Tag Archives: Home Middle

ପାରାଦୀପ-ସାଗର ଦ୍ୱୀପ ମଧ୍ୟରେ ଲ୍ୟାଣ୍ଡଫଲ୍‌ କରିବ ‘ୟାସ୍‌’

ଭୁବନେଶ୍ୱର,୨୩।୫(ବ୍ୟୁରୋ): ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଅବପାତରେ ପରିଣତ ହୋଇଛି। ଏହା ସୋମବାର ସକାଳ ସୁଦ୍ଧା ବାତ୍ୟା ‘ୟାସ’ରେ ପରିଣତ ହେବ। ପ୍ରାରମ୍ଭିକ ଆକଳନ ଅନୁଯାୟୀ ସାମୁଦ୍ରିକ ଝଡ଼ ୨୬ ତାରିଖ ସନ୍ଧ୍ୟାରେ ପାରାଦୀପ ଏବଂ ସାଗର ଦ୍ୱୀପ...

ଘରେ ରହି ପରୀକ୍ଷା ଦେବେ ଦ୍ୱାଦଶ ଶ୍ରେଣୀ ଛାତ୍ରୀଛାତ୍ର: ଏହି ରାଜ୍ୟ ସରକାର ନେଲେ ନିଷ୍ପତ୍ତି…

ରାୟପୁର,୨୩।୫: କରୋନା ମହାମାରୀ ସଂକ୍ରମଣର ଦ୍ୱିତୀୟ ଲହର ତୀବ୍ରବେଗରେ ବ୍ୟାପିବାରେ ଲାଗିଛି। ସୁରକ୍ଷାକୁ ଦୃଷ୍ଟିରେ ରଖି ଦ୍ୱାଦଶ ଶ୍ରେଣୀ ପରୀକ୍ଷାକୁ କିଛି ଦିନ ପାଇଁ ଘୁଞ୍ଚାଇ ଦିଆଯାଇଥିଲା। ତେବେ ସଂକ୍ରମଣ ଥମିବାର ନାଁ ଧରୁ ନ ଥିବାରୁ ଛତିଶଗଡ଼ ସରକାରଙ୍କ...

ମେ’ ୩୧ ପର୍ଯ୍ୟନ୍ତ ବଢ଼ିଲା ଲକ୍‌ଡାଉନ୍‌, ଯୁଦ୍ଧ ଏବେ ବି ରହିଛି ବାକି, କହିଲେ ମୁଖ୍ୟମନ୍ତ୍ରୀ..

ନୂଆଦିଲ୍ଲୀ,୨୩।୫: ଦିଲ୍ଲୀରେ କରୋନା ମହାମାରୀ ସଂକ୍ରମଣର ଦ୍ୱିତୀୟ ଲହର ତୀବ୍ରବେଗରେ ବ୍ୟାପିବାରେ ଲାଗିଛି। ସୁରକ୍ଷାକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲଙ୍କ ପକ୍ଷରୁ ଲକ୍‌ଡାଉନ୍‌ ସମୟ ସୀମାକୁ ମେ’ ୩୧ ପର୍ଯ୍ୟନ୍ତ ବଢ଼ାଇ ଦିଆଯାଇଛି। ଦିଲ୍ଲୀରେ ଏପ୍ରିଲ୍‌ ୧୮ରୁ ଆରମ୍ଭ...

ନୂଆ ଭାରିଆଣ୍ଟ୍‌ ପାଇଁ ଭାକ୍ସିନ୍‌ର ୨ଟି ଡୋଜ୍‌ ଜରୁରୀ…

ନୂଆଦିଲ୍ଲୀ/ଲଣ୍ଡନ,୨୩।୫: ଦେଶରେ କରୋନା ମହାମାରୀ ସଂକ୍ରମଣର ଦ୍ୱିତୀୟ ଲହର ତୀବ୍ରବେଗରେ ବ୍ୟାପିବାରେ ଲାଗିଛି। ଦ୍ୱିତୀୟ ଲହରରେ ସୃଷ୍ଟି ହୋଇଥିବା ନୂଆ ଭାରିଆଣ୍ଟ୍‌ ବି-୧-୬୭୧-୨ ଅଧିକ ବେଗରେ ଲୋକଙ୍କୁ ଆକ୍ରାନ୍ତ କରୁଛି। ସଂକ୍ରମଣରୁ ଦୂରେଇ ରହିବା ପାଇଁ ଭାକ୍ସିନ୍‌ର ୨ଟି ଡୋଜ୍‌...

ନାଜାଲ ଭାକ୍ସିନ୍‌ ଭାରତରେ ଛୋଟ ପିଲାଙ୍କୁ କରୋନାରୁ ଦେବ ସୁରକ୍ଷା: ବିଶ୍ୱସ୍ବାସ୍ଥ୍ୟ ସଂଗଠନ…

ଜେନେଭା/ନୂଆଦିଲ୍ଲୀ,୨୩।୫: ଭାରତରେ କରୋନାର ଦ୍ୱିତୀୟ ଲହର ଯୋଗୁ ସଙ୍କଟ ସୃଷ୍ଟି ହୋଇଛି। ତେବେ ତୃତୀୟ ଲହର ଆଶଙ୍କାକୁ ନେଇ ଦେଶ ସତର୍କ ରହିବା ଆବଶ୍ୟକ ବୋଲି ବିଶ୍ୱସ୍ବାସ୍ଥ୍ୟ ସଂଗଠନର ମୁଖ୍ୟ ବୈଜ୍ଞାନିକ ସୌମ୍ୟା ସ୍ବାମୀନାଥନ୍‌ ସୂଚନା ଦେଇଛନ୍ତି। ତୃତୀୟ ଲହରରେ...

ସଂକ୍ରମଣରେ ଲାଗୁନି ବ୍ରେକ୍‌: ଆଜି ଚିହ୍ନଟ ହେଲେ ୧୨,୮୫୨ ଆକ୍ରାନ୍ତ; ଖୋର୍ଦ୍ଧା-କଟକରୁ ସର୍ବାଧିକ

ଭୁବନେଶ୍ୱର,୨୩।୫(ବ୍ୟୁରୋ): ଲକ୍‌ଡାଉନ୍‌ ସତ୍ତ୍ୱେ ବେଲଗାମ ସ୍ଥିତିରେ କରୋନା। ଦୈନିକ ସଂକ୍ରମଣ ୧୦ ହଜାରରୁ କମିବାର ନା ନେଉନାହିଁ। ତେବେ ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୨,୮୫୨ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେଥିରୁ ୭୧୯୫ କ୍ୱାରାଣ୍ଟାଇନ୍‌ରୁ ଥିବା ବେଳେ...

ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ତଳମୁହାଁ: ହେଲେ ବି ଲିଭୁନି ଜୁଇ…

ନୂଆଦିଲ୍ଲୀ,୨୩।୫: ଦେଶରେ କରୋନା ସଂକ୍ରମଣ ଯୋଗୁ ସ୍ଥିତି ସଙ୍କଟ ଜନକ ହେବାରେ ଲାଗିଛି। କରୋନାର ଦ୍ୱିତୀୟ ଲହର ଭୟଙ୍କର ବେଗରେ ବ୍ୟାପିବାରେ ଲାଗିଛି। ତେବେ ଲକ୍‌ଡାଉନ୍‌ ପ୍ରଭାବରୁ ଧୀରେଧୀରେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା କମୁଥିବାବେଳେ ମୃତକଙ୍କ ସଂଖ୍ୟା ପୂର୍ବପରି ରହିଛି।...

ବ୍ଲାକ୍‌ ଫଙ୍ଗସ୍‌ ଔଷଧ ଯୋଗାଅ

ନୂଆଦିଲ୍ଲୀ, ୨୩।୫(ପି.ଟି.): ବିଭିନ୍ନ ରାଜ୍ୟରେ କରୋନାରୁ ଆରୋଗ୍ୟ ହୋଇଥିବା ଅନେକଙ୍କଠାରେ ବ୍ଲାକ୍‌ ଫଙ୍ଗସ୍‌ ସଂକ୍ରମଣ ଚିନ୍ତାର କାରଣ ପାଲଟିଛି। ଏହି ରୋଗର ଚିକିତ୍ସା ପାଇଁ ଆବଶ୍ୟକ ଔଷଧ ନ ମିଳିବା ସ୍ଥିତିକୁ ଆହୁରି ସଙ୍ଗିନ କରିଛି। ତେଣୁ ବ୍ଲାକ୍‌ ଫଙ୍ଗସ୍‌...

୬ ରାଜ୍ୟରେ ମୃତ୍ୟୁ ସଂଖ୍ୟା ଅଧିକ

ନୂଆଦିଲ୍ଲୀ, ୨୩।୫(ପି.ଟି.): ଭାରତରେ ଦୈନିକ ସଂକ୍ରମଣ କ୍ରମାଗତ ୬ ଦିନ ହେଲା ୩ ଲକ୍ଷ ତଳେ ରହିଛି। ଶନିବାର ସକାଳ ୮ଟା ସୁଦ୍ଧା ଗତ ୨୪ ଘଣ୍ଟା ମଧ୍ୟରେ ୨.୫୭ ଲକ୍ଷ କରୋନା ଆକ୍ରାନ୍ତ ହୋଇଥିବାବେଳ ୪,୧୯୪ ଜଣଙ୍କର ମୃତ୍ୟୁ...

ଲକ୍‌ଡାଉନ୍‌ରେ ପୋଲିସ ହିଂସ୍ର

ଉନ୍ନାଓ, ୨୩।୫: ଲକ୍‌ଡାଉନ୍‌ ସମୟରେ ଜୀବନ ଜୀବିକା ବିପଦରେ ପଡ଼ିଥିବାବେଳେ ପୋଲିସ ବର୍ବରତା ସୀମା ଟପୁଛି। ଭାଜପା ଶାସିତ ଉତ୍ତରପ୍ରଦେଶର ଉନ୍ନାଓରେ ଜଣେ ୧୮ ବର୍ଷୀୟ ପରିବା ବିକାଳିଙ୍କୁ ପୋଲିସ ପିଟି ହତ୍ୟା କରିଛି। ପୋଲିସ ତା’ର ବ୍ରିଟିଶ୍‌ ଅମଳର...

ପ୍ରତିଟି ଜୀବନ ଆମ ପାଇଁ ମୂଲ୍ୟବାନ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୨ା୫(ବ୍ୟୁରୋ): ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହୋଇଛି। ରବିବାର ସକାଳ ସୁଦ୍ଧା ଏହା ଅବପାତ(ଡିପ୍ରେସନ)ରେ ପରିଣତ ହେବ। ୨୪ ତାରିଖରେ ଲଘୁଚାପ ସାମୁଦ୍ରିକ ଝଡ଼ରେ ପରିଣତ ହେବ। ଏହା ଉତ୍ତର-ଉତ୍ତର-ପଶ୍ଚିମ ଦିଗ ଦେଇ ଗତିକରି ଆହୁରି ବଳ ଗୋଟାଇ...

ଏଣିକି ଓ୍ବେବ୍‌ସାଇଟ୍‌ରୁ ପାଇପାରିବେ ନିଜର କରୋନା ଟେଷ୍ଟ ରିପୋର୍ଟ: ନୂତନ ବ୍ୟବସ୍ଥା ବିଷୟରେ ଜାଣନ୍ତୁ

ଭୁବନେଶ୍ୱର,୨୨।୫(ବ୍ୟୁରୋ): କରୋନା ପରୀକ୍ଷା ସମ୍ପର୍କିତ ରିପୋର୍ଟ ଏବେ ଘରେ ବସି ପାଇହେବ। କାରଣ ଏଣିକି ଓ୍ବେବ୍‌ସାଇଟ୍‌ରେ ଟେଷ୍ଟ ରିପୋର୍ଟ ମିଳିବା ନେଇ ଶନିବାର ସୂଚନା ପ୍ରଯୁକ୍ତି ସଚିବ ମନୋଜ ମିଶ୍ର ସୂଚନା ଦେଇଛନ୍ତି। ନୂତନ ବ୍ୟବସ୍ଥା ଅନୁଯାୟୀ ରାଜ୍ୟ କୋଭିଡ୍‌...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri