Tag Archives: Home Middle

ନବରଙ୍ଗପୁରରେ ନବୀନଙ୍କ ହାଇଭୋଲଟେଜ ପ୍ରଚାର

ନବରଙ୍ଗପୁର,୪।୫: ନବରଙ୍ଗପୁର ମାଝୀଗୁଡ଼ାରେ ବିଜେଡି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ହାଇଭୋଲଟେଜ ପ୍ରଚାର। ଦକ୍ଷିଣ ଓଡ଼ିଶାରେ ମୁଖ୍ୟମନ୍ତ୍ରୀ ଦଳୀୟ ପ୍ରାର୍ଥୀଙ୍କ ଲାଗି ବ୍ୟାକ୍‌ ଟୁ ବ୍ୟାକ୍‌ କ୍ୟାମ୍ପେନ କରିଛନ୍ତି। ଶନିବାର କୋରାପୁଟ ପରେ ନବରଙ୍ଗପୁରରେ ମାରାଥନ ପ୍ରଚାର କରିଛନ୍ତି...

ନବରଙ୍ଗପୁରରେ ମାରାଥନ ପ୍ରଚାର: ସଭାରେ ଲୋକଙ୍କୁ ପ୍ରଶ୍ନ ପଚାରିଲେ ପାଣ୍ଡିଆନ

ନବରଙ୍ଗପୁର,୪।୫: ଜୟପୁର ପରେ ନବରଙ୍ଗପୁରରେ ଜୋରଦାର ପ୍ରଚାର କରିଛନ୍ତି ଉଭୟ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ ଭିକେ ପାଣ୍ଡିଆନ । ଏଠାରେ ଆୟୋଜିତ ବିଶାଳ ଜନସଭାକୁ ସମ୍ବୋଧନ କରିବା ସମୟରେ ସରକାରୀ ଯୋଜନା ବିଷୟରେ ଗୋଟି ଗୋଟି କରି ଜନତାଙ୍କୁ...

ଏତେ କୋଟି ଟଙ୍କାର ମାଲିକାଣୀ ସୋଫିଆ ଫିର୍ଦ୍ଦୋସ

ଭୁବନେଶ୍ୱର,୪।୫: କଟକ-ବାରବାଟୀ ଆସନ ପାଇଁ ନାମାଙ୍କନ ଦାଖଲ କରିଛନ୍ତି ସୋଫିଆ ଫିର୍ଦ୍ଦୋସ। ସେ କଟକ-ବାରବାଟୀର ପୂର୍ବତନ ବିଧାୟକ ମହମ୍ମଦ ମୋକିମଙ୍କ ଝିଅ ଅଟନ୍ତି। ତେବେ ସେ ଦାଖଲ କରିଥିବା ସତ୍ୟପାଠ ଅନୁସାରେ ସେ କୋଟି କୋଟି ଟଙ୍କାର ମାଲିକାଣୀ ବୋଲି...

ସୁଚରିତା ଟିକେଟ୍‌ ଫେରାଇବା ନେଇ ଅଜୟ କୁମାରଙ୍କ ବଡ଼ ବୟାନ, କହିଲେ…

ଭୁବନେଶ୍ୱର,୪।୫: ପୁରୀ ଲୋକ ସଭା ପ୍ରାର୍ଥୀ ସୁଚରିତା ମହାନ୍ତି ଟିକେଟ୍‌ ଫେରାଇବା ନେଇ ଅଜୟ କୁମାରଙ୍କ ବଡ଼ ବୟାନ ଦେଇଛନ୍ତି। ସେ କହିଛନ୍ତି, ପ୍ରାର୍ଥୀ ବଦଳାଇବା ଜାଣି ସେ ଟିକେଟ୍‌ ଫରାଇଛନ୍ତି। ପୁରୀରେ ପ୍ରାର୍ଥୀ ବଦଳାଇଥାନ୍ତୁ, ସେ ଆଗରୁ ଜାଣିପାରି...

କୋରାପୁଟରେ ନିର୍ବାଚନ ପ୍ରଚାର କଲେ ମୁଖ୍ୟମନ୍ତ୍ରୀ: ବିରୋଧୀଙ୍କୁ ଟାର୍ଗେଟ୍‌

କୋରାପୁଟ,୪।୫(ଅମିତାଭ ବେହେରା)-ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶନିବାର କୋରାପୁଟରେ ପହଞ୍ଚି ନିର୍ବାଚନ ପ୍ରଚାର କରିଛନ୍ତି। କୋରାପୁଟ ଓଏମ୍‌ପି ପଡ଼ିଆରେ ଆୟୋଜିତ ନିର୍ବାଚନୀ ସଭାରେ ମୁଖ୍ୟମନ୍ତ୍ରୀ ଯୋଗଦେଇ ଓଡ଼ିଶାର ବିକାଶ ପାଇଁ ବିଜୁ ଜନତା ଦଳର ଏମ୍‌ପି ଏବଂ ଏମ୍‌ଏଲ୍‌ଏ ପ୍ରାର୍ଥୀଙ୍କୁ ଶଙ୍ଖ...

ଆସନ୍ତାକାଲି ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ, ଏହି ସବୁ ଜିଲାକୁ କରିବେ ଗସ୍ତ

ଭୁବନେଶ୍ୱର,୪।୫: ରବିବାର ରାତିରେ ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। କାଲି ରାତି ସାଢ଼େ ୯ଟାରେ ଭୁବନେଶ୍ବରରେ ପହଞ୍ଚିବେ। ଏଥିସହ ଭୁବନେଶ୍ବରରେ ମଧ୍ୟ ରାତ୍ରୀଯାପନ କରିବେ ବୋଲି ଜଣାପଡିଛି। ସୋମବାର ବ୍ରହ୍ମପୁର ଏବଂ ନବରଙ୍ଗପୁରରେ ଏକ ସଭାକୁ ପ୍ରଧାନମନ୍ତ୍ରୀ ସମ୍ବୋଧନ...

ରାହୁଲଙ୍କୁ ପ୍ରଶଂସା କଲେ ପାକିସ୍ତାନ ନେତା…

ନୂଆଦିଲ୍ଲୀ/ଇସଲାମାବାଦ,୪।୫: ପାକିସ୍ତାନୀ ନେତା ଚୌଧୁରୀ ଫୱାଦ ହୁସେନ ପୂର୍ବତନ କଂଗ୍ରେସ ସଭାପତି ତଥା ବରିଷ୍ଠ ନେତା ରାହୁଲ ଗାନ୍ଧୀଙ୍କୁ ପ୍ରଶଂସା କରିଛନ୍ତି। ଫୱାଦ ହୁସେନ ଏକ୍ସରେ ଲେଖିଛନ୍ତି, ରାହୁଲ ଗାନ୍ଧୀଙ୍କ ମଧ୍ୟରେ ତାଙ୍କ ଜେଜେବାପା ଜବାହରଲାଲ ନେହେରୁଙ୍କ ପରି ସମାଜବାଦୀ...

ରାହୁଲ ଗାନ୍ଧୀଙ୍କର ନାହିଁ ନିଜସ୍ବ ଘର, ଏତେ ଲକ୍ଷ ଟଙ୍କା କରଜରେ କଂଗ୍ରେସ ନେତା

ନୂଆଦିଲ୍ଲୀ,୪।୫: କଂଗ୍ରେସ ନେତା ରାହୁଲ ଗାନ୍ଧୀ ଶୁକ୍ରବାର ଉତ୍ତର ପ୍ରଦେଶର ରାଏବରେଲି ଆସନରୁ ନାମାଙ୍କନ ପତ୍ର ଦାଖଲ କରିଛନ୍ତି। ଏହି କ୍ରମରେ ନିର୍ବାଚନ କମିଶନରଙ୍କ ପାଖରେ ଦାଖଲ କରିଥିବା ସତ୍ୟପାଠନୁସାରେ ରାହୁଲଙ୍କ ପାଖରେ ୨୦ କୋଟି ଟଙ୍କାରୁ ଅଧିକ ଚଳ-ଅଚଳ...

ନିଜର ସମ୍ମାନ ଭୁଲି ଶସ୍ତା କଥା କହୁଛନ୍ତି ପ୍ରଧାନମନ୍ତ୍ରୀ: କଂଗ୍ରେସ

ନୂଆଦିଲ୍ଲୀ,୪।୫: ଲୋକ ସଭା ନିର୍ବାଚନକୁ ନେଇ ରାଜନନୈତିକ ଦଳ ମଧ୍ୟରେ ଅଭିଯୋଗ ଏବଂ କାଉଣ୍ଟର ଅଭିଯୋଗ ଜାରି ରହିଛି। ସେପଟେ କଂଗ୍ରେସ ଦଳ ପୁଣି ଥରେ ଏହାର ନେତା ରାହୁଲ ଗାନ୍ଧୀଙ୍କ ପ୍ରତିରକ୍ଷାକୁ ଆସିଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ‘ଭୟ...

ଇତିହାସ ରଚିଲେ ସିଜେଆଇ ଚନ୍ଦ୍ରଚୁଡ

ନୂଆଦିଲ୍ଲୀ,୪।୫: ଭାରତର ପ୍ରଧାନ ବିଚାରପତି ଡି. ଓ୍ବାଇ. ଚନ୍ଦ୍ରଚୂଡ ପୁଣି ଥରେ ଚର୍ଚ୍ଚାକୁ ଆସିଛନ୍ତି। ସେ ତାଙ୍କ ନାମରେ ଏକ ରେକର୍ଡ କରିଛନ୍ତି ଯାହା ଏପର୍ଯ୍ୟନ୍ତ କେହି ସିଜେଆଇ କରିନାହାଁନ୍ତ। ଅବଶ୍ୟ, ଏଥର ଏହାର କାରଣ କୌଣସି ରାୟ ନୁହେଁ,...

ଭୁବନେଶ୍ୱରରେ ପହଞ୍ଚିଲେ ବୈଦେଶିକ ମନ୍ତ୍ରୀ ଏସ୍‌. ଜୟଶଙ୍କର

ଭୁବନେଶ୍ୱର,୪।୫: ବୈଦେଶିକ ମନ୍ତ୍ରୀ ଏସ୍‌. ଜୟଶଙ୍କର ଶନିବାର ଭୁବନେଶ୍ୱରରେ ପହଞ୍ଚିଛନ୍ତି। ଜୟଶଙ୍କର ଦୁଇ ଦିନ ଓଡ଼ିଶାରେ ରହିବେ। ମିଳିଥିବା ସୂଚନାନୁଯାୟୀ, ଆଜି ଭୁବନେଶ୍ୱରରେ ବିଭିନ୍ନ କାର୍ଯ୍ୟକ୍ରମରେ ସାମିଲ ହେବେ। ଆସନ୍ତାକାଲି ଅର୍ଥାତ୍‌ ରବିବାର କଟକ, ସମ୍ବଲପୁର କାର୍ଯ୍ୟକ୍ରମରେ ସାମିଲ ହେବେ...

ମେ’ ୧୪ରେ ନାମାଙ୍କନ ଦାଖଲ କରିବେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୪।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭାରତୀୟ ଜନତା ପାର୍ଟି ପକ୍ଷରୁ ବାରଣାସୀରୁ ତୃତୀୟ ଥର ପାଇଁ ଲୋକ ସଭା ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରିବାକୁ ଯାଉଛନ୍ତି। ବାରଣାସୀରେ ମେ’ ୭ରୁ ମେ’ ୧୪ ପର୍ଯ୍ୟନ୍ତ ନାମାଙ୍କନ ପ୍ରକ୍ରିୟା ଚାଲିବ। ମିଳିଥିବା ସୂଚନା...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri