ ହୋଇଥିବା ବେଳେ କୋଟି କୋଟି ଲୋକ ଆକ୍ରାନ୍ତ ହୋଇସାରିଛନ୍ତି। ଏହି...

ସ୍ତନ୍ୟପାନ କରାଉଥିବା ମା’ଙ୍କୁ ମିଳୁ ଓ୍ବାର୍କ ଫ୍ରମ୍‌ ହୋମ୍‌ ସୁବିଧା: ରାଜ୍ୟ ସରକାରଙ୍କୁ କେନ୍ଦ୍ରର ପରାମର୍ଶ …

ନୂଆଦିଲ୍ଲୀ,୨।୬: ଦେଶରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ଆତଙ୍କ ସ୍ଥିତି ହୋଇଛି। ଏପରିସ୍ଥଳେ କେନ୍ଦ୍ର ସରକାରଙ୍କ ପକ୍ଷରୁ ସମସ୍ତ ରାଜ୍ୟ ଏବଂ କେନ୍ଦ୍ରଶାସିତ ଅଞ୍ଚଳକୁ ନୂଆ ପରାମର୍ଶ ଦିଆଯାଇଛି। ସ୍ତନ୍ୟପାନ କରାଉଥିବା ମା’ଙ୍କୁ ଏକ ବର୍ଷ ପାଇଁ ଓ୍ବାର୍କ ଫର୍ମ...

ଅନୈତିକ ସମ୍ପର୍କ ରଖିଥିବା ମହିଳା ବି ହୋଇ ପାରିବେ ଜଣେ ଭଲ ମା’: ହାଇକୋର୍ଟ…

ଚଣ୍ଡିଗଡ଼,୨।୬: ଜଣେ ମହିଳା ଅନୈତିକ ସମ୍ପର୍କ ରଖିଥିଲେ ବି ସେ ଭଲ ମା’ ହୋଇପାରିବେ। ଅନୈତିକ ସମ୍ପର୍କ ଭଲ ମା’ ହେବାକୁ ପ୍ରଭାବିତ କରି ନ ଥାଏ ବୋଲି ପଞ୍ଜାବ ହରିୟାଣା ହାଇକୋର୍ଟ ପକ୍ଷରୁ ଏକ ମାମଲାର ଶୁଶାଣି ସମୟରେ...

ଭାକ୍ସିନ୍‌ ବେପାର: ଘରୋଇ ହସ୍ପିଟାଲରେ ଗୋଟିଏ ଡୋଜ୍‌ ଦାମ୍‌ ୯୦୦ରୁ ୧୪୦୦ ଟଙ୍କା…

ନୂଆଦିଲ୍ଲୀ,୨।୬: ଦେଶରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ସ୍ଥିତି ସଙ୍କଟ ଜନକ ହେବାରେ ଲାଗିଛି। ସରକାରଙ୍କ ପକ୍ଷରୁ ସାର୍ବଜନୀକ ଟିକାକରଣ ଅଭିଯାନ ଜାରି ରହିଛି। କେତେକ ଘରୋଇ ହସ୍ପିଟାଲକୁ ଟିକାଦାନ ଲାଗି ଅନୁମତି ପ୍ରଦାନ କରାଯାଇଛି। ତେବେ ଭାକ୍ସିନ୍‌ ବେପାରରେ...

ନୂଆ ଭାରିଆଣ୍ଟ୍‌ ଦ୍ୱାରା ୩ ପ୍ରତିଶତ ଶିଶୁ ହେବେ ଗୁରୁତର: ନୀତି ଆୟୋଗ…

ନୂଆଦିଲ୍ଲୀ,୨।୬: ଦେଶରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ସ୍ଥିତି ସଙ୍କଟ ଜନକ ହେବାରେ ଲାଗିଛି। ଏପରିସ୍ଥଳେ ନୀତି ଆୟୋଗ ପକ୍ଷରୁ କୁହାଯାଇଛି ଯେ, କରୋନା ମହାମାରୀ ଭୂତାଣୁର ରୂପ ବଦଳିଲେ ଯେଉଁ ନୂଆ ଭାରିଆଣ୍ଟ୍‌ ସୃଷ୍ଟି ହେବ ତାହାଦ୍ୱାରା ଦେଶର...

ମେ’ ମାସରେ ରାଜଧାନୀରେ ୯୩୦୦ ଆକ୍ରାନ୍ତଙ୍କ ମୃତ୍ୟୁ: ପ୍ରତିଦିନ ୩୦୦ ଅନ୍ତିମ ସଂସ୍କାର…

ନୂଆଦିଲ୍ଲୀ,୨।୬: ଦେଶରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ସ୍ଥିତି ସଙ୍କଟ ଜନକ ହେବାରେ ଲାଗିଛି। ମେ’ ମାସରେ କରୋନା ଘାତକ ସାଜିଛି। କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ସଂଖ୍ୟାରେ ଭାରତ ମେ’ ମାସରେ ପୃଥିବୀରେ ରେକର୍ଡ କରିଛି। ଗୋଟିଏ ମାସରେ ଦେଶରେ...

୯୩୪୬ ଶିଶୁଙ୍କୁ ଅନାଥ କରିଛି କରୋନା: ଉତ୍ତରପ୍ରଦେଶରେ ସର୍ବାଧିକ…

ନୂଆଦିଲ୍ଲୀ,୨।୬: ଦେଶରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ସ୍ଥିତି ସଙ୍କଟ ଜନକ ହେବାରେ ଲାଗିଛି। କରୋନା ସଂକ୍ରମଣ ଯୋଗୁ ୯୩୪୬ ଶିଶୁ ମାତାପିତାଙ୍କୁ ହରାଇ ଅନାଥ ହୋଇଛନ୍ତି। ଏନେଇ ରାଷ୍ଟ୍ରୀୟ ବାଳ ଅଧିକାର ସଂରକ୍ଷଣ ଆୟୋଗ(ଏନ୍‌ସିପିସିଆର୍‌) ପକ୍ଷରୁ ପ୍ରକାଶିତ ରିପୋର୍ଟରେ...

ପୁଣି ବଢ଼ିଲା ନୂଆ ଆକ୍ରାନ୍ତ-ମୃତକଙ୍କ ସଂଖ୍ୟା…

ନୂଆଦିଲ୍ଲୀ,୨।୬: ଦେଶରେ କରୋନା ସଂକ୍ରମଣ ଯୋଗୁ ସ୍ଥିତି ସଙ୍କଟ ଜନକ ହେବାରେ ଲାଗିଛି। କରୋନାର ଦ୍ୱିତୀୟ ଲହର ଆତଙ୍କ ସୃଷ୍ଟି କରିଛି। ନୂଆ ଆକ୍ରାନ୍ତ ଏବଂ ମୃତକଙ୍କ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଲକ୍‌ଡାଉନ୍‌ ପ୍ରଭାବରୁ ସଂକ୍ରମଣ ଏବଂ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri