Tag Archives: Home Middle

ଟିକା ଗ୍ଲୋବାଲ ଟେଣ୍ଡରକୁ ଧକ୍କା

ଭୁବନେଶ୍ୱର,୨ା୬(ବ୍ୟୁରୋ):ରାଜ୍ୟ ସରକାର ୧୮ରୁ ୪୪ ବର୍ଷର ଲୋକଙ୍କୁ ମାଗଣାରେ କୋଭିଡ୍‌ ଟିକା ଯୋଗାଇବାକୁ ଘୋଷଣା କରିଛନ୍ତି। ହେଲେ ଟିକା ସଂଗ୍ରହ କରିବା ଏବେ ସରକାରଙ୍କ ପାଇଁ ବଡ଼ ସମସ୍ୟା ପାଲଟିଛି। କେନ୍ଦ୍ର ସରକାର ଆବଶ୍ୟକତା ଅନୁଯାୟୀ ଟିକା ଯୋଗାଇ ପାରୁ...

ସିବିଏସ୍‌ଇ ଦ୍ୱାଦଶ ପରୀକ୍ଷା ବାତିଲ

ନୂଆଦିଲ୍ଲୀ,୧।୬: ସେଣ୍ଟ୍ରାଲ ବୋର୍ଡ ଅଫ୍‌ ସେକେଣ୍ଡାରୀ ଏଜୁକେଶନ୍‌(ସିବିଏସ୍‌ଇ) ଦ୍ୱାଦଶ ପରୀକ୍ଷା ବାତିଲ ହୋଇଛି। ମଙ୍ଗଳବାର ସନ୍ଧ୍ୟାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପରୀକ୍ଷା ନେଇ ସମୀକ୍ଷା କରିବା ପରେ ଏହାକୁ ବାତିଲ କରିବା ନେଇ ନିଷ୍ପତ୍ତି ନିଆଯାଇଛି। ତେବେ ଦେଶରେ କରୋନା...

ଦ୍ୱାଦଶ ପିଲାଙ୍କୁ ଟିକାକରଣ କରାଇବାକୁ ଲକ୍ଷ୍ୟ: ସ୍ବାସ୍ଥ୍ୟମନ୍ତ୍ରୀ

ଭୁବନେଶ୍ୱର,୧।୬(ବ୍ୟୁରୋ): ରାଜ୍ୟରେ କରୋନା ସ୍ଥିତି ସାମାନ୍ୟ ନିୟନ୍ତ୍ରଣକୁ ଆସିଥିବା ବେଳେ ମୃତ୍ୟୁସଂଖ୍ୟା ଥମିବାର ନା ନେଉନି। କରୋନା ମୁକାବିଲା ପାଇଁ ବର୍ତ୍ତମାନ ରାଜ୍ୟରେ ଲକ୍‌ଡାଉନ ଜାରି ରହିଛି। କରୋନା ଯୋଗୁ ସମସ୍ତ ସ୍କୁଲ ଓ କଲେଜ ବନ୍ଦ ଥିବା ବେଳେ...

ଭାକ୍ସିନ୍‌ର ଗୋଟିଏ ଡୋଜ୍‌ ରୋଗପ୍ରତିରୋଧକ ଶକ୍ତି ସୃଷ୍ଟି ପାଇଁ ପର୍ଯ୍ୟାପ୍ତ !…

ନୂଆଦିଲ୍ଲୀ,୧।୬: ଦେଶରେ କରୋନା ମହାମାରୀ ସଂକ୍ରମଣ ସଙ୍କଟ ସୃଷ୍ଟି କରିଛି। ସଂକ୍ରମଣକୁ ରୋକିବା ପାଇଁ ସରକାରଙ୍କ ପକ୍ଷରୁ ସାର୍ବଜନୀକ ଟିକାକରଣ ଅଭିଯାନ ଜାରି ରହିଛି। ଏ ରିସ୍ଥଳେ ବନାରସ ହିନ୍ଦୁ ବିଶ୍ୱବିଦ୍ୟାଳୟ ପକ୍ଷରୁ କୁହାଯାଇଛି ଯେ, ଭାକ୍ସିନ୍‌ର ଗୋଟିଏ ଡୋଜ୍‌...

ଶେଷରେ ମାନିଲା ଚାଇନା: ଗଲଓ୍ବାନ ଘାଟି ସଂଘର୍ଷର ମୃତ ସୈନ୍ୟଙ୍କୁ ପ୍ରଦାନ କଲା ବୀର ପଦକ…

ବେଜିଂ,୧।୬: ପୂର୍ବ ଲଦାଖରେ ଗଲଓ୍ବାନ ଘାଟିରେ ଭାରତୀୟ ସେନା ଏବଂ ଚାଇନା ସୈନ୍ୟଙ୍କ ମଧ୍ୟରେ ଘଟିଥିବା ହିଂସ୍ର ସଂଘର୍ଷରେ ଏବେ ନୂଅ୍ରା ମୋଡ଼ ଆସିଛି। ପୂର୍ବରୁ ନିଜ ସୈନ୍ୟଙ୍କ ମୃତ୍ୟୁକୁ ନେଇ ଚାଇନା ମିଥ୍ୟା କହୁଥିବାବେଳେ ଏବେ ମାନିବାକୁ ବାଧ୍ୟ...

ମାଡ଼ି ଆସୁଛି ନୂଆ ମହାମାରୀ: ଚାଇନାରେ ଲୋକଙ୍କଠାରେ ଏଚ୍‌-୧୦-ଏନ୍‌-୩ ଭୁତାଣୁ ଚିହ୍ନଟ…

ବେଜିଂ,୧।୬: କରୋନା ମହାମାରୀର ଅନ୍ତୁଡ଼ିଶାଳ ଚାଇନାର ଉହାନ୍‌ ସହର ପାଲଟିଥିଲା। ଏହାଯୋଗୁୂ ପୃଥିବୀରେ ଦେଖାଦେଇଥିବା ଆତଙ୍କ ଏବେ ବି ଥମିନି। ଏପରିସ୍ଥଳେ ଚାଇନାରେ ପୁଣି ଏକ ନୂଆ ମହାମାରୀ ଭୂତାଣୁ ସଂକ୍ରମଣ ଆରମ୍ଭ ହୋଇଛି। କରୋନାର ତୃତୀୟ ଲହର ନେଇ...

ଭାରତୀୟ ଷ୍ଟ୍ରେନ୍‌କୁ ‘ଡେଲ୍ଟା’ ନାମ ଦେଲା ଡବ୍ଲ୍ୟୁଏଚ୍‌ଓ…

ଜେନେଭା/ନୂଆଦିଲ୍ଲୀ,୧।୬: ଭାରତରେ ଦେଖାଦେଇଥିବା କରୋନା ମହାମାରୀ ଭୂତାଣୁର ଷ୍ଟ୍ରେନ୍‌କୁ ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ(ଡବ୍ଲ୍ୟୁଏଚ୍‌ଓ) ପକ୍ଷରୁ ଗ୍ରୀକ୍‌ ଅକ୍ଷର ଡେଲ୍ଟଶ ଭାବେ ନାମକରଣ କରାଯାଇଛି। ଅକ୍ଟୋବର ୨୦୨୦ରେ ମିଳିଥିବା କରୋନା ଭୂତାଣୁ ଭାରିଆଣ୍ଟ୍‌ ବି-୧-୬୧୭-୨କୁ ଡେଲ୍ଟା ନାମ ଦିଆଯାଇଥିବାବେଳେ ବି-୧-୬୧୭-୧ ଭାରିଆଣ୍ଟ୍‌କୁ...

ଦ୍ୱିତୀୟ ଲହର ଯୋଗୁ ଲୋକଙ୍କୁ ମିଳୁନି ଦୁଇମୁଠା ଖାଦ୍ୟ: ଏକ କୋଟିରୁ ଅଧିକ ବେରୋଜଗାର…

ନୂଆଦିଲ୍ଲୀ,୧।୬: କରୋନା ମହାମାରୀ ସଂକ୍ରମଣର ଦ୍ୱିତୀୟ ଲହର ଯୋଗୁ ଦେଶର ସାଧାରଣ ଲୋକଙ୍କ ଆର୍ଥିକ ସ୍ଥିତି ସଙ୍କଟ ଜନକ ସ୍ଥିତିରେ ପହଞ୍ଚିଛି। କରୋନା ମହାମାରୀ ଯୋଗୁ ଦେଶରେ ୯୭ ପ୍ରତିଶତ ଲୋକଙ୍କ ରୋଜଗାର ହ୍ରାସ ପାଇଛି। ଏନେଇ ପ୍ରକାଶିତ ଏକ...

ମେ’ ମାସ ସାଜିଲା ଘାତକ: ୯୯ ହଜାର ୬୮୦ କରୋନା ଆକ୍ରାନ୍ତଙ୍କ ଜୀବନ ନେଲା…

ନୂଆଦିଲ୍ଲୀ,୧।୬: ଦେଶରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ସ୍ଥିତି ସଙ୍କଟ ଜନକ ହେବାରେ ଲାଗିଛି। ମେ’ ମାସରେ କରୋନା ଘାତକ ସାଜିଛି। ଏହି ମାସରେ ଦେଶରେ ସର୍ବାଧିକ ୯୯ ହଜାର ୬୮୦ କରୋନା ଆକ୍ରାନ୍ତ ଜୀବନ ଯାଇଛି। ଏହା ପୂର୍ବରୁ...

ନୂଆ ଆକ୍ରାନ୍ତ-ମୃତକଙ୍କ ସଂଖ୍ୟା ପୁଣି କମିଲା…

ନୂଆଦିଲ୍ଲୀ,୧।୬: ଦେଶରେ କରୋନା ସଂକ୍ରମଣ ଯୋଗୁ ସ୍ଥିତି ସଙ୍କଟ ଜନକ ହେବାରେ ଲାଗିଛି। କରୋନାର ଦ୍ୱିତୀୟ ଲହର ଆତଙ୍କ ସୃଷ୍ଟି କରିଛି। ନୂଆ ଆକ୍ରାନ୍ତ ଏବଂ ମୃତକଙ୍କ ସଂଖ୍ୟା ଲଗାତାର ୫ ଦିନ ଧରି ୨ ଲକ୍ଷରୁ କମ୍‌ ରହିଛି।...

୯ ଜିଲାରେ ବଜ୍ରପାତ ଆଶଙ୍କା

ଭୁବନେଶ୍ବର,୩୧।୫: ଆଗାମୀ ୪ ଦିନ ରାଜ୍ୟରେ କାଳବୈଶାଖୀ ପ୍ରଭାବରେ ଘଡଘଡି ସହ ବର୍ଷା ହେବାର ସମ୍ଭାବନା ରହିଥିବା ସୋମବାର ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପ୍ରକାଶ କରାଯାଇଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ କୋରାପୁଟ, ନବରଙ୍ଗପୁର, ମାଲକାନଗିରି, ନୂଆପଡ଼ା,...

ଅବସର ନେଲେ ଆଲାପନ ବନ୍ଦୋପାଧ୍ୟାୟ: ମିଳିଲା ନୂଆ ଦାୟିତ୍ୱ

କୋଲକାତା,୩୧।୫: ୩ ମାସ ବର୍ଦ୍ଧିତ କାର୍ଯ୍ୟକାଳ ସତ୍ତ୍ୱେ ପଶ୍ଚିମବଙ୍ଗ ମୁଖ୍ୟ ଶାସନ ସଚିବ ଆଲାପନ ବନ୍ଦୋପାଧ୍ୟାୟ ସୋମବାର ଅବସର ନେଇଛନ୍ତି। ବର୍ତ୍ତମାନ ସେ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ମୁଖ୍ୟ ପରାମର୍ଶଦାତା ଭାବେ କାର୍ଯ୍ୟ କରିବେ। ସେ ଏହି ପଦବୀରେ ୩...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri