Tag Archives: Home Middle

ଭୁବନେଶ୍ୱରରେ ପହଞ୍ଚିଲେ ମୋଦି

ଭୁବନେଶ୍ୱର,୫।୫: ଅଯୋଧ୍ୟାରୁ ମେଗା ରୋଡ ଶୋ’ କାର୍ଯ୍ୟକ୍ରମ ଶେଷ କରି ରବିବାର ରାତି ପ୍ରାୟ ୧୦ଟା ୪୦ରେ ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ସେଠାରେ ତାଙ୍କୁ ଭାଜପା ନେତୃବୃନ୍ଦ ଭବ୍ୟ ସ୍ବାଗତ କରିଛନ୍ତି। ବିମାନ ବନ୍ଦର...

କଂଗ୍ରେସ ପ୍ରାର୍ଥୀଙ୍କ ଉପରକୁ ଆକ୍ରମଣ: ମୁଣ୍ଡ ଫଟେଇଦେଲେ ଦୁର୍ବୃତ୍ତ

ପୁରୀ,୫।୫: ପୁରୀ କଂଗ୍ରେସ ପ୍ରାର୍ଥୀ ଉମାବଲ୍ଲଭ ରଥଙ୍କ ଉପରେ ରବିବାର ଅପରାହ୍ନରେ ଆକ୍ରମଣ ହୋଇଛି। ସେ ବସ୍‌ଷ୍ଟାଣ୍ଡରେ ବୁଲୁଥିବା ବେଳେ କିଛି ଦୁର୍ବୃତ୍ତ ତାଙ୍କୁ ଆକ୍ରମଣ କରିଥିବା ଜଣାପଡିଛି। ଉମାବଲ୍ଲଭଙ୍କ ମୁଣ୍ଡ ଫାଟିଥିବା ଓ ମୁହଁରେ ଆଘାତ ସୂଚନା ମିଳିଛି।...

ଅଯୋଧ୍ୟାରେ ମୋଦି, ନେଲେ ରାମଲାଲାଙ୍କ ଆଶିଷ

ଅଯୋଧ୍ୟା,୫।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ଉତ୍ତରପ୍ରଦେଶର ଅଯୋଧ୍ୟାରେ ରାମଲାଲାଙ୍କ ଦର୍ଶନ କରିଛନ୍ତି। ସେ ଭଗବାନ ଶ୍ରୀ ରାମଙ୍କୁ ପୂଜା କରି ଆଶୀର୍ବାଦ ନେଇଛନ୍ତି। ମେ’ ୨୦ରେ ଅଯୋଧ୍ୟାରେ ମତଦାନ ଅନୁଷ୍ଠିତ ହେବ। ଏହାପୂର୍ବରୁ, ସେ ଇଟାୱାଠାରେ ଏକ ନିର୍ବାଚନ...

ଭାଜପାର ବଡ଼ ଘୋଷଣା: ସରକାରକୁ ଆସିଲେ ଖୋଲାଯିବ ରତ୍ନ ଭଣ୍ଡାର

ଭୁବନେଶ୍ୱର,୫।୫: ରାଜ୍ୟ ଭାଜପାର ନିର୍ବାଚନୀ ଇସ୍ତାହାରରେ ଏକ ବଡ଼ ପ୍ରତିଶ୍ରୁତି ଦିଆଯାଇଛି। ଭାଜପା ସରକାରକୁ ଆସିଲେ ରତ୍ନ ଭଣ୍ଡାର ଖୋଲାଯିବ ବୋଲି ଦଳର ରାଷ୍ଟ୍ରୀୟ ସଭାପତି ଜେପି ନଡ୍ଡା ଘୋଷଣା କରିଛନ୍ତି। ସେ କହିଛନ୍ତି, ହଜିଥିବା ରତ୍ନଭଣ୍ଡାର ଚାବିର ତଦନ୍ତ...

ଭାଜପାର ନିର୍ବାଚନୀ ଇସ୍ତାହାର ଉନ୍ମୋଚନ: ୪ ବର୍ଗଙ୍କୁ ଫୋକସ୍‌

ଭୁବନେଶ୍ୱର,୫।୫: ଆସନ୍ତା ନିର୍ବାଚନ ପାଇଁ ରାଜ୍ୟ ଭାଜପାର ନିର୍ବାଚନୀ ଇସ୍ତାହାର ଉନ୍ମୋଚିତ ହୋଇଛି। ଭୁବନେଶ୍ୱରରେ ଏକ ଘରୋଇ ହୋଟେଲ୍‌ରେ ଭାଜପା ରାଷ୍ଟ୍ରୀୟ ସଭାପତି ଜେପି ନଡ୍ଡା ଏହି ନିର୍ବାଚନୀ ଇସ୍ତାହାର ଉନ୍ମୋଚନ କରିଛନ୍ତି। ଏହି ନିର୍ବାଚନୀ ଇସ୍ତାହାରର ନାଁ ରହିଛି...

ନିର୍ବାଚନ କମିଶନଙ୍କ ଅନନ୍ୟ ପଦକ୍ଷେପ, ୨୩ ଦେଶର ୭୫ ପ୍ରତିନିଧୀ ‘ଗଣତନ୍ତ୍ରର ମହାପର୍ବ’ ଦେଖିବାକୁ ଭାରତ ପହଞ୍ଚିଲେ

ନୂଆଦିଲ୍ଲୀ,୫।୫: ୨୩ଟି ଦେଶର ନିର୍ବାଚନ ପରିଚାଳନା ସଂସ୍ଥା ସହିତ ଜଡିତ ୭୫ ଜଣ ଆନ୍ତର୍ଜାତୀୟ ପ୍ରତିନିଧୀ ବିଶ୍ୱର ସର୍ବବୃହତ ଗଣତାନ୍ତ୍ରିକ ଦେଶ ‘ଲୋକ ସଭା ନିର୍ବାଚନ’ର ମହାନ ମହୋତ୍ସବର ସାକ୍ଷୀ ହେବା ପାଇଁ ଭାରତରେ ପହଞ୍ଚିଛନ୍ତି। ମୁଖ୍ୟ ନିର୍ବାଚନ କମିଶନର...

ଓଡ଼ିଶାରେ ପହଞ୍ଚିଲେ ଜେପି ନଡ୍ଡା

ଭୁବନେଶ୍ୱର,୫।୫: ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ନଡ୍ଡା ରବିବାର ଅପରାହ୍ନରେ ଭୁବନେଶ୍ୱରରେ ପହଞ୍ଚିଛନ୍ତି। ତାଙ୍କୁ ଭାଜପା ସଭାପତି ମନମୋହନ ସାମଲ, ଭୁବନେଶ୍ୱର ଏମ୍‌ପି ଅପରାଜିତତା ଷଡଙ୍ଗୀ ପ୍ରମୁଖ ତାଙ୍କୁ ବିମାନବନ୍ଦରରୁ ସ୍ବାଗତ କରିଥିଲେ। ରାଜ୍ୟ ଭାଜପାର ନିର୍ବାଚନୀ ଇସ୍ତାହାର ଉନ୍ମୋଚନ କରିବା...

ଭାରତୀୟ ମସଲାରେ କୀଟନାଶକ ସମ୍ପର୍କିତ ସମସ୍ତ ଦାବିକୁ ଖଣ୍ଡନ କଲା ଏଫ୍‌ଏସ୍‌ଏସ୍‌ଏଆଇ

ନୂଆଦିଲ୍ଲୀ,୫।୫: ଭାରତୀୟ ମସଲାକୁ ନେଇ ଉପୁଯିତିବା ବିବାଦ ମଧ୍ୟରେ ସ୍ପତିକାରଣ ରଖିଛି ଖାଦ୍ୟ ନିରାପତ୍ତା ଏବଂ ମାନକ ପ୍ରାଧିକରଣ ଅଫ୍ ଇଣ୍ଡିଆ (ଏଫ୍‌ଏସ୍‌ଏସ୍‌ଏଆଇ)। ବିଭିନ୍ନ ଦେଶ ଭାରତୀୟ ମସଲା ଉପରେ ଲଗାଇଥିବା ଅଭିଯୋଗକୁ ସମ୍ପୂର୍ଣ୍ଣ ଭାବେ ଅସ୍ୱୀକାର କରିଛି ଯେ...

ନୀଳଗିରି ଆସନ ଲାଗି ପ୍ରାର୍ଥୀ ଘୋଷଣା, କଂଗ୍ରେସରୁ ଏହି ବରିଷ୍ଠ ନେତା ପାଇଲେ ଟିକେଟ୍‌…

ଭୁବନେଶ୍ୱର,୫।୫: ନୀଳଗିରି ବିଧାନସଭା ଆସନ ଲାଗି କଂଗ୍ରେସ ରବିବାର ପ୍ରାର୍ଥୀ ଘୋଷଣା କରିଛି। ପୂର୍ବତନ ବିଧାୟକ ଅକ୍ଷୟ ଆଚାର୍ଯ୍ୟଙ୍କୁ ଦଳ ପ୍ରାର୍ଥୀ କରିଛି। ୧୯୮୦ ଏବଂ ୧୯୯୫ରେ ୨ ଥର ବିଧାୟକ ହୋଇଥିଲେ ଅକ୍ଷୟ। ଏବେ ୨୦୨୪ ନିର୍ବାଚନରେ ମଧ୍ୟ...

୫ ବିଧାନସଭା ଆସନରେ ପ୍ରାର୍ଥୀ ବଦଳାଇଲା କଂଗ୍ରେସ

ଭୁବନେଶ୍ୱର,୫।୫: ୫ ଆସନରେ ପ୍ରାର୍ଥୀ ବଦଳାଇଛି କଂଗ୍ରେସ। ଜଳେଶ୍ୱର, ବରୀ, ଆଠମଲ୍ଲିକ, ଆଠଗଡ ଓ ପୁରୀରେ କଂଗ୍ରେସ ନିଜର ପ୍ରାର୍ଥୀ ଅଦଳବଦଳ କରିଛି। ଜଳେଶ୍ୱରରେ ସୁଦର୍ଶନ ଦାସଙ୍କୁ ଦଳ ଟିକେଟ୍‌ ଦେଇଥିବାବେଳେ ବରୀରେ ଦେବାଶିଷ ନାୟକଙ୍କୁ ଟିକେଟ୍‌ ମିଳିଛି। ସେହିପରି...

ଆମେଠି ପ୍ରାର୍ଥୀ କେ.ଏଲ ଶର୍ମାଙ୍କ ବିସ୍ପୋରକ ବୟାନ, ଗାନ୍ଧୀ ପରିବାର ପାଖରେ କରୁନି ଚାକିରି

ନୂଆଦିଲ୍ଲୀ,୫।୫: ଆମେଠିରୁ କଂଗ୍ରେସ କିଶୋରୀ ଲାଲ ଶର୍ମାଙ୍କୁ ଟିକେଟ୍‌ ଦେଇଛି। ତେବେ ଟିକେଟ୍‌ ମିଳିବା ପରେ ସେ ଏକ ବିସ୍ପୋରକ ବୟାନ ଦେଇଛନ୍ତି। ସେ କହିଛନ୍ତି, ମୁଁ ଗାନ୍ଧୀ ପରିବାର ପାଇଁ ଚାକିରି କରୁନି କି ଦଳ ଠାରୁ କୌଣସି...

ପାଣ୍ଡିଆନଙ୍କ ବ୍ରହ୍ମପୁର ସମ୍ପର୍କ, କହିଲେ ଝିଅ ପାଇଛି ଏହିଠୁ…

ଭୁବନେଶ୍ୱର,୫।୫: ଶନିବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସହ ବିଜେଡି ନେତା ଭିକେ ପାଣ୍ଡିଆନ ୪ଟି ଜିଲାର ୩ ଲୋକ ସଭା ଆସନରେ ମାରାଥନ ପ୍ରଚାର କରିଛନ୍ତି। ପ୍ରଚାର ସମୟରେ ପାଣ୍ଡିଆନ ତାଙ୍କର ବ୍ରହ୍ମପୁର ଲିଙ୍କ ବିଷୟରେ ଖୁଲାସା କରିଛନ୍ତି। ସେ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri