Tag Archives: Home Middle

କରୋନାର ଦ୍ୱିତୀୟ ଲହର ନେଲାଣି ୨୪୪ ଡାକ୍ତରଙ୍କ ଜୀବନ…

ନୂଆଦିଲ୍ଲୀ,୧୭।୫: କରୋନା ମହାମାରୀ ସଂକ୍ରମଣର ଦ୍ୱିତୀୟ ଲହର ଯୋଗୁ ଦେଶରେ ସଙ୍କଟ ସୃଷ୍ଟି ହୋଇଛି। ଇଣ୍ଡିଆନ୍‌ ମେଡ଼ିକାଲ ଆସୋସିଏଶନ ଅନୁସାରେ ଦ୍ୱିତୀୟ ଲହରରେ ବର୍ତ୍ତମାନ ସୁଦ୍ଧା ୨୪୪ ଜଣ ଡାକ୍ତରଙ୍କ ଜୀବନ ଯାଇଛି। ସେଥିମଧ୍ୟରେ ୨୮ ଜଣ ମହିଳା ଡାକ୍ତର...

ମିଳିତ ସୁରକ୍ଷାକର୍ମୀଙ୍କୁ ବଡ଼ ସଫଳତା: ୨ ଆତଙ୍କବାଦୀଙ୍କ ମୁଣ୍ଡ ଗଡ଼ିଲା…

ଶ୍ରୀନଗର,୧୭।୫: ଜମ୍ମୁ-କଶ୍ମୀରରେ ଆତଙ୍କବାଦୀ ବିରୋଧରେ ହୋଇଥିବା ଅପରେଶନ୍‌ରେ ମିଳିତ ସୁରକ୍ଷାକର୍ମୀଙ୍କୁ ବଡ଼ ସଫଳତା ମିଳିଛି। ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରରେ ସୋମବାର ୨ ଜଣ ଆତଙ୍କବାଦୀଙ୍କ ମୁଣ୍ଡ ଗଡ଼ିଛି। ଶ୍ରୀନଗରର ଖୋନମୋହ ଅଞ୍ଚଳରେ କିଛି ଅଲ୍‌-ବଦର ଆତଙ୍କବାଦୀ ଲୁଚିଥିବା ଖବର ପାଇ ମିଳିତ...

ଖୁସି ଖବର: ଏବେ ଦେଶରେ ବ୍ୟବହାର ହେବ କରୋନା ଔଷଧ ୨-ଡିଜି…

ନୂଆଦିଲ୍ଲୀ,୧୭।୫: ଏଣିକି ଦେଶରେ ନୂଆ କରୋନା ଔଷଧ ବ୍ୟବହାର କରାଯିବ। କରୋନା ଔଷଧ ୨-ଡିଓକ୍ସି-ଡି-ଗ୍ଲୁକୋଜ୍‌(୨-ଡିଜି) ଲୋକାର୍ପଣ ସୋମବାର କରାଯାଇଛି। ଡିଆର୍‌ଡିଓ ପକ୍ଷରୁ ବିକଶିତ କରାଯାଇଥିବା ଏହି ନୂଆ ଔଷଧକୁ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ଏବଂ ସ୍ବାସ୍ଥ୍ୟମନ୍ତ୍ରୀ ଡ. ହର୍ଷ...

ସିବିଆଇ କାର୍ଯ୍ୟାଳୟରେ ମମତା: କହିଲେ,ମତେ ବି ଗିରଫ କର…

କୋଲକାତା,୧୭।୫: ନାରଦା ଦୁର୍ନୀତି ନେଇ ପଶ୍ଚିମବଙ୍ଗରେ ସିବିଆଇ ପକ୍ଷରୁ ଚଢ଼ାଉ ଜାରି ରହିଛି। ତୃଣମୂଳ କଂଗ୍ରେସ(ଟିଏମ୍‌ସି)ର ମନ୍ତ୍ରୀଙ୍କ ସମେତ ୩ ନେତାଙ୍କ ଘରେ ସିବିଆଇ ଚଢ଼ାଉ କରାଯାଇଛି। ମନ୍ତ୍ରୀ ଫିରହାଦ୍‌ ହକିମ୍‌, କ୍ୟାବିନେଟ୍‌ ମନ୍ତ୍ରୀ ସୁବ୍ରତ ମୁଖାର୍ଜୀ, ଟିଏମ୍‌ସି ବିଧାୟକ...

ବାତ୍ୟା ପୂର୍ବରୁ ଥରିଲା ଗୁଜରାଟ…

ଅହମଦାବାଦ,୧୭।୫: ବାତ୍ୟା ତାଉକ୍‌ତାଏ ଗୁଜରାଟରେ ମାଡ଼ ହେବା ପୂର୍ବରୁ ରାଜ୍ୟରେ ଭୂକମ୍ପ ହୋଇଛି। ସୋମବାର ଭାରତୀୟ ସମୟ ଭୋର୍‌ ୩ଟା ୭(୩ଟା ୩୭ ଜିଏମ୍‌ଟି)ରେ ଗୁଜରାଟର ରାଜୁଲା, ଆମରେଲିରେ ଭୂକମ୍ପ ହୋଇଥିବା ଭାରତୀୟ ଭୂବିଜ୍ଞାନ ଗବେଷଣା ବିଭାଗ ପକ୍ଷରୁ ସୂଚନା...

ନାରଦା ଦୁର୍ନୀତି: ମନ୍ତ୍ରୀଙ୍କ ସମେତ ୩ ଟିଏମ୍‌ସି ନେତାଙ୍କ ଘରେ ଚଢ଼ାଉ…

କୋଲକାତା,୧୭।୫: ନାରଦା ଦୁର୍ନୀତି ନେଇ ପଶ୍ଚିମବଙ୍ଗରେ ସିବିଆଇ ପକ୍ଷରୁ ଚଢ଼ାଉ ଜାରି ରହିଛି। ତୃଣମୂଳ କଂଗ୍ରେସ(ଟିଏମ୍‌ସି)ର ମନ୍ତ୍ରୀଙ୍କ ସମେତ ୩ ନେତାଙ୍କ ଘରେ ସିବିଆଇ ଚଢ଼ାଉ କରାଯାଇଛି। ମନ୍ତ୍ରୀ ଫିରହାଦ୍‌ ହକିମ୍‌, କ୍ୟାବିନେଟ୍‌ ମନ୍ତ୍ରୀ ସୁବ୍ରତ ମୁଖାର୍ଜୀ, ଟିଏମ୍‌ସି ବିଧାୟକ...

ସଙ୍ଗୀତଜ୍ଞ ଅମରେନ୍ଦ୍ର ମହାନ୍ତି ଆଉନାହାନ୍ତି

ଭୁବନେଶ୍ୱର,୧୭।୫(ବ୍ୟୁରୋ): ଓଡ଼ିଶାର ପ୍ରସିଦ୍ଧ ସଙ୍ଗୀତଜ୍ଞ ଅମରେନ୍ଦ୍ର ମହାନ୍ତିଙ୍କ ସୋମବାର ପରଲୋକ ଘଟିଛି। ଏନେଇ ତାଙ୍କ ଝିଅ ଅନ୍ବେଷା ମହାନ୍ତି ସୂଚନା ଦେଇଛନ୍ତି। ଗତ କିଛି ଦିନ ତଳେ କରୋନାରେ ଆକ୍ରାନ୍ତ ସେ ଚିକିତ୍ସିତ ହେଉଥିଲେ। ସ୍ବାସ୍ଥ୍ୟବସ୍ଥା ସଙ୍କଟାପନ୍ନ ଥିବାରୁ ତାଙ୍କୁ...

ଏହି ରାଜ୍ୟରେ ମାସକରେ ୨,୬୭୧ ଶିଶୁ କରୋନାରେ ଆକ୍ରାନ୍ତ…

ଡେରାଡୁନ୍‌,୧୭।୫: ଦେଶରେ କରୋନା ମହାମାରୀର ଦ୍ୱିତୀୟ ଲହର ଜାରି ରହିଛି। ଦେଶରେ ତୃତୀୟ ଲହର ଆସିବାର ଆଶଙ୍କା ଥିବା ନେଇ ବିଶେଷଜ୍ଞଙ୍କ ପକ୍ଷରୁ ଚେତାବନୀ ଦିଆଯାଇଛି। ତେବେ ତୃତୀୟ ଲହର ନ ଆସିବା ପୂର୍ବରୁ ଉତ୍ତରାଖଣ୍ଡରେ ଗତ ୧୫ ଦିନ...

ଭାରତରେ ଦଙ୍ଗା କରାଇବା ଷଡ଼ଯନ୍ତ୍ର ରଚିଥିଲା ଜୈଶ୍‌ ଆତଙ୍କବାଦୀ ସଂଗଠନ…

ନୂଆଦିଲ୍ଲୀ,୧୭।୫: ଭାରତରେ ଦଙ୍ଗା କରାଇବା ଲାଗି ଆତଙ୍କବାଦୀ ସଂଗଠନ ଜୈଶ୍‌-ଇ-ମହମ୍ମଦ ଷଡ଼ଯନ୍ତ୍ର ରଚିଥିଲା। ଦେଶରେ କରୋନା ମହାମାରୀ ଯୋଗୁ ସଙ୍କଟ ସୃଷ୍ଟି ହୋଇଥିବାବେଳେ ପାକିସ୍ତାନରେ ଶିବିର ସ୍ଥାପନ କରିଥିବା ଜୈଶ୍‌ ସଂଗଠନ ସ୍ଥିତିକୁ ଅଧିକ ଜଟି, କରିବା ଲାଗି ଯୋଜନା...

ଲକ୍‌ଡାଉନ୍‌ ପ୍ରଭାବ: ୧୦ ଦିନରେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ୩୦ ପ୍ରତିଶତ ହ୍ରାସ…

ନୂଆଦିଲ୍ଲୀ,୧୭।୫: ଦେଶରେ କରୋନା ସଂକ୍ରମଣ ଯୋଗୁ ସ୍ଥିତି ସଙ୍କଟ ଜନକ ହେବାରେ ଲାଗିଛି। କରୋନାର ଦ୍ୱିତୀୟ ଲହର ଭୟଙ୍କର ବେଗରେ ବ୍ୟାପିବାରେ ଲାଗିଛି। ତେବେ ଲକ୍‌ଡାଉନ୍‌ ପ୍ରଭାବରୁ ଧୀରେଧୀରେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା କମୁଥିବାବେଳେ ମୃତକଙ୍କ ସଂଖ୍ୟା ପୂର୍ବପରି ରହିଛିି।...

ବିପଦରେ ଗ୍ରାମାଞ୍ଚଳ

ଭୁବନେଶ୍ୱର (ବ୍ୟୁରୋ)/ ରାୟଗଡ଼ା ଅଫିସ/ମାଲକାନଗିରି (ଡି.ଏନ୍‌.ଏ.)/ ଅନୁଗୋଳ ଅଫିସ,୧୭ା୫: କରୋନା ମହାମାରୀର ଦ୍ୱିତୀୟ ଲହର ସାରା ରାଜ୍ୟକୁ କବଳିତ କରିଛି। ଏଥର ଭୂତାଣୁ ସଂକ୍ରମଣ ଆଉ ସହରାଞ୍ଚଳରେ ସୀମିତ ହୋଇ ରହିନାହିଁ। ଗାଁ ଗହଳିରେ ମଧ୍ୟ ଏହାର ପ୍ରାଦୁର୍ଭାବ ଦେଖିବାକୁ...

ଜୁନ ୧୫ ପର୍ଯ୍ୟନ୍ତ ଶ୍ରୀମନ୍ଦିର ବନ୍ଦ

ପୁରୀ,୧୬।୫: ଜୁନ ୧୫ ତାରିଖ ପର୍ଯ୍ୟନ୍ତ ଜଗା ଦର୍ଶନ ମିଳିପାରିବ ନାହିଁ। କୋଭିଡ୍‌-୧୯ ସଂକ୍ରମଣ ହାର ବଢ଼ୁଥିବାରୁ ରବିବାର ଶ୍ରୀମନ୍ଦିର ଏବଂ ଜିଲା ପ୍ରଶାସନର ସମ୍ମୀକ୍ଷା ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି। ତେବେ ସୀମିତ ସେବାୟତଙ୍କୁ ନେଇ ମହାପ୍ରଭୁଙ୍କ ନୀତିକାନ୍ତି...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri