Tag Archives: Home Middle

କରୋନା ସ୍ଥିତି ଅସମ୍ଭାଳ: ଭଗବାନ ଭରସା…

ନୂଆଦିଲ୍ଲୀ,୨।୫: ଦେଶରେ କରୋନା ସଂକ୍ରମଣ ଯୋଗୁ ଅଣାୟତ୍ତ ସ୍ଥିତି ସୃଷ୍ଟି ହୋଇଛି। ସ୍ଥିତି ବେକାବୁ ହେବା ଯୋଗୁ ଲୋକଙ୍କ ମଧ୍ୟରେ ଆତଙ୍କ ଦେଖା ଦେଇଛି। କରୋନାର ଦ୍ୱିତୀୟ ଲହର ଭୟଙ୍କର ବେଗରେ ବ୍ୟାପିବାରେ ଲାଗିଛି। କରୋନା ସଂକ୍ରମଣ ପୂର୍ବର ସମସ୍ତ...

ଭାରତରେ ଲକ୍‌ଡାଉନ୍‌ ଜାରି ହେବା ଜରୁରୀ: ଟାସ୍କ୍‌ଫୋର୍ସ

ନୂଆଦିଲ୍ଲୀ,୨।୫: ଭାରତରେ କରୋନା ମହାମାରୀ ଯୋଗୁ ପ୍ରତିଦିନ ମୃତ୍ୟୁ ସଂଖ୍ୟା ସହିତ ସମତାଳରେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ି ଚାଲିଛି। ଫଳରେ ଦେଶର ବିଭିନ୍ନ ଶ୍ମଶାନରେ ଚିତା ଲିଭିବାର ନାଁ ଧରୁନି। ଏପରିସ୍ଥଳେ କରୋନା ପାଇଁ ଗଠିତ ହୋଇଥିବା ଜାତୀୟ...

ପଶ୍ଚିମବଙ୍ଗରେ ଦିଦି-କେରଳରେ ଲେଫ୍ଟ ଆଗରେ…

କୋଲକାତା/ଥିରଭାନନ୍ତପୁରମ୍‌,୨।୫: ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନର ଭୋଟ ଗଣତି ରବିବାର ଆରମ୍ଭ ହୋଇଛି। ପ୍ରଥମ ପର୍ଯ୍ୟାୟ ଭୋଟଗଣନାରେ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କର ତୃଣମୂଳ, କଂଗ୍ରେସ ଆଗୁଆ ରହିଛି। ତୃଣମୂଳ ୧୨୩ଟି ଆସନରେ ଏବଂ ଭାଜପା ୧୧୬ ଆସନରେ ଆଗୁଆ ରହିଛନ୍ତି। ପଶ୍ଚିମବଙ୍ଗରେ...

ଅକ୍ସିଜେନ୍‌ ଅଭାବ: ଜଣେ ଡାକ୍ତରଙ୍କ ସମେତ ୮ ଜଣଙ୍କ ମୃତ୍ୟୁ…

ନୂଆଦିଲ୍ଲୀ,୧।୫: ଦେଶରେ କରୋନା ସଂକ୍ରମଣର ଦ୍ୱିତୀୟ ଲହର ଜାରି ରହିଛି। ଏହା ତୀବ୍ର ବେଗରେ ବ୍ୟାପୁଥିବାରୁ ସ୍ଥିତି ଅସମ୍ଭାଳ ହେବାରେ ଲାଗିଛି। ରାଜଧାନୀ ଦିଲ୍ଲୀରେ କରୋନା ସଂକ୍ରମଣ ଯୋଗୁ ସ୍ଥିତି ଅସମ୍ଭାଳ ହେବାରେ ଲାଗିଛି। ଏପରିସ୍ଥଳେ ଅକ୍ସିଜେନ ଅଭାବ ଯୋଗୁ...

କିଛି ସପ୍ତାହ ଲକ୍‌ଡାଉନ୍‌ ଏବେ ଭାରତରେ ଆବଶ୍ୟକ: ଆମେରିକା…

ଓ୍ବାଶିଂଟନ/ନୂଆଦିଲ୍ଲୀ,୧।୫: ଭାରତରେ କରୋନା ସଂକ୍ରମଣର ଦ୍ୱିତୀୟ ଲହର ଭୟଙ୍କର ସ୍ଥିତି ସୃଷ୍ଟି କରିଛି। ଏପରିସ୍ଥଳେ ଭାରତରେ ଲକ୍‌ଡାଉନ୍‌ ଲାଗୁ କରିବ ନେଇ ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ୍‌ଙ୍କ ମୁଖ୍ୟ ମେଡ଼ିକାଲ ପରାମର୍ଶଦାତା ତଥା ମହାମାରୀ ବିଶେଜ୍ଞ ଡ. ଆନ୍ଥୋନୀ ଫାୟୁସି...

କରୋନାର ତୃତୀୟ ଲହର ଆସିବ ଅକ୍ଟୋବରରେ: ପୁଣି ଘନେଇଲା ବିପଦ…

ନୂଆଦିଲ୍ଲୀ,୧।୫: ଦେଶରେ କରୋନା ସଂକ୍ରମଣର ଦ୍ୱିତୀୟ ଲହର ଜାରି ରହିଛି। ଏହା ତୀବ୍ର ବେଗରେ ବ୍ୟାପୁଥିବାରୁ ସ୍ଥିତି ଅସମ୍ଭାଳ ହେବାରେ ଲାଗିଛି। ତେବେ ପୁଣି ବିପଦ ଘନେଇବାରେ ଲାଗିଛି। କରୋନାର ତୃତୀୟ ଲହର ଚଳିତ ବର୍ଷ ଅକ୍ଟୋବରରେ ଆସିବ ବୋଲି...

ମହାମାରୀ ତାଣ୍ଡବ ଚେତାବନୀକୁ ଅଣଦେଖା କରିଛନ୍ତି ମୋଦି ସରକାର…

ନୂଆଦିଲ୍ଲୀ,୧।୫: ଭାରତରେ କରୋନା ମହାମାରୀ ଯୋଗୁ ପ୍ରତିଦିନ ମୃତ୍ୟୁ ସଂଖ୍ୟା ସହିତ ସମତାଳରେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ି ଚାଲିଛି। ଫଳରେ ଦେଶର ବିଭିନ୍ନ ଶ୍ମଶାନରେ ଚିତା ଲିଭିବାର ନାଁ ଧରୁନି। ଦେଶରେ ଏଭଳି ସ୍ଥିତି ସୃଷ୍ଟି ହେବ ବୋଲି...

ଭାରତୀୟ ଯାତ୍ରୀଙ୍କୁ ଅଷ୍ଟ୍ରେଲିଆ ମନା: ଉଲ୍ଲଂଘନ କଲେ ଜେଲଦଣ୍ଡ-ଜରିମାନା…

ସିଡ୍‌ନୀ,୧।୫: କରୋନା ମହାମାରୀ ସଂକ୍ରମଣ ଯୋଗୁ ଭାରତରେ ଅବସ୍ଥା ଅସମ୍ଭାଳ ହେବାରେ ଲାଗିଛି। ଏପରିସ୍ଥଳେ କେତେକ ଦେଶ ସୁରକ୍ଷା ଦୃଷ୍ଟିରୁ ଭାରତୀୟ ଯାତ୍ରୀଙ୍କ ଉପରେ କଟକଣା ଲଗାଇ ସାରିଛନ୍ତି। ଏବେ ଅଷ୍ଟ୍ରେଲିଆ ସରକାରଙ୍କ ପକ୍ଷରୁ ଭାରତୀୟ ଯାତ୍ରୀଙ୍କ ଉପରେ ସାମୟିକ...

କୋଭିଡ୍‌ କେୟାର ସେଣ୍ଟରରେ ଅଗ୍ନିକାଣ୍ଡ: ୧୬ ମୃତ…

ଅହମଦାବାଦ୍‌,୧।୫: ଗୁଜରାଟର ଭାରୁଚ୍‌ ସ୍ଥିିତ ଏକ କୋଭିଡ୍‌ କେୟାର ସେଣ୍ଟରରେ ଅଗ୍ନିକାଣ୍ଡ ଘଟି ୧୪ଜଣ ଆକ୍ରାନ୍ତଙ୍କ ସମେତ ୨ ଜଣ ଷ୍ଟାଫ୍‌ ନର୍ସଙ୍କ ମୃତ୍ୟୁ ଘଟିଛି। ଶୁକ୍ରବାର-ଶନିବାର ମଧ୍ୟରାତ୍ର ୧୨ଟା ୩୦ରେ ଏଭଳି ଅଭାବନୀୟ ଘଟଣା ଘଟିଛି। କୋଭିଡ୍‌ କେୟାର...

ସବୁ ରେକର୍ଡ ଭାଙ୍ଗିଲା କରୋନା: ଗୋଟିଏ ଦିନରେ ଆକ୍ରାନ୍ତଙ୍କ ସଂଖ୍ୟା ଟପିଲା ୪ ଲକ୍ଷ…

ନୂଆଦିଲ୍ଲୀ,୧।୫: ଦେଶରେ କରୋନା ସଂକ୍ରମଣ ଯୋଗୁ ଅସମ୍ଭାଳ ସ୍ଥିତି ସୃଷ୍ଟି ହୋଇଛି। ସ୍ଥିତି ବେଲଗାମ୍‌ ହେବା ଯୋଗୁ ଲୋକଙ୍କ ମଧ୍ୟରେ ଆତଙ୍କ ଦେଖା ଦେଇଛି। କରୋନାର ଦ୍ୱିତୀୟ ଲହର ଭୟଙ୍କର ବେଗରେ ବ୍ୟାପିବାରେ ଲାଗିଛି। କରୋନା ସଂକ୍ରମଣ ପୂର୍ବର ସମସ୍ତ...

ସରକାର ନୁହେଁ, ଅଦାଲତ ଭରସା

ନୂଆଦିଲ୍ଲୀ,୧ା୫: ନୋଭେଲ କରୋନା ଭାଇରସ୍‌ର ଦ୍ୱିତୀୟ ଲହର ଭାରତକୁ ଆଣିଛି ମହାବିପତ୍ତି। ୧୦ରୁ ଊର୍ଦ୍ଧ୍ୱ ରାଜ୍ୟରେ ଅଣାୟତ୍ତ ସ୍ଥିତି। ସ୍ବାସ୍ଥ୍ୟସେବା ବିପର୍ଯ୍ୟସ୍ତ। ହସ୍ପିଟାଲରେ ଶଯ୍ୟାଠୁ ନେଇ ଅକ୍ସିଜେନ, ରେମ୍‌ଡେସିଭିର ଭଳି ଜରୁରୀ ଇଞ୍ଜେକ୍ସନ ଓ ଜୀବନ ରକ୍ଷାକାରୀ ଔଷଧର ଘୋର...

ଜାତିସଂଘ ସହାୟତାକୁ ଭାରତର ନା

ଜାତିସଂଘ/ନୂଆଦିଲ୍ଲୀ, ୧।୫: କରୋନା ଭାଇରସ୍‌ର କ୍ରମବର୍ଦ୍ଧିଷ୍ଣୁ ସଂକ୍ରମଣକୁ ଭାରତ ସମ୍ଭାଳିପାରୁ ନାହିଁ। ଦେଶର ସ୍ବାସ୍ଥ୍ୟସେବା ବ୍ୟବସ୍ଥା ଭୁଶୁଡ଼ିପଡ଼ିଲାଣି। କୋଭିଡ୍‌ ରୋଗୀ ଅକ୍ସିଜେନ୍‌, ଭାକ୍ସିନ ଓ ଜୀବନ ରକ୍ଷାକାରୀ ଇଞ୍ଜେକ୍ସନ ନ ପାଇ ମରୁଥିବାରୁ ଏସବୁ ପାଇଁ ଅନ୍ୟ ଦେଶଗୁଡ଼ିକ ଉପରେ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri