Tag Archives: Home Middle

ସେନାକୁ ଦ୍ୱିତୀୟ ଲହର ସମ୍ଭାଳିବା ଦାୟିତ୍ୱ…

ନୂଆଦିଲ୍ଲୀ,୨୦।୪: ଦେଶରେ କରୋନା ସଂକ୍ରମଣ ଥମିବାର ନାଁ ଧରୁନି। କରୋନା ମହାମାରୀ ଅଣାୟତ୍ତ ହେଉଥିବାରୁ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ସେନାର ସହାୟତା ଲୋଡ଼ିଛନ୍ତି। ଏନେଇ ସେ ସେନାମୁଖ୍ୟ ଏମ୍‌ ଏମ୍‌. ନରାଓ୍ବଣେଙ୍କ ସହିତ ଆଲୋଚନା କରିଛନ୍ତି। ଏହା ସହିତ...

ଆଇସିଏସ୍‌ଇ ଦଶମ ବୋର୍ଡ ପରୀକ୍ଷା ରଦ୍ଦ…

ନୂଆଦିଲ୍ଲୀ,୨୦।୪: କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଆଇସିଏସ୍‌ଇ ପକ୍ଷରୁ ଦଶମ ଶ୍ରେଣୀ ବୋର୍ଡ ପରୀକ୍ଷାକୁ ରଦ୍ଦ କରାଯାଇଛି। ଅପରପକ୍ଷରେ ନୂଆ ନିର୍ଦ୍ଦେଶ ପର୍ଯ୍ୟନ୍ତ ଦ୍ୱାଦଶ ଶ୍ରେଣୀ ପରୀକ୍ଷାକୁ ସ୍ଥଗିତ ରଖା ଯାଇଛି। ଏନେଇ ଆଇସିଏସ୍‌ଇ ବୋର୍ଡ ପକ୍ଷରୁ ନିଷ୍ପତ୍ତି ଗ୍ରହଣ...

ବିପଦ ପୁଣି ଘନେଇଲା: ଆଉ ନାହିଁ ନିସ୍ତାର…

ନୂଆଦିଲ୍ଲୀ,୨୦।୪: ଦେଶରେ କରୋନା ସଂକ୍ରମଣ ବେଲଗାମ୍‌ ହେବାରେ ଲାଗିଛି। ସ୍ଥିତି ଧୀରେଧୀରେ ଅଣାୟତ୍ତ ହେବା ଯୋଗୁ ସଙ୍କଟ ବଢୁଛି। କରୋନା ସଂକ୍ରମଣ ଗତ ଥରର ସମସ୍ତ ରେକର୍ଡ ଭାଙ୍ଗି ଚାଲିିଛି। ଗତ ୨୪ ଘଣ୍ଟାରେ ଦେଶରେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା...

ଦ୍ୱିତୀୟ ଲହରରେ ବୟସ୍କ ଅଧିକ ଅସୁରକ୍ଷିତ

ନୂଆଦିଲ୍ଲୀ, ୨୦।୪(ପି.ଟି.): କରୋନାର ପ୍ରଥମ ଲହର ଭଳି ଦ୍ୱିତୀୟ ଲହର ମଧ୍ୟ ବୟସ୍କଙ୍କ ପାଇଁ ଅଧିକ ବିପଜ୍ଜନକ ସାବ୍ୟସ୍ତ ହୋଇଛି। କାରଣ ୭୦ ପ୍ରତିଶତରୁ ଉର୍ଦ୍ଧ୍ୱ କୋଭିଡ୍‌ ରୋଗୀଙ୍କ ବୟସ ୪୦ ବର୍ଷରୁ ଅଧିକ ବୋଲି ଜଣାପଡ଼ିଥିବା ସ୍ବାସ୍ଥ୍ୟ ବିଶେଷଜ୍ଞ...

ଔଷଧ ଦୋକାନରେ ମିଳିବ କରୋନା ଟିକା

ନୂଆଦିଲ୍ଲୀ୧୯।୪: କେନ୍ଦ୍ର ସରକାର ଟିକା ନେଇ ସୋମବାର ବଡ ଘୋଷଣା କରିଛନ୍ତି। ମେ ୧ରୁ ୧୮ ବର୍ଷରୁ ଊର୍ଦ୍ଧ୍ୱଙ୍କୁ ଟିକା ଦିଆଯିବ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଫାର୍ମା କମ୍ପାନୀଙ୍କ ସହ ବୈଠକ ପରେ ଏହି ନିଷ୍ପତ୍ତି ନେଇଛନ୍ତି। ଟିକାକରଣ ନେଇ...

ଶନିବାର, ରବିବାର ଶଟ୍‌ଡାଉନ

ଭୁବନେଶ୍ୱର,୧୯।୪: ରାଜ୍ୟରେ ଦିନକୁ ଦିନ କରୋନା ସଂକ୍ରମଣ ବଢିବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ସ୍ବତନ୍ତ୍ର ରିଲିଫ କମିଶନର ପ୍ରଦୀପ ଜେନା ସୋମବାର ବଡ ଘୋଷଣା କରିଛନ୍ତି। ରାଜ୍ୟର ସମସ୍ତ ସହରାଞ୍ଚଳରେ ସପ୍ତାହାନ୍ତ ଶଟ୍‌ଡାଉନ ଘୋଷଣା ହୋଇଛି। ଏହା ସବୁ...

ଟିକା ନେବା ପରେ ମଧ୍ୟ ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନଙ୍କୁ କରୋନା

ନୂଆଦିଲ୍ଲୀ,୧୯।୪ : ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂଙ୍କ କୋଭିଡ୍‌ ରିପୋର୍ଟ ପଜିଟିଭ ଆସିଛି। ତାଙ୍କୁ ଦିଲ୍ଲୀ ଏମ୍ସର ଟ୍ରମା ସେଣ୍ଟରରେ ଭର୍ତ୍ତି କରାଯାଇଛି। ଜ୍ୱରରେ ପୀଡ଼ିତ ଥିବାରୁ ଏହି ଭେଟେରାନ କଂଗ୍ରେସ ନେତାଙ୍କ କୋଭିଡ୍‌ ଟେଷ୍ଟ କରାଯାଇଥିଲା। ରିପୋର୍ଟ ପଜିଟିଭ...

ଅସହ୍ୟ ଗରମ ଯୋଗୁ ଶୀଘ୍ର ବ୍ୟାପୁଛି କରୋନା: ଭାରତୀୟ ବୈଜ୍ଞାନିକଙ୍କ ଚାଞ୍ଚଲ୍ୟକର ତଥ୍ୟ…

ନୂଆଦିଲ୍ଲୀ,୧୯।୪: ଭାରତରେ କରୋନା ମହାମାରୀ ସଂକ୍ରମଣ ନେଇ ଆତଙ୍କ ସୃଷ୍ଟି ହୋଇଛି। ଦିନକୁ ଦିନ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଏପରିସ୍ଥଳେ ଖରା ଦିନରେ ହେଉଥିବା ଅସହ୍ୟ ଗରମ ଯୋଗୁ କରୋନା ଭୁତାଣୁ ସଂକ୍ରମଣ ଶୀଘ୍ର ବ୍ୟାପୁଥିବା ୧୭...

ତାଣ୍ଡବ ରଚିବ ପ୍ରତିବର୍ଷ: ଏହି ଦୁଇ ମାସରେ ହେବ ବେଲଗାମ…

ନୂଆଦିଲ୍ଲୀ,୧୯।୪: ଭାରତରେ କରୋନା ସଂକ୍ରମଣ ଅସମ୍ଭାଳ ହେବାରେ ଲାଗିଛି। ସ୍ଥିତି ଧୀରେଧୀରେ ବେଲଗାମ ହେବା ଯୋଗୁ ଲୋକଙ୍କ ମଧ୍ୟରେ ଆତଙ୍କ ସୃଷ୍ଟି ହୋଇଛି। ତେବେ ପ୍ରତିବର୍ଷ କରୋନା ସଂକ୍ରମଣର ନୂଆ ନୂଆ ଲହର ଏଭଳି ତାଣ୍ଡବ ରଚିବ ବୋଲି ଗବେଷକ...

ଏବେ ଧରିଲା ଭୟଙ୍କର ରୂପ…

ନୂଆଦିଲ୍ଲୀ,୧୯।୪: ଦେଶରେ କରୋନା ସଂକ୍ରମଣ ଅସମ୍ଭାଳ ହେବାରେ ଲାଗିଛି। ସ୍ଥିତି ଧୀରେଧୀରେ ବେଲଗାମ ହେବା ଯୋଗୁ ଲୋକଙ୍କ ମଧ୍ୟରେ ଆତଙ୍କ ସୃଷ୍ଟି ହୋଇଛି। କରୋନା ସଂକ୍ରମଣ ପୂର୍ବର ସମସ୍ତ ରେକର୍ଡ ଭାଙ୍ଗିବାରେ ଲାଗିଛି। ଏପ୍ରିଲ୍‌ ୧୧ରୁ ୧୮ ମଧ୍ୟରେ ଗତ...

ଅନିଶ୍ଚିତତା, ଆଶଙ୍କାରେ ବଜାର

ନୂଆଦିଲ୍ଲୀ:  କୋଭିଡ୍‌ର ଦ୍ୱିତୀୟ ଲହର ଏବେ ବଢିଚାଲିଛି। ଦିନକୁ ଦିନ ଅଧିକ ଲୋକ ସଂକ୍ରମଣର ଶିକାର ହେବାରୁ ରାଜ୍ୟସ୍ତରରେ କୋଭିଡ୍‌ କଟକଣା ଜୋରଦାର ହୋଇଛି। କରୋନା ଲକ୍‌ଡାଉନ ଯୋଗୁ କ୍ଷତିଗ୍ରସ୍ତ ବଜାର ଧୀରେ ଧୀରେ ଟ୍ରାକ୍‌କୁ ଫେରୁଥିଲା। ଚଳିତ ବର୍ଷ ସବୁକିଛି...

ସପ୍ତାହେ ପର୍ଯ୍ୟନ୍ତ ଲୋକେ ଘରେ ବନ୍ଦୀ…

ନୂଆଦିଲ୍ଲୀ,୧୯।୪: ରାଜଧାନୀ ଦିଲ୍ଲୀରେ କରୋନା ସଂକ୍ରମଣ ଅଣାୟତ୍ତ ହେବାରେ ଲାଗିଛି। ସୁରକ୍ଷାକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲଙ୍କ ସରକାର ପକ୍ଷରୁ ଏଠାରେ ସାତ ଦିନିଆ ଲକ୍‌ଡାଉନ୍‌ ଘୋଷଣା କରାଯାଇଛି। ଲୋକେ ୨୬ ଏପ୍ରିଲ୍‌ ପର୍ଯ୍ୟନ୍ତ ଘରେ ବନ୍ଦୀ ରହିବେ।...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri