Tag Archives: Home Middle

୩୦୦ରୁ ଅଧିକ ଗଣମାଧ୍ୟମ ପ୍ରତିନିଧିଙ୍କ ଜୀବନ ନେଲାଣି କରୋନା…

ନୂଆଦିଲ୍ଲୀ,୧୮।୫: ଦେଶରେ କରୋନା ମହାମାରୀ ସଂକ୍ରମଣ ଥମିବାର ନା ଧରୁନି। କରୋନା ଯୋଦ୍ଧା ପାଲଟିଥିବା ଗଣମାଧ୍ୟମ ପ୍ରତିନିଧିଙ୍କ ମଧ୍ୟରୁ ଇତିମଧ୍ୟରେ ୩୦୦ ଜଣଙ୍କ ଜୀବନ କରୋନା ନେଇ ସାରିଲାଣି। ପ୍ରଥମ ଲହର ତୁଳନାରେ ଦ୍ୱିତୀୟ ଲହରରେ ଅଧିକ ଗଣମାଧ୍ୟମ ପ୍ରତିନିଧି...

କରୋନାକୁ ହରାଇବା ଯୋଜନା: ପ୍ରତିଦିନ ହେବ ୪୫ ଲକ୍ଷ ଟେଷ୍ଟ୍‌…

ନୂଆଦିଲ୍ଲୀ,୧୮।୫: ଦେଶରେ କରୋନା ମହାମାରୀକୁ ହରାଇବା ଲାଗି କେନ୍ଦ୍ର ସରକାରଙ୍କ ପକ୍ଷରୁ ନମୁନା ଟେଷ୍ଟ୍‌ ଉପରେ ଗୁରୁତ୍ୱାରୋପ କରାଯାଇଛି। ଦ୍ୱିତୀୟ ଲହର ପରେ ତୃତୀୟ ଲହର ଆସିବାର ଆଶଙ୍କା ନେଇ ବିଶେଷଜ୍ଞ କମିଟିର ଚେତାବନୀ ପରେ ସରକାର କରୋନା ସଂକ୍ରମଣ...

ତୃତୀୟ ଲହର ପୂର୍ବରୁ ଶିଶୁଙ୍କ ମଧ୍ୟରେ ବଢୁଛି କରୋନା ସଂକ୍ରମଣ: ୧୫ ଦିନରେ ୧୯ ହଜାରରୁ ଅଧିକ ଆକ୍ରାନ୍ତ…

ନୂଆଦିଲ୍ଲୀ,୧୮।୫: ଦେଶରେ କରୋନା ମହାମାରୀ ଯୋଗୁ ସଙ୍କଟ ସୃଷ୍ଟି ହୋଇଛି। ତୃତୀୟ ଲହରରେ ଶିଶୁମାନେ ଆକ୍ରାନ୍ତ ହେବାର ଆଶଙ୍କା ରହିଥିବା ନେଇ ବିଶେଷଜ୍ଞମାନେ ଚେତାବନୀ ଦେଇଥିଲେ। ଏବେ ଦେଶରେ କରୋନାର ଦ୍ୱିତୀୟ ଲହର ଜାରି ରହିଛି। ତେବେ ତୃତୀୟ ଲହର...

ରାଜ୍ୟରେ ବଢ଼ିଲା ଲକ୍‌ଡାଉନ୍‌: ଜାଣନ୍ତୁ କମିଲା କ’ଣ

ଭୁବନେଶ୍ୱର,୧୮।୫(ବ୍ୟୁରୋ): ରାଜ୍ୟରେ ଲକ୍‌ଡାଉନ୍‌ ଅବଧି ବଢ଼ିଛି। ଜୁନ ୧ ପର୍ଯ୍ୟନ୍ତ ସରକାର ଲକ୍‌ଡାଉନ ବଢ଼ାଇ ଦେଇଛନ୍ତି। ମଙ୍ଗଳବାର ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ଏହି ସୂଚନା ଦେଇଛନ୍ତି। ଦୈନିକ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବିଢ଼ି ଚାଲିଥିବାରୁ ମେ’...

ଜିଲାପାଳମାନେ କରୋନା ଲଢ଼େଇର ଫିଲ୍ଡ୍‌ କମାଣ୍ଡର: ମୋଦି…

ନୂଆଦିଲ୍ଲୀ,୧୮।୫: ଦେଶରେ କରୋନା ମହାମାରୀ ସଂକ୍ରମଣ ଅସମ୍ଭାଳ ହେବାରେ ଲାଗିଛି। ଏପରିସ୍ଥଳେ ସୁରକ୍ଷା ବ୍ୟବସ୍ଥା ସମୀକ୍ଷା କରିବା ଲାଗି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୯ ରାଜ୍ୟର ୪୬ ଜିଲାପାଳ ଏବଂ ଚଣ୍ଡିଗଡ଼ ପ୍ରଶାସନଙ୍କ ସହିତ ଭିଡ଼ିଓ କନଫରେନ୍ସିଂ କରିଛନ୍ତି। ଜିଲାପାଳମାନେ...

କରୋନା ଚିକିତ୍ସାରୁ ହଟିଲା ପ୍ଲାଜ୍‌ମା ଥେରାପି…

ନୂଆଦିଲ୍ଲୀ,୧୮।୫: ଦେଶରେ କରୋନା ଚିକିତ୍ସା ମାର୍ଗଦର୍ଶିକାରୁ କନଭାଲସେଣ୍ଟ୍‌ ପ୍ଲାଜ୍‌ମା ଥେରାପିକୁ ହଟାଇ ଦିଆଯାଇଛି। ଆଇସିଏମ୍‌ଆର ପକ୍ଷରୁ ଏହି ନିଷ୍ପତ୍ତିି ଗ୍ରହଣ କରାଯାଇଛି। ଏଥିରୁ ସୁଫଳ ମିଳୁ ନ ଥିବାରୁ ଏଭଳି ପଦକ୍ଷେପ ନିଆଯାଇଛି। ଗତବର୍ଷ ୪୦୦ଜଣଙ୍କ ଠାରେ ଆଇସିଏମ୍‌ଆର୍‌ ପକ୍ଷରୁ...

ଟିକା ନେବା ପରେ ଏଭଳି ଲକ୍ଷଣ ବିପଦର ସଙ୍କେତ: ସତର୍କ ସୂଚନା ଜାରି…

ନୂଆଦିଲ୍ଲୀ,୧୮।୫: ଦେଶରେ କରୋନା ମହାମାରୀ ସଂକ୍ରମଣ ଥମିବାର ନା ଧରୁନି। ସରକାରଙ୍କ ପକ୍ଷରୁ ସାର୍ବଜନୀକ ଟିକାକରଣ ଅଭିଯାନ ଜାରି ରହିଛି। ତେବେ ବିଟ୍ରେନରେ ଆଷ୍ଟ୍ରାଜେନିକା-ଅକ୍ସଫୋର୍ଡ ଟିକା ଭଳି ଭାରତରେ ଦିଆ ଯାଉଥିବା କୋଭିଶିଲ୍ଡ ଟିକାରେ ମଧ୍ୟ ସମାନ ପ୍ରକାର ରକ୍ତ...

ଆକ୍ରାନ୍ତଙ୍କ ସଂଖ୍ୟା କମୁଛି, ମୃତ୍ୟୁ ସଂଖ୍ୟା ବଢୁଛି…

ନୂଆଦିଲ୍ଲୀ,୧୮।୫: ଦେଶରେ କରୋନା ସଂକ୍ରମଣ ଯୋଗୁ ସ୍ଥିତି ସଙ୍କଟ ଜନକ ହେବାରେ ଲାଗିଛି। କରୋନାର ଦ୍ୱିତୀୟ ଲହର ଭୟଙ୍କର ବେଗରେ ବ୍ୟାପିବାରେ ଲାଗିଛି। ତେବେ ଲକ୍‌ଡାଉନ୍‌ ପ୍ରଭାବରୁ ଧୀରେଧୀରେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା କମୁଥିବାବେଳେ ମୃତକଙ୍କ ସଂଖ୍ୟା ପୂର୍ବପରି ବଢ଼ିବାରେ...

ଶିବସୁନ୍ଦରଙ୍କୁ ଜାତୀୟ ଦଳର ଦାୟିତ୍ୱ

ଭୁବନେଶ୍ୱର, ୧୭।୫(କ୍ରୀଡ଼ା ପ୍ରତିନିଧି) – ଓଡ଼ିଶା କ୍ରିକେଟ ପାଇଁ ସୋମବାର ଆସିଛି ଏକ ଖୁସି ଖବର। ରାଜ୍ୟର ଅନ୍ତର୍ଜାତୀୟ ଖ୍ୟାତିସମ୍ପନ୍ନ କ୍ରିକେଟର ଶିବସୁନ୍ଦର ଦାସଙ୍କୁ ଭାରତୀୟ ମହିଳା କ୍ରିକେଟ ଦଳର ବ୍ୟାଟିଂ କୋଚ୍‌ ନିଯୁକ୍ତ କରାଯାଇଛି। ଟିମ୍‌ ଇଣ୍ଡିଆର ପୂର୍ବତନ...

କରୋନାରେ ମୃତକଙ୍କ ପରିବାରକୁ ମିଳିବ ପେନ୍‌ସନ

ଭୁବନେଶ୍ବର,୧୭।୫: ରାଜ୍ୟର କରୋନାର ମୁକାବିଲା ନେଇ ସୋମବାର ସର୍ବଦଳୀୟ ବୈଠକ ବସିଥିଲା। ବୈଠକର ନିଷ୍ପତ୍ତି କ୍ରମେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟବାସୀଙ୍କ ପାଇଁ କିଛି ବଡ ଘୋଷଣା କରିଛନ୍ତି। ଆସନ୍ତା ୨୪ ତାରିଖଠାରୁ ଏଏନ୍‌ଏମ୍‌ ଓ ଆଶାକର୍ମୀମାନେ ଗାଁରେ ଘରକୁ...

ଆମ୍ବୁଲାନ୍ସ ଦର ନିର୍ଦ୍ଧାରଣ କଲେ ସରକାର

ଭୁବନେଶ୍ୱର,୧୭।୫(ବ୍ୟୁରୋ): କରୋନା ମହାମାରୀ ସମୟରେ ଆମ୍ବୁଲାନ୍ସଗୁଡ଼ିକ ଲୋକଙ୍କ ଠାରୁ ମନଇଚ୍ଛା ଭଡ଼ା ନେଉଥିବା ବେଳେ ଶେଷରେ ସରକାରଙ୍କୁ ଏଥିରେ ହସ୍ତକ୍ଷେପ କରିବାକୁ ପଡ଼ିଛି। ଉଭୟ ଘରୋଇ ହସ୍ପିଟାଲ ଓ ଘରୋଇ ଆମ୍ବୁଲାନ୍ସ ଗୁଡ଼ିକ ପାଇଁ ଦର ନିର୍ଦ୍ଧାରଣ କରିଛନ୍ତି ସରକାର।...

କରୋନା ବିରୋଧରେ ୬ରୁ ୧୮ ମାସର ଲଢ଼େଇ ଭାରତରେ ଆବଶ୍ୟକ: ବୈଜ୍ଞାନିକଙ୍କ ଚେତାବନୀ…

ଜେନେଭା/ନୂଆଦିଲ୍ଲୀ,୧୭।୫: ଭାରତରେ କରୋନା ମହାମାରୀ ସଂକ୍ରମଣର ଦ୍ୱିତୀୟ ଲହର ଯୋଗୁ ସଙ୍କଟ ସୃଷ୍ଟି ହୋଇଛି। ତେବେ ଯୋଜନାବଦ୍ଧ ଭାବେ ୬ରୁ ୧୮ ମାସର ଲଢ଼େଇ ଭାରତରେ ଆବଶ୍ୟକ ବୋଲି ବିଶ୍ୱ ସ୍ବାସ୍ଥ୍ୟ ସଂଗଠନର ମୁଖ୍ୟ ବୈଜ୍ଞାନିକ ଡ. ସୌମ୍ୟା ସ୍ବାମୀନାଥନ୍‌...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri