Tag Archives: Home Middle

ଚାଷୀଙ୍କ ଖାତାକୁ ଗଲା ଚଳିତ ବର୍ଷର ଦ୍ୱିତୀୟ କିସ୍ତି କାଳିଆ ଟଙ୍କା

ଭୁବନେଶ୍ୱର,୧୪।୫(ବ୍ୟୁରୋ): କାଳିଆ ଯୋଜନାରେ ଚଳିତ ବର୍ଷର ଦ୍ୱିତୀୟ କିସ୍ତି ଟଙ୍କା ରାଜ୍ୟ ସରକାର ଚାଷୀମାନଙ୍କ ଆକାଉଣ୍ଟକୁ ପଠାଇଛନ୍ତି। ୪୨ ଲକ୍ଷ ଚାଷୀଙ୍କ ଖାତାକୁ ମୋଟ ୯୨୦ କୋଟି ଟଙ୍କା ଯାଇଥିବା ଶୁକ୍ରବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି। ପ୍ରକାଶ ଯେ,...

୧୭ରେ ସର୍ବଦଳୀୟ ବୈଠକ

ଭୁବନେଶ୍ୱର,୧୪।୫(ବ୍ୟୁରୋ): ବର୍ତ୍ତମାନ ରାଜ୍ୟରେ ଦୈନିକ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨ ହଜାର ଉପରେ ରହୁଥିବା ବେଳେ ମୃତ୍ୟୁସଂଖ୍ୟା ଦିନକୁ ୨୦ ଉପରେ ରହୁଛି। ଏପରି ସ୍ଥିତିରେ କିପରି କରୋନା ମୁକାବିଲା କରାଯିବ ସେନେଇ ଆସନ୍ତା ୧୭ରେ ସର୍ବଦଳୀୟ ବୈଠକ ବସିବ।...

୧୦ରାଜ୍ୟରେ ବ୍ଲାକ୍‌ ଫଙ୍ଗସ୍‌ ଆତଙ୍କ

ନୂଆଦିଲ୍ଲୀ,୧୪।୫: ଦେଶରେ କରୋନା ସଂକ୍ରମଣ ବଢ଼ିଚାଲିଥିବାବେଳେ ଏବେ ବିଭିନ୍ନ ରାଜ୍ୟରେ ବିରଳ ମ୍ୟୁକୋରମାଇକୋସିସ୍‌ ବା ବ୍ଲାକ୍‌ ଫଙ୍ଗସ୍‌ ସଂକ୍ରମଣ ଚିନ୍ତା ବଢ଼ାଇ ଦେଇଛି। ଏହି ଫଙ୍ଗସ୍‌ ଆଖି, ସାଇନସସ୍‌, ମସ୍ତିଷ୍କ, ଫୁସ୍‌ଫୁସ୍‌କୁ ସଂକ୍ରମଣ କରି ନଷ୍ଟ କରିଦେବା ସହ ଜୀବନ...

କୃଷକଙ୍କୁ ଖୁସି ଖବର ଦେଲେ ସରକାର: ୯.୫ କୋଟି ଲୋକଙ୍କୁ ପଠାଇଲେ ଟଙ୍କା

ନୂଆଦିଲ୍ଲୀ,୧୪।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି ଯୋଜନା ଅନୁଯାୟୀ କୃଷକଙ୍କୁ ୨ ହଜାର ପ୍ରଦାନ କରିଛନ୍ତି। ଏହି ଯୋଜନା ଏହା ଅଷ୍ଟମ କିସ୍ତି ସ୍ବରୂପ ୯.୫ କୋଟି କୃଷକଙ୍କ ପରିବାର ପାଇଁ ୧୯,୦୦୦ କୋଟି...

ମୂଳମୂଲ୍ୟ ଧିମା, ଖୁଚୁରା ବଢୁଛି

ନୂଆଦିଲ୍ଲୀ,୧୪।୫: କରୋନା ମହାମାରୀ ସମୟରେ ପେଟ୍ରୋଲ, ଡିଜେଲ ଦର ବୃଦ୍ଧି ଲୋକଙ୍କ ଚିନ୍ତା ବଢ଼ାଇଛି। ଗତ ୩ ଦିନ ଧରି ତେଲ ଦର ବଢିଥିବାବେଳେ ଗୁରୁବାର ଏହା ଅପରିବର୍ତ୍ତିତ ରହିଛି। ଗତ ବର୍ଷ ମେ’ ମାସଠାରୁ ଚଳିତ ବର୍ଷ ଅଦ୍ୟାବଧି...

ଲକ୍‌ଡାଉନ୍‌ରେ ପ୍ରାତଃ ଭ୍ରମଣ, ସାଇକ୍ଲିଂ ବନ୍ଦ

ଭୁବନେଶ୍ୱର,୧୩।୫(ବ୍ୟୁରୋ): ରାଜ୍ୟରେ ଲକ୍‌ନାଉନ୍‌, ଶଟ୍‌ଡାଉନ୍‌ ସତ୍ତ୍ୱେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ପ୍ରତିଦିନ ବଢ଼ି ଚାଲିଛି। ବିଶେଷକରି କଟକ ଓ ଭୁବନେଶ୍ୱର ଦ୍ୱୈତନଗରୀରେ ସଂକ୍ରମଣ ଅଧିକ ବଢ଼ୁଛି। ତେଣୁ କମିଶନରେଟ୍‌ ପୋଲିସ କଠୋର ଆଭିମୁଖ୍ୟ ଆପଣାଇଛି। ପୂର୍ବରୁ ଜାରି କଟକଣାକୁ ଅଧିକ...

କରୋନାରେ ଆକ୍ରାନ୍ତ ମାଓବାଦୀ ଦମ୍ପତିଙ୍କ ଆତ୍ମସମର୍ପଣ

ମାଲକାନଗିରି/ଏମ୍‌ଭି୭୯,୧୩।୫: ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ କାଙ୍କେର ଜିଲାରେ ଥିବା ବିଏସ୍‌ଏଫ୍‌ କ୍ୟାମ୍ପରେ ଗୁରୁବାର କରୋନାରେ ଆକ୍ରାନ୍ତ ହୋଇ ମାଓବାଦୀ ଦମ୍ପତି ଆତ୍ମସମର୍ପଣ କରିଛନ୍ତି। ସେମାନେ ହେଲେ ଅର୍ଜୁନ ତାତି ଓ ଲକ୍ଷ୍ମୀ ତାତି। ଆତ୍ମସମର୍ପଣ ପରେ ଦମ୍ପତିଙ୍କ ଚିକିତ୍ସା...

ସଂସଦୀୟ କମିଟି ରିପୋର୍ଟକୁ ଅଣଦେଖା: ଦେଶରେ କରୋନା ସଙ୍କଟ ସୃଷ୍ଟି କରିଛନ୍ତି ମୋଦି ସରକାର…

ନୂଆଦିଲ୍ଲୀ,୧୩।୫: ଦେଶରେ କରୋନା ମହାମାରୀ ସଂକ୍ରମଣ ସଙ୍କଟ ସୃଷ୍ଟି କରିଛି। ତେବେ ଏଭଳି ସ୍ଥିତି ସୃଷ୍ଟି ହେବ ବୋଲି ସଂସଦୀୟ କମିଟି ପକ୍ଷରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାରଙ୍କୁ ଚେତାବନୀ ଦିଆଯାଇଥିଲା। ୨୦୨୧ ମାର୍ଚ୍ଚରେ କମିଟି ପକ୍ଷରୁ ରିପୋର୍ଟ ଉପସ୍ଥାପନା...

ଅଧିକ ଶିଶୁ ହେଉଛନ୍ତି କରୋନାରେ ଆକ୍ରାନ୍ତ …

ଓ୍ବାଶିଂଟନ,୧୩।୫: ଆମେରିକାରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ଅଭାବନୀୟ ସ୍ଥିତି ସୃଷ୍ଟି ହୋଇଛି। ଏବେ ଶିଶୁମାନେ ବହୁ ସଂଖ୍ୟାରେ କରୋନାରେ ଆକ୍ରାନ୍ତ ହେଉଛନ୍ତି। ଏହା ଯୋଗୁ ରାଷ୍ଟ୍ରପତି ଜୋ ବାଇଡେନ୍‌ ସରକାରଙ୍କ ଚିନ୍ତା ବଢ଼ିବାରେ ଲାଗିଛି। ବୟସ୍କ ଲୋକଙ୍କ ମଧ୍ୟରେ...

ରାଜନୈତିକ-ଧାର୍ମିକ କାର୍ଯ୍ୟକ୍ରମ ଯୋଗୁ ଭାରତରେ ବଢ଼ିଛି କରୋନା ସଂକ୍ରମଣ: ଡବ୍ଲ୍ୟୁଏଚ୍‌ଓ …

ଜେନେଭା/ନୂଆଦିଲ୍ଲୀ,୧୩।୫: ଭାରତରେ କରୋନା ମହାମାରୀ ସଂକ୍ରମଣ ଅସମ୍ଭାଳ ହେବାରେ ଲାଗିଛି। ପ୍ରତିଦିନ କାରୋନା ଆକ୍ରାନ୍ତ ଏବଂ ମୃତକଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ତେବେ ଦେଶର ଏଭଳି ସ୍ଥିତି ପାଇଁ ରାଜନୈତିକ ଏବଂ ଧାର୍ମିକ କାର୍ଯ୍ୟକ୍ରମ ଦାୟୀ ବୋଲି ବିଶ୍ୱସ୍ବାସ୍ଥ୍ୟ ସଂଗଠନ...

ଜୁନ୍‌ ୧ ପର୍ଯ୍ୟନ୍ତ ବଢ଼ିଲା ଲକ୍‌ଡାଉନ୍‌ …

ମୁମ୍ବାଇ,୧୩।୫: ଦେଶରେ କରୋନା ମହାମାରୀ ସଂକ୍ରମଣ ଅଣାୟତ୍ତ ହେବାରେ ଲାଗିଛି। ପ୍ରତିଦିନ କାରୋନା ଆକ୍ରାନ୍ତ ଏବଂ ମୃତକଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ମହାରାଷ୍ଟ୍ରରେ ସ୍ଥିତି ସଙ୍କଟ ଜନକ ହେବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକ୍‌ରେ ସରକାରଙ୍କ...

ଏଏମ୍‌ୟୁରେ କରୋନା ତାଣ୍ଡବ: ୨୨ ଦିନରେ ୧୯ ପ୍ରଫେସରଙ୍କ ମୃତ୍ୟୁ…

ଅଲିଗଡ଼,୧୩।୫: କକରୋନା ମହାମାରୀ ସଂକ୍ରମଣ ଯୋଗୁ ଅଲିଗଡ଼ ମୁସଲିମ୍‌ ୟୁନିଭରସିଟି(ଏଏମ୍‌ୟୁ)ରେ ଆତଙ୍କ ସୃଷ୍ଟି ହୋଇଛି। ଗତ ୨୨ ଦିନମଧ୍ୟରେ ୧୯ ଜଣ ପ୍ରଫେସରଙ୍କ ମୃତ୍ୟୁ କରୋନାରେ ହୋଇଛି। ସେହିପରି କରୋନାରେ ଆକ୍ରାନ୍ତ ହୋଇ ୟୁନିଭରସିଟିର କେତେକ କର୍ମଚାରୀଙ୍କର ମଧ୍ୟ ମୃତ୍ୟୁ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri