Tag Archives: Home Middle

ତୃତୀୟ ଲହର ଲାଗି ଯୋଜନାବଦ୍ଧ ଲଢ଼େଇ ଅପରିହାର୍ଯ୍ୟ…

ନୂଆଦିଲ୍ଲୀ,୮।୫: ଦେଶରେ କରୋନାର ତାଣ୍ଡବ ଜାରି ରହିଛି। ଦ୍ୱିତୀୟ ଲହରର ତାଣ୍ଡବ ଦେଶରୁ ନ ଯାଉଣୁ ଏବେ ତୃତୀୟ ଲହର ଆସିବା ନେଇ ସତର୍କ ସୂଚନା ଜାରି କରିଛନ୍ତି ବୈଜ୍ଞାନିକ। କଡ଼ା ପଦକ୍ଷେପ ଗ୍ରହଣ କରି ତୃତୀୟ ଲହର ସହିତ...

ପୁଣି ସବୁ ରେକର୍ଡ ଭାଙ୍ଗିଲା କରୋନା: ଗୋଟିଏ ଦିନରେ ମୃତ୍ୟୁ ସଂଖ୍ୟା ୪୦୦୦ ଟପିଲା…

ନୂଆଦିଲ୍ଲୀ,୮।୫: ଦେଶରେ କରୋନା ସଂକ୍ରମଣ ଯୋଗୁ ଅଣାୟତ୍ତ ସ୍ଥିତି ସୃଷ୍ଟି ହୋଇଛି। ସ୍ଥିତି ବେକାବୁ ହେବା ଯୋଗୁ ଲୋକଙ୍କ ମଧ୍ୟରେ ଆତଙ୍କ ଦେଖା ଦେଇଛି। କରୋନାର ଦ୍ୱିତୀୟ ଲହର ଭୟଙ୍କର ବେଗରେ ବ୍ୟାପିବାରେ ଲାଗିଛି। ପ୍ରତିଦିନ ଆକ୍ରାନ୍ତଙ୍କ ସହିତ ମୃତକଙ୍କ...

ଦ୍ୱିତୀୟ ଡୋଜ୍‌ ଗ୍ରହୀତାଙ୍କୁ ଅଗ୍ରାଧିକାର ଦିଅ

ନୂଆଦିଲ୍ଲୀ,୮ା୫: ଦେଶରେ କରୋନା ଭାକ୍ସିନ ନିଅଣ୍ଟ ହୋଇଥିବାବେଳେ ଦ୍ୱିତୀୟ ଡୋଜ୍‌ ଟିକା ନେବାକୁ ଥିବା ଗ୍ରହୀତାଙ୍କୁ ଅଗ୍ରାଧିକାର ଦେବା ପାଇଁ ଶୁକ୍ରବାର ରାଜ୍ୟଗୁଡ଼ିକୁ କେନ୍ଦ୍ର ସରକାର ପରାମର୍ଶ ଦେଇଛନ୍ତି। ଏହାସହ କେନ୍ଦ୍ରୀୟ କୋଟାରୁ ମିଳୁଥିବା ଟିକାକୁ ୭୦:୩୦ ଅନୁପାତରେ ଦ୍ୱିତୀୟ...

କଠୋର ହେବାକୁ ବାଧ୍ୟ କରନାହିଁ

ନୂଆଦିଲ୍ଲୀ,୮ା୫: ଅଦାଲତ ଅର୍ଡର ସତ୍ତ୍ୱେ କେନ୍ଦ୍ର ୭୦୦ ମେଟ୍ରିକ୍‌ ଟନ୍‌ ଅକ୍ସିଜେନ ଯୋଗାଇ ଦେଉନାହିଁ ବୋଲି ଦିଲ୍ଲୀ ସରକାର ଅଭିଯୋଗ ଆଣିଛନ୍ତି। ଆମକୁ କଠୋର ହେବାକୁ ବାଧ୍ୟ କରନାହିଁ ବୋଲି ଶୁକ୍ରବାର ସୁପ୍ରିମକୋର୍ଟ ଚେତାବନୀ ଦେଇଛନ୍ତି। କର୍ତ୍ତୃପକ୍ଷ ଦିଲ୍ଲୀକୁ ଦୈନିକ...

ଓଡ଼ିଶାରୁ ଅକ୍ସିଜେନ ନେଇ ନିଖୋଜ ଥିବା ଟ୍ୟାଙ୍କର ମିଳିଲା

ଅମରାବତୀ, ୭।୫: ଓଡ଼ିଶାରୁ ଅକ୍ସିଜେନ୍‌ ନେଇ ନିଖୋଜ ହୋଇଯାଇଥିବା ଏକ ଟ୍ୟାଙ୍କରକୁ ଆନ୍ଧ୍ରପ୍ରଦେଶ ପୋଲିସ ଠାବ କରିଛି। ଫଳରେ ମୃତ୍ୟୁ ମୁଖରୁ ବର୍ତ୍ତି ଯାଇଛନ୍ତି ପାଖାପାଖି ୪୦୦ ଗୁରୁତର ଆକ୍ରାନ୍ତ। ଓଡ଼ିଶାରୁ ୧୮ ଟନ୍‌ ଅକ୍ସିଜେନ୍‌ ନେଇ ଟ୍ୟାଙ୍କରଟି ବିଜୟଓ୍ବାଡ଼ା...

ଧାର୍ଯ୍ୟ ହେଲା ମାଟ୍ରିକ ପରୀକ୍ଷା ଫଳ ପଦ୍ଧତି

ଭୁବନେଶ୍ୱର,୭।୫: ମାଧ୍ୟମିକ ଶିକ୍ଷା ବୋର୍ଡ ପକ୍ଷରୁ ଶୁକ୍ରବାର ଏକ ନୂତନ ଗାଇଡ୍‌ଲାଇନ ଜାରି କରାଯାଇଛି। ଗାଇଡ୍‌ଲାଇନରେ ଜୁନ ୩୦ ତାରିଖ ସୁଦ୍ଧା ମାଟ୍ରିକ ପରୀକ୍ଷା ଫଳ ପ୍ରକାଶ ପାଇବ ବୋଲି ସୂଚନା ଦିଆଯାଇଛି। ପରୀକ୍ଷାର କେଉଁ ଭଳି ମୂଲ୍ୟାଙ୍କନ ହେବ...

ଦୁଗ୍ଧ ସଂଗ୍ରହ କମ୍‌ କରିବାକୁ ଓମଫେଡର ନିର୍ଦ୍ଦେଶ

ଭଭୁବନେଶ୍ୱର,୭।୫(ବ୍ୟୁରୋ): ଲକଡାଉନ ଯୋଗୁ ଦୁଗ୍ଧ ବିକ୍ରୟ କମ୍‌ ହେଉଥିବାରୁ ଓମଫେଡ ପକ୍ଷରୁ ସମସ୍ତ ୟୁନିଅନକୁ ଦୁଗ୍ଧ ସଂଗ୍ରହ କମ୍‌ କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ମେ ମାସରେ ଦୁଗ୍ଧ ସଂଗ୍ରହ କମାଇବାକୁ ଓମଫେଡ ପକ୍ଷରୁ ଜାରି ହୋଇଛି ନିର୍ଦ୍ଦେଶନାମା। ଲକଡାଉନ ଯୋଗୁଁ...

କରୋନାରେ ଆଶୁ ଗର୍ଗଙ୍କ ପରଲୋକ

ନୂଆଦିଲ୍ଲୀ,୭।୬: କରୋନା ଯୋଗୁ ଦେଶରେ ଅନେକ ବଡ଼ ବଡ଼ ସେଲିବ୍ରିଟିଙ୍କ ପରଲୋକ ଘଟିଛି। ଏହି କ୍ରମରେ ଶୁକ୍ରବାର ନ୍ୟାଶନାଲ ଗ୍ରୀନ ଟ୍ରିବ୍ୟୁନାଲ ରେଜିଷ୍ଟ୍ରାର୍‌ ଜେନେରାଲ ଆଶୁ ଗର୍ଗଙ୍କ ଜୀବନ ନେଇଛି କରୋନା। ପ୍ରଶାସନିକ ସିଭିଲ୍‌ ଜଜ୍‌ ଶିରିଶ ଅଗ୍ରଓ୍ବାଲ ଏନେଇ...

ମାଡି ଚାଲିଛି କରୋନା: ରାଜ୍ୟରେ ଆଜି ୧୨,୨୩୮ ସଂକ୍ରମିତ ଚିହ୍ନଟ: ସୁନ୍ଦରଗଡରୁ ସର୍ବାଧିକ

ଭୁବନେଶ୍ୱର,୭।୫(ବ୍ୟୁରୋ): ରାଜ୍ୟରେ କରୋନା ମହାମାରୀ ପ୍ରତିଦିନ ରେକର୍ଡ ଭାଙ୍ଗୁଛି। ଶୁକ୍ରବାର ରାଜ୍ୟରେ ୧୨,୨୩୮ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହି ଆକ୍ରାନ୍ତଙ୍କ ମଧ୍ୟରୁ ୬,୯୧୪ ଜଣ କ୍ୱାରାଣ୍ଟାଇନ୍‌ରେ ଥିଲେ। ବାକି ୫୩୨୪ଟି ହେଉଛି ଲୋକାଲ କେସ। ଅପରପକ୍ଷେ, ସୁନ୍ଦରଗଡ ଜିଲାରୁ...

ତୃତୀୟ ଲହର ପାଇଁ ପ୍ରସ୍ତୁତ ହୁଅ

ନୂଆଦିଲ୍ଲୀ,୭ା୫:କରୋନା ଭାଇରସ୍‌ର ଦ୍ୱିତୀୟ ଲହର ଦେଶରେ ମୃତ୍ୟୁର ତାଣ୍ଡବ ରଚିଚାଲିଛି। ଦ୍ୱିତୀୟ ଲହର ଶୁକ୍ରବାର ପରେ ଶୀର୍ଷକୁ ଛୁଇଁବ ବୋଲି ବିଶେଷଜ୍ଞମାନେ ଆକଳନ କରିଥିବାବେଳେ ତୃତୀୟ ଲହର ଆସନ୍ତା ସେପ୍ଟେମ୍ବରରେ ଆସିପାରେ ବୋଲି ଆଶଙ୍କା କରାଯାଉଛି। ଏହାକୁ ଦୃଷ୍ଟିରେ ରଖି...

ନୂଆ ଲୋକଙ୍କୁ ଦିଆଯିବ ନାହିଁ ଟିକା

ଭୁବନେଶ୍ୱର,୬।୫: ସ୍ବାସ୍ଥ୍ୟ ଏସିଏସ୍‌ ପ୍ରଦୀପ୍ତ ମହାପାତ୍ର ଗୁରୁବାର ରାଜ୍ୟର ଟିକାକରଣ ସମ୍ପର୍କରେ ଗୁରୁତ୍ୱପୂର୍ଣ୍ଣ ସୂଚନା ଦେଇଛନ୍ତି। ରାଜ୍ୟରେ ୯୭ ପ୍ରତିଶତ ସ୍ବାସ୍ଥ୍ୟ କର୍ମଚାରୀଙ୍କୁ ପ୍ରଥମ ଓ ୮୭ ପ୍ରତିଶତ ଦ୍ୱିତୀୟ ଡୋଜ ଟିକା ଦିଆଯାଇଛି। ସେହିପରି ୯୭ ପ୍ରତିଶତ ସମ୍ମୁଖ...

କୋର୍ଟ ଶୁଣାଣିର ମିଡ଼ିଆ ରିପୋର୍ଟିଂ ରୋକା ଯାଇ ପାରିବ ନାହିଁ: ଇସିଙ୍କୁ ଏସ୍‌ସିଙ୍କ ଉତ୍ତର..

ନୂଆଦିଲ୍ଲୀ,୬।୫: କୋର୍ଟ ଶୁଶାଣିର ମିଡ଼ିଆ ରିପୋର୍ଟିଂକୁ ରୋକା ଯାଇ ପାରିବ ନାହିଁ ବୋଲି ସୁପ୍ରିମ୍‌କୋର୍ଟ(ଏସ୍‌ସି) ନିର୍ବାଚନ ଅୟୋଗ(ଇସି)ଙ୍କୁ ଉତ୍ତର ଦେଇଛନ୍ତି। ମାଡ୍ରାସ୍‌ ହାଇକୋର୍ଟଙ୍କ କଡ଼ା ଟିପ୍ପଣୀ ବିରୋଧରେ ନିର୍ବାଚନ ଆୟୋଗଙ୍କ ପକ୍ଷରୁ ସୁପ୍ରିମ୍‌କୋର୍ଟ ଦାଖଲ କରାଯାଇଥିବା ଆବେଦନର ବିଚାର କରି...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri