Tag Archives: Home Middle

ଦଳ ନୁହେଁ ଦେଶ ବଡ଼: ମୋଦି

ନୂଆଦିଲ୍ଲୀ,୬।୪: ଦଳ ନୁହେଁ ଭାଜପା ପାଇଁ ସବୁବେଳେ ଦେଶ ହିଁ ବଡ଼ ବୋଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭାଜପାର ୪୧ ତମ ସ୍ଥାପନା ଦିବସ ଅବସରରେ ପ୍ରକାଶ କରିଛନ୍ତି। ଭାଜପାର କର୍ମକର୍ତ୍ତାଙ୍କ ଉଦ୍ଦେଶ୍ୟରେ ପ୍ରଧାନମନ୍ତ୍ରୀ କହିଛନ୍ତି। ଦେଶବାସୀଙ୍କ ସେବା କରି...

ଆତ୍ମଘାତୀ ଆକ୍ରମଣ ଷଡ଼ଯନ୍ତ୍ର: ଆଲର୍ଟରେ ଗୋଇନ୍ଦା ବିଭାଗ

ନୂଆଦିଲ୍ଲୀ,୬।୪: ଦେଶରେ ଆତ୍ମଘାତୀ ଆକ୍ରମଣ କରିବା ଲାଗି ଆତଙ୍କବାଦୀ ସଂଗଠନଗୁଡ଼ିକ ପକ୍ଷରୁ ଷଡ଼ଯନ୍ତ୍ର କରାଯାଇଛି। ଏନେଇ ଏକ ମେଲ୍‌ ସିଆର୍‌ପିଏଫ୍‌ର ମୁମ୍ବାଇସ୍ଥିତ ମୁଖ୍ୟାଳୟକୁ ଆସିଛି। ଏହାକୁ ଥ୍ରେଟ୍‌ ମ୍ୟାନେଜମେଣ୍ଟ୍‌ ସିଷ୍ଟମ୍‌ ଦ୍ୱାରା ଯାଞ୍ଚ୍‌ କରାଯାଇ ଏନ୍‌ଆଇଏ ସମେତ ଅନ୍ୟ ଗୋଇନ୍ଦା...

ଗୌତମ ଘୋଷଙ୍କ ଘରୁ ଇଭିଏମ୍‌-ଭିଭିପାଟ୍‌ ଜବତ

କୋଲକାତା,୬।୪: ପଶ୍ଚିମବଙ୍ଗରେ ବିଧାନସଭା ନିର୍ବାଚନର ତୃତୀୟ ପର୍ଯ୍ୟାୟ ମତଦାନ ମଙ୍ଗଳବାର ଜାରି ରହିଛି ରାଜ୍ୟର ୩୧ ଜିଲାରେ ମତଦାନ କରାଯାଉଛି। ଉଲୁବେରିଆ ଅଞ୍ଚଳରେ ତୃଣମୂଳ କଂଗ୍ରେସ ନେତା ଗୌତମ ଘୋଷଙ୍କ ଘରୁ ଇଭିଏମ୍‌ ମେସିନ୍‌ ଏବଂ ଭିଭିପାଟ୍‌ ଜବତ କରାଯାଇଛି।...

ଦ୍ରୁତ ବେଗରେ ବଢ଼ୁଛି ସଂକ୍ରମଣ

ନୂଆଦିଲ୍ଲୀ, ୬।୪(ପି.ଟି.): କରୋନା ସଂକ୍ରମଣର ଦ୍ୱିତୀୟ ଲହର ପୂର୍ବାପେକ୍ଷା ଅଧିକ ଦ୍ରୁତ ବେଗରେ ମାଡ଼ିଚାଲିଛି। ଦୈନିକ ସଂକ୍ରମଣ ୨୦ହଜାରରୁ ୧ ଲକ୍ଷରେ ପହଞ୍ଚତ୍ବାକୁ ମାତ୍ର ୨୫ ଦିନ ସମୟ ଲାଗିଛି। ଗତବର୍ଷ ସେପ୍ଟେମ୍ବର ୧୭ରେ ସର୍ବାଧିକ ଦୈନିକ ସଂକ୍ରମଣ ୯୭,୮୯୪ରେ...

୫ ରାଜ୍ୟରେ ମତଦାନ ଆରମ୍ଭ

ନୂଆଦିଲ୍ଲୀ,୬।୪: ପଶ୍ଚିମବଙ୍ଗ ସମେତ ଦେଶର ପାଞ୍ଚଟି ରାଜ୍ୟରେ ବିଧାନସଭା ନିର୍ବାଚନ ପାଇଁ ମତଦାନ ଚାଲିଛି। ପଶ୍ଚିମବଙ୍ଗ, ଆସାମ ତୃତୀୟ ପର୍ଯ୍ୟାୟ ପାଇଁ ଭୋଟ ହେଉଛି। ତାମିଲନାଡୁର କେରଳ, ପୁଡୁଚେରୀର ସମସ୍ତ ଆସନରେ ଭୋଟ ଗ୍ରହଣ କରାଯାଉଛି। ମଙ୍ଗଳବାର ସକାଳଠାରୁ ଭୋଟରମାନଙ୍କର...

ପ୍ରଧାନମନ୍ତ୍ରୀଙ୍କୁ ଗୁହାରି ହେଲେ ନିଖୋଜ ଯବାନଙ୍କ ସ୍ତ୍ରୀ

ରାୟପୁର, ୫।୪: ଛତିଶଗଡ଼ର ବିଜାପୁର ଏନ୍‌କାଉଣ୍ଟର ବେଳେ ନିଖୋଜ ଥିବା ସିଆର୍‌ପିଏଫ୍‌ ଯବାନ ରାକେଶ୍ୱର ସିଂ ମନ୍‌ହାସ ମାଓବାଦୀମାନଙ୍କ କବ୍‌ଜାରେ ରହିଥିବା ଜଣେ ଅଜଣା ବ୍ୟକ୍ତି ଫୋନ୍‌ ଯୋଗେ ସୂଚନା ଦେଇଛନ୍ତି। ତେବେ ତାଙ୍କୁ ଫେରାଇ ଦେବା ବଦଳରେ ମାଓବାଦୀମାନଙ୍କ...

ଆସାମର ଏକ ବୁଥ୍‌ରେ ଭୋଟରଙ୍କ ଠାରୁ ଦୁଇ ଗୁଣ ମତଦାନ

ଗୁଆହାଟୀ, ୫ା୪- ଆସାମର ଡିମା ହାସାଓ ଜିଲାର ଏକ ବୁଥ୍‌ରେ ପଞ୍ଜିକୃତ ଭୋଟରଙ୍କ ସଂଖ୍ୟା ୯୦ ହୋଇଥିବାବେଳେ ୧୮୧ ମତଦାନ ହୋଇଛି। ଏହି ଘଟଣାରେ ୬ ପୋଲିଂ ଅଫିସିଆଲଙ୍କୁ ମିଲମ୍ବିତ କରିଛି ନିର୍ବାଚନ ଆୟୋଗ (ଇସି)। ଏହି ବୁଥ୍‌ରେ ପୁଣି...

କରୋନା ଆତଙ୍କ: ଏପ୍ରିଲ ୮ରେ ସବୁ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ସହ କଥା ହେବେ ମୋଦି

ନୂଆଦିଲ୍ଲୀ,୫।୪: ଭାରତରେ କରୋନା ସଂକ୍ରମଣ ଦ୍ରୁତ ଗତିରେ ବ୍ୟାପିବାରେ ଲାଗିଛି। ଏଥି ସହ କରୋନାର ନୂଆ ଷ୍ଟ୍ରେନ୍‌ ଏବେ ଚିନ୍ତା ବଢ଼ାଇଛି। ଦେଶରେ ବର୍ଦ୍ଧିତ କରୋନା ମାମଲାକୁ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏପ୍ରିଲ ୮ରେ ସବୁ ରାଜ୍ୟର ମୁଖ୍ୟମନ୍ତ୍ରୀ...

ଅପରେଶନ୍‌ ପ୍ରହାର-୩: ଟାର୍ଗେଟରେ ହିଡମା ସମେତ ୮ କମାଣ୍ଡର

ବିଜାପୁର,୫।୪: ମାଓବାଦୀଙ୍କ ଆକ୍ରମଣରେ ୨୨ ଜଣ ଯବାନ ଶହୀଦ୍‌ ହୋଇଛନ୍ତି। ଏବେ ମାଓବାଦୀଙ୍କ ମୁକାବିଲା ଲାଗି ଅପରେଶନ୍‌ ପ୍ରହାର-୩ ପାଇଁ ଯୋଜନା ପ୍ରସ୍ତୁତି କରାଯାଉଛି। ଏହି ଅପରେଶନ୍‌ରେ ବିଜାପୁର ଆକ୍ରମଣର ମାଷ୍ଟର ମାଇଣ୍ଡ୍‌ ହିଡମା ସମେତ ୮ ମାଓବାଦୀ କମାଣ୍ଡରଙ୍କୁ...

ପିପିଲି ପ୍ରଚାରରେ ଯିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୫।୪(ବ୍ୟୁରୋ):  ପିପିଲି ଉପନିର୍ବାଚନ ଲାଗି ନିର୍ବାଚନମଣ୍ଡଳୀରେ ରାଜନୈତିକ ଉଷ୍ମତା ବଢ଼ିବାରେ ଲାଗିଛି।  ସବୁ ଦଳର ନେତା ଓ କର୍ମୀ ଓ୍ବାର୍ଡସ୍ତରରୁ ଦାୟିତ୍ୱ ନେଇ ସେଠାରେ ଡେରା ପକାଇ ରହିଲେଣି। ଏହି ଉଷ୍ଣତାକୁ ଆହୁରି ସରଗରମ କରିଛି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ...

୧୦୦ କୋଟି ବଟି ଆଦାୟ ମାମଲାର ଯାଞ୍ଚ୍‌ କରିବ ସିବିଆଇ: ହାଇକୋର୍ଟ

ମୁମ୍ବାଇ,୫।୪: ପୂର୍ବତନ ପୋଲିସ କମିଶନର ପରମବୀର ସିଂଙ୍କ ଆବେଦନ ଉପରେ ବିଚାର କରି ହାଇକୋର୍ଟ ସୋମବାର ବଡ଼ ଫଇସଲା ଶୁଣାଇଛନ୍ତି। ୧୦୦କୋଟି ଟଙ୍କାର ବଟି ଆଦାୟ ମାମଲାର ଯାଞ୍ଚ୍‌ ଏଣିକି ସିବିଆଇ କରିବ ବୋଲି କୋର୍ଟ କହିଛନ୍ତି। ମହାରାଷ୍ଟ୍ର ଗୃହମନ୍ତ୍ରୀ...

କୋର୍ଟରେ ହାଜର ହେଲେ ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀ

କଟକ ଅଫିସ,୫।୪: କଟକ ଫ୍ୟାମିଲି କୋର୍ଟରେ ସୋମବାର ହାଜର ହୋଇଛନ୍ତି ଓଲିଉଡ୍‌ ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀ। ଅଭିନେତା ସ୍ବାମୀ ତଥା ଏମ୍‌ପି ଅନୁଭବ ମହାନ୍ତିଙ୍କ ସହ ପାରିବାରିକ ବିବାଦ ନେଇ ବର୍ଷା କୋର୍ଟରେ ହାଜର ହୋଇଥିବା ଜଣାପଡ଼ିଛି। ଦିଲ୍ଲୀ ପଟିଆଲା ହାଉସ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri