Tag Archives: Home Middle

ପାଣ୍ଡିଆନଙ୍କ ବ୍ରହ୍ମପୁର ସମ୍ପର୍କ, କହିଲେ ଝିଅ ପାଇଛି ଏହିଠୁ…

ଭୁବନେଶ୍ୱର,୫।୫: ଶନିବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସହ ବିଜେଡି ନେତା ଭିକେ ପାଣ୍ଡିଆନ ୪ଟି ଜିଲାର ୩ ଲୋକ ସଭା ଆସନରେ ମାରାଥନ ପ୍ରଚାର କରିଛନ୍ତି। ପ୍ରଚାର ସମୟରେ ପାଣ୍ଡିଆନ ତାଙ୍କର ବ୍ରହ୍ମପୁର ଲିଙ୍କ ବିଷୟରେ ଖୁଲାସା କରିଛନ୍ତି। ସେ...

ଆଜି ଆସିବେ ମୋଦି, ନଡ୍ଡା

ଭୁବନେଶ୍ୱର, ୫।୫(ସୁନିତ୍‌ ମିଶ୍ର)ନିର୍ବାଚନ ପ୍ରଚାର ପାଇଁ ଭାଜପା କେନ୍ଦ୍ରୀୟ ନେତାମାନଙ୍କ ଘନ ଘନ ଓଡ଼ିଶା ଗସ୍ତ କରୁଛନ୍ତି। ନିକଟରେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା, ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି. ନଡ୍ଡାଙ୍କ ସମେତ କେତେଜଣ କେନ୍ଦ୍ରମନ୍ତ୍ରୀ ଓଡ଼ିଶାର ବିଭିନ୍ନ ସ୍ଥାନରେ...

ଇଣ୍ଡିଆନ୍‌ ସୁପର ଲିଗ୍‌: ମୁମ୍ବାଇ ସିଟି ଏଫ୍‌ସି ଚାମ୍ପିୟନ

କୋଲକାତା,୪ା୫: ଇଣ୍ଡିଆନ୍‌ ସୁପର ଲିଗ(ଆଇଏସ୍‌ଏଲ୍‌)ର ଦଶମ ସଂସ୍କରଣରେ ଡିଫେଣ୍ଡିଂ ଚାମ୍ପିୟନ ମୋହନ ବାଗାନ ସୁପର ଜାଏଣ୍ଟ୍ସକୁ ୩-୧ରେ ହରାଇ ଟାଇଟଲ ହାସଲ କରିଛି ମୁମ୍ବାଇ ସିଟି ଏଫ୍‌ସି। କୋଲକାତାର ସଲ୍ଟ ଲେକ୍‌ ଷ୍ଟାଡିୟମରେ ଖେଳା ଯାଇଥିବା ଫାଇନାଲରେ ମୋହନ ବାଗାନ...

ରାଜ୍ୟ ସରକାରଙ୍କ ସଫଳତା ବିରୋଧୀ ଗ୍ରହଣ କରିପାରୁନାହାନ୍ତି: ନବୀନ

କୋରାପୁଟ,୪ା୫(ଅମିତାଭ ବେହେରା)-କୋରାପୁଟରେ ଶନିବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମାରାଥାନ ନିର୍ବାଚନ ପ୍ରଚାର କରିଛନ୍ତି। ରାଜ୍ୟ ସରକାରଙ୍କ ପ୍ରତ୍ୟେକ କ୍ଷେତ୍ରରେ ସଫଳତା ବିରୋଧୀମାନେ ଗ୍ରହଣ କରି ନପାରି କେବଳ କୁମ୍ଭୀର କାନ୍ଦଣା କାନ୍ଦୁଛନ୍ତି ବୋଲି ବିରୋଧୀଙ୍କୁ ଟାର୍ଗେଟ କରି ମୁଖ୍ୟମନ୍ତ୍ରୀ କହିଛନ୍ତି।...

‘ମୋଦି ନିଜେ ରାଜା, ହେଲେ ମୋ’ ଭାଇକୁ ରାଜକୁମାର କହୁଛନ୍ତି’

ଗାନ୍ଧିନଗର,୪।୫: ମୋଦି ନିଜେ ରାଜା, ହେଲେ ମୋ’ ଭାଇଙ୍କୁ ରାଜକୁମାର କୁହନ୍ତି। କିଛି ଏଭଳି କହି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଟାର୍ଗେଟ କରିଛନ୍ତି କଂଗ୍ରେସ ନେତ୍ରୀ ପ୍ରିୟଙ୍କା ଗାନ୍ଧି। ଏହାଛଡ଼ା ରାହୁଲ ୪୦୦୦ କିମି ପାଦରେ ଚାଲି ଦେଶର ଲୋକଙ୍କୁ...

ବାୟୁସେନା ଯବାନଙ୍କ ଉପରେ ଆତଙ୍କବାଦୀଙ୍କ ଆକ୍ରମଣ, ୩ ଆହତ

ନୂଆଦିଲ୍ଲୀ,୪ା୫: ଶନିବାର ଜମ୍ମୁ କଶ୍ମୀରର ପୁଞ୍ଚ ଜିଲା ସୁରାନକୋଟ ଅଞ୍ଚଳରେ ଆତଙ୍କବାଦୀମାନେ ବାୟୁସେନା କର୍ମଚାରୀ ଯାଉଥିବା ଦୁଇଟି ଗାଡିରେ ଆକ୍ରମଣ କରିଛନ୍ତି। ଯେଉଁଥିରେ ଭାରତୀୟ ବାୟୁସେନାର ତିନି କର୍ମଚାରୀ ଆହତ ହୋଇଥିବା ଖବର ମିଳିଛି। ଆହତ ହୋଇଥିବା ପାଞ୍ଚ ଜଣଙ୍କ...

ଓଡିଶାର ସବୁଠାରୁ ଗରିବ ଏମପି ପ୍ରାର୍ଥୀ , ପାଖରେ ମାତ୍ର ଏତିକି ଟଙ୍କା

ଭୁବନେଶ୍ୱର,୪।୫: କୁହାଯାଏ ପାଖରେ ଟଙ୍କା ନ ଥିଲେ ରାଜନୀତି କରି ହୁଏନି। ପ୍ରଚାର ଠାରୁ ଆରମ୍ଭ କରି ପୋଷ୍ଟର ଛାପିବା ଯାଏଁ ବିଡା ବିଡା ଟଙ୍କା ଲାଗିଥାଏ। ଆଗରୁ ଦେଖାଯାଇଛି କି, ଏହି ପ୍ରଚାର ସମୟରେ ଭୋଟରଙ୍କୁ ଆକର୍ଷିତ କରିବା...

ସ୍କୁଲ ମାଟି ମାଡି ନ ଥିବା ଓଡିଶାର ବିଧାୟକ ପ୍ରାର୍ଥୀ, ଜାଣନ୍ତୁ ରୋଚକ ତଥ୍ୟ

ଭୁବନେଶ୍ୱର,୪।୫: ରାଜ୍ୟରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପାଇଁ ପ୍ରାର୍ଥିପତ୍ର ଦାଖଲ ସରିଛି। ୪ ଲୋକ ସଭା ଆସନ ବ୍ରହ୍ମପୁର, କଳାହାଣ୍ଡି, କୋରାପୁଟ ଓ ନବରଙ୍ଗପୁରର ନାମାଙ୍କନ ଦାଖଲ କରିଥିବା ୩୭ ଜଣ ପ୍ରାର୍ଥୀଙ୍କ ସତ୍ୟପାଠ ଆଧାରରେ ସେମାନଙ୍କ ଚିଠା ଖୋଲିଛି...

‘ଓଡ଼ିଶାର ନେତା ମାଟିର ପୁଅ ହୁଅନ୍ତୁ’

ଭୁବନେଶ୍ୱର,୪।୫: ବୈଦେଶିକ ମନ୍ତ୍ରୀ ଏସ୍‌.ଜୟଶଙ୍କର ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସି ଏକ ଖବରଦାତା ସମ୍ମିଳନୀରେ ମୋଦିଙ୍କ ବିକାଶଧାରା ସହ ବିଭିନ୍ନ ପ୍ରସଙ୍ଗରେ ପ୍ରତିକ୍ରିୟା ରଖୁଛନ୍ତି। ଏହି କ୍ରମରେ ଓଡ଼ିଆ ଅସ୍ମିତା ପ୍ରସଙ୍ଗରେ ସେ ମନ୍ତବ୍ୟ ଦେଇ କହିଛନ୍ତି, ରାଜ୍ୟରେ...

ପଦ୍ମ ଧରିଲେ ଅରବିନ୍ଦର ସିଂହ ଲଭଲୀ

ନୂଆଦିଲ୍ଲୀ,୪।୫: ପଦ୍ମ ଧରିଲେ ପୂର୍ବତନ ଦିଲ୍ଲୀ କଂଗ୍ରେସ ଅଧ୍ୟକ୍ଷ ଅରବିନ୍ଦର ସିଂହ ଲଭଲୀ। ଦିଲ୍ଲୀ ସ୍ଥିତ ଭାଜପା କାର୍ଯ୍ୟାଳୟକୁ ଯାଇ ସେ ବିଧିବଦ୍ଧ ଭାବେ ଭାଜପାରେ ସାମିଲ ହୋଇଛନ୍ତି। ସୂଚନାଥାଉ କି, ଦିଲ୍ଲୀରେ ଏଏପି ସହ କଂଗ୍ରେସର ମେଣ୍ଟକୁ ନେଇ...

ଓଡ଼ିଶା ଲୋକଙ୍କ ମଧ୍ୟରେ ବହୁତ ଟ୍ୟାଲେଣ୍ଟ, ସ୍କିଲ୍‌ ଅଛି: ଏସ୍. ଜୟଶଙ୍କର

ଭୁବନେଶ୍ୱର,୪।୫: ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସି ଭୁବନେଶ୍ୱରରେ ସାମ୍ବାଦିକ ସମ୍ମିଳନୀ କରିଛନ୍ତି ବୈଦେଶିକ ମନ୍ତ୍ରୀ ଏସ୍‌.ଜୟଶଙ୍କର। ଏହି ସମୟରେ ସେ ଓଡ଼ିଶାର କଳା, ସଂସ୍କୃତି ଏବଂ ଲୋକମାନଙ୍କ ଅମଧ୍ୟରେ ଥିବା ଦକ୍ଷତା ବିଷୟରେ ଆଲୋକପାତ କରିଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର...

୧୦ରେ ଭୁବନେଶ୍ୱରରେ ରୋଡ୍‌ ଶୋ’ କରିବେ ମୋଦି

ଭୁବନେଶ୍ୱର,୪।୫: ଆସନ୍ତା ସପ୍ତାହରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପୁଣି ୨ ଦିନିଆ ଓଡ଼ିଶା ଗସ୍ତରେ ଆସିବେ। ୫ ଓ ୬ ତାରିଖ ପରେ ଆସନ୍ତା ୧୦ ତାରିଖରେ ସେ ଓଡ଼ିଶା ଆସିବେ। ତେବେ ୧୦ ତାରିଖରେ ମୋଦି ଭୁବନେଶ୍ୱରରେ ରୋଡ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri