Tag Archives: Home Middle

ଟିକା ଦର ଧାର୍ଯ୍ୟ କଲା ସେରମ: ଏତିକି ଟଙ୍କାରେ ମିଳିବ କୋଭିଶିଲ୍ଡ ଟିକା

ନୂଆଦିଲ୍ଲୀ,୨୧।୪: ଦେଶରେ କରୋନା ସଂକ୍ରମଣ ବଢି ଚାଲିଥିବାବେଳେ ଟିକାକରଣକୁ ଜୋରଦାର ପାଇଁ କେନ୍ଦ୍ର ସରକାର ଆଗେଇ ଆସିଛନ୍ତି। କୋଭିଶିଲ୍ଡ ଟିକା ପ୍ରସ୍ତୁତ କରିଥିବା କମ୍ପାନୀ ସେରମ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ଇଣ୍ଡିଆ ବୁଧବାର ଟିକା ଦର ଧାର୍ଯ୍ୟ କରିଛି। ଖେଶଲା ବଜାରରେ...

ଇଞ୍ଜେକଶନ୍‌ରେ ପାଣି ଭର୍ତ୍ତି କରି ୨୮୦୦୦ ଟଙ୍କାରେ ବିକ୍ରି….

ନାଗପୁର,୨୧।୪: ଦେଶରେ କରୋନା ମହାମାରୀ ସଂକ୍ରମଣ ବଢ଼ି ଚାଲିଥିବାବେଳେ ନକଲି ଇଞ୍ଜେକଶନ୍‌ କାରବାର ହେଉଥିବା ଅଭିଯୋଗ ହେଉଛି। ମହାରାଷ୍ଟ୍ରରେ ରେମଡେସିଭିର୍‌ କରୋନା ଇଞ୍ଜେକଶନରେ ପାଣି ଭର୍ତ୍ତି କରି ଏହାକୁ ୨୮୦୦୦ ଟଙ୍କାରେ ବିକ୍ରି କରୁଥିବା ୨ ଅଭିଯୁକ୍ତଙ୍କୁ ପୋଲିସ ଗିରଫ...

ଦଶମ ବୋର୍ଡ ପରୀକ୍ଷା ବାତିଲ

ଭୁବନେଶ୍ୱର,୨୧।୪(ବ୍ୟୁରୋ): ମାଟ୍ରିକ‌ ପରୀକ୍ଷା ନେଇ ରାଜ୍ୟ ସରକାର ବୁଧବାର ବଡ଼ ଘୋଷଣା କରିଛନ୍ତି। ଚଳିତ ବର୍ଷ ଦଶମ ଶ୍ରେଣୀ ବୋର୍ଡ ପରୀକ୍ଷା ଶେଷରେ ବନ୍ଦ କରିବାକୁ ଗଣ ଶିକ୍ଷା ବିଭାଗ ପକ୍ଷରୁ ନିଷ୍ପତ୍ତି ନିଆଯାଇଛି। ଏ ନେଇ ସୂଚନା ଦେଇ...

ନିଶ୍ୱାସ ନେବାକୁ ସଂଗ୍ରାମ: ଅକ୍ସିଜେନ୍‌ ରିଫିଲିଙ୍ଗ୍‌ ସେଣ୍ଟର ବାହାରେ ଭିଡ଼…

ନୂଆଦିଲ୍ଲୀ,୨୧।୪: ଦେଶରେ କରୋନା ସଂକ୍ରମଣ ବେଲଗାମ ହେବାରେ ଲାଗିଛି। ସ୍ଥିତି ଧୀରେଧୀରେ ଅଣାୟତ୍ତ୍‌ ହେବା ଯୋଗୁ ସଙ୍କଟ ବଢିଛାଲିଛି। ଅକ୍ସିଜେନ୍‌ ସିଲିଣ୍ଡର ଅଭାବ ଯୋଗୁ ହସ୍ପିଟାଲରେ ଭର୍ତ୍ତିଥିବା କରୋନା ଆକ୍ରାନ୍ତଙ୍କୁ ନିଶ୍ୱାସ ନେବା ପାଇଁ ଜୀବନ ସହିତ ନିତି ସଂଗ୍ରାମ...

ମାଡ଼ି ଆସୁଛି ବିପଦ…

ନୂଆଦିଲ୍ଲୀ,୨୧।୪: ଦେଶରେ କରୋନା ସଂକ୍ରମଣ ଅଣାୟତ୍ତ ହେବାରେ ଲାଗିଛି। ସ୍ଥିତି ଧୀରେଧୀରେ ବେଲଗାମ୍‌ ହେବା ଯୋଗୁ ସଙ୍କଟ ବଢିଛାଲିଛି। କରୋନା ସଂକ୍ରମଣ ସମସ୍ତ ରେକର୍ଡ ଭାଙ୍ଗିବାରେ ଲାଗିିଛି। ବିପଦ ପୁଣି ମାଡ଼ିଆସୁଛି। କରୋନାର ଦ୍ୱିତୀୟ ଲହର ଭୟଙ୍କର ବେଗରେ ବ୍ୟାପିବାରେ...

ଲକ୍‌ଡାଉନ୍‌ ଶେଷ ବିକଳ୍ପ

ନୂଆଦିଲ୍ଲୀ,୨୧ା୪: କୋଭିଡ୍‌-୧୯ ବିରୋଧରେ ଦେଶ ଏକ ବଡ଼ ଯୁଦ୍ଧକୁ ସାମ୍ନା କରୁଛି। ନିକଟରେ ନିଆଯାଇଥିବା ପଦକ୍ଷେପଗୁଡ଼ିକ ଯୋଗୁ ସ୍ଥିତିରେ ସୁଧାର ଆସିବ। ଲକ୍‌ଡାଉନ୍‌ ଜାରି କରିବା ଶେଷ ବିକଳ୍ପ ହେବା ଉଚିତ ବୋଲି ମଙ୍ଗଳବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସ୍ପଷ୍ଟ...

ଅକ୍ସିଜେନ୍‌ ହାହାକାର

ନୂଆଦିଲ୍ଲୀ/ମୁମ୍ବାଇ,୨୧ା୪: ଭାଇରସ୍‌ ଚାଲିଗଲାଣି, ଆଉ କିଛି ହେବ ନାହିଁ। ଘାତକ ଭୂତାଣୁକୁ ନେଇ ସୁରକ୍ଷାର ଏଭଳି ମିଛ ଭାବନା ଭାରତୀୟମାନଙ୍କୁ ପୁଣିଥରେ ମହାମାରୀ କବଳକୁ ଟାଣିନେଇଛି। ଫଳରେ କୋଭିଡ୍‌-୧୯ ଭୂତାଣୁର ନୂଆ ଲହର ଦେଶକୁ ଏକ ବଡ଼ ବିପତ୍ତିକୁ ଡାକିଆଣିଛି।...

ସବୁ ରେକର୍ଡ ଭାଙ୍ଗିଲା କରୋନା: ଦିନକରେ ମୃତ୍ୟୁ ସଖ୍ୟା ୨ ହଜାର ଟପିଲା

ନୂଆଦିଲ୍ଲୀ,୨୧।୪: ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟ ପୁଣି ଦ୍ରୁତ ଗତିରେ ବୃଦ୍ଧି ପାଇବାରେ ଲାଗିଛି। ଗତ କିଛିଦିନ ହେବ ପ୍ରତିଦିନ ଅଢେଇ ଲକ୍ଷରୁ ଅଧିକ ନୂତନ କରୋନା ମାମଲା ଆସୁଛି। ସେହିପରି ମୃତ୍ୟୁ ସଂଖ୍ୟା ମଧ୍ୟ ବଢିବାରେ ଲାଗିଛି। ସ୍ବାସ୍ଥ୍ୟ...

ମାଇକ୍ରୋ କଣ୍ଟେନମେଣ୍ଟ ଉପରେ ଗୁରୁତ୍ୱ ଦେବାକୁ ପ୍ରଧାନମନ୍ତ୍ରୀଙ୍କ ପରାମର୍ଶ

ନୂଆଦିଲ୍ଲୀ,୨୦।୪ : କରୋନାର ଦ୍ୱିତୀୟ ଲହର ଦେଶକୁ ଏକ ଝଡ଼ ଭଳି ଆଘାତ ଦେଇଛି। ଏହାଦ୍ୱାରା ଦେଶରେ ସୃଷ୍ଟି ହୋଇଛି ଭୟଙ୍କର ପରିସ୍ଥିତି। କିନ୍ତୁ ଲକ୍‌ଡାଉନକୁ ଶେଷ ଅସ୍ତ୍ର ହେଉ ବୋଲି ଦେଶକୁ ସମ୍ବୋଧନ ଦେଇ ମଙ୍ଗଳବାର ରାତିରେ ପ୍ରଧାନମନ୍ତ୍ରୀ...

ପୁଣି ଫେରିପାରନ୍ତି ପ୍ରବାସୀ, ଲଢ଼ିବା ପାଇଁ ପ୍ରସ୍ତୁତ ହୁଅ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୦।୪(ବ୍ୟୁରୋ): ପୁଣି ଘରମୁହାଁ ପ୍ରବାସୀ। କରୋନାର ଦ୍ୱିତୀୟ ଲହରର ବିସ୍ଫୋରକ ସ୍ଥିତି ଉପୁଜିବା ପରେ ବିଭିନ୍ନ ରାଜ୍ୟରେ ଲକ୍‌ଡାଉନ୍‌ କରାଯାଉଛି। ହେଲେ ଏଥିରେ ଭୟଭୀତ ହୋଇ ପ୍ରବାସୀମାନେ ଘରକୁ ଫେରିବାକୁ ଚେଷ୍ଟା କରୁଥିବା ଖବର ଆସୁଛି। ଓଡ଼ିଶାକୁ ମଧ୍ୟ ବାହାର...

ଉତ୍ତରପ୍ରଦେଶର ୫ ସହରରେ ଜାରି ହେବନି ଲକ୍‌ଡାଉନ୍‌: ସୁପ୍ରିମ୍‌କୋର୍ଟଙ୍କ ନିର୍ଦ୍ଦେଶ

ନୂଆଦିଲ୍ଲୀ,୨୦।୪: ଉତ୍ତରପ୍ରଦେଶର ୫ ସହରରେ ଜାରି ହେବନି ଲକ୍‌ଡାଉନ୍‌। ଏନେଇ ମଙ୍ଗଳବାର ସୁପ୍ରିମ୍‌କୋର୍ଟ ନିର୍ଦ୍ଦେଶ ଜାରି କରିଛନ୍ତି। ପୂର୍ବରୁ ଆହ୍ଲାବାଦ୍‌ ହାଇକୋର୍ଟ ରାଜ୍ୟରେ କରୋନା ସଂକ୍ରମଣ ବୃଦ୍ଧି ପାଉଥିବାରୁ ଲକ୍ଷ୍ନୌ, ବରାଣାସୀ, କାନପୁର ନଗର, ପ୍ରୟାଗରାଜ ଏବଂ ଗୋରଖପୁରରେ ଲକ୍‌ଡାଉନ୍‌...

ମୁଖ୍ୟ ନିର୍ବାଚନ କମିଶନର କରୋନା ପଜିଟିଭ୍‌…

ନୂଆଦିଲ୍ଲୀ,୨୦।୪: ମୁଖ୍ୟ ନିର୍ବାଚନ କମିଶନର ସୁଶୀଲ ଚନ୍ଦ୍ରାଙ୍କ ନମୁନା ପରୀକ୍ଷା ରିପୋର୍ଟ କରୋନା ପଜିଟିଭ୍‌ ଆସିଛି। ଏହରା ସହିତ ନିର୍ବାଚନ କମିଶନର ରାଜୀବ କୁମାରଙ୍କ ରିପୋର୍ଟ ମଧ୍ୟ କରୋନା ପଜିଟିଭ୍‌ ଆସିଛି। ଦୁଇ ଶୀର୍ଷ ଅଧିକାରୀ କରୋନାରେ ଆକ୍ରାନ୍ତ ହୋଇଥିବାରୁ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri