Tag Archives: Home Middle

ବିଧାନସଭା ନିର୍ବାଚନ ପୂର୍ବରୁ ବଡ଼ ଘୋଷଣା କଲେ ପ୍ରଶାନ୍ତ କିଶୋର, ବଦଳିପାରେ ବିହାର ରାଜନୈତିକ ଦୃଶ୍ୟପଟ

ନୂଆଦିଲ୍ଲୀ,୨।୧୦: ପୂର୍ବତନ ନିର୍ବାଚନ ରଣନୀତିଜ୍ଞ ପ୍ରଶାନ୍ତ କିଶୋର ଆନୁଷ୍ଠାନିକ ଭାବେ ରାଜନୀତିରେ ପ୍ରବେଶ କରିଛନ୍ତି। ଦୀର୍ଘ ଦିନର ବିଚାର ବିମର୍ଷ ପରେ ବୁଧବାର ତାଙ୍କ ‘ଜନ ସୁରଜ ଗୋଷ୍ଠୀକୁ ଏକ ରାଜନୈତିକ ଦଳ ଭାବରେ ଆନୁଷ୍ଠାନିକ ଭାବେ ଆରମ୍ଭ କରିଛନ୍ତି।...

ବିନୋଦ ପାଟିଲ ହେଲେ ମାଲକାନଗିରି ଏସ୍‌ପି

ମାଲକାନଗିରି,୨ା୧୦: ଆଇପିଏସ୍‌ ସ୍ତରରେ ଛୋଟଧରଣର ଅଦଳବଦଳ କରିଛନ୍ତି ରାଜ୍ୟ ସରକାର । ଏନେଇ ବିଜ୍ଞପ୍ତି ପ୍ରକାଶ ପାଇଛି। ବିଜ୍ଞପ୍ତି ଅନୁସାରେ, ବରିଷ୍ଠ ଆଇପିଏସ୍‌ ବିନୋଦ ପାଟିଲ ମାଲକାନଗିରି ଏସ୍‌ପି ହୋଇଛନ୍ତି। ପୂର୍ବରୁ ବିନୋଦ କେସିଙ୍ଗାର ଏସ୍‌ଡିପିଓ ଭାବେ କାର୍ଯ୍ୟ କରୁଥିଲେ...

ପାଣିକୁ ଖସିଲା ବାୟୁସେନା ହେଲିକପ୍ଟର, ଆଉ ତା’ ପରେ…

ପାଟ୍‌ନା,୨ା୧୦: ବିହାରର ମୁଜାଫରପୁରରେ ଏକ ବଡ଼ ଦୁର୍ଘଟଣା ଘଟିଛି। ବାୟୁସେନାର ଏକ ହେଲିକପ୍ଟର ପାଣିକୁ ଖସିପଡ଼ିଛି। କୁହାଯାଉଛି, ଏହି ହେଲିକପ୍ଟରଟି ବନ୍ୟା ରିଲିଫ୍‌ ସାମଗ୍ରୀ ନେଇ ପକାଇବାକୁ ଯାଇଥିବା ବେଳେ ମୁଜାଫରପୁରର ଅରାଇସ୍ଥିତ ଘନଶ୍ୟାମପୁରଠାରେ ଦୁର୍ଘଟଣାଗ୍ରସ୍ତ ହୋଇଛି। ହେଲିକପ୍ଟରରେ ଦୁଇଜଣ...

କାର୍ଯ୍ୟକାରୀ ହେବ ନାହିଁ

ଭାରତ ଏକ ଧର୍ମନିରପେକ୍ଷ ଦେଶ। ଏଠାରେ ବିଭିନ୍ନ ଧର୍ମର ଲୋକ ସହାବସ୍ଥାନ କରନ୍ତି। କିନ୍ତୁ ଅନେକ ସମୟରେ ଧର୍ମୀୟ ପୀଠ ଯଥା ମନ୍ଦିର, ମସ୍‌ଜିଦ କିମ୍ବା ଗୀର୍ଜାକୁ ନେଇ ବିବାଦ ଦେଖାଯାଉଛି। ବିବାଦ ଉପୁଜୁଛି ଏଗୁଡ଼ିକର ସ୍ଥାନକୁ ନେଇ। ଦେଖାଯାଏ...

ଆଜିଠୁ ୨ ଦିନିଆ ନୂଆଦିଲ୍ଲୀ ଗସ୍ତରେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨ା୧୦(ସୁନିତ୍‌ ମିଶ୍ର):ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବୁଧବାରଠାରୁ ୨ ଦିନିଆ ନୂଆଦିଲ୍ଲୀ ଗସ୍ତରେ ଯାଉଛନ୍ତି। ଦିଲ୍ଲୀଠାରେ ହେବାକୁ ଥିବା ନିବେଶକ ସମ୍ମିଳନୀରେ ସେ ଯୋଗଦେବା କାର୍ଯ୍ୟକ୍ରମ ରହିଛି। ଆସନ୍ତା ୩ ତାରିଖରେ ଏକ ଘରୋଇ ହୋଟେଲରେ ଏହି ସମ୍ମିଳନୀ ହେବ।...

ଇସ୍ରାଏଲକୁ ଟାର୍ଗେଟ କରୁଥିବା ଇରାନର କ୍ଷେପଣାସ୍ତ୍ରକୁ ମାରି ଖସାଇବା ପାଇଁ ନିର୍ଦ୍ଦେଶ ଦେଲେ ବାଇଡେନ

ନୂଆଦିଲ୍ଲୀ,୧ା୧୦: ଇସ୍ରାଏଲ ଉପରେ ଇରାନର ଘନ ଘନ ମିସାଇଲ ଆକ୍ରମଣ ପରେ ପ୍ରତିକ୍ରିୟାଶୀଳ ହୋଇଛି ଆମେରିକା। ହ୍ୱାଇଟ ହାଉସର ଅପଡେଟ୍ ଅନୁଯାୟୀ ରାଷ୍ଟ୍ରପତି ବାଇଡେନ ଆମେରିକାର ସୈନ୍ୟବାହିନୀକୁ ଇରାନର ଆକ୍ରମଣରୁ ଇସ୍ରାଏଲର ପ୍ରତିରକ୍ଷା ତଥା ଇସ୍ରାଏଲକୁ ଟାର୍ଗେଟ କରୁଥିବା କ୍ଷେପଣାସ୍ତ୍ରଗୁଡିକୁ...

ଇସ୍ରାଏଲ ଉପରେ ୪୦୦ ରୁ ଅଧିକ କ୍ଷେପଣାସ୍ତ୍ର ମାଡ଼ କଲା ଇରାନ

ନୂଆଦିଲ୍ଲୀ,୧ା୧୦: ମଧ୍ୟପ୍ରାଚ୍ୟର ବଢୁଥିବା ଉତ୍ତେଜନା ମଧ୍ୟରେ ଇରାନ ଇସ୍ରାଏଲ ଉପରେ ୪୦୦ରୁ ଅଧିକ କ୍ଷେପଣାସ୍ତ୍ର ମାଡ଼ କରିଛି। କ୍ଷେପଣାସ୍ତ୍ର ଆକ୍ରମଣ ପରେ ସାରା ଦେଶରେ ସାଇରନ୍ ବାଜୁଥିବା ବେଳେ ବ୍ୟାପକ ଜରୁରୀକାଳୀନ ପରିସ୍ଥିତି ସୃଷ୍ଟି କରିଥିଲା ​​ବୋଲି ଇସ୍ରାଏଲ୍ ସୈନ୍ୟବାହିନୀ...

ଇସ୍ରାଏଲର ଜାଫାରେ ଆଖିବୁଜା ଗୁଳିମାଡ଼: ଅନେକ ଆହତ

ନୂଆଦିଲ୍ଲୀ,୧ା୧୦: ଇସ୍ରାଏଲର ରାଜଧାନୀ ତେଲ ଆଭିବ ନିକଟ ଜାଫାରେ ଆଖିବୁଜା ଗୁଳି ବିନିମୟ ଘଟଣା ସାମ୍ନାକୁ ଆସିଛି। ଏହି ଆକ୍ରମଣରେ ୭ ଜଣ ଆହତ ହୋଇଥିବା କୁହାଯାଉଛି। ଗୁଳିର ଭିଡିଓ ମଧ୍ୟ ସାମ୍ନାକୁ ଆସିଛି ଯେଉଁଥିରେ ଗୋଟିଏ ପରେ ଗୋଟିଏ...

ବ୍ଲାକଲିଷ୍ଟ ସଂସ୍ଥାକୁ ଦିଆଯାଇଛି ଆର୍‌ଆଇ, ଅମିନ ପରୀକ୍ଷା ଦାୟିତ୍ୱ: ଆଇଟି ମନ୍ତ୍ରୀ ଦେଲେ ବଡ଼ ମନ୍ତବ୍ୟ

ଭୁବନେଶ୍ୱର,୧ା୧୦: ଓଡ଼ିଶା ସବ-ଅର୍ଡିନେଟ ଷ୍ଟାଫ୍ ସିଲେକ୍ସନ କମିଶନ(ଓଏସଏସଏସସି) ଦ୍ୱାରା ଆର୍‌ଆଇ, ଏଆର୍‌ଆଇ, ଆଇସିଡିଏସ୍‌ ସୁପର ଭାଇଜର, ଅମିନ ପରୀକ୍ଷାରେ ଅନିୟମିତତା ହେଉଥିବା ଅଭିଯୋଗ ମଧ୍ୟରେ ବଡ ବୟାନ ଦେଇଛନ୍ତି ଆଇଟି ମନ୍ତ୍ରୀ ମୁକେଶ ମହାଲିଙ୍ଗ। ମନ୍ତ୍ରୀ କହିଛନ୍ତି ଯେ, ”ବ୍ଲାକଲିଷ୍ଟ...

ମାହାଙ୍ଗା ଡବଲ ମର୍ଡର ମାମଲା: ପ୍ରତାପ ଜେନାଙ୍କୁ କ୍ଲିନ୍‌ଚିଟ୍‌

କଟକ,୧।୧୦: ମାହାଙ୍ଗା ଡବଲ ମର୍ଡର ମାମଲାରେ ପୂର୍ବତନ ମନ୍ତ୍ରୀ ପ୍ରତାପ ଜେନା ବଡ଼ ଆଶ୍ୱସ୍ତି ମିଳିଛି। ଏହି ମାମଲାରେ ମଙ୍ଗଳବାର ହାକକୋର୍ଟ ତାଙ୍କୁ କ୍ଲିନ୍‌ଚିଟ୍‌ ଦେଇଛନ୍ତି। ତାଙ୍କ ନାଁରେ ତଳକୋର୍ଟ ମାମଲାକୁ ହାଇକୋର୍ଟ ଖାରଜ କରି ଏହି ରାୟ ଦେଇଛନ୍ତି।...

ରାଜନୈତିକ ରୁଟି ସେକିବାକୁ ନବୀନଙ୍କ ସାମ୍ପ୍ରଦାୟିକ ବୟାନବାଜି, କାହିଁକି ଏମିତି କହିଲେ ଏହି ଭାଜପା ନେତା

ଭୁବନେଶ୍ୱର,୧ା୧୦: ନବୀନଙ୍କ ମନ୍ତବ୍ୟ ଉପରେ କଡ଼ା ଜବାବ ଦେଇଛି ଭାଜପା। ଦଳ କହିଛି, ନବୀନଙ୍କ ବକ୍ତବ୍ୟରୁ ଜଣାପଡୁଛି ସେ ନିଜେ ଓଡ଼ିଶାରେ ଅଶାନ୍ତି କରିବାକୁ ଚାହୁଁଛନ୍ତି। ‘ଏକ୍ସ’ ଜରିଆରେ ଭାଜପା ପକ୍ଷରୁ ମୁଖପାତ୍ର ଅନିଲ ବିଶ୍ବାଳ ପ୍ରତିକ୍ରିୟା ଦେଇଛନ୍ତି। ‘ଏକ୍ସ’...

ଏକ ନମ୍ବର ପଛରେ

ଏକ ନମ୍ବରରେ ରହିବା ପାଇଁ ଏବେ ଚାରିଆଡ଼େ କସରତ ହେଉଛି। ପୂର୍ବରୁ ଭାବୁଥିଲୁ ଯେ, ଶ୍ରେଣୀରେ ପ୍ରଥମ ସ୍ଥାନ ହାସଲ କରିବାକୁ ଛାତ୍ରୀଛାତ୍ରଙ୍କ ଅଭିଭାବକମାନେ ସବୁକିଛି ଉଦ୍ୟମ କରିଦଅନ୍ତି। ଦରକାର ପଡ଼ିଲେ ପିଲାଙ୍କୁ କପି କରିବା ପାଇଁ ମଧ୍ୟ ଉସୁକାଇଥାଆନ୍ତି।...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri