Tag Archives: Home Middle

କରୋନା ମୁକାବିଲା ପାଇଁ ଉପଦେଷ୍ଟା କମିଟି ଗଠନ କଲେ ରାଜ୍ୟ ସରକାର

ଭୁବନେଶ୍ୱର,୧୫।୫(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ବୃଦ୍ଧି ପାଇ ଚାଲିଥିବା ବେଳେ ୧୦ ଜିଲାରେ ସଂକ୍ରମଣ ହାର କମିଥିବା ରାଜ୍ୟ ମୁଖ୍ୟ ଶାସନ ସଚିବ ସୁରେଶ ମହାମାତ୍ର ଶନିବାର ଅପରାହ୍ନରେ ପ୍ରେସ୍‌ମିଟ୍‌ରେ ସୂଚନା ଦେଇଛନ୍ତି। ବିଶେଷକରି ଆରମ୍ଭରୁ ଅଧିକ ପ୍ରଭାବିତ ଥିବା...

ରାଜଧାନୀରେ ଆରମ୍ଭ ହେଲା ଅକ୍ସିଜେନ୍‌ ବ୍ୟାଙ୍କ୍‌: ୨ ଘଣ୍ଟାରେ ପହଞ୍ଚିବ ଘରେ …

ନୂଆଦିଲ୍ଲୀ,୧୫।୫: କରୋନା ଆକ୍ରାନ୍ତଙ୍କ ଅକ୍ସିଜେନ୍‌ ଅଭାବ ପୂରଣ କରିବା ଲାଗି ରାଜଧାନୀ ଦିଲ୍ଲୀରେ ଅକ୍ସିଜେନ୍‌ ବ୍ୟାଙ୍କ ଶନିବାରଠାରୁ ଆରମ୍ଭ କରାଯାଇଛି। ଏନେଇ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲଙ୍କ ସରକାର ପକ୍ଷରୁ ସୂଚନା ଦିଆଯାଇଛି। ଘରେ କ୍ୱାରାଣ୍ଟାଇନ୍‌ରେ ଥିବା ଆକ୍ରାନ୍ତଙ୍କୁ ମାତ୍ର ୨...

ଚାଇନାକୁ ବଡ଼ ସଫଳତା: ମଙ୍ଗଳରେ ପହଞ୍ଚିଲା ଝୁରୋଙ୍ଗ ରୋଭର…

ବେଜିଂ,୧୫।୫: ମଙ୍ଗଳ ଯାତ୍ରାରେ ଚାଇନାକୁ ବଡ଼ ସଫଳତା ମିଳିଛି। ଚାଇନାର ଝୁରୋଙ୍ଗ ରୋଭର ଶେଷରେ ସମସ୍ତ କଳ୍ପନା ଜଳ୍ପନାର ଅନ୍ତ ଘଟାଇ ଶନିବାର ଭାରତୀୟ ସମୟ ସକାଳ ୭ଟା ୧୮ରେ ମଙ୍ଗଳରେ ପାଦ ଦେଇଛି। ଏହାଦ୍ୱାରା ମଙ୍ଗଳରେ ପହଞ୍ଚିବାରେ ଦ୍ୱିତୀୟ...

ରବିବାର ଡିଆର୍‌ଡିଓ ଯୋଗାଇବ ୧୦ ହଜାର ଡୋଜ୍‌ ୨-ଡିଜି…

ନୂଆଦିଲ୍ଲୀ,୧୫।୫: ଦେଶରେ କରୋନା ମହାମାରୀ ସଂକ୍ରମଣ ଆତଙ୍କ ସୃଷ୍ଟି କରିଛି। ଏପରିସ୍ଥଳେ ବିଭିନ୍ନ ହସ୍ପିଟାଲରେ ଅକ୍ସିଜେନ୍‌ ଅଭାବ ଯୋଗୁ ସଙ୍କଟ ସୃଷ୍ଟି ହୋଇଛି। ତେବେ ସରକାର ଜରୁରୀକାଳୀନ ସ୍ଥିତିରେ ପ୍ରୟୋଗ କରିବା ଲାଗି ଡିଆର୍‌ଡିଓ ପକ୍ଷରୁ ବିକଶିତ କରାଯାଇଥିବା ନୂଆ...

୧୭୫ କିଲୋମିଟର ବେଗରେ ମାଡ଼ି ଆସୁଛି ବାତ୍ୟା ‘ତଉକତେ’…

ମୁମ୍ବାଇ,୧୫।୫:  ଲାକ୍ଷାଦ୍ୱୀପ ଏବଂ ଆରବ ସାଗର ଉପର ସୃଷ୍ଟି ହୋଇଥିବା ଲଘୁଚାପ ଘନୀଭୁତ ହୋଇ ଡିପ୍‌ ଡିପ୍ରେସନ୍‌ରେ ପରିଣତ ହୋଇଛି। ଏହି ବାତ୍ୟାକୁ ଏକ ଛିଟିପିଟି ପ୍ରଜାତି ଅନୁସାରେ ‘ତଉକତେ’ ନାମ ଦିଆଯାଇଛି। ବାତ୍ୟା ଘଣ୍ଟାପ୍ରତି ୧୭୫ କିଲୋମିଟର ବେଗରେ...

ଦୁଇ ପ୍ରକାର ଭାକ୍ସିନ୍‌ ଡୋଜ୍‌ ନେଲେ ସ୍ବାସ୍ଥ୍ୟ ଉପରେ କିପରି ପଡ଼ିବ ପ୍ରଭାବ, ଏଭଳି ମତ ଦେଲେ ବୈଜ୍ଞାନିକ…

ଲଣ୍ଡନ/ନୂଆଦିଲ୍ଲୀ,୧୫।୫: ପୃଥିବୀରେ କରୋନା ସଂକ୍ରମଣ ଯୋଗୁ ସ୍ଥିତି ଅସମ୍ଭାଳ ହେବାରେ ଲାଗିଛି। ଏପରିସ୍ଥଳେ କରୋନା ଟିକା କରଣ ଅଭିଯାନ ଜାରି ରହିଛି। ତେବେ ବି କରୋନା ଥମିବାର ନାଁ ଧରୁନି। ଭାରତ ଭଳି କେତେକ ଦେଶରେ ଦ୍ୱିତୀୟ ଲହର ଯୋଗୁ...

ଭାକ୍ସିନ୍‌ କିଣା-ଅକ୍ସିଜେନ୍‌ ପ୍ଲାଣ୍ଟ୍‌ ସ୍ଥାପନରେ ଖର୍ଚ୍ଚ ହେଉ ପିଏମ୍‌ କେୟାର୍ସ ଫଣ୍ଡ୍‌: ସୁପ୍ରିମ୍‌କୋର୍ଟରେ ଆବେଦନ…

ନୂଆଦିଲ୍ଲୀ,୧୫।୫: ଦେଶରେ କରୋନା ସଂକ୍ରମଣ ଯୋଗୁ ସ୍ଥିତି ଅସମ୍ଭାଳ ହେବାରେ ଲାଗିଛି। ଏପରିସ୍ଥଳେ କରୋନା ଭାକ୍ସିନ୍‌ କିଣାଯାଇ ସମସ୍ତଙ୍କୁ ଟିକା ଦେବା ସହିତ ଦେଖାଦେଇଥିବା ଅକ୍ସିଜେନ ଅଭାବ ପୂରଣ ଲାଗି ପିଏମ୍‌ କେୟାର୍ସ ଫଣ୍ଡକୁ ଖର୍ଚ୍ଚ କରାଯାଉ ବୋଲି ସୁପ୍ରିମ୍‌କୋର୍ଟରେ...

ପୃ୍‌ଥିବୀର ୫୦ ପ୍ରତିଶତ ଆକ୍ରାନ୍ତ ପ୍ରତିଦିନ ଭାରତରେ ହେଉଛନ୍ତି ଚିହ୍ନଟ: ଗୋଟିଏ ଦିନରେ ୩ ଲକ୍ଷ ୨୬ ହଜାରରୁ ଅଧିକ ଆକ୍ରାନ୍ତ ଚିହ୍ନଟ…

ନୂଆଦିଲ୍ଲୀ,୧୫।୫: ଦେଶରେ କରୋନା ସଂକ୍ରମଣ ଯୋଗୁ ସ୍ଥିତି ଅସମ୍ଭାଳ ହେବାରେ ଲାଗିଛି। କରୋନାର ଦ୍ୱିତୀୟ ଲହର ଭୟଙ୍କର ବେଗରେ ବ୍ୟାପିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ଦେଶରେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୨୬ ହଜାର ୯୮ରେ ପହଞ୍ଚିଛି।...

ରେକର୍ଡ ଭାଙ୍ଗୁଛି ଦୈନିକ ସଂକ୍ରମଣ: ରାଜ୍ୟରେ ପୁଣି ୧୧,୮୦୫ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୧୫।୫(ବ୍ୟୁରୋ): ରାଜ୍ୟରେ କରୋନା ସ୍ଥିତି ଅସମ୍ଭାଳ ହେବାରେ ଲାଗିଛି। ଦିନକୁ ଦିନ ରାଜ୍ୟରେ କରୋନା ବଢ଼ିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ରାଜ୍ୟରେ ୧୧,୮୦୫ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଶନିବାର ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ୬,୬୧୧ କ୍ୱାରାଣ୍ଟାଇନ୍‌ର...

ଘାରିଲା ବ୍ଲାକ୍‌ ଫଙ୍ଗସ୍‌ ଚିନ୍ତା

ଭୁବନେଶ୍ୱର,୧୫ା୫(ବ୍ୟୁରୋ): ରାଜ୍ୟରେ କୋରାନାର ଦ୍ୱିତୀୟ ଲହର ହନ୍ତସନ୍ତ କରୁଥିବା ବେଳେ ମ୍ୟୁକୋରମାଇକୋସିସ୍‌ ବା ବ୍ଲାକ୍‌ ଫଙ୍ଗସ୍‌ ଚିନ୍ତା ବଢ଼ାଇ ଦେଇଛି। କୋରାନାରୁ ସୁସ୍ଥ ହେଉଥିବା କେତେଜଣ ବ୍ୟକ୍ତିଙ୍କଠାରେ ବ୍ଲାକ୍‌ ଫଙ୍ଗସ୍‌ ସଂକ୍ରମଣ ଦେଖିବାକୁ ମିଳୁଛି। ମହାରାଷ୍ଟ୍ର, ଦିଲ୍ଲୀ, ରାଜସ୍ଥାନ, ମଧ୍ୟପ୍ରଦେଶ...

ଆମ୍ବୁଲାନ୍ସକୁ ରୋକ ନାହିଁ

ହାଇଦ୍ରାବାଦ,୧୪।୫ : ଅନ୍ୟ ରାଜ୍ୟରୁ ଚିକିତ୍ସା ଲାଗି ଆସୁଥିବା ଆମ୍ବୁଲାନ୍ସକୁ ରୋକନାହିଁ। ରାଜ୍ୟ ସରକାରଙ୍କୁ ଶୁକ୍ରବାର ଏଭଳି ନିର୍ଦ୍ଦେଶ ଦେଇଛନ୍ତି ତେଲଙ୍ଗାନା ହାଇକୋର୍ଟ। ଏହି ନିର୍ଦ୍ଦେଶ ସମ୍ପର୍କରେ ରାଜ୍ୟର ବିଭିନ୍ନ ସୀମାରେ ମୁତୟନ ଥିବା ପୋଲିସ ଅଧିକାରୀଙ୍କୁ ଜଣାଇ ଦେବାକୁ...

ଆସ୍ଥାଭୋଟ ହାରିବାର ୫ ଦିନ ପରେ ପୁଣି ଶପଥ ନେଲେ ଓଲି

କାଠମାଣ୍ଡୁ,୧୪।୫: ପାର୍ଲାମେଣ୍ଟରେ ଆସ୍ଥାଭୋଟ ହାରିବାର ୫ ଦିନ ପରେ ନେପାଳ ପ୍ରଧାନମନ୍ତ୍ରୀ ଭାବେ ପୁଣି କେ.ପି. ଶର୍ମା ଓଲି ଶୁକ୍ରବାର ଶପଥ ନେଇଛନ୍ତି। ରାଷ୍ଟ୍ରପତି ବିଦ୍ୟାଦେବୀ ଭଣ୍ଡାରୀ ୬୯ ବର୍ଷୀୟ ଓଲିଙ୍କୁ ଦେଶର ୪୩ତମ ପ୍ରଧାନମନ୍ତ୍ରୀ ଭାବେ ପଦ ଓ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri