Tag Archives: Home Middle

ସୁରକ୍ଷା ଖୋଜୁଛି ଶାଳ ଜଙ୍ଗଲ

କେନ୍ଦୁଝର,୪।୪(ସ୍ବ.ପ୍ର.)- କେନ୍ଦୁଝର ଜିଲାରେ ଗତ ଏକ ଦଶନ୍ଧି ହେଲା ଦ୍ରୁତ ଜଙ୍ଗଲ କ୍ଷୟ ଯୋଗୁ ବ୍ୟାପକ ଶାଳ ଜଙ୍ଗଲ ନଷ୍ଟ ହୋଇଗଲାଣି। ପ୍ରାକୃତିକ ପରିବେଶରେ ଆପେ ଆପେ ଗଛ ଉଠୁଥିବା ଶାଳ ଜଙ୍ଗଲର ବିକଳ୍ପ ନାହିଁ। ଅର୍ଥାତ ଏହି ଗଛ...

କରୋନା ଲକ୍ଷେ ମୁହାଁ : ୨୪ ଘଣ୍ଟାରେ ୯୩ ହଜାରରୁ ଅଧିକ ନୂଆ ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ,୪।୪: ଦେଶରେ କରୋନାର ସଂକ୍ରମଣ ଥମିବାର ନା ଧରୁନି। ପ୍ରତିଦିନ ନୂଆ ଆକ୍ରାନ୍ତଙ୍କ ବଢ଼ି ଚାଲିିଛି। ଦେଶରେ ଲଗାତାର ଗତ ୩ ଦିନ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ୮୦ ହଜାରରୁ ଅଧିକ ରହିଛି। କରୋନା ଲକ୍ଷେ ମୁହାଁ ହେବାରେ ଲାଗିଛି।...

ପ୍ରତ୍ୟେକ ରବିବାର ବନ୍ଦ ରହିବ ଶ୍ରୀମନ୍ଦିର

ପୁରୀ ଅଫିସ,୩।୪: ରାଜ୍ୟରେ କରୋନା ସଂକ୍ରମଣ ଦିନକୁ ଦିନ ବଢ଼ି ଚାଲିଛି। ଏହାକୁ ଦୃଷ୍ଟିରେ ରଖି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ନୂଆ ଏସ୍‌ଓପି ଜାରି କରାଯାଇଛି। ଏଣିକି ଭକ୍ତଙ୍କ ପାଇଁ ପ୍ରତ୍ୟେକ ରବିବାର ଶ୍ରୀମନ୍ଦିର ବନ୍ଦ ରହିବ। ସପ୍ତାହକୁ ୨...

ଜୟନାରାୟଣ, ବିଷ୍ଣୁ, ମୋହନ ସସ୍‌ପେଣ୍ଡ

ଭୁବନେଶ୍ୱର,୩।୪(ବ୍ୟୁରୋ): ଭାଜପାର ୩ ବିଧାୟକ ସସ୍‌ପେଣ୍ଡ। ବିଧାନସଭାରେ ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ରଙ୍କ ଉପରକୁ ଚପଲ ଫିଙ୍ଗିବା ଘଟଣାରେ କାର୍ଯ୍ୟାନୁଷ୍ଠାନସ୍ବରୂପ ବିଧାୟକ ଜୟ ନାରାୟଣ ମିଶ୍ର, ବିରୋଧୀ ଦଳ ଉପନେତା ବିଷ୍ଣୁ ସେଠୀ, ବିରୋଧୀ ଦଳ ମୁଖ୍ୟ ସଚେତକ ମୋହନ...

ରାତି ୧୦ରୁ ସକାଳ ୫ ଯାଏ ନାଇଟ୍‌ କର୍ଫ୍ୟୁ

ଭୁବନେଶ୍ୱର,୩।୪(ବ୍ୟୁରୋ): ବଢ଼ିବାରେ ଲାଗିଛି କରୋନାର ଲେଉଟାଣି ସଂକ୍ରମଣ। ଏହାକୁ ଦୃଷ୍ଟିରେ ରଖି ଶନିବାର ରାଜ୍ୟ ସରକାର ୧୦ଟି ଜିଲାରେ ରାତି ୧୦ଟାରୁ ସକାଳ ୫ଟା ପର୍ଯ୍ୟନ୍ତ ନାଇଟ୍‌ କର୍ଫ୍ୟୁ ଲାଗୁ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ତେବେ ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର,...

ଫେରିଲା କଟକଣା: କଳାହାଣ୍ଡି-ଫୁଲବାଣୀର ୩ ସ୍ଥାନ କଣ୍ଟେନ୍‌ମେଣ୍ଟ ଜୋନ୍‌ ଘୋଷଣା

ଭବାନୀପାଟଣା(ଡି.ଏନ୍‌.ଏ.)/ଫୁଲବାଣୀ ଅଫିସ,୩।୪: ରାଜ୍ୟରେ ଚିନ୍ତା ବଢ଼ାଇଲାଣି କରୋନାର ଲେଉଟାଣି ସଂକ୍ରମଣ। ଦୈନିକ ସଂକ୍ରମିତଙ୍କ ସଂଖ୍ୟା ବଢ଼ୁଥିବାରୁ କଟକଣା ଜରୁରୀ ହୋଇପଡ଼ିଲାଣି। ଏହାକୁ ଦୃଷ୍ଟିରେ ରଖି ଶନିବାର ରାଜ୍ୟର ୨ ଜିଲାର ୩ ସ୍ଥାନକୁ କଣ୍ଟେନ୍‌ମେଣ୍ଟ ଜୋନ ଘୋଷଣା କରାଯାଇଛି। କଳାହାଣ୍ଡି...

ଧର୍ମନିରପେକ୍ଷ-ସାମ୍ପ୍ରଦାୟିକ ରାଜନୀତି ଦେଶ ପାଇଁ କ୍ଷତିକାରକ: ମୋଦି

ଗୁଆହାଟି,୩।୪: ଦେଶର ବିକାଶ ପଥରେ ଧର୍ମନିରପେକ୍ଷ ଏବଂ ସାମ୍ପ୍ରଦାୟିକ ରାଜନୀତି ବାଧା ସୃଷ୍ଟି କରୁଛି। ଏଭଳି ରାଜନୀତି ଖେଳ ଦେଶ ପାଇଁ କ୍ଷତିକାରକ। ଭାଜପା ସରକାର ସବ୍‌କା ସାଥ୍‌-ସବ୍‌କା ବିକାଶ-ସବ୍‌କା ବିଶ୍ୱାସ ମନ୍ତ୍ର ଆଧାରରେ ବିଭିନ୍ନ ଯୋଜନା ପ୍ରଣୟନ କରି...

ସାଢ଼େ ୬ ମାସ ପରେ କରୋନା ସ୍ଥିତି ଅଣାୟତ୍ତ: ଦିନକରେ ୮୯ ହଜାର ଟପିଲା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା

ନୂଆଦିଲ୍ଲୀ,୩।୪: ଦେଶରେ କରୋନାର ସଂକ୍ରମଣର ଦ୍ୱିତୀୟ ଲହର ଜାରି ରହିଛି। ପ୍ରତିଦିନ ନୂଆ ଆକ୍ରାନ୍ତଙ୍କ ବଢ଼ିବାରେ ଲାଗିଛି। ଦେଶରେ ଲଗାତାର ଗତ ୨ ଦିନ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ୮୦ ହଜାରରୁ ଅଧିକ ରହିଛି। ଗତ ୨୪ ଘଣ୍ଟାରେ ଦେଶରେ...

ସେଣ୍ଟ୍‌ ଷ୍ଟିଫେନ୍ସ୍‌ କଲେଜର ୧୩ ଶିକ୍ଷାର୍ଥୀ, ୨ କର୍ମଚାରୀ କରୋନା ପଜିଟିଭ୍‌

ନୂଆଦିଲ୍ଲୀ,୩।୪: ଦିଲ୍ଲୀ ୟୁନିଭର୍ସିଟିର ସେଣ୍ଟ୍‌ ଷ୍ଟିଫେନ୍ସ୍‌ କଲେଜରେ କରୋନା ସଂକ୍ରମଣ ପହଞ୍ଚିଛି। କଲେଜର ୧୩ ଶିକ୍ଷାର୍ଥୀ ଏବଂ ୨ ଜଣ କର୍ମଚାରୀଙ୍କ ନମୁନା ରିପୋର୍ଟ କରୋନା ପଜିଟିଭ୍‌ ଆସିଛି। ସୁରକ୍ଷାକୁ ଦୃଷ୍ଟିରେ ରଖି କଲେଜରେ କଡ଼ା କଟକଣା ଜାରି କରାଯାଇଛି।...

ଝାରସୁଗୁଡ଼ାରୁ ଚେନ୍ନାଇକୁ ଉଡ଼ିଲା ବିମାନ

ଝାରସୁଗୁଡ଼ା ଅଫିସ,୨ା୪: ଝାରସୁଗୁଡ଼ା ବୀର ସୁରେନ୍ଦ୍ର ସାଏ(ଭିଏସ୍‌ଏସ୍‌) ବିମାନ ବନ୍ଦରରୁ ଚେନ୍ନାଇକୁ ଶୁକ୍ରବାର ବିମାନ ସେବା ଆରମ୍ଭ ହୋଇଛି। ସ୍ପାଇସ୍‌ ଜେଟ୍‌ ବିମାନ ଚେନ୍ନାଇରୁ ୮୪ଜଣ ଯାତ୍ରୀଙ୍କୁ ଧରି ଝାରସୁଗୁଡ଼ା ବିମାନ ବନ୍ଦରରେ ଅପରାହ୍ନ ୩ଟା ୨୦ରେ ପହଞ୍ଚତ୍ଥିଲା। ପରେ...

ଦିଲ୍ଲୀରେ ହେବନି ଲକ୍‌ଡାଉନ

ନୂଆଦିଲ୍ଲୀ, ୨।୪: ଦିଲ୍ଲୀରେ କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଶୁକ୍ରବାର ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ ଏକ ଜରୁରୀକାଳୀନ ବୈଠକ ଡକାଇଥିଲେ। ବୈଠକରେ ସେ ଦିଲ୍ଲୀରେ ବର୍ତ୍ତମାନ ଲକଡାଉନ ଲଗାଇବା ପରିସ୍ଥିତି ସୃଷ୍ଟି ହୋଇ ନ ଥିବା କହିଥିଲେ। ଦେଶରେ କରୋନାର...

୩ ସପ୍ତାହ ବନ୍ଦ ରହିବ ସାପ୍ତାହିକ ହାଟ

ଝାରସୁଗୁଡ଼ା ଅଫିସ,୨।୪: ପଡୋଶୀ ଛତିଶଗଡ଼ ରାଜ୍ୟରେ କରୋନା ସଂକ୍ରମଣ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି । ଛତିଶଗଡ଼ ରାଜ୍ୟର ରାୟଗଡ଼ ଜିଲାକୁ ଲାଗି ରହିଛି ଝାରସୁଗୁଡ଼ା ଜିଲା। ଉଭୟ ରାଜ୍ୟ ସୀମାନ୍ତରେ ଲୋକଙ୍କ ଯାତାୟାତ ରହିଥିବା ବେଳେ କରୋନା...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri