Tag Archives: Home Middle

ମୁଖ୍ୟମନ୍ତ୍ରୀ କରୋନା ପଜିଟିଭ୍‌: ଟୁଇଟ୍‌ କରି ଦେଲେ ସୂଚନା

ଲକ୍ଷ୍ନୌ,୧୪।୪: ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ନମୁନା ପରୀକ୍ଷା ରିପୋର୍ଟ କରୋନା ପଜିଟିଭ୍‌ ଆସିଛି। ଏନେଇ ସେ ନିଜ ଟୁଇଟର ହ୍ୟାଣ୍ଡେଲରୁ ଟୁଇଟ୍‌ କରି ସୂଚନା ଦେଇଛନ୍ତି। ଡାକ୍ତରଙ୍କ ପରାମର୍ଶ ଏବଂ କେରାନା ମାର୍ଗଦର୍ଶିକା ପାଳନ କରି ସେ ନିଜକୁ...

କରୋନା ହାହାକାର : ମୃତ୍ୟୁ ସଂଖ୍ୟା ୫ ହଜାର ଟପିଲା

ନୂଆଦିଲ୍ଲୀ,୧୪।୪: ଦେଶରେ ଏପ୍ରିଲ୍‌ ୭ ଠାରୁ ୧୩ ମଧ୍ୟରେ ମୋଟ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୭୨ ହଜାର ୫୫୦ରେ ପହଞ୍ଚିଛି। ପ୍ରତିଦିନ ଲକ୍ଷେରୁ ଅଧିକ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଉଛି। ସେହିପରି ଏହି ସମୟ ମଧ୍ୟରେ ମୃତ୍ୟୁ ସଂଖ୍ୟା...

ଶ୍ମଶାନରେ ଲିଭୁନି ନିଆଁ: ସରକାର ମୃତକଙ୍କ ସଂଖ୍ୟା ଲୁଚାଉଥିବା ଅଭିଯୋଗ

ଭୋପାଳ,୧୪।୪: କରୋନା ସଂକ୍ରମଣ ନେଇ ଦେଶରେ ଆତଙ୍କ ଦେଖାଦେଇଛି। ପ୍ରତିଦିନ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବା ସହିତ ମୃତକଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ମଧ୍ୟପ୍ରଦେଶର ଭୋପାଳରେ ମୃତକଙ୍କ ସଂଖ୍ୟା ସରକାର ଲୁଚାଉଥିବା ଅଭିଯୋଗ ହୋଇଛି। ସରକାରୀ ରିପୋର୍ଟରେ ମୃତ୍ୟୁ...

କରୋନା ୨ ଲକ୍ଷ ମୁହାଁ: ୨୪ ଘଣ୍ଟାରେ ୧୦୦୦ରୁ ଅଧିକ ଜୀବନ ନେଲା

ନୂଆଦିଲ୍ଲୀ,୧୪।୪: ଦେଶରେ କରୋନାର ସଂକ୍ରମଣ ଯୋଗୁ କୋକୁଆ ଭୟ ସୃଷ୍ଟି ହୋଇଛି। ସ୍ଥିତି ଧୀରେଧୀରେ ଅଣାୟତ୍ତ ହେବାରେ ଲାଗିଛି। ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଏବେ ୨ ଲକ୍ଷ ମୁହାଁ ହେବାରେ ଲାଗିଛି। କରୋନା ସଂକ୍ରମଣ ପୂର୍ବର ସମସ୍ତ ରେକର୍ଡ ଭାଙ୍ଗିବାରେ...

କ୍ୟାପଟେନ ରୋହିତଙ୍କ ଯାଦୁ : ୧୦ ରନ୍‌ରେ ଜିତିଲା ମୁମ୍ବାଇ

ଚେନ୍ନାଇ, ୧୩ା୪- ସୋମବାର ଭଳି ମଙ୍ଗଳବାର ମଧ୍ୟ ଆଇପିଏଲରେ ଦେଖିବାକୁ ମିଳିଥିଲା ରୋମାଞ୍ଚଭରା ମ୍ୟାଚ୍‌। ତେବେ ଏଥିରେ ଛକା ବର୍ଷା ନୁହେଁ ଉଇକେଟ ଝଡ଼ ଦେଖିବାକୁ ମିଳିଥିଲା। ଡିଫେଣ୍ଡିଂ ଚାମ୍ପିୟନ ମୁମ୍ବାଇ ଇଣ୍ଡିଆନ୍ସ ୨୦ ଓଭରରେ ୧୫୨ ରନ୍‌ରେ ଅଲଆଉଟ୍‌...

ବାଲେଶ୍ୱର ସହର ପାଇଁ ମୁଖ୍ୟମନ୍ତ୍ରୀଙ୍କ ୧୫୫ କୋଟିର ପ୍ୟାକେଜ୍‌ ଘୋଷଣା

ଭୁବନେଶ୍ୱର,୧୩।୪(ବ୍ୟୁରୋ): ବାଲେଶ୍ୱର ସହରର ବିକାଶ ପାଇଁ ମଙ୍ଗଳବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୧୫୫ କୋଟିର ପ୍ୟାକେଜ୍‌ ଘୋଷଣା କରିଛନ୍ତି। ତଦନୁଯାୟୀ ସହଦେବଖୁଣ୍ଟାରେ ଥିବା ବସ୍‌ଷ୍ଟାଣ୍ଡର ବିକାଶ କରାଯିବ। ଏଥିପାଇଁ ୮ କୋଟି ଟଙ୍କା ଖର୍ଚ୍ଚ କରାଯିବ। ସେହିଭଳି ତୁମୁଳିଆ ଗେଟ୍‌...

ସନ୍ଧ୍ୟାରେ ରାଜ୍ୟବାସୀଙ୍କୁ ସମ୍ବୋଧିତ କରିବେ ମୁଖ୍ୟମନ୍ତ୍ରୀ

ମୁମ୍ବାଇ,୧୩।୪: ମହାରାଷ୍ଟ୍ରରେ କରୋନା ପ୍ରକୋପ ଜାରି ରହିଛି। ରାଜ୍ୟରେ ମଙ୍ଗଳବାର ୫୧,୭୫୧ କରାନାର ନୂଆ ମାମଲା ଚିହ୍ନଟ ହୋଇଥିବା ବେଳେ ଗତ ୨୪ ଘଣ୍ଟାରେ ୨୫୮ଲୋକଙ୍କ ମୃତ୍ୟୁ ହୋଇଛି। କରୋନା ଦାଉରୁ ଲୋକଙ୍କୁ ରକ୍ଷା କରିବା ପାଇଁ ମଙ୍ଗଳବାର ରାଜ୍ୟସରକାର...

କୁକୁଡା-ଛେଳି ବିକ୍ରି ହେବ ବନ୍ଦ !

ଜେନେଭା/ନୂଆଦିଲ୍ଲୀ,୧୩।୪: ପୃଥିବୀରେ କରୋନା ମହାମାରୀ ସଂକ୍ରମଣ ଧୀରେଧୀରେ ଅଧିକ ଶକ୍ତିଶାଳୀ ହେବାରେ ଲାଗିଛି। କେତେକ କ୍ଷେତ୍ରରେ ଆର୍‌ଟି-ପିସିଆର୍‌ ପରୀକ୍ଷାରେ କରୋନା ଭୁତାଣୁକୁ ଚିହ୍ନବା ସମ୍ଭବ ହେଉନାହିଁ। କରୋନା ଲଢ଼େଇ ଦୀର୍ଘଦିନ ଧରି ଜାରି ରହିବ ବୋଲି ବିଶ୍ୱସ୍ବାସ୍ଥ୍ୟ ସଂଗଠନର ମୁଖ୍ୟ...

୨୪ତମ ସିଇସି ହେଲେ ସୁଶୀଲ ଚନ୍ଦ୍ରା: ୫ ରାଜ୍ୟରେ କରିବେ ନିର୍ବାଚନ

ନୂଆଦିଲ୍ଲୀ,୧୩।୪: ଦେଶର ୨୪ତମ ମୁଖ୍ୟ ନିର୍ବାଚନ କମିଶନର(ସିଇସି) ଭାବେ ସୁଶୀଲ ଚନ୍ଦ୍ରା ମଙ୍ଗଳବାର ଦାୟିତ୍ୱ ଗ୍ରହଣ କରିଛନ୍ତି। ସେ ୨୦୨୨ ମେ ୧୪ରେ ଅବସର ଗ୍ରହଣ କରିବେ। ତାଙ୍କ କାର୍ଯ୍ୟକାଳ ମଧ୍ୟରେ ଗୋଆ, ମଣିପୁର, ଉତ୍ତରାଖଣ୍ଡ, ପଞ୍ଜାବ ଏବଂ ଉତ୍ତରପ୍ରଦେଶ...

ବିପଦ ଟଳିବ, ପୃଥିବୀ ହେବନି ଧ୍ୱଂସ: ଗ୍ରହାଣୁ ପିଣ୍ଡ ଉପରେ କରାଯିବ ବୋମା ମାଡ଼…

ଓ୍ବାଶିଂଟନ,୧୩।୪: କେତେକ ସମୟରେ ବଡ଼ ବଡ଼ ଗ୍ରହାଣୁ ପିଣ୍ଡ ପୃଥିବୀ ଆଡ଼କୁ ତୀବ୍ର ବେଗରେ ମାଡ଼ି ଆସିଥାନ୍ତି। ଏଭଳି ଗ୍ରହାଣୁ ପିଣ୍ଡ ଯୋଗୁ ଅତୀତରେ ଡାଇନୋସୋରସ୍‌ ଭଳି ବୃହଦାକାୟ ପ୍ରାଣୀ ପୃଥିବୀ ପୃଷ୍ଠରୁ ଲୋପ ପାଇଯାଇଥିଲେ। ପରବର୍ତ୍ତୀ ସମୟରେ ପୁଣି...

ସିବିଏସ୍‌ଇ ପରୀକ୍ଷା ବାତିଲ କରିବାକୁ ଦାବି କଲେ ମୁଖ୍ୟମନ୍ତ୍ରୀ

ନୂଆଦିଲ୍ଲୀ,୧୩।୪: ଦେଶରେ କରୋନା ଦ୍ୱିତୀୟ ଲହର ଦ୍ରୁତଗତିରେ ବଢ଼ିବାରେ ଲାଗିଛି। ଏହି ମହାମାରୀ ଯୋଗୁ ପୁଣି ଥରେ ସ୍ଥିତି ବିଗିଡ଼ିବାରେ ଲାଗିଛି। ଏହିକ୍ରମରେ ରାଜଧାନୀ ଦିଲ୍ଲୀରେ ଦିନକୁ ଦିନ କରୋନା ଅଣାୟତ ହେଉଥିବା ବେଳେ ସମସ୍ତ ପୁରୁଣା ରେକର୍ଡ ଭାଙ୍ଗିବାରେ...

ଡ୍ରାଗନର ଦାଦାଗିରି: ଦେଖାଇଲା ନାଲି ଆଖି…

ବେଜିଂ,୧୩।୪: ଚାଇନା ତାଇଓ୍ବାନ ପ୍ରସଙ୍ଗରେ ଦାଦାଗିରି ଆରମ୍ଭ କରିଛି। ଆମେରିକା ବହିର୍ବ୍ୟାପାର ମନ୍ତ୍ରୀ ଆଣ୍ଟୋନି ବ୍ଲିନ୍‌କେନ୍‌ ତାଇଓ୍ବାନ ପ୍ରସଙ୍ଗ ନେଇ ତାଗିଦ୍‌ କରିବା ପରେ ଚାଇନା ନାଲି ଆଖି ଦେଖାଇ ୨୫ଟି ଯୁଦ୍ଧ ବିମାନ ଅନୁପ୍ରବେଶ କରାଇଛି। ବିମାନଗୁଡ଼ିକ ତାଇଓ୍ବାନ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri