Tag Archives: Home Middle

ସ୍ଥିତି ଅଣାୟତ୍ତ: ରେକର୍ଡ ଭାଙ୍ଗୁଛି କରୋନା

ନୂଆଦିଲ୍ଲୀ,୧୩।୪: ଦେଶରେ କରୋନାର ସଂକ୍ରମଣ ଯୋଗୁ ସ୍ଥିତି ଅଣାୟତ୍ତ ହେବାରେ ଲାଗିଛି। ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଏବେ ୨ ଲକ୍ଷ ମୁହାଁ ହେବାରେ ଲାଗିଛି। କରୋନା ସଂକ୍ରମଣ ପୂର୍ବର ସମସ୍ତ ରେକର୍ଡ ଭାଙ୍ଗି କୋକୁଆ ଭୟ ସୃଷ୍ଟି କରିଛି।ଗତ ୨୪...

ଝରାଫୁଲଙ୍କୁ ହତ୍ୟା କରାଯାଇଛି

ଯାଜପୁର ଅଫିସ,୧୩।୪ ବହୁଚର୍ଚ୍ଚିତ ରମାଦେବୀ ବିଶ୍ୱବିଦ୍ୟାଳୟ ଛାତ୍ରୀ ଝରାଫୁଲ ନାୟକ(୨୨)ଙ୍କ ମୃତ୍ୟୁ ରହସ୍ୟ ଉପରୁ ପର୍ଦ୍ଦା ହଟିଛି। ତାଙ୍କୁ ହତ୍ୟା କରାଯାଇଥିବା ଯାଜପୁର ଏସ୍‌.ପି. ରାହୁଲ ପି.ଆର. ସୋମବାର ଏକ ଭିଡିଓ କ୍ଲିପ୍‌ ଜାରି କରି ଜଣାଇଛନ୍ତି। ଘଟଣାର ମୁଖ୍ୟ...

ଡୋମେଷ୍ଟିକ୍‌ ଫ୍ଲାଇଟ୍‌ରେ ମିଳିବ ନାହିଁ ଖାଦ୍ୟ

ନୂଆଦିଲ୍ଲୀ, ୧୨ା୪- ଦୁଇ ଘଣ୍ଟାରୁ କମ୍‌ ସମୟରେ ଲକ୍ଷ୍ୟସ୍ଥଳରେ ପହଞ୍ଚୁଥିବା ଡୋମେଷ୍ଟିକ୍‌ ଫ୍ଲାଇଟ୍‌ରେ ଆଉ ଖାଦ୍ୟ ପରିବେଷଣ କରାଯିବ ନାହିଁ। କୋଭିଡ୍‌ ସଂକ୍ରମଣ ହାରକୁ କମ୍‌ କରିବା ପାଇଁ ବେସାମରିକ ବିମାନ ଚଳାଚଳ ପକ୍ଷରୁ ଏଭଳି ଘୋଷଣା କରାଯାଇଛି। ଆସନ୍ତା...

ସ୍ଫୁଟନିକ୍‌-ଭି ଟିକାକୁ ମିଳିଲା ମଞ୍ଜୁରୀ

ନୂଆଦିଲ୍ଲୀ,୧୨।୪: ରୁଷିଆର କରୋନା ଟିକା ‘ସ୍ପୁଟନିକ ଭି’କୁ ଦେଶରେ ଜରୁରୀକାଳୀନ ବ୍ୟବହାର ପାଇଁ ବିଶେଷଜ୍ଞ କମିଟି ଅନୁମୋଦନ କରିଛି। ଏହା ସହ ଦେଶକୁ କରୋନା ସହ ମୁକାବିଲା କରିବା ପାଇଁ ତୃତୀୟ ଟିକା ମିଳିଯାଇଛି। ଦେଶରେ ପୂର୍ବରୁ କୋଭିଶିଲ୍ଡ ଏବଂ...

ଦଶମ, ଦ୍ୱାଦଶ ବୋର୍ଡ ପରୀକ୍ଷା ସ୍ଥଗିତ

ମୁମ୍ବାଇ,୧୨।୪: ବର୍ଦ୍ଧିତ କରୋନା ମାମଲାକୁ ଦୃଷ୍ଟିରେ ରଖି ମହାରାଷ୍ଟ୍ର ଶିକ୍ଷା ବିଭାଗ ପକ୍ଷରୁ ସୋମବାର ଏକ ବଡ଼ ନିଷ୍ପତ୍ତି ନିଆଯାଇଛି। ରାଜ୍ୟରେ ନିର୍ଦ୍ଧାରିତ ସମୟରେ ହେବାକୁ ଥିବା ବୋର୍ଡ ପରୀକ୍ଷାକୁ ସ୍ଥଗିତ ରଖାଯାଇଛି। ମହାରାଷ୍ଟ୍ରରେ ବର୍ତ୍ତମାନର କରୋନା ସ୍ଥିତି ଅସମ୍ଭାଳ...

ଭୋଟରଙ୍କ ଚୌକା-ଛକାରେ ଶତକ ପୂରଣ କଲା ଭାଜପା: ମୋଦି

କୋଲକାତା,୧୨।୪: ପଶ୍ଚିମବଙ୍ଗରେ ଭାଜପା ସରକାର ଗଠନ ହେବାକୁ ଯାଉଛି। ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ସରକାର ଚଳିତ ବିଧାନସଭା ନିର୍ବାଚନରେ ପରାଜିତ ହେବ। ରାଜ୍ୟର ଭୋଟରଙ୍କ ଚୌକା ଏବଂ ଛକାରେ ଭାଜପା ଶତକ ପୂରଣ କରିବାକୁ ସକ୍ଷମ ହୋଇ ପାରିଛି ବୋଲି...

ଘଣ୍ଟାକରେ ୩୮ ଜଣଙ୍କ ମୁଣ୍ଡ ନେଉଛି କରୋନା

ନୂଆଦିଲ୍ଲୀ,୧୨।୪: ଦେଶରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ଆତଙ୍କ ସୃଷ୍ଟି ହୋଇଛି। ଦେଶବ୍ୟାପୀ ସାର୍ବଜନୀକ ଟିକାକରଣ ଜାରି ରହିଥିଲେ ମଧ୍ୟ କରୋନା ସହିତ ଲଢ଼େଇ ଧୀରେଧୀରେ କଷ୍ଟକର ହେବାରେ ଲାଗିଛି। ଦେଶରେ ପ୍ରତିଘଣ୍ଟାରେ ହାରାହାରି ୭ ହଜାର ୩୮ ଜଣ...

ସୁପ୍ରିମ୍‌କୋର୍ଟର ଅଧା କର୍ମଚାରୀ କରୋନା ପଜିଟିଭ୍‌

ନୂଆଦିଲ୍ଲୀ,୧୨।୪: ସୁପ୍ରିମ୍‌କୋର୍ଟର ଅଧାରୁ ଅଧିକ କର୍ମଚାରୀ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ସେମାନଙ୍କର ନମୁନା ପରୀକ୍ଷା ରିପୋର୍ଟ ପଜିଟିଭ୍‌ ଆସିଛି। କୋର୍ଟର ଅଧିକାଂଶ କ୍ଲର୍କ ଏବଂ ତଳିଆ କର୍ମଚାରୀମାନେ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ଏହାଦ୍ୱାରା କୋର୍ଟର ସାଧାରଣ କାର୍ଯ୍ୟରେ ବାଧା ସୃଷ୍ଟି...

୨ ଲକ୍ଷ ମୁହାଁ କରୋନା

ନୂଆଦିଲ୍ଲୀ,୧୨।୪: ଦେଶରେ କରୋନାର ସଂକ୍ରମଣ ଯୋଗୁ ସ୍ଥିତି ଅଣାୟତ୍ତ ହେବାରେ ଲାଗିଛି। ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଏବେ ୨ ଲକ୍ଷ ମୁହାଁ ହେବାରେ ଲାଗିଛି। ଗତ ୨୪ ଘଣ୍ଟାରେ ଦେଶରେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଲକ୍ଷେ ୬୮ ହଜାର ୯୧୨ରେ...

ଆଜି କ୍ୟାବିନେଟ୍‌

ଭୁବନେଶ୍ୱର,୧୨।୪(ବ୍ୟୁରୋ): ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ ସୋମବାର ମଧ୍ୟାହ୍ନ ୧୨ଟା ୩୦ରେ ଲୋକସେବା ଭବନରେ ଅନୁଷ୍ଠିତ ହେବ। ଭିଡିଓ କନ୍‌ଫରେନ୍ସ ଜରିଆରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବସିବାକୁ ଥିବା ଏହି ବୈଠକରେ ବିଭିନ୍ନ ବିଭାଗର ମନ୍ତ୍ରୀମାନେ ଉପସ୍ଥିତ ରହିବେ।...

ଟିକା ନାହିଁ: ୯୦୦ କେନ୍ଦ୍ର ବନ୍ଦ

ଭୁବନେଶ୍ୱର,୧୨।୪(ବ୍ୟୁରୋ): ରାଜ୍ୟରେ କରୋନା ସ୍ଥିତି ଅଣାୟତ୍ତ ହେବାରେ ଲାଗିଛି। ଗୋଟିଏ ପଟେ ଦୈନିକ ସଂକ୍ରମଣ ବୃଦ୍ଧି ପାଉଥିବାବେଳେ ଅନ୍ୟପଟେ ସରକାରଙ୍କୁ ଟିକା ଚିନ୍ତା ଘାରିଛି। ଟିକା ଅଭାବ ଯୋଗୁ ରାଜ୍ୟରେ ଟିକାକରଣ ଘୋର ବାଧାପ୍ରାପ୍ତ ହୋଇଛି। ଦୈନିକ ୨ଲକ୍ଷ ଟିକାକରଣ...

୪ ଦିନିଆ ଟିକା ଉତ୍ସବ: ମୋଦିଙ୍କ ୪ ସୂତ୍ରୀ କରୋନା ଲଢ଼େଇ ଫର୍ମୂଲା

ନୂଆଦିଲ୍ଲୀ,୧୧।୪: ଦେଶରେ କରୋନା ମହାମାରୀ ସଂକ୍ରମଣ ବେକାବୁ ହେବାରେ ଲାଗିଛି। ଏପରିସ୍ଥଳେ ଲୋକଙ୍କ ମଧ୍ୟରେ ଦେଶରେ ଜାରି ରହିଥିବା ସାର୍ବଜନୀକ ଟିକାକରଣ ଅଭିଯାନ ସମ୍ପର୍କରେ ସଚେତନତା ସୃଷ୍ଟି ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାରଠାରୁ ୪ ଦିନିଆ ଟିକା ଉତ୍ସବ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri