Tag Archives: Home Middle

ସାବାଳକଙ୍କୁ ଟିକା ପାଇଁ ଗାଇଡ୍‌ଲାଇନ

ନୂଆଦିଲ୍ଲୀ, ୨୫।୪: ଆସନ୍ତା ମାସ ୧ ତାରିଖରୁ ସମସ୍ତ ସାବାଳକଙ୍କୁ କୋଭିଡ୍‌ ଟିକା ଦିଆଯିବ। ତୃତୀୟ ପର୍ଯ୍ୟାୟ ଟିକାକରଣକୁ ସଫଳ କରାଇବା ପାଇଁ କେନ୍ଦ୍ର ସରକାର ଶନିବାର ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳଗୁଡ଼ିକ ପାଇଁ ଗାଇଡ୍‌ଲାଇନ ଜାରି କରିଛନ୍ତି। ୧୮...

ପୁଣି ୩୧ ରୋଗୀଙ୍କ ମୃତ୍ୟୁ

ନୂଆଦିଲ୍ଲୀ, ୨୫।୪: ରାଜଧାନୀ ଦିଲ୍ଲୀ ସମେତ କେତେକ ରାଜ୍ୟର ହସ୍ପିଟାଲଗୁଡ଼ିକରେ ଅକ୍ସିଜେନ ସଙ୍କଟ ଦେଖାଯାଇଛି। ଦିଲ୍ଲୀର ବିଭିନ୍ନ କୋଭିଡ୍‌ ହସ୍ପିଟାଲରେ ଗତ ୫ ଦିନ ହେଲା ଅକ୍ସିଜେନ ଅଭାବରୁ ବହୁ ଚିକିତ୍ସାଧୀନ ରୋଗୀଙ୍କ ମୃତ୍ୟୁ ଘଟିଲାଣି। ସାର୍‌ ଗଙ୍ଗାରାମ ହସ୍ପିଟାଲ...

ରାଜ୍ୟକୁ ୬୦୦ ଟଙ୍କାରେ ମିଳିବ କୋଭାକ୍ସିନ

ନୂଆଦିଲ୍ଲୀ, ୨୪।୪: ଭାରତ ବାୟୋଟେକ୍‌ କୋଭାକ୍ସିନ ଟିକା ଦାମ୍‌ ଶନିବାର ଘୋଷଣା କରିଛି। ରାଜ୍ୟ ସରକାରଙ୍କୁ ଏହି ଭାକ୍ସିନ ଡୋଜ୍‌ ପ୍ରତି ୬୦୦ ଟଙ୍କାରେ ଯୋଗାଇ ଦିଆଯିବ। ଘରୋଇ ହସ୍ପିଟାଲଗୁଡ଼ିକ ୧,୨୦୦ ଟଙ୍କାରେ ଉକ୍ତ ଟିକା କିଣିପାରିବେ ବୋଲି କମ୍ପାନୀ...

‘ଅକ୍ସିଜେନ ଦିଅ’ ଦେଶର ସବୁ ମୁଖ୍ୟମନ୍ତ୍ରୀଙ୍କୁ ହାତ ପାତିଲେ କେଜ୍ରିୱାଲ

ନୂଆଦିଲ୍ଲୀ,୨୪।୪: ଦିଲ୍ଲୀରେ ଅକ୍ସିଜେନ ସଙ୍କଟ ଦେଖାଯାଇଛି। ଅକ୍ସିଜେନ ଅଭାବରୁ ବିଭିନ୍ନ ହସ୍ପିଟାଲରେ ରୋଗୀଙ୍କ ମୃତ୍ୟୁ ଘଟୁଛି। ଏଭଳି ସ୍ଥିତିରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ ଦିଲ୍ଲୀବାସୀଙ୍କ ପାଇଁ ଅକ୍ସିଜେନ ଯୋଗାଇ ଦେବାକୁ ଦେଶର ସବୁ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କୁ ଶନିବାର ଚିଠି...

ଅକ୍ସିଜେନ୍‌ ଯୋଗାଣରେ ବାଧା ଦେଲେ ଦିଆଯିବ ଲଟକାଇ : ହାଇକୋର୍ଟ…

ନୂଆଦିଲ୍ଲୀ,୨୪।୪: ଦେଶରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ଆତଙ୍କ ସୃଷ୍ଟି ହୋଇଛି। ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବା ସହିତ ପ୍ରତିଦିନ ମୃତକଙ୍କ ସଂଖ୍ୟା ମଧ୍ୟ ବଢ଼ିବାରେ ଲାଗିଛି। ଏପରିସ୍ଥଳେ ବିଭିନ୍ନ ହସ୍ପିଟାଲରେ ଅକ୍ସିଜେନ ଅଭାବ ଯୋଗୁ କରୋନା ଆକ୍ରାନ୍ତଙ୍କ ସମେତ...

ଛିଣ୍ଡିଯାଉଛି ଜୀବନ ଡୋର: ମିଳୁନି ଅକ୍ସିଜେନ୍‌ …

ନୂଆଦିଲ୍ଲୀ,୨୪।୪: ଦେଶରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ଆତଙ୍କ ସୃଷ୍ଟି ହୋଇଛି। ପ୍ରତିଦିନ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବା ସହିତ ମୃତକଙ୍କ ସଂଖ୍ୟା ମଧ୍ୟ ବଢ଼ିଚାଲିଛି। ଏପରିସ୍ଥଳେ ଦେଶରେ ଦେଖାଦେଇଥିବା ଅକ୍ସିଜେନ ଅଭାବ ଯୋଗୁ ମୃତକଙ୍କ ସଂଖ୍ୟା ବୃଦ୍ଧି ପାଇ...

ଭାରତ ସହିତ ଛିଡ଼ା ହୋଇଛି ପାକିସ୍ତାନ, କରୋନାକୁ ଦିଆଯିବ ଜବାବ: ଇମ୍ରାନ୍‌…

ନୂଆଦିଲ୍ଲୀ/ଇସଲାମାବାଦ,୨୪।୪: ଦେଶରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ଆତଙ୍କ ସୃଷ୍ଟି ହୋଇଛି। ପ୍ରତିଦିନ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବା ସହିତ ମୃତକଙ୍କ ସଂଖ୍ୟା ମଧ୍ୟ ବଢ଼ିଚାଲିଛି। ଏପରିସ୍ଥଳେ ପାକିସ୍ତାନ ଭାରତ ସହିତ ଛିଡ଼ାହୋଇଛି। ପଡ଼ୋଶୀ ଦେଶରେ ଜାରି ରହିଥିବା ମହାମାରୀ...

ଦେଶ ଛାଡୁଛନ୍ତି ଧନୀ ଭାରତୀୟ: ୧୦ ଗୁଣା ଦାମରେ କିଣୁଛନ୍ତି ଟିକଟ…

ନୂଆଦିଲ୍ଲୀ,୨୪।୪: ଦେଶରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ଆତଙ୍କ ସୃଷ୍ଟି ହୋଇଛି। ପ୍ରତିଦିନ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବା ସହିତ ମୃତକଙ୍କ ସଂଖ୍ୟା ମଧ୍ୟ ବଢ଼ିଚାଲିଛି। ଦେଶର ବିଭିନ୍ନ ହସ୍ପିଟାଲରେ କରୋନା ଆକ୍ରାନ୍ତଙ୍କ ପାଇଁ ଅକ୍ସିଜେନ୍‌ର ଘୋର ଅଭାବ ଦେଖାଦେଇଛି।...

ମେ’ ୧୫ ଯାଏ ବନ୍ଦ ହେଲା ଜଗା ଦର୍ଶନ

ପୁରୀ ଅଫିସ,୨୪।୪: କୋଭିଡ୍‌ ସଂକ୍ରମଣକୁ ଦୃଷ୍ଟିରେ ରଖି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦର୍ଶନ ଉପରେ କଟକଣା ଲାଗିଛି। ମେ’ ୧୫ ଯାଏ ଶ୍ରଦ୍ଧାଳୁଙ୍କ ସାଧାରଣ ଦର୍ଶନ ଉପରେ କଟକଣା ଲାଗିଥିବା ନେଇ ଶନିବାର ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଟୁଇଟ୍‌ କରି ସୂଚନା...

୪୮ ତମ ପ୍ରଧାନ ବିଚାରପତି ଭାବେ ଶପଥ ଗ୍ରହଣ କଲେ ରମନା…

ନୂଆଦିଲ୍ଲୀ,୨୪।୪: ସୁପ୍ରିମ୍‌କୋର୍ଟର ୪୮ ତମ ପ୍ରଧାନ ବିଚାରପତି ଭାବେ ବିଚାରପତି ଏନ୍‌.ଭି. ରମନା ଶନିବାର ଶପଥ ଗ୍ରହଣ କରିଛନ୍ତିି। ରାଷ୍ଟ୍ରପତି ଭବନରେ ଆୟୋଜିତ ଏକ ଊତ୍ସବରେ ତାଙ୍କୁ ରାଷ୍ଟ୍ରପତି ରାମନାଥ କୋବିନ୍ଦ ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି।...

ଛଟପଟ ହୋଇ ୨୦ ଆକ୍ରାନ୍ତଙ୍କ ମୃତ୍ୟୁ: ମିଳିଲାନି ଅକ୍ସିଜେନ୍‌..

ନୂଆଦିଲ୍ଲୀ,୨୪।୪: କରୋନା ମହାମାରୀ ସଂକ୍ରମଣ ସମୟରେ ଅକ୍ସିଜେନ୍‌ ଅଭାବ ଯୋଗୁ ଆକ୍ରାନ୍ତଙ୍କ ମୃତ୍ୟୁ ସଂଖ୍ୟା ବଢ଼ିବାରେ ଲାଗିଛି। ଦିଲ୍ଲୀର ରୋହିଣୀ ଅଞ୍ଚଳରେ ଥିବା ଜୟପୁର ଗୋଲ୍ଡେନ୍‌ ହସ୍ପିଟାଲରେ ଅକ୍ସିଜେନ୍‌ ନ ମିଳିବାରୁ ଛଟପଛ ହୋଇ ୨୦ ଜଣ କରୋନା ଆକ୍ରାନ୍ତଙ୍କର...

ରେକର୍ଡ ଭାଙ୍ଗିଲା କରୋନା: ମୃତ୍ୟୁ ସଂଖ୍ୟା ଗୋଟିଏ ଦିନରେ ଟପିଲା ୨୬୦୦…

ନୂଆଦିଲ୍ଲୀ,୨୪।୪: ଦେଶରେ କରୋନା ସଂକ୍ରମଣ ବେଲଗାମ ହେବାରେ ଲାଗିଛି। ସ୍ଥିତି ଧୀରେଧୀରେ ବେକାବୁ ହେବା ଯୋଗୁ ଲୋକଙ୍କ ମଧ୍ୟରେ ଆତଙ୍କ ବଢିବାରେ ଲାଗିଛି। କରୋନା ସଂକ୍ରମଣ ପୂର୍ବରୁ ସମସ୍ତ ରେକର୍ଡ ଭାଙ୍ଗିବାରେ ଲାଗିିଛି। କରୋନାର ଦ୍ୱିତୀୟ ଲହର ଭୟଙ୍କର ବେଗରେ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri