Tag Archives: Home Middle

ଭାରତ ଆରମ୍ଭ କରିବ ଅନ୍ତର୍ଜାତୀୟ ଟିଭି ଚ୍ୟାନେଲ୍‌ …

ନୂଆଦିଲ୍ଲୀ,୨୦।୫: ଭାରତ ସରକାର ବିବିସି ଭଳି ଅନ୍ତର୍ଜାତୀୟ ଟିଭି ଚ୍ୟାନେଲ ଆରମ୍ଭ କରିବାକୁ ଯାଉଛନ୍ତି। ଗତ ସପ୍ତାହରେ ପ୍ରସାର ଭାରତୀ ପକ୍ଷରୁ ଏନେଇ ଟେଣ୍ଡର ଜାରି କରାଯାଇଛି। ଜମ୍ମୁ-କଶ୍ମୀରରେ ଅନୁଚ୍ଛେଦ ୩୭୦ ଉଚ୍ଛେଦ ଏବଂ ସିଏଏ-ଏନ୍‌ଆର୍‌ସି ଭଳି ଆଭ୍ୟନ୍ତରୀଣ ପ୍ରସଙ୍ଗରେ...

ପୁଣି ପୃଥିବୀ ଉପରେ ମାଡ଼ି ଆସିଲା ବିପଦ: ପାଣିରେ ବହୁ ଉପକୂଳ ସହର ବୁଡ଼ିଯିବା ଆଶଙ୍କା !…

ଲଣ୍ଡନ/ନୂଆଦିଲ୍ଲୀ,୨୦।୫: ପୃଥିବୀରେ କରୋନା ସଂକ୍ରମଣ ଯୋଗୁ ସ୍ଥିତି ସଙ୍କଟ ଜନକ ହେବାରେ ଲାଗିଛି। ଏପରିସ୍ଥଳେ ପୃଥିବୀ ଉପରେ ପୁଣି ନୂଆ ବିପଦ ମାଡ଼ି ଆସୁଛି। ଆଣ୍ଟାର୍କଟିକାରେ ଏକ ବିରାଟକାୟ ହିମଖଣ୍ଡ ଭାଙ୍ଗିଯାଇଛି। ଏହାର ଲମ୍ବ ୧୭୫ କିଲୋମିଟର ହୋଇଥିବାବେଳେ ପ୍ରସ୍ଥ...

ଭାକ୍ସିନ୍‌ ବିକି ୯ ଜଣ ପାଲଟିଛନ୍ତି କୋଟିପତି: ମୋଡେର୍ନା ସିଇଓ ଶୀର୍ଷରେ..

ଓ୍ବାଶିଂଟନ/ନୂଆଦିଲ୍ଲୀ,୨୦।୫: ପୃଥିବୀରେ କରୋନା ସଂକ୍ରମଣ ଯୋଗୁ ସ୍ଥିତି ସଙ୍କଟ ଜନକ ହେବାରେ ଲାଗିଛି। ଏପରିସ୍ଥଳେ କରୋନା ସଂକ୍ରମଣ ରୋକିବା ପାଇଁ ଉପଯୋଗୀ ସାବ୍ୟସ୍ତ ହେଉଥିବା ସାନିଟାଇଜର, ମାସ୍କ୍‌, ହ୍ୟାଣ୍ଡ୍‌ଓ୍ବାଶ୍‌ ଆଦିର ଚାହିଦା ବଢ଼ିଛି। ଏସବୁ ପ୍ରସ୍ତୁତ କରି ବହୁ ଲୋକଙ୍କ...

ସମ୍ଭାବ୍ୟ ବାତ୍ୟା ନେଇ ଉଚ୍ଚସ୍ତରୀୟ ବୈଠକ: ମ୍ୟାନ ପାଓ୍ବାର, ମେସିନାରୀ ପ୍ରସ୍ତୁତ ରଖିବାକୁ ନିର୍ଦ୍ଦେଶ

ଭୁବନେଶ୍ୱର,୨୦।୫(ବ୍ୟୁରୋ): ଓଡିଶାରେ ସମ୍ଭାବ୍ୟ ବାତ୍ୟା ମୁକାବିଲା ନେଇ ଗୁରୁବାର ଏକ ଉଚ୍ଚସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଥିଲା। ଭିଡିଓ କନ୍‌ଫରେନ୍ସିଂ ଜରିଆରେ ସମ୍ଭାବ୍ୟ ବାତ୍ୟା ନେଇ ଆଇଏମ୍‌ଡିଙ୍କ ସହ ମୁଖ୍ୟ ଶାସନ ସଚିବ(ଏସ୍‌ଆରସି) ଆଲୋଚନା କରିଛନ୍ତି। ଏହି ବୈଠକରେ ବିଭିନ୍ନ ବିଭାଗର...

ଏବେ ଘରେ କରିହେବ କରୋନା ଟେଷ୍ଟ୍‌: ରାପିଡ୍‌ ଆଣ୍ଟିଜେନ୍‌ କିଟ୍‌ର ବିକ୍ରିକୁ ମଞ୍ଜୁରୀ…

ନୂଆଦିଲ୍ଲୀ,୨୦।୫: ଦେଶରେ କରୋନା ସଂକ୍ରମଣ ଯୋଗୁ ସ୍ଥିତି ସଙ୍କଟ ଜନକ ହେବାରେ ଲାଗିଛି। ଏପରିସ୍ଥଳେ କରୋନା ସଂକ୍ରମଣ ରୋକିବା ପାଇଁ ଲୋକେ ଯେପରି ଘରେ ଟେଷ୍ଟ୍‌ କରିପାରିବେ ତାହା ଉପରେ ଗୁରୁତ୍ୱାରୋପ କରାଯାଉଛି। ଲୋକଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖି କରୋନା...

ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ପୁଣି ବଢ଼ିଲା: ୨୪ ଘଣ୍ଟାରେ ୩,୮୭୪ ମୃତ…

ନୂଆଦିଲ୍ଲୀ,୨୦।୫: ଦେଶରେ କରୋନା ସଂକ୍ରମଣ ଯୋଗୁ ସ୍ଥିତି ସଙ୍କଟ ଜନକ ହେବାରେ ଲାଗିଛି। କରୋନାର ଦ୍ୱିତୀୟ ଲହର ଭୟଙ୍କର ବେଗରେ ବ୍ୟାପିବାରେ ଲାଗିଛି। ତେବେ ଲକ୍‌ଡାଉନ୍‌ ପ୍ରଭାବରୁ ଧୀରେଧୀରେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା କମୁଥିବାବେଳେ ମୃତକଙ୍କ ସଂଖ୍ୟା ପୂର୍ବପରି ରହିଛି।...

ରେକର୍ଡ ଭାଙ୍ଗୁଛି ଦୈନିକ ସଂକ୍ରମଣ: ରାଜ୍ୟରେ ପୁଣି ୧୧,୪୯୮ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୨୦।୫(ବ୍ୟୁରୋ): ରାଜ୍ୟରେ ବୋଲ ମାନୁନି କରୋନା। ଗତ କିଛି ଦିନ ହେଲା ଦୈନିକ ସଂକ୍ରମଣ ରେକର୍ଡ ଭାଙ୍ଗୁଥିବା ବେଳେ ୧୧ହଜାର ଉପରେ ରହୁଛି ଆକ୍ରାନ୍ତଙ୍କ ସଂଖ୍ୟା। ରାଜ୍ୟରେ ଲକ୍‌ଡାଉନ କଟକଣା ସତ୍ତ୍ୱେ ଗତ ୨୪ ଘଣ୍ଟାରେ ୧୧,୪୯୮ ନୂଆ କରୋନା...

ଭୟଙ୍କର ହୋଇପାରେ ‘ୟାସ୍‌’: ୨୫ରୁ ଉପକୂଳ ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର,୨୦।୫(ବ୍ୟୁରୋ): ଉତ୍ତର ଆଣ୍ଡାମାନ ଏବଂ ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହେବାକୁ ଥିବା ବାତ୍ୟା ‘ୟାସ୍‌’ ଭୟଙ୍କର ହୋଇପାରେ। ଏହା ଓଡ଼ିଶା କିମ୍ବା ପଶ୍ଚିମବଙ୍ଗ ଉପକୂଳରେ ତାଣ୍ଡବ ରଚାଇବା ଆଶଙ୍କା କରାଯାଉଛି। ଯଦିଓ ବାତ୍ୟାର ଚିତ୍ର ଏ ପର୍ଯ୍ୟନ୍ତ ସ୍ପଷ୍ଟ ହୋଇନାହିଁ...

ଭୟଙ୍କର ରୂପ ନେଇପାରେ ବାତ୍ୟା ‘ୟାସ’

ଭୁବନେଶ୍ୱର,୧୯ା୫(ବ୍ୟୁରୋ): ଉତ୍ତର ଆଣ୍ଡାମାନ ଏବଂ ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହେବାକୁ ଥିବା ବାତ୍ୟା ‘ୟାସ’ ଭୟଙ୍କର ହେବ। ଏହା ଓଡ଼ିଶା କିମ୍ବା ପଶ୍ଚିମବଙ୍ଗ ଉପକୂଳରେ ତାଣ୍ଡବ ରଚିପାରେ। ଯଦିଓ ବାତ୍ୟାର ଚିତ୍ର ଏ ପର୍ଯ୍ୟନ୍ତ ସ୍ପଷ୍ଟ ହୋଇ ନାହିଁ, କିଛି...

ଟୋଲ୍‌ ଟ୍ୟାକ୍ସ ଛାଡ଼ କଲେ ରାଜ୍ୟ ସରକାର

ଭୁବନେଶ୍ୱର,୧୯।୫(ବ୍ୟୁରୋ): କରୋନା ମହାମାରୀ ସମୟରେ ରାଜ୍ୟ ସରକାର ଟୋଲ୍‌ ଟ୍ୟାକ୍ସ ଛାଡ଼ କରିଛନ୍ତି। ସଂକ୍ରମଣର ଭୟାବହତାକୁ ଦୃଷ୍ଟିରେ ରଖି ଏଭଳି ନିଷ୍ପତ୍ତି ନେଇଛନ୍ତି ସରକାର। ଏଣିକି ମେଡିକାଲ ଅକ୍ସିଜେନ ଟ୍ୟାଙ୍କର, ସିଲିଣ୍ଡର ପରିବହନ ଗାଡ଼ିଗୁଡ଼ିକୁ ରାଜ୍ୟରେ ଥିବା କୌଣସି ଟୋଲ୍‌...

ତୃତୀୟ ଲହର କବଳରୁ ଶିଶୁଙ୍କୁ ସୁରକ୍ଷିତ ରଖିବା ଲାଗି ଗଠନ ହେବ ସ୍ବତନ୍ତ୍ର ଟାସ୍କ୍‌ ଫୋର୍ସ..

ନୂଆଦିଲ୍ଲୀ,୧୯।୫: ଦେଶରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ଆତଙ୍କ ସୃଷ୍ଟି ହୋଇଛି। ରାଜଧାନୀ ଦିଲ୍ଲୀରେ କରୋନା ତାଣ୍ଡବ ରଚିଛି। ସମ୍ଭାବ୍ୟ ତୃତୀୟ ଲହରକୁ ଦୃଷ୍ଟିରେ ରଖି ଦିଲ୍ଲୀର ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲଙ୍କ ସରକାର ଯୋଜନା ପ୍ରସ୍ତୁତ କରିଛନ୍ତି। ତୃତୀୟ ଲହରରେ...

ଭାକ୍ସିନ୍‌ ଅଭାବ ପୂରଣ ପାଇଁ ଗଡ଼କରୀଙ୍କ ନୂଆ ପରାମର୍ଶ: ୧୫-୨୦ ଦିନରେ ହେବ ସମସ୍ୟାର ସମାଧାନ…

ନୂଆଦିଲ୍ଲୀ,୧୯।୫: ଦେଶରେ କରୋନା ମହାମାରୀ ସଂକ୍ରମଣ ତାଣ୍ଡବ ରଚିଛି। ଏପରିସ୍ଥଳେ ଭାକ୍ସିନ୍‌ ଏବଂ କରୋନା ଔଷଧର ଅଭାବ ଯୋଗୁ ସଙ୍କଟ ସୃଷ୍ଟି ହୋଇଛି। ତେବେ ଏହି ସମସ୍ୟାର ସମାଧାନ ପାଇଁ କେନ୍ଦ୍ରୀୟ ସଡ଼କ ପରିବହନ ମନ୍ତ୍ରୀ ନୀତିନ ଗଡ଼କରି ପରାମର୍ଶ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri