Tag Archives: Home Middle

କୁମାରସ୍ବାମୀଙ୍କୁ ହସ୍ପିଟାଲରେ ମିଳିଲାନି ବେଡ୍‌

ବେଙ୍ଗାଲୁରୁ,୧୭।୪: କର୍ନାଟକ ପୂର୍ବତନ ମୁଖ୍ୟମନ୍ତ୍ରୀ ଏଚ୍‌ଡି କୁମାରସ୍ବାମୀ କୋଭିଡ୍‌ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସ୍ବାସ୍ଥ୍ୟମନ୍ତ୍ରୀ ସୁଧାକରଙ୍କ ଅନୁରୋଧ ସତ୍ତ୍ୱେ କୁମାରସ୍ବାମୀଙ୍କୁ ମଣିପାଲ ହସ୍ପିଟାଲରେ ବେଡ୍‌ ମିଳି ନ ଥିବା ଜଣାପଡ଼ିଛି। ଶୁକ୍ରବାର ସେ ବେଙ୍ଗାଲୁରୁକୁ ଫେରିବା ପରେ ଅସୁସ୍ଥତା ଅନୁଭବ...

ସାନି ନିର୍ବାଚନ ତାରିଖ ଘୋଷଣା: ମେ’ ୧୩ରେ ପିପିଲି ଉପନିର୍ବାଚନ

ଭୁବନେଶ୍ବର,୧୭।୪: ପିପିଲି ଉପନିର୍ବାଚନ ପାଇଁ ସାନି ନିର୍ବାଚନ ତାରିଖ ଘୋଷଣା ହୋଇଛି। ଆସନ୍ତା ମେ ୧୩ ତାରିଖରେ ଉପନିର୍ବାଚନ ପାଇଁ ଭୋଟ ଗ୍ରହଣ ହେବ। ୧୬ରେ ଭୋଟ ଗଣତି ସହ ଫଳାଫଳ ପ୍ରକାଶ ପାଇବ। ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ...

ଆଜି ରାଜଧାନୀରୁ ୪୫୧ ପଜିଟିଭ୍‌ ଚିହ୍ନଟ, ବଢ଼ି ଚାଲିଛି ସ୍ଥାନୀୟ ସଂକ୍ରମଣ

ଭୁବନେଶ୍ୱର,୧୭।୪(ବ୍ୟୁରୋ): ଶନିବାର ରାଜଧାନୀ ଭୁବନେଶ୍ୱରରୁ ୪୫୧ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୯୧ ଜଣ ଚିହ୍ନଟ ହୋଇଥିବା ବେଳେ ୩୬୦ ଜଣ ସ୍ଥାନୀୟ ସଂକ୍ରମିତ ବୋଲି ବିଏମ୍‌ସି ଟୁଇଟ୍‌ କରି ସୂଚନା ଦେଇଛି। ସେହିପରି ଆଜି ରାଜଧାନୀରୁ ୧୧୭...

କଟକ, ଭୁବନେଶ୍ୱରରେ ୧୪୪ ଧାରା ଜାରି

ଭୁବନେଶ୍ୱର, ୧୭।୪(ବ୍ୟୁରୋ): କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ରାଜ୍ୟରେ ନାଇଟ୍‌ କର୍ଫ୍ୟୁ ଆରମ୍ଭ ହୋଇଛି। ତେବେ ରାତ୍ରିକାଳୀନ କର୍ଫ୍ୟୁ ସମୟରେ କଟକ, ଭୁବନେଶ୍ୱରରେ ୧୪୪ ଧାରା ଜାରି କରାଯାଇଛି। ରାତି ୯ରୁ ସକାଳ ୫ଟା ଯାଏ ୧୪୪ ଧାରା ଜାରି...

ଭୟଙ୍କର ସ୍ଥିତି ଆସିବ ଜୁନ୍‌ରେ: ଦିନକୁ ମୃତ୍ୟୁ ସଂଖ୍ୟା ୨୫୦୦ ଛୁଇଁବା ଆଶଙ୍କା…

ନୂଆଦିଲ୍ଲୀ,୧୭।୪: କରୋନା ସଂକ୍ରମଣ ନେଇ ଦେଶରେ ଆତଙ୍କ ଦେଖାଦେଇଛି। ଆଗକୁ ଭାରତରେ ସ୍ଥିତି ଅଧିକ ସଙ୍କଟ ଜନକ ହେବ ବୋଲି ଲାସେଣ୍ଟ୍‌ ପତ୍ରିକାରେ ଏକ ରିପୋର୍ଟ ପ୍ରକାଶ ପାଇଛି। ରିପୋର୍ଟରେ ଉଲ୍ଲେଖ କରାଯାଇଛି ଯେ, ଜୁନ୍‌ ବେଳକୁ ପ୍ରତିଦିନ କରୋନା...

ଚାରିଆଡେ ଜଳନ୍ତା ଜୁଇ…

ଭୋପାଳ,୧୭।୪: କରୋନା ସଂକ୍ରମଣ ନେଇ ମଧ୍ୟପ୍ରଦେଶରେ ଆତଙ୍କ ସୃଷ୍ଟି ହୋଇଛି। ଏଠାରେ ପ୍ରତିଦିନ ମୃତକଙ୍କ ସଂଖ୍ୟା ବୃଦ୍ଧି ପାଉଥିବାରୁ ଅଭାବନୀୟ ପରିସ୍ଥିତି ସୃଷ୍ଟି ହୋଇଛି। ଶ୍ମଶାନରେ ଲମ୍ବା ଲାଇନ୍‌ ଲଗାଇବାକୁ ପଡୁଛି। ସେଥିପାଇଁ ପୂର୍ବରୁ ୪୦ରୁ ଅଧିକ ଚିତାକୁ ପ୍ରସ୍ତୁତ...

ପୁଣି ମାଡ଼ି ଆସିଲା ବିପଦ: ସାବଧାନ ନ ହେଲେ ଯିବ ଜୀବନ…

ନୂଆଦିଲ୍ଲୀ,୧୭।୪: ଦେଶରେ କରୋନାର ସଂକ୍ରମଣ ବେଲଗାମ୍‌ ହେବାରେ ଲାଗିଛି। ସ୍ଥିତି ଧୀରେଧୀରେ ଅଣାୟତ୍ତ ହେବା ଯୋଗୁ ଲୋକଙ୍କ ମଧ୍ୟ କୋକୁଆ ଭୟ ସୃଷ୍ଟି ହୋଇଛି। ପୁଣି କରୋନା ବିପଦ ମାଡ଼ି ଆସୁଥିବାବେଳେ ସାବଧାନ ନ ହେଲେ ଜୀବନ ପ୍ରତି ସଙ୍କଟ...

ରାଜ୍ୟରେ ୩୧୪୪ କରୋନା ପଜିଟିଭ୍‌ ଚିହ୍ନଟ: ସର୍ବାଧିକ ସୁନ୍ଦରଗଡ଼, ଖୋର୍ଦ୍ଧାରୁ

ଭୁବନେଶ୍ୱର,୧୭।୪(ବ୍ୟୁରୋ): ରାଜ୍ୟରେ ଦିନକୁ ଦିନ କରୋନା ଗ୍ରାଫ୍‌ ଉପରମୁହାଁ ହେବାରେ ଲାଗିଛି। ଶନିବାର ରାଜ୍ୟରେ ୩୧୪୪ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୬୪,୫୯୪ରେ ପହଞ୍ଚିଛି। ନୂଆ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ...

ଗ୍ୟାଙ୍ଗଷ୍ଟର ହାଇଦରଙ୍କୁ କରୋନା: ରିମାଣ୍ଡ ସ୍ଥଗିତ

ଭୁବନେଶ୍ୱର,୧୭।୪(ବ୍ୟୁରୋ): ୧୨୦ ଘଣ୍ଟା ଘରେ ତେଲେଙ୍ଗାନାରୁ ଗିରଫ ହୋଇଥିବା କୁଖ୍ୟାତ ଗ୍ୟାଙ୍ଗଷ୍ଟର ସେଖ ହାଇଦରଙ୍କୁ କରୋନା। ଆରଟି-ପିସିଆର ଟେଷ୍ଟ ପରେ ଶନିବାର ତାଙ୍କର ରିପୋର୍ଟ ପଜିଟିଭ ଆସିଛିି। ଏହାପରେ ହାଇଦରଙ୍କୁୁ ଚୌଦ୍ୱାର ଜେଲ୍‌ରେ ଆଇସୋଲେଶନ ୱାର୍ଡରେ ରଖାଯାଇଛି ବୋଲି କଟକ...

ଚାଷୀଙ୍କ ପାଇଁ ଖୁସି ଖବର: ଏବର୍ଷ ସ୍ବାଭାବିକ ହେବ ବର୍ଷା

ନୂଆଦିଲ୍ଲୀ,୧୬।୪: ଚାଷୀଙ୍କ ପାଇଁ ଖୁସି ଖବର। ଚଳିତ ବର୍ଷ ମୌସୁମୀ ବୃଷ୍ଟିପାତ ସ୍ବାଭାବିକ ହେବ। ଏନେଇ ଭାରତୀୟ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଶୁକ୍ରବାର ପୂର୍ବାନୁମାନ କରାଯାଇଛି। ଜୁନରୁ ସେପ୍ଟେମ୍ବର ମାସ ମଧ୍ୟରେ ୪୦ ପ୍ରତିଶତ ବୃଷ୍ଟିପାତ ହେବାର ସମ୍ଭାବନା...

ସପ୍ତାହରେ ଦୁଇଦିନ ଟିକାକରଣ ବନ୍ଦ

ଭୁବନେଶ୍ୱର,୧୬।୪(ବ୍ୟୁରୋ): ଏଣିକି ସପ୍ତାହାନ୍ତ ସଟ୍‌ଡାଉନ୍‌ରେ ଟିକାକରଣ ବନ୍ଦ ରହିବ। ୧୦ ଜିଲାର ସମସ୍ତ ସହରାଞ୍ଚଳରେ ଶନିବାର ଓ ରବିବାର ଦୁଇଦିନ ଲାଗି ଟିକାକରଣ ବନ୍ଦ ରହିବ। ଜିଲାର ଅନ୍ୟ ସମସ୍ତ ଅଞ୍ଚଳରେ ନିରବଚ୍ଛିନ୍ନ ଭାବେ ଟିକାକରଣ ପ୍ରକ୍ରିୟା ଚାଲୁ ରହିବ।...

ଏହି ରାଜ୍ୟରେ ରବିବାର ସମ୍ପୂର୍ଣ୍ଣ ଲକ୍‌ଡାଉନ: ମାସ୍କ ନ ପିନ୍ଧିଲେ ହଜାରେ ଟଙ୍କା ଜରିମାନା

ଲକ୍ଷ୍ନୌ,୧୬।୪: ଦେଶରେ କରୋନାର ଦ୍ୱିତୀୟ ଲହର ଜାରି ରହିଥିବା ବେଳେ ଏହାର ସ୍ଥିତି ଏବେ ବିଗିଡ଼ିବାରେ ଲାଗିଛି। ଦିନକୁ ଦିନ ସଂକ୍ରମିତ ଓ ମୃତ୍ୟୁ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ଇତିମଧ୍ୟରେ ବର୍ଦ୍ଧିତ କରୋନା ମାମଲାକୁ ଦୃଷ୍ଟିରେ ରଖି ଉତ୍ତରପ୍ରଦେଶ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri