Tag Archives: Home Middle

ଚଳିତ ବର୍ଷ ଶେଷ ସୁଦ୍ଧା ସମସ୍ତ ୧୮ ବର୍ଷରୁ ଉର୍ଦ୍ଧ୍ୱ ବୟସ୍କଙ୍କୁ ଟିକା: ସୁପ୍ରିମ୍‌କୋର୍ଟଙ୍କୁ କହିଲେ କେନ୍ଦ୍ର ସରକାର …

ନୂଆଦିଲ୍ଲୀ,୩୧।୫: କରୋନା ସଂକ୍ରମଣକୁ ନେଇ ବିଭିନ୍ନ ମାମଲାର ବିଚାର ସୁପ୍ରିମ୍‌କୋର୍ଟରେ ଜାରି ରହିଛି। ଏକ ମାମଲାର ଶୁଣାଣି ସମୟରେ କେନ୍ଦ୍ର ସରକାର ପକ୍ଷରୁ ସୁପ୍ରିମ୍‌କୋର୍ଟଙ୍କ ସମ୍ମୁଖରେ କୁହାଯାଇଛି ଯେ, ଚଳିତ ୨୦୨୧ ବର୍ଷ ଶେଷ ସୁଦ୍ଧା ଦେଶର ସମସ୍ତ ୧୮...

ପଞ୍ଜାବ କଂଗ୍ରେସରେ ବିଦ୍ରୋହ: ୨୫ ବିଧାୟକ ଦିଲ୍ଲୀରେ…

ଚଣ୍ଡିଗଡ଼,୩୧।୫: ପଞ୍ଜାବରେ ମୁଖ୍ୟମନ୍ତ୍ରୀ କ୍ୟାପଟେନ୍‌ ଅମରିନ୍ଦର ସିଂ ସରକାରଙ୍କ ଉପରେ ଏବେ ବିପଦ ଘନେଇବାରେ ଲାଗିଛି। ରାଜ୍ୟ କଂଗ୍ରେସରେ ବିଦ୍ରୋହ ସୃଷ୍ଟି ହୋଇଛି। ମୁଖ୍ୟମନ୍ତ୍ରୀଙ୍କ ବିରୋଧରେ ହାଇକମାଣ୍ଡଙ୍କ ପାଖରେ ଅଭିଯୋଗ କରିବା ପାଇଁ ୨୫ ବିଧାୟକ ଦିଲ୍ଲୀରେ ପହଞ୍ଚିଛନ୍ତି। ରାଜ୍ୟରେ...

ମୁଖ୍ୟ ସଚିବଙ୍କୁ କାର୍ଯ୍ୟମୁକ୍ତ ନ କରିବାକୁ ମମତା ମୋଦିଙ୍କୁ ଲେଖିଲେ ଚିଠି…

କୋଲକାତା,୩୧।୫: ମୁଖ୍ୟ ସଚିବ ଅଲପନ ବନ୍ଦୋପାଧ୍ୟାୟଙ୍କୁ କାର୍ଯ୍ୟମୁକ୍ତ ନ କରିବାକୁ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଚିଠି ଲେଖିଛନ୍ତି। ରାଜ୍ୟ ସରକାର ସମ୍ପ୍ରତି ସଙ୍କଟ ଜନକ ସ୍ଥିତିରେ ରହିଛନ୍ତି। ତେଣୁ ଅଲପନଙ୍କୁ ଏବେ କାର୍ଯ୍ୟମୁକ୍ତ କରିବା ସମ୍ଭବ...

ଅଟକିବ ନାହିଁ ସେଣ୍ଟ୍ରାଲ ଭିଷ୍ଟା ପ୍ରୋଜେକ୍ଟ: ହାଇକୋର୍ଟ…

ନୂଆଦିଲ୍ଲୀ,୩୧।୫: ସେଣ୍ଟ୍ରାଲ ଭିଷ୍ଟା ପ୍ରୋଜେକ୍ଟ ଉପରେ ରୋକ ଲଗାଇବା ପାଇଁ ଦିଲ୍ଲୀ ହାଇକୋର୍ଟରେ କରାଯାଇଥିବା ଆବେଦନ ଖାଜର ହୋଇ ଯାଇଛି। ହାଇକୋର୍ଟ ସେଣ୍ଟ୍ରାଲ ଭିଷ୍ଟା ପ୍ରୋଜେକ୍ଟ ଅଟକିବ ନାହିଁ ବୋଲି କହିଛନ୍ତି। ଏହା ରାଷ୍ଟ୍ରୀୟ ମହତ୍ତ୍ୱ ରଖୁଥିବାରୁ ଏହାକୁ ରୋକା...

ମୃତଦେହ ରଖିବାକୁ ମର୍ଚୁରି ନାହିଁ

କାମାକ୍ଷାନଗର, ୩୧।୫(ଡି.ଏନ.ଏ.) ଢେଙ୍କାନାଳ ଜିଲା କାମାକ୍ଷାନଗର ଉପଖଣ୍ଡ ସ୍ବାସ୍ଥ୍ୟକେନ୍ଦ୍ରରେ ମର୍ଚୁରି ନାହିଁ। ଫଳରେ ଅକସ୍ମାତ ମୃତ୍ୟୁ ଘଟୁଥିବା ରୋଗୀ ଏବଂ ପରିଚୟ ନ ଥିବା ମୃତଦେହଗୁଡ଼ିକ ଘଣ୍ଟାଘଣ୍ଟା ଧରି ବାହାରେ ପଡ଼ିରହୁଛି। ଏହାକୁ ନେଇ ଅପ୍ରୀତିକର ପରିସ୍ଥିତି ସୃଷ୍ଟି ହେଉଥିବାବେଳେ ସ୍ବାସ୍ଥ୍ୟକେନ୍ଦ୍ରକୁ...

ତଳ ମୁହାଁ କରୋନା ଗ୍ରାଫ୍‌: କମିଲା ନୂଆ ଆକ୍ରାନ୍ତ-ମୃତକଙ୍କ ସଂଖ୍ୟା…

ନୂଆଦିଲ୍ଲୀ,୩୧।୫: ଦେଶରେ କରୋନା ସଂକ୍ରମଣ ଯୋଗୁ ସ୍ଥିତି ସଙ୍କଟ ଜନକ ହେବାରେ ଲାଗିଛି। କରୋନାର ଦ୍ୱିତୀୟ ଲହର ଆତଙ୍କ ସୃଷ୍ଟି କରିଛି। ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଲଗାତାର ୪ ଦିନ ଧରି ୨ ଲକ୍ଷରୁ କମ୍‌ ରହିଛି। ଗତ ୨୪...

ଚାଇନାରେ କରୋନା ଉତ୍ପତ୍ତି

ଲଣ୍ଡନ,୩୧ା୫: ଦ୍ୱିତୀୟ ବିଶ୍ୱଯୁଦ୍ଧ ପରେ ପୃଥିବୀ ପାଇଁ ସବୁଠୁ ଘାତକ ସାବ୍ୟସ୍ତ ହୋଇଥିବା କୋଭିଡ୍‌-୧୯ ଭୂତାଣୁର ଉତ୍ପତ୍ତିକୁ ନେଇ ଖୋଳତାଡ଼ ଜାରି ରହିଥିବାବେଳେ ବ୍ରିଟେନର ଗବେଷକମାନେ ଏହା ଉପରୁ ପରଦା ହଟାଇଛନ୍ତି। ନୋଭେଲ କରୋନା ଭାଇରସ୍‌ର କୌଣସି ପୂର୍ବଜ ନାହିଁ।...

ରାଜ୍ୟରେ ଆଜି ୮,୩୧୩ ସଂକ୍ରମିତ ଚିହ୍ନଟ:ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ୱର,୩୧।୫(ବ୍ୟୁରୋ): ରାଜ୍ୟରେ କରୋନା ମହାମାରୀ ସଂକ୍ରମଣ କିଛିଟା କମିବାରେ ଲାଗିଛି। ସୋମବାର ରାଜ୍ୟରେ ୮,୩୧୩ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହି ଆକ୍ରାନ୍ତଙ୍କ ମଧ୍ୟରୁ ୪୬୫୫ ଜଣ କ୍ୱାରାଣ୍ଟାଇନ୍‌ରେ ଥିଲେ। ବାକି ୩୬୫୮ ଟି ହେଉଛି ଲୋକାଲ କେସ। ଆଜି...

ଜୁନ୍‌ ୧୭ ପର୍ଯ୍ୟନ୍ତ ବଢିଲା ଲକ୍‌ଡାଉନ୍‌

ଭୁବନେଶ୍ୱର,୩୦।୫(ବ୍ୟୁରୋ): ରାଜ୍ୟରେ ପୁଣି ବଢିଲା ଲକ୍‌ଡାଉନ୍‌ ଅବଧି। ଜୁନ୍‌ ୧ରୁ ଜୁନ ୧୭ ପର୍ଯ୍ୟନ୍ତ ଅର୍ଥାତ୍‌ ୧୬ ଦିନ ସରକାର ଲକଡାଉନ ବଢାଇ ଦେଇଛନ୍ତି। ରବିବାର ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ଏହି ସୂଚନା ଦେଇଛନ୍ତି। ରାଜ୍ୟରେ...

ତାରକା ହୋଟେଲରେ ଭାକ୍ସିନେଶନ ପ୍ୟାକେଜ୍‌: ଦୃଢ଼ କାର୍ଯ୍ୟାନୁଷ୍ଠାନ ପାଇଁ କେନ୍ଦ୍ରର ନିର୍ଦ୍ଦେଶ…

ନୂଆଦିଲ୍ଲୀ,୩୦।୫: ଦେଶରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ଆତଙ୍କ ସୃଷ୍ଟି ହୋଇଛି। ସଂକ୍ରମଣରୁ ଦୂରେଇ ରହିବା ଲାଗି ସରକାରଙ୍କ ପକ୍ଷରୁ ସାର୍ବଜନୀକ ଟିକାକରଣ ଅଭିଯାନ ଜାରି ରହିଛି। ତେବେ କେତେକ ଘରୋଇ ହସ୍ପିଟାଲ ପକ୍ଷରୁ ନାମିଦାମୀ ତାରକା ହୋଟେଲରେ ଭାକ୍ସିନେଶନ...

ବିପଦ ଉପରେ ବିପଦ: ଭିଏତ୍‌ନାମ୍‌ରେ ନୂଆ ଭାରିଆଣ୍ଟ୍‌, ତୀବ୍ର ବେଗରେ ବାୟୁରେ ବ୍ୟାପିବ…

ହନୋଇ,୩୦।୫: କରୋନା ମହାମାରୀ ସଂକ୍ରମଣ ଥମିବାର ନାଁ ଧରୁନି। ଦ୍ୱିତୀୟ ଲହର ବିପଦ ପରେ ପୁଣି ବିପଦ ମାଡ଼ି ଆସୁଛି। କରୋନାର ନୂଆ ଭାରିଆଣ୍ଟ୍‌ ଏବେ ଆତଙ୍କ ସୃଷ୍ଟି କରୁଛି। ଭିଏତ୍‌ନାମ୍‌ରେ କରୋନାର ଏକ ନୂଆ ଭାରିଆଣ୍ଟ୍‌ ଚିହ୍ନଟ ହୋଇଛି।...

ଚାଇନାରୁ ଭୁବନେଶ୍ୱର ଆସିଲା ଅକ୍ସିଜେନ ସିଲିଣ୍ଡର, ଯାହାକି ଦେଶରେ ପ୍ରଥମ

ଭୁବନେଶ୍ୱର,୩୦ା୫(ବ୍ୟୁରୋ): ଚାଇନାରୁ ରବିବାର ଭୁବନେଶ୍ୱରରେ ଆସି ପହଞ୍ଚିଛି ଅକ୍ସିଜେନ ସିଲିଣ୍ଡର। ଏକ ସ୍ବତନ୍ତ୍ର ବିମାନ ଯୋଗେ ଏହି ଅକ୍ସିଜେନ ସିଲିଣ୍ଡର ସିଧାସଳଖ ଭୁବନେଶ୍ୱରରେ ଆସି ପହଞ୍ଚିଛି। ଯାହାକି ଦେଶରେ ପ୍ରଥମ। ଏନେଇ ଟୁଇଟ୍‌ କରି ସୂଚନା ଦେଇଛନ୍ତି, ପଶ୍ଚିମ ଓଡ଼ିଶା...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri