Tag Archives: Home Middle

୨୪୩ ପ୍ରାର୍ଥୀଙ୍କ ମଧ୍ୟରୁ ୬୫ ଜଣଙ୍କ ନାଁରେ ଅପରାଧିକ ମାମଲା, ସବୁଠାରୁ ଏହି ପ୍ରାର୍ଥୀଙ୍କ ନାଁରେ ରହିଛି ଅଧିକ

ଭୁବନେଶ୍ୱର,୬।୫: ଓଡ଼ିଶାରେ ଆସନ୍ତା ୧୩ ତାରିଖରେ ହେବାକୁ ଥିବା ଲୋକ ସଭା ଓ ବିଧାନସଭା ନିର୍ବାଚନରେ ମୋଟ ୨୪୩ ପ୍ରାର୍ଥୀଙ୍କ ମଧ୍ୟରୁ ୬୫ ଜଣଙ୍କ ନାଁରେ ରହିଛି ଅପରାଧ ମାମଲା। ୪୮ ଜଣଙ୍କ ନାଁରେ ରହିଛି ଜଘନ୍ୟ ଅପରାଧ। ଏହି...

୪ ଦିନ ଯାଏ ରାଜ୍ୟରେ କାଳବୈଶାଖୀ ବର୍ଷା! ଆଜି ପାଇଁ ୬ ଜିଲାକୁ ୟେଲୋ ୱାର୍ନିଂ

ଭୁବନେଶ୍ୱର,୬।୫: ଆଜିଠୁ ରାଜ୍ୟବାସୀଙ୍କୁ ତାତିରୁ ସାମାନ୍ୟ ଆଶ୍ୱସ୍ତି ମିଳିପାରେ। ଏ ନେଇ ପୂବାନୁମାନ କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର। ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ, ଆଗାମୀ ୪ ଦିନ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀ ହେବାର ସମ୍ଭାବନା...

Video: ମୋଦିଙ୍କ ଦୃଢ଼ୋକ୍ତି ପରେ ନବୀନଙ୍କ କାଉଣ୍ଟର: ‘ଦିନରେ ସ୍ବପ୍ନ ଦେଖୁଛି ଭାଜପା’

ଭୁବନେଶ୍ୱର,୬।୫: ଓଡ଼ିଶାରେ ଭାଜପା ସରକାର ନେଇ ପ୍ରଧାନମନ୍ତ୍ରୀଙ୍କ ଦୃଢ଼ୋକ୍ତି ପରେ ଭିଡିଓ ଜାରି କରି କାଉଣ୍ଟର କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ”ବହୁତ ଦିନ ହେଲା ଭାଜପା ଦିନରେ ସ୍ବପ୍ନ ଦେଖୁଛି” ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ। ଏହାପୂର୍ବରୁ ସୋମବାର...

ବିରୋଧୀମାନେ ମିଛ କହୁଛନ୍ତି, କୁମ୍ଭୀର କାନ୍ଦଣା କାନ୍ଦୁଛନ୍ତି: ମୁଖ୍ୟମନ୍ତ୍ରୀ

ଭବାନୀପାଟଣା,୬ା୫(ଉତ୍ତମ କୁମାର ଦାଶ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର ଦିନିକିଆ କଳାହାଣ୍ଡି ଗସ୍ତରେ ଆସ ଦଳୀୟ ଲୋକ ସଭା ଓ ୫ ବିଧାନସଭା ପ୍ରାର୍ଥୀଙ୍କ ପାଇଁ ନିର୍ବାଚନୀ ପ୍ରଚାର କରିଛନ୍ତି। ପୂର୍ବାହ୍ନ ୧୧ ଟା ୪୦ ରେ ମୁଖ୍ୟମନ୍ତ୍ରୀ ଭବାନୀପାଟଣା...

ପୁଣି ବିବାଦରେ ରାହୁଲ ଗାନ୍ଧୀ, କୁଳପତି-ଶିକ୍ଷାବିତମାନେ ଲେଖିଲେ ଖୋଲା ଚିଠି

ନୂଆଦିଲ୍ଲୀ,୬।୫: କଂଗ୍ରେସ ନେତା ରାହୁଲ ଗାନ୍ଧୀ ପୁଣି ଥରେ ବିବାଦରେ ଛନ୍ଦି ହୋଇଛନ୍ତି। ନିକଟରେ ରାହୁଲ ବିଶ୍ୱବିଦ୍ୟାଳୟର ମୁଖ୍ୟ ଚୟନ ପ୍ରକ୍ରିୟା ଉପରେ ପ୍ରଶ୍ନ ଉଠାଇଥିଲେ। ଏହାକୁ ବିରୋଧ କରି ୧୮୧ ଏକାଡେମିକ କୁଳପତି ତଥା ବହୁ ବିଶ୍ୱବିଦ୍ୟାଳୟର ପୂର୍ବତନ...

‘ଜୁନ ୯ରେ ଷଷ୍ଠ ଥର ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିବେ ନବୀନ’, ଘୋଷଣା କଲେ ପାଣ୍ଡିଆନ

କଳାହାଣ୍ଡି,୬।୫: ଜୁନ୍ ୯ ସକାଳ ସାଢେ ୧୧ଟାରେ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ନବୀନ ପଟ୍ଟନାୟକ। ଓଡ଼ିଶାବାସୀଙ୍କ ଆଶୀର୍ବାଦରେ ଇତିହାସ ରଚିବେ । ସୋମବାର ଭବାନୀପାଟଣା ମଞ୍ଚରୁ କିଛି ଏଭଳି ଘୋଷଣା କରିଛନ୍ତି ବିଜେଡି ନେତା କାର୍ତ୍ତିକ ପାଣ୍ଡିଆନ। ସକାଳେ...

ଦିଲ୍ଲୀରେ ବସିଥିବା ପ୍ରଭୁ ଜଗନ୍ନାଥଙ୍କ ପୁଅ ହିଁ ଏହି କାମ କରିବେ: ମୋଦି

ନୂଆଦିଲ୍ଲୀ/ବ୍ରହ୍ମପୁର,୬ା୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋମବାର ଓଡ଼ିଶାର ବ୍ରହ୍ମପୁରରେ ଏକ ସାଧାରଣ ସଭାରେ ସମ୍ବୋଧିତ କରି ବିରୋଧୀଙ୍କୁ କଡ଼ା ଆକ୍ଷେପ କରିଛନ୍ତି। ପ୍ରଧାନମନ୍ତ୍ରୀ କହିଛନ୍ତି, ଖୁବ୍‌ଶୀଘ୍ର ଓଡ଼ିଶା ପ୍ରଥମ ଥର ପାଇଁ ‘ଡବଲ ଇଞ୍ଜିନ’ ସରକାର ପାଇବ। ମୋଦି ବିରୋଧୀଙ୍କୁ...

‘ଜୁନ୍‌ ୪ରେ ବିଜେଡି ସରକାରର ଏକ୍ସପାଏରୀ ଡେଟ୍‌ ଲେଖାଯାଇଛି’: ପ୍ରଧାନମନ୍ତ୍ରୀ ମୋଦି

ବ୍ରହ୍ମପୁର,୬।୫: ଓଡ଼ିଶାରେ ପ୍ରଥମ ଥର ହେବ ଡବଲ ଇଂଜିନ ସରକାର। ଜୁନ୍‌ ୪ରେ ଏଠାରେ ବିଜେଡି ସରକାରର ଏକ୍ସପାଏରୀ ଡେଟ୍‌ ଲେଖାଯାଇଛି। ଜୁନ୍‌ ୬ରେ ଭାଜପାର ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ ଚୟନ କରାଯିବ ଏବଂ ଜୁନ୍‌ ୧୦ରେ ଭାଜପା ମୁଖ୍ୟମନ୍ତ୍ରୀଙ୍କ ଶପଥ...

ଜୟ ଜଗନ୍ନାଥରୁ ଅଭିଭାଷଣ ଆରମ୍ଭ କଲେ ମୋଦି

ବ୍ରହ୍ମପୁର,୬ା୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓଡ଼ିଶା ଗସ୍ତରେ ଆସିଥିବା ବେଳେ ସୋମବାର ଏକ ସ୍ବତନ୍ତ୍ର ବିମାନରେ ବ୍ରହ୍ମପୁରର କନିଷିଠାରେ ଆୟୋଜିତ ଏକ ନିର୍ବାଚନୀ ସଭାରେ ଉଦ୍‌ବୋଧନ ଦେଇଛନ୍ତି। ସଭା ଆରମ୍ଭରେ ପ୍ରଧାନମନ୍ତ୍ରୀ ଜୟ ଜଗନ୍ନାଥ କହି ତାଙ୍କର ଅଭିଭାଷଣ ଆରମ୍ଭ...

ବ୍ରହ୍ମପୁରରେ ପହଞ୍ଚିଲେ ମୋଦି

ବ୍ରହ୍ମପୁର,୬ା୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓଡ଼ିଶା ଗସ୍ତରେ ଆସିଥିବା ବେଳେ ସୋମବାର ଏକ ସ୍ବତନ୍ତ୍ର ବିମାନରେ ବ୍ରହ୍ମପୁରରେ ପହଞ୍ଚିଛନ୍ତି। ଏଠାରେ କନିଷି ନିର୍ବାଚନୀ ସଭାରେ ଯୋଗ ଦେବେ। କନିଷିରେ ଘଣ୍ଟାଏ ପର୍ଯ୍ୟନ୍ତ ପ୍ରଧାନମନ୍ତ୍ରୀ ରହିବେ।  ପ୍ରଧାନମନ୍ତ୍ରୀଙ୍କୁ ଦେଖିବା ପାଇଁ ପ୍ରବଳ...

ବାଇଡେନଙ୍କ ଉପରେ ଏମିତି ଅଭିଯୋଗ ଆଣିଲେ ଟ୍ରମ୍ପ

ଓ୍ବାଶିଂଟନ,୬ା୫: ଆମେରିକାରେ ରାଷ୍ଟ୍ରପତି ନିର୍ବାଚନ ସମ୍ପର୍କରେ ପ୍ରାର୍ଥୀଙ୍କ ମଧ୍ୟରେ କଥାବାର୍ତ୍ତା ତୀବ୍ର ହୋଇଛି। ଏହି କ୍ରମରେ ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଏକ ବିବୃତ୍ତି ସାମ୍ନାକୁ ଆସିଛି, ଯେଉଁଥିରେ ସେ ବର୍ତ୍ତମାନର ରାଷ୍ଟ୍ରପତିଙ୍କ ବିରୋଧରେ ଗୁରୁତର ଅଭିଯୋଗ ଆଣିଛନ୍ତି। ଟ୍ରମ୍ପ...

ଥମୁନି ଜଙ୍ଗଲ ନିଆଁ: ୫ ମୃତ, ୧୦୦୦ରୁ ଅଧିକ ହେକ୍ଟର ଜଙ୍ଗଲ ପୋଡ଼ି ପାଉଁଶ

ଡେରାଡୁନ୍‌,୬ା୫: ଉତ୍ତରାଖଣ୍ଡର ଜଙ୍ଗଲରେ ନିଆଁ ଲାଗିବା ଘଟଣା ବନ୍ଦ ହେଉନାହିଁ। ଆଲମୋରା ଏବଂ ବାଗେଶ୍ୱର ସମେତ ଅନେକ ଜିଲାରେ ଜଙ୍ଗଲ ଜଳୁଛି। ଏହି ପରିପ୍ରେକ୍ଷୀରେ, ଆଲମୋରା ଜିଲାର ଜଙ୍ଗଲରେ ନିଆଁ ଲାଗିବା ଘଟଣା ନିୟନ୍ତ୍ରଣ ବାହାରକୁ ଚାଲିଯାଇଛି। ୧୦ଟି ଜଙ୍ଗଲରେ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri